ରାଜ୍ୟ

ପଦ୍ମଶ୍ରୀ ଭବାନୀ ପଟ୍ଟନାୟକ ପାଇବେ ଗାନ୍ଧୀ ସେବା ସମ୍ମାନ

କଟକ ଅଫିସ, ୨୦ା୭: ସ୍ବାଧୀନତା ସଂଗ୍ରାମୀ ଓ ପ୍ରାକ୍ତନ ଏମ୍‌ପି ପଦ୍ମଶ୍ରୀ ଭବାନୀ ଚରଣ ପଟ୍ଟନାୟକ ମର୍ଯ୍ୟାଦାଜନକ ଗାନ୍ଧୀ ସେବା ସମ୍ମାନ ପାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି। ଆସନ୍ତା ୨୨ ତାରିଖ ସନ୍ଧ୍ୟା ୬ଟାରେ ବିଜୁ ପଟ୍ଟନାୟକ ଛକସ୍ଥିତ ସାରସ୍ବତ ପୀଠ…

ଲିଙ୍ଗରାଜଙ୍କ ଜମିକୁ ନେଇ ହାଇକୋର୍ଟରେ ମାମଲା

କଟକ ଅଫିସ, ୨୦ା୭: ଭୁବନେଶ୍ୱରର ଭୀମପୁର ମୌଜାରେ ମହାପ୍ରଭୁ ଲିଙ୍ଗରାଜଙ୍କ ୨ ଏକର ୩୫୬ ଡେସିମିଲ ଜମିକୁ ଦିଲ୍ଲୀର ଏକ ଘରୋଇ ସଂସ୍ଥାକୁ ୯୯ ବର୍ଷ ପାଇଁ ଲିଜ୍‌ ଆକାରରେ ଟେକି ଦିଆଯାଇଛି। ସରକାରୀ ଧାର୍ଯ୍ୟ ମୂଲ୍ୟରୁ ଅଧା ଦାମ୍‌ରେ ଏହି…

ମହାପ୍ରଭୁଙ୍କୁ ଦର୍ଶନ କଲେ ବିଶ୍ୱଭୂଷଣ

ପୁରୀ ଅଫିସ, ୨୦ା୭: ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ଭାବେ ନିଯୁକ୍ତି ପାଇଥିବା ବିଶ୍ୱଭୂଷଣ ହରିଚନ୍ଦନ ଶୁକ୍ରବାର ଅପରାହ୍ନରେ ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ପ୍ରାୟ ଅଧଘଣ୍ଟା ମନ୍ଦିରରେ ବିତାଇବା ପରେ ସେ ଫେରିଥିଲେ। ସିଂହଦ୍ୱାରଠାରେ ଗଣମାଧ୍ୟମକୁ କହିଥିଲେ, ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରୁ…

ନନ୍ଦନକାନନରୁ ସାତକୋଶିଆ ଗଲେ ୫ ଘଡ଼ିଆଳ କୁମ୍ଭୀର

ବାରଙ୍ଗ,୨୦ା୭(ଡି.ଏନ୍‌.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନରୁ ଶୁକ୍ରବାର ୫ଟି ଘଡିଆଳ କୁମ୍ଭୀର ସାତକୋଶିଆରେ ଛଡାଯାଇଛି। ନନ୍ଦନକାନନର ତିନିଜଣିଆ ଟିମ ଏହି ଘଡିଆଳ କୁମ୍ଭୀରଙ୍କୁ ସାଙ୍ଗରେ ନେଇ ଅପରାହ୍ନରେ ଯାତ୍ରା ଆରମ୍ଭ କରିଛନ୍ତି। ନନ୍ଦନକାନନରେ ଘଡିଆଳ କୁମ୍ଭୀରମାନଙ୍କ ସଂଖ୍ୟା ବୃଦ୍ଧିପାଇବା ପରେ ନନ୍ଦନକାନନ କର୍ତ୍ତୃପକ୍ଷ…

ଲୋକ ସଭା ପ୍ରାର୍ଥିନୀଙ୍କ ଫଟୋ ଭାଇରାଲ ଘଟଣା: ୩ ଅଭିଯୁକ୍ତଙ୍କୁ ହାଇକୋର୍ଟରୁ ଜାମିନ ମିଳିଲା

କଟକ ଅଫିସ,୨୦ା୭: ସାଧାରଣ ନିର୍ବାଚନ ସମୟରେ ଜଣେ ଲୋକ ସଭା ପ୍ରାର୍ଥିନୀଙ୍କ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏହି ଘଟଣାରେ ଗିରଫ ହୋଇଥିବା ୩ ଅଭିଯୁକ୍ତ ସୀମାଞ୍ଚଳ ପାତ୍ର, ଚିନ୍ମୟ ସେନାପତି ଓ ଜୟଦୀପ ଗିରିଙ୍କୁ ହାଇକୋର୍ଟ ଜାମିନ ଦେଇଛନ୍ତି।…

ସ୍ମାର୍ଟ ସିଟି ସର୍ବସାଧାରଣ ସ୍ଥାନର ଜାତୀୟ ମାନ ନିର୍ଦ୍ଧାରଣ ହେବ

ଭୁବନେଶ୍ୱର, ୨୦ା୭(ବ୍ୟୁରୋ): ମୋବାଇଲରେ ଜାଣିହେବ ଦେଶରେ ଥିବା ସ୍ମାର୍ଟସିଟିଗୁଡ଼ିକର ସବିଶେଷ ତଥ୍ୟ। ବିଶେଷକରି ପାର୍କ, ମାର୍କେଟ, ଐତିହ୍ୟସ୍ଥଳ, ଜଳାଶୟ, ରାସ୍ତା ଆଦି ସର୍ବସାଧାରଣ ସ୍ଥାନ ସଂକ୍ରାନ୍ତରେ ଜାଣିବା ପାଇଁ ସ୍ମାର୍ଟ ସିଟି ମିଶନ ପକ୍ଷରୁ ନୂଆ ଆପ୍‌ କାର୍ଯ୍ୟକାରୀ କରାଯିବ।  ସ୍ମାର୍ଟସିଟି…

ସରକାରୀ ସ୍କୁଲରେ ପଡୁଛି ତାଲା, ଘରୋଇ ସ୍କୁଲକୁ ପ୍ରୋତ୍ସାହନ

ଜଗତ୍‌ସିଂହପୁର ଅଫିସ,୨୦ା୭: ଶିକ୍ଷାନୁଷ୍ଠାନଗୁଡିକ ପାଇଁ ରାଜ୍ୟ ସରକାରଙ୍କ ଅଜବ ନୀତିକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ଗୋଟିଏ ପଟେ ସରକାର ଆବଶ୍ୟକ ସଂଖ୍ୟକ ଛାତ୍ରୀଛାତ୍ର ନ ଥିବା ସରକାରୀ ବିଦ୍ୟାଳୟ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଉଥିବାବେଳେ ଅନ୍ୟପଟେ ଏହି ବିଦ୍ୟାଳୟଗୁଡିକରେ…

ବର୍ଷା ଉଭାନ, ଚାଷୀ ଚାତକ: ଫାଟିଲାଣି ତଳି ଘେରା

ନାଉଗଁ।,୨୦ା୭(ସ୍ବ.ପ୍ର.): ବିଗତ ବର୍ଷଗୁଡିକ ଅପେକ୍ଷା ଚଳିତବର୍ଷ ନାଉଗଁ। ବ୍ଲକ ଅଞ୍ଚଳରେ କମ୍‌ ବର୍ଷା ହୋଇଛି। ଫଳରେ ଚାଷ କାର୍ଯ୍ୟ ଏ ପର୍ଯ୍ୟନ୍ତ ଠିକ୍‌ ଭାବେ ହୋଇପାରିନାହିଁ। ଯେଉଁ ଚାଷୀମାନେ ନିଜସ୍ବ ଉଦ୍ୟମରେ ତଳି ପକାଇଥିଲେ ପାଣି ଅଭାବରୁ ସେମାନଙ୍କ ତଳି ଘେରା…

ରଣପୁର ବ୍ଲକ୍‌ରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ବାଟବଣା: ଶ୍ରମିକ ବଦଳରେ ମେଶିନ କରୁଛି କାମ

ରଣପୁର,୨୦ା୭ (ସ୍ବ.ପ୍ର.): ଗ୍ରାମାଞ୍ଚଳରେ ଲୋକମାନଙ୍କୁ କାମ ଯୋଗାଇଦେବା ପାଇଁ କେନ୍ଦ୍ର ସରକାରଙ୍କ ତରଫରୁ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପ୍ରଣୟନ କରାଯାଇଛି। ଏହା ଦ୍ୱାରା ଗ୍ରାମ ଓ ସହରର ଶ୍ରମିକ ନିଜ ଅଞ୍ଚଳରେ କାମକରି ରୋଜଗାରକ୍ଷମ ହୋଇପାରିବେ । କିନ୍ତୁ ଅନେକ ସ୍ଥାନରେ ଏହାର ବ୍ୟତିକ୍ରମ…

ଅପହୃତା ନାବାଳିକା ଭୁବନେଶ୍ୱରରୁ ଉଦ୍ଧାର: ଅଭିଯୁକ୍ତ ଯୁବକ ଗିରଫ

ନୟାଗଡ଼ ଅଫିସ/ରଣପୁର,୨୦ା୭(ସ୍ବ.ପ୍ର.): ନୟାଗଡ଼ ଜିଲା ଚାନ୍ଦପୁର ଥାନା ଅଞ୍ଚଳରୁ ଅପହୃତ ଜଣେ ନାବାଳିକାଙ୍କୁ ପୋଲିସ ଶୁକ୍ରବାର ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ପରିସରରୁ ଉଦ୍ଧାର କରିଛି। ଏଥିସହିତ ଅପହରଣକାରୀ ଯୁବକଙ୍କୁ ମଧ୍ୟ ପୋଲିସ ଗିରଫ କରିଛି। ସେ ହେଲେ ଶଙ୍କର ଭୋଇ। ଶଙ୍କରଙ୍କ…

କାହିଁ ଏତେ ଅନୁକମ୍ପା

ଭୁବନେଶ୍ୱର,୨୦।୭: ଗ୍ରାମାଞ୍ଚଳ କଥା ଛାଡ଼ନ୍ତୁ, ଖୋଦ୍‌ ରାଜଧାନୀ ଭୁବନେଶ୍ୱରର ସବୁ ଅଞ୍ଚଳରେ ୨୪ ଘଣ୍ଟା ନିରବଚ୍ଛିନ୍ନ ବିଦ୍ୟୁତ୍‌ ଯୋଗାଣ ହୋଇପାରୁନାହିଁ। ଏନେଇ ପ୍ରତିକ୍ରିୟା ପ୍ରକାଶ ପାଇଲେ ରାଜ୍ୟରେ ବିଦ୍ୟୁତ୍‌ ସଂଯୋଗୀକରଣ, ବଣ୍ଟନ ଓ ଶୁଳ୍କ ଆଦାୟ ପାଇଁ ଦାୟିତ୍ୱ ନେଇଥିବା ସଂସ୍ଥା…

ଦଲାଲ୍‌ଙ୍କ କବ୍‌ଜାରେ ଶ୍ରମ ଆୟୁକ୍ତଙ୍କ କାର୍ଯ୍ୟାଳୟ

ନୟାଗଡ଼ ଅଫିସ,୨୦।୭: ନୟାଗଡ଼ ଖଣ୍ଡପଡ଼ା ରୋଡ୍‌ଠାରେ ଥିବା ବିଭାଗୀୟ ଶ୍ରମ ଆୟୁକ୍ତଙ୍କ କାର୍ଯ୍ୟାଳୟ ବର୍ତ୍ତମାନ ଦଲାଲ୍‌ଙ୍କ କବ୍‌ଜାରେ। ଏଠାରେ ପ୍ରତିଦିନ ଶ୍ରମିକମାନଙ୍କ ଅପେକ୍ଷା ଦୁଇଗୁଣା ଦଲାଲ୍‌ ଯାଉଥିବା ଦେଖିବାକୁ ମିଳୁଛି। ନିଜକୁ ଶ୍ରମିକ ସଙ୍ଗଠନର ସଦସ୍ୟ ବୋଲାଉଥିବା ବ୍ୟକ୍ତିମାନେ ହିଁ ସାଜିଛନ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri