ରାଜ୍ୟ

‘ଓଡ଼ିଶା ଟୁରିଜମ୍‌’କୁ ଆବଶ୍ୟକ ସେଲିବ୍ରିଟି ବ୍ରାଣ୍ଡ୍‌ ଆମ୍ବାସାଡର

ଭୁବନେଶ୍ୱର,୧୮ା୭(ବ୍ୟୁରୋ): ‘ଖୁସ୍‌ବୁ ଗୁଜରାଟ କି’ କ୍ୟାମ୍ପେନ୍‌ ହେଉ କି ‘ଅସମ୍‌ ଆସାମ୍‌’ କ୍ୟାମ୍ପେନ୍‌। ଅମିତାଭ ବଚ୍ଚନ ଓ ପ୍ରିୟଙ୍କା ଚୋପ୍ରାଙ୍କ ଭଳି ସେଲିବ୍ରିଟି କ୍ୟାମ୍ପେନର୍‌ ଉଭୟ ଗୁଜରାଟ ଓ ଆସାମ ପର୍ଯ୍ୟଟନକୁ ବେଶ୍‌ କିଛିପାଦ ଆଗକୁ ନେବାରେ ପ୍ରମୁଖ ଭୂମିକା ଗ୍ରହଣ…

ବିଡିଓଙ୍କୁ ଅର୍ଥଦଣ୍ଡ ନିର୍ଦ୍ଦେଶ

କଟକ ଅଫିସ,୧୮ା୭: କେନ୍ଦ୍ରାପଡ଼ା ଜିଲା ମହାକାଳପଡା ଅଞ୍ଚଳର ସହଦେବ ସେଠୀ ନାମକ ଜଣେ ବ୍ୟକ୍ତି ନିଜର ଚାଳଘର ଛପର କରିପାରି ନ ଥିଲେ। ଏହାପରେ ସେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ନିଜକୁ ଅନ୍ତର୍ଭୁକ୍ତ କରିବା ପାଇଁ ମହାକାଳପଡ଼ା ବ୍ଲକରେ ଦରଖାସ୍ତ ଜରିଆରେ…

ଜାଇକା କାମ ବେଳେ ଘର ଭାଙ୍ଗିଲା

କଟକ ଅଫିସ,୧୮ା୭: ଜାଇକାକୁ ନେଇ ପୁଣି ଥରେ ବିବାଦ ଦେଖାଦେଇଛି। ଜାଇକା କାର୍ଯ୍ୟ ଚାଲିଥିବା ବେଳେ ଗୋଟିଏ ଘର ଓ ପାଚେରି ଭାଙ୍ଗି ଯାଇଥିବା କଟକ କଲ୍ୟାଣନଗର ଦୁଲାଦେବୀ ରୋଡ ଅଞ୍ଚଳର ନିରଞ୍ଜନ ପ୍ରଧାନ ଅଭିଯୋଗ କରିଛନ୍ତି। ଅଭିଯୋଗ ଅନୁଯାୟୀ, କଲ୍ୟାଣନଗର…

କଟକ ସହରରେ ହୃଦୟ ବିଦାରକ ଦୃଶ୍ୟ: ମୃତ ଶିଶୁକୁ ଧରି ଗୋଟିଏ ଦିନ ବୁଲିଲେ ମା’

କଟକ ଅଫିସ, ୧୮ା୭: କଥାରେ ଅଛି ମା’ କୋଳରୁ ଛୁଆକୁ ବାଘ ବି ଝାମ୍ପିନେବା ସହଜ ନୁହେଁ। ତା’ର ଏକ ପ୍ରମାଣ ବୁଧବାର କଟକ ସହରରେ ଦେଖିବାକୁ ମିଳିଛି। ମାନସିକ ବିକାରଗ୍ରସ୍ତ ଜଣେ ମା’ କୋଳରେ ୩ ବର୍ଷର ମୃତ ଶିଶୁକନ୍ୟା।…

