ମଣ୍ଡିରେ ଧାନ ବିକ୍ରି ନ ହେବାରୁ ଚାଷୀ ଅସନ୍ତୋଷ: ଶସ୍ୟବୀମା ସହାୟତା ରାଶି ମିଳିନି
ବୋଲଗଡ଼,୨୦ା୭(ଡି.ଏନ.ଏ.): ବୋଲଗଡ଼ ବ୍ଲକ ସଂପୁର ପ୍ରାଥମିକ ସେବା ସମବାୟ ସମିତି ଧାନ ମଣ୍ଡିରେ ଧାନ ବିକ୍ରି ହୋଇ ନ ପାରିବାରୁ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଯାଇଛି । ସମିତିରେ ଧାନ ବିକ୍ରି ହୋଇ ପାରି ନ ଥିବା ଓ ବିଗତ ବର୍ଷର…
କୋର୍ଟ, ସରକାରଙ୍କ ନିର୍ଦ୍ଦେଶ ମାନୁନାହାନ୍ତି ଘରୋଇ ହସ୍ପିଟାଲ
ଭୁବନେଶ୍ୱର,୨୦।୭(ବ୍ୟୁରୋ): ଘରୋଇ ହସ୍ପିଟାଲରେ ରୋଗୀଙ୍କୁ ଲୁଟ କରାଯାଉଛି। ଏପରି କି ମୃତ୍ୟୁ ପରେ ମଧ୍ୟ ଟଙ୍କା ନ ଦେଲେ ମୃତଦେହ ଛଡ଼ା ଯାଉନାହିଁ। ଦୀର୍ଘ ସମୟ ଧରି ମୃତଦେହ ଅଟକ ରଖାଯାଉଛି। ସରକାରଙ୍କଠାରୁ ଜମି ନେଇ ହସ୍ପିଟାଲ କରୁଥିବା ଘରୋଇ ସଂସ୍ଥା…
ପୋଲ ସଂଯୋଗୀକରଣ ରାସ୍ତା ଦବିଲା
ଦାରିଙ୍ଗବାଡ଼ି,୧୯।୭(ଡି.ଏନ.ଏ)- ଦାରିଙ୍ଗବାଡ଼ିଠାରୁ ବ୍ରାହ୍ମଣୀଗଁାକୁ ସଂଯୋଗ କରୁଥିବା ପୂର୍ତ୍ତ ବିଭାଗ ରାସ୍ତା ଦବି ଯାତାୟାତରେ ସମସ୍ୟା ଦେଖାଯାଇଛି। ଦାରିଙ୍ଗବାଡ଼ି ଚାରିଛକଠାରୁ ପ୍ରାୟ ଦେଢ଼ କିମି ଦୂର କଲେଜ ନିକଟ ପୋଲର ସଂଯୋଗୀକରଣ ରାସ୍ତା ଦବି ମଝିରେ ବଡ଼ ଗର୍ତ୍ତ ସୃଷ୍ଟି ହୋଇଛି। ମରାମତି…
ପୁଣି ଲାଗିଲା ମାଓବାଦୀ ପୋଷ୍ଟର
ଫିରିଙ୍ଗିଆ,୧୯ା୭-କିଛି ଦିନ ବ୍ୟବଧାନ ପରେ ପୁଣି ଫିରିଙ୍ଗିଆ ବ୍ଲକର ବିଭିନ୍ନ ସ୍ଥାନରେ ମାଓବାଦୀ ଶୁକ୍ରବାର ପୋଷ୍ଟର ଲଗାଇଛନ୍ତି। ଫିରିଙ୍ଗିଆ ଅଞ୍ଚଳର ସାଡିଙ୍ଗିଆ, ସୁମେରୁବନ୍ଧ, ଲେଣ୍ଡ୍ରିଗୁଡା, ମାଲା ଓ ଫିରିଙ୍ଗାଆ ବଜାରରେ ମାଓବାଦୀ ପୋଷ୍ଟର ଲାଗିଥିବା ଦେଖିବାକୁ ମିଳିଛି। କେକେବିଏନ ଡିଭିଜନର କାନ୍ଥ…
ସ୍ମାର୍ଟସିଟି ସର୍ବସାଧାରଣ ସ୍ଥାନର ଜାତୀୟ ମାନ ନିର୍ଦ୍ଧାରଣ ହେବ: ପ୍ରସ୍ତୁତି ଚାଲିଛି ନୂଆ ଆପ୍, ମିଳିବ ସମସ୍ତ ତଥ୍ୟ
ଭୁବନେଶ୍ୱର, ୧୯।୭(ବ୍ୟୁରୋ)- ମୋବାଇଲରେ ଜାଣିହେବ ଦେଶରେ ଥିବା ସ୍ମାର୍ଟସିଟିଗୁଡ଼ିକର ସବିଶେଷ ତଥ୍ୟ। ବିଶେଷକରି ପାର୍କ, ମାର୍କେଟ, ଐତିହ୍ୟସ୍ଥଳ, ଜଳାଶୟ, ରାସ୍ତା ଆଦି ସର୍ବସାଧାରଣ ସ୍ଥାନ ସଂକ୍ରାନ୍ତରେ ଜାଣିବା ପାଇଁ ସ୍ମାର୍ଟ ସିଟି ମିଶନ ପକ୍ଷରୁ ନୂଆ ଆପ୍ କାର୍ଯ୍ୟକାରୀ କରାଯିବ। ସ୍ମାର୍ଟସିଟି…
ଗଣମାଧ୍ୟମ ପ୍ରତିନିଧିଙ୍କୁ ଦୁର୍ବ୍ୟବହାର ଘଟଣା: ଆନନ୍ଦପୁର ପ୍ରେସ୍ କ୍ଲବ ପକ୍ଷରୁ କେନ୍ଦ୍ରାପଡା ଏସ୍ପିଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି
ଆନନ୍ଦପୁର,୧୯। ୭(ସ୍ବ.ପ୍ର.): ଗତ ୧୭ ତାରିଖ ବୁଧବାର ଦିନ ପାଟକୁରା ବିଧାନସଭା ଆସନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନୀ ଗସ୍ତ ସମୟରେ କେନ୍ଦ୍ରାପଡ଼ା ଏସ୍ପି ଜଣେ ବୈଦ୍ୟୁତିକ ଗଣମାଧ୍ୟମ ପ୍ରତିନିଧିଙ୍କୁ ଦୁର୍ବ୍ୟବହାର କରିଥିବା ଘଟଣାକୁ ତୀବ୍ର ନିନ୍ଦା କରାଯାଇଛି। ଏ ନେଇ ଏସ୍ପିଙ୍କ…
ବିଜୁଳି ସହ ବର୍ଷା ସମ୍ଭାବନା
ଭୁବନେଶ୍ୱର,୧୯।୭(ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣବଳୟ ପ୍ରଭାବରେ ରାଜ୍ୟର କେତେକ ସ୍ଥାନରେ ବିଜୁଳି ସହ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ରାଜ୍ୟର କଳାହାଣ୍ଡି, କନ୍ଧମାଳ, ଦେଓଗଡ଼, ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଅନୁଗୋଳ ଏବଂ ଢେଙ୍କାନାଳର ବିଭିନ୍ନ ସ୍ଥାନରେ ବର୍ଷା…
ଘରୋଇ ହସ୍ପିଟାଲରେ ରୋଗୀ ହନ୍ତସନ୍ତ: କୋର୍ଟ, ସରକାରଙ୍କ ନିର୍ଦ୍ଦେଶ ମାନୁନାହାନ୍ତି ହସ୍ପିଟାଲ
ଭୁବନେଶ୍ୱର,୧୯।୭(ବ୍ୟୁରୋ): ଘରୋଇ ହସ୍ପିଟାଲରେ ରୋଗୀମାନଙ୍କୁ ନିର୍ଯାତନା ଦିଆଯାଉଛି, ଏପରି କି ମୃତ୍ୟୁ ପରେ ମଧ୍ୟ ମୃତଦେହ ଛଡ଼ାଯାଉନାହିଁ। ଟଙ୍କା ଡିପୋଜିଟ୍ ନ କଲେ ଦୀର୍ଘ ସମୟ ଧରି ମୃତଦେହ ଅଟକ ରଖାଯାଉଛି। ସରକାରଙ୍କଠାରୁ ଜମି ନେଇ ହସ୍ପିଟାଲ କରୁଥିବା ଘରୋଇ ସଂସ୍ଥା…
ଭାଜପାର ‘ସଦସ୍ୟତା ଅଭିଯାନ’, ସାମିଲ ହେବେ ୧୦ ଲକ୍ଷ ଯୁବକ
ଭୁବନେଶ୍ୱର,୧୯।୭(ବ୍ୟୁରୋ): ଭାଜପା ପକ୍ଷରୁ ସଂଗଠନ ପର୍ବ ‘ସଦସ୍ୟତା ଅଭିଯାନ’ ଆରମ୍ଭ କରାଯାଇଛି। ଏଥିରେ ଦେଶ ତଥା ରାଜ୍ୟର ଯୁବପୀଢ଼ୀଙ୍କୁ ସାମିଲ କରାଯିବ। ନୂଆ ଭାରତ ତଥା ନୂଆ ଓଡ଼ିଶା ଲକ୍ଷ୍ୟ ରଖିଥିବା ୧୦ ଲକ୍ଷ ଯୁବକଙ୍କୁ ଜୁଲାଇ ୨୬ରୁ ଅଗଷ୍ଟ ୮…
ଶିଳ୍ପ ପାଇଁ ଜମି ନେଇ ସ୍କୁଲ, କଲେଜ ହୋଇଛି , ଏହାର ଯାଞ୍ଚ କରାଯାଉ: ସୁରେଶ ରାଉତରାୟ
ଭୁବନେଶ୍ୱର, ୧୯।୭(ବ୍ୟୁରୋ): ଖୋର୍ଦ୍ଧା ଜିଲାରେ ରାଜ୍ୟସ୍ତରୀୟ ସିଙ୍ଗିଲ ଓ୍ବିଣ୍ଡୋ କମିଟି କର୍ତ୍ତୃପକ୍ଷଙ୍କ ଅନୁମୋଦିତ ଦ୍ୱାରା ୯ଟି ବୃହତ୍ ଶିଳ୍ପ ସ୍ଥାପିତ ହୋଇଛି। ସେଗୁଡିକ ହେଲା ହିନ୍ଦୁସ୍ଥାନ ଅର୍ବାନ୍ ଇନ୍ଫ୍ରାଷ୍ଟ୍ରକ୍ଚର, ବ୍ରିଟାନିଆ ଇଣ୍ଡଷ୍ଟ୍ରିଜ୍, ଏସ୍ଏମ୍ଏସ୍ ଇଣ୍ଡିଆ, ଇନ୍ଣ୍ଡୋ ମେଶିଫ୍ ଫୁଡ୍ସ୍, ଅନ୍ମୋଲ ବିସ୍କୁଟ୍ସ୍,…
କ୍ରୀଡ଼ାକୁ ପ୍ରୋତ୍ସାହନ: ଖୁବ୍ଶୀଘ୍ର ଆସିବ ନୂଆ କ୍ରୀଡ଼ା ନୀତି
ଭୁବନେଶ୍ୱର, ୧୯।୭(ବ୍ୟୁରୋ): ରାଜ୍ୟରେ ଖୁବ୍ଶୀଘ୍ର ନୂତନ କ୍ରୀଡ଼ା ନୀତି (ସ୍ପୋର୍ଟସ୍ ପଲିସି) ଆସିବ। ଏଥିପାଇଁ ଚିଠା ନୀତି ପ୍ରସ୍ତୁତି ଚାଲିଛି। କ୍ରୀଡ଼ା ଓ କ୍ରୀଡ଼ା ବ୍ୟକ୍ତିଙ୍କୁ ପ୍ରୋତ୍ସାହନ ଦେବା ସକାଶେ ଏଭଳି ପ୍ରଥମ ଥର ପାଇଁ ଏକ ସ୍ପୋର୍ଟସ୍ ପଲିସି ପ୍ରସ୍ତୁତ…
ରାଜ୍ୟରେ କ୍ଷୁଦ୍ର ଜଳ ବିଦ୍ୟୁତ୍ ପ୍ରକଳ୍ପ ପାଇଁ ୮୭ ସ୍ଥାନ ଚିହ୍ନଟ: ଉତ୍ପାଦନ ହେବ ୩୪୦ ମେଗାଓ୍ବାଟ୍
ଭୁବନେଶ୍ୱର, ୧୯।୭(ବ୍ୟୁରୋ): ରାଜ୍ୟରେ ୧ରୁ ୨୫ ମେଗାଓ୍ବାଟ୍ କ୍ଷୁଦ୍ର ଜଳ ବିଦ୍ୟୁତ୍ ପ୍ରକଳ୍ପ ପାଇଁ ୮୭ଟି ସ୍ଥାନ ଚିହ୍ନଟ କରାଯାଇଛି। ଏହିସବୁ ପ୍ରକଳ୍ପ କେନ୍ଦ୍ରାପଡ଼ା, ରାୟଗଡ଼ା, ଫୁଲବାଣୀ, କୋରାପୁଟ, ଦେଓଗଡ଼, ଜଗତ୍ସିଂହପୁର, ସମ୍ବଲପୁର, ଅନୁଗୋଳ, ବରଗଡ଼, କେନ୍ଦୁଝର, କଳାହାଣ୍ଡି, ନୂଆପଡ଼ା, ଗଜପତି…
Archives