ହାଓଡ଼ାରେ ଦୁର୍ଘଟଣା: ୪ ଓଡ଼ିଆ ମୃତ

ଭଦ୍ରକ ଅଫିସ, ୧୮।୭ : ପଶ୍ଚିମବଙ୍ଗର ହାଓଡ଼ା ଢୁଲାଗଡ ଟୋଲପ୍ଲାଜା ନିକଟରେ ବୁଧବାର ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ଜଣେ କ୍ରିକେଟ ଖେଳାଳିଙ୍କ ସମେତ ୪ ଓଡ଼ିଆ ଯୁବକଙ୍କ ମୃତ୍ୟୁ ଘଟିଛି। ଅନ୍ୟ ଜଣେ ଗୁରୁତର ଆହତ…

ରାଜ୍ୟରେ ମରୁଡ଼ି ଆଶଙ୍କା

ଭୁବନେଶ୍ୱର,୧୮।୭(ବ୍ୟୁରୋ): ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଗାଏବ ହୋଇଯାଇଛି। ଗତ ୨ ସପ୍ତାହ ହେବ ନିଅଣ୍ଟିଆ ବର୍ଷା ପରିସ୍ଥିତି ସୃଷ୍ଟି ହୋଇଛି। ଧାନବିଲ ଫାଟି ଆଁ କଲାଣି। ଆସନ୍ତା ସପ୍ତାହକ ମଧ୍ୟରେ ବର୍ଷା ନ ହେଲେ ରାଜ୍ୟରେ ଭୟଙ୍କର ପରିସ୍ଥିତି…

୬ ମାସ ହେଲା ଏସ୍‌ଏଚଜି ସଦସ୍ୟାଙ୍କୁ ମିଳିନି ପ୍ରାପ୍ୟ: ଜିଲାପାଳଙ୍କ ଠାରେ ଅଭିଯୋଗ

ନୟାଗଡ଼ ଅଫିସ,୧୮।୭: ନୟାଗଡ଼ ଜିଲାରେ ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚଜି)ର ମହିଳାମାନେ ବିଦ୍ୟୁତ୍‌ ବିଭାଗ ତରଫରୁ ବିଲ୍‌ ସଂଗ୍ରହ କରି ସ୍ବାବଲମ୍ବୀ ହେବା ଜିଲା ତଥା ରାଜ୍ୟ ପାଇଁ ପ୍ରଥମ ଘଟଣା ହୋଇଥିଲା। ଏ ନେଇ ବିଭିନ୍ନ ମହଲରୁ ସେମାନେ ପ୍ରଶଂସିତ…

ଏମ୍‌ସିଆଇ ସ୍ଥାନରେ ଜାତୀୟ ମେଡିକାଲ କମିଶନ

ଭୁବନେଶ୍ୱର,୧୮ା୭(ବ୍ୟୁରୋ): କେନ୍ଦ୍ର କ୍ୟାବିନେଟ୍‌ରେ ଜାତୀୟ ମେଡିକାଲ କମିଶନ ବିଲ୍‌ ୨୦୧୯କୁ ବୁଧବାର ଅନୁମୋଦନ ମିଳିଛି। ଏଣିକି ମେଡିକାଲ କାଉନସିଲ ଅଫ୍‌ ଇଣ୍ଡିଆ (ଏମସିଆଇ) ସ୍ଥାନରେ ଜାତୀୟ ମେଡିକାଲ କମିଶନ କାର୍ଯ୍ୟ କରିବ। ସେହିଭଳି ଏହି ବିଲ୍‌ ବର୍ତ୍ତମାନ ପ୍ରଚଳିତ ଇଣ୍ଡିଆନ୍‌ ମେଡିକାଲ…

ମହିଳାଙ୍କ ମୂତ୍ରନଳୀ କାଟିଦେବା ଘଟଣା : ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ପରିବାର

ନୟାଗଡ଼ ଅଫିସ,୧୮।୭: ନୟାଗଡ଼ ଜିଲା ଦଶପଲ୍ଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିବାର ନିୟୋଜନ ଅସ୍ତ୍ରୋପଚାର କରାଯାଉଥିବା ସମୟରେ ଡାକ୍ତର ମହିଳାଙ୍କ ମୂତ୍ରନଳୀ କାଟି ଦେଇଥିଲେ। ଏହି ଘଟଣାରେ ମହିଳାଙ୍କ ପରିବାର ସଦସ୍ୟ ବୁଧବାର ଜିଲାପାଳଙ୍କୁ ଭେଟିଛନ୍ତି। ଉନ୍ନତମାନର ଚିକିତ୍ସା ପାଇଁ ମହିଳାଙ୍କୁ କଟକ…

୧୨ ବର୍ଷରେ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି ୧୪୧୭

ଭୁବନେଶ୍ୱର, ୧୮ା୭: ରାଜଧାନୀ ଭୁବନେଶ୍ୱରରେ ହତ୍ୟା, ବଳାତ୍କାର, ଲୁଟ୍‌, ଠକେଇ, ଜମି ହଡପ, ଅପହରଣ ଭଳି ବଡ଼ ବଡ଼ ଅପରାଧ ପ୍ରାୟ ପ୍ରତିଦିନ ଘଟୁଛି। ଏ ସବୁ ଅପରାଧର ତଦନ୍ତ, ପ୍ରମାଣ ଯୋଗାଡ଼ କରିବାରେ କମିଶନରେଟ୍‌ ପୋଲିସକୁ ଦୀର୍ଘ ସମୟ ଲାଗିଯାଉଛି।…

ଜଗତ୍‌ସିଂହପୁର ଜିଲାରେ କୁକୁର ବନ୍ଧ୍ୟାକରଣ ଯୋଜନା ପ୍ରହସନ: କାମରେ ଲାଗୁନି ୧୮ ଲକ୍ଷର ଅନୁଦାନ

ଜଗତ୍‌ସିଂହପୁର ଅଫିସ, ୧୮ା୭: ଜଗତ୍‌ସିଂହପୁର ଜିଲାରେ ଏବେ ବୁଲା କୁକୁରଙ୍କ ଉତ୍ପାତ ଚିନ୍ତାର କାରଣ ହୋଇଛି। ରାତିଅଧ ହେଉ ଅବା ଦ୍ୱିପ୍ରହରରେ ଲୋକେ ରାସ୍ତାରେ ନିରାପଦରେ ଯିବାକୁ ଡରିଲେଣି। ଏ ପରିସ୍ଥିତିରେ ଜଗତ୍‌ସିଂହପୁର ସହରାଞ୍ଚଳରେ କୁକୁର ବନ୍ଧ୍ୟାକରଣ ଯୋଜନା ପ୍ରହସନରେ ପରିଣତ…

ନାବାଳିକାଙ୍କୁ ଅପହରଣ ଅଭିଯୋଗ

ଜଗତ୍‌ସିଂହପୁର ଅଫିସ,୧୮ା୭: ସ୍ଥାନୀୟ କଲେଜ ଛକ ନିକଟରୁ ମଙ୍ଗଳବାର ସନ୍ଧ୍ୟାରେ ଜଣେ ନାବାଳିକାଙ୍କୁ ଅପହରଣ କରାଯାଇଥିବା ଜଗତ୍‌ସିଂହପୁର ଥାନାରେ ଅଭିଯୋଗ ହୋଇଛି। ସମ୍ପୃକ୍ତ ନାବାଳିକାଙ୍କ ଘର ବାଲିକୁଦା ବ୍ଲକ ବନ୍ଦର ଥାନା ଅଞ୍ଚଳରେ। ସେ ସ୍ବାମୀ ବିବେକାନନ୍ଦ ସ୍ମାରକୀ (ଏସ୍‌ଭିଏମ୍‌) ମହାବିଦ୍ୟାଳୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri