ଉତ୍ତରକୁ ଢଳିଲେ ସିଦ୍ଧେଶ୍ୱର ମହାଦେବ: ସୂର୍ଯ୍ୟଙ୍କ ଗତିର ବିପରୀତ ଦିଗକୁ ଢଳିଥାନ୍ତି ଶିବ ଲିଙ୍ଗ
ଖଣ୍ଡପଡା,୧୮ା୭(ସ୍ବ.ପ୍ର.): ଜଗନ୍ନାଥ ସଂସ୍କୃତିର ଆଦି ପୀଠ ଭାବେ ପରିଚିତ କଣ୍ଟିଲୋ ଶ୍ରୀନୀଳମାଧବ ଜୀଉଙ୍କ ପାର୍ଶ୍ୱଠାକୁର ଭାବେ ସିଦ୍ଧେଶ୍ୱର ମହାଦେବ ବିରାଜମାନ ହୋଇଛନ୍ତି। ବୁଧବାର କର୍କଟ ସଂକ୍ରାନ୍ତି ତିଥିରେ ସେ ଉତ୍ତରକୁ ଢଳିଥିବାରୁ ଏକ ଅପୂର୍ବ ଓ ଦିବ୍ୟ ଦୃଶ୍ୟକୁ ଶତାଧିକ ଶ୍ରଦ୍ଧାଳୁ…
ଗଛ ଲଗାଅ, ପୃଥିବୀ ବଞ୍ଚାଅ ଅଭିଯାନ: ବିଦ୍ୟାଳୟରେ ଚାରାରୋପଣ
ଖଣ୍ଡପଡ଼ା,୧୮ା୭(ସ୍ବ.ପ୍ର.): ପରିବେଶ ସୁରକ୍ଷା ପ୍ରତି ଯତ୍ନବାନ ନ ହେଲେ ଅତି ଶୀଘ୍ର ମାନବ ସମାଜ ସହ ପୃଥିବୀରେ ବସବାସ କରୁଥିବା ଜୀବଜଗତ ଲୋପ ପାଇବାର ଆଶଙ୍କା ରହିଛି । ଏହାକୁ ଦୃଷ୍ଟିରେ ରଖି ନୂତନ ଜଙ୍ଗଲ ସୃଷ୍ଟି କରିବା ସହ ବୃକ୍ଷ(ଚାରା)ରୋପଣ…
ମେଧାବୀ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା ଉତ୍ସବ
ବୋଲଗଡ଼,୧୮ା୭(ଡି.ଏନ୍.ଏ.): ବୋଲଗଡ଼ ବ୍ଲକ ଦେଉଳିସ୍ଥିତ ରଘୁନାଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବୁଧବାର ଅଧ୍ୟାପିକା/ଅଧ୍ୟାପକ ଓ ଅତିଥି ମାନଙ୍କ ଗହଣରେ କୃତୀ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ୨୦୧୯ ଉଚ୍ଚ ମାଧ୍ୟମିକ ପରିଷଦ ପରୀକ୍ଷା ବିଜ୍ଞାନ ଓ କଳା ଶ୍ରେଣୀରେ ୧୪ ଛାତ୍ରୀଛାତ୍ର ପ୍ରଥମ…
ବିଜୁ ଯୁବ ବାହିନୀ ତରଫରୁ ଆବର୍ଜନା ମୁକ୍ତ ଅଭିଯାନ
କୃଷ୍ଣପ୍ରସାଦ,୧୮ା୭(ଡି.ଏନ୍.ଏ.): ପୁରୀ ଜିଲାପାଳଙ୍କ ସ୍ବଚ୍ଛ ପରିବେଶ କାର୍ଯ୍ୟକ୍ରମ ଅବସରରେ ‘ମୋ ବେଳାଭୂମି’ ଯୋଜନାରେ କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ଚିଲିକା ଉପକୂଳସ୍ଥିତ ପର୍ଯ୍ୟଟନ ସ୍ଥଳରୁ ଆବର୍ଜନା ମୁକ୍ତ ପାଇଁ ବୁଧବାର ଅଭିଯାନ ଆରମ୍ଭ ହୋଇଛି । ବିଜୁ ଯୁବ ବାହିନୀ ଏଥିରେ ପ୍ରମୁଖ…
ମଧ୍ୟାହ୍ନ ଭୋଜନ ଅଣ୍ଡାଖାଇ ୧୪ ଛାତ୍ରୀଛାତ୍ର ଅସୁସ୍ଥ
ଖଣ୍ଡପଡ଼ା,୧୮ା୭(ସ୍ବ.ପ୍ର.): ଖଣ୍ଡପଡ଼ା ବ୍ଲକ ବାଣପୁର ପଞ୍ଚାୟତ ଅଧୀନ ଘଣାଶାଳିଆ ଉନ୍ନୀତ ମଧ୍ୟ ଇଂରାଜୀ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଅଣ୍ଡା ଖାଇ ବୁଧବାର ୧୪ ଛାତ୍ରୀଛାତ୍ର ଅସୁସ୍ଥ ହୋଇପଡ଼ିଛନ୍ତି। ବିଦ୍ୟାଳୟରେ ପ୍ରଥମରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ୧୫୨ଜଣ ପଢ଼ନ୍ତି। ସେଥିମଧ୍ୟରୁ ୧୩୪ ପିଲା…
୨ ଆକ୍ରମଣକାରୀ ଦୋଷୀ ସାବ୍ୟସ୍ତ
ଶେରଗଡ଼,୧୭ା୭(ଡି.ଏନ.ଏ.)- ଶେରଗଡ଼ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ରେଖାରାଣୀ ନାୟକ ମାଡ଼ ମାରିବା ଓ ବ୍ଲେଡରେ ଆକ୍ରମଣ କରିବା ନେଇ ଏକ ମାମଲାଣ ଶୁଣାଣି କରି ବରମୁଣ୍ଡଳୀ ଗ୍ରାମର ଗଣେଶ ପାଢ଼ୀ, ରାମହରି ଗୌଡଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଅଭିଯୁକ୍ତମାନେ…
ଧାର ଟଙ୍କାକୁ କେନ୍ଦ୍ରକରି ମହିଳାଙ୍କୁ ମାଡ, ଅଭିଯୁକ୍ତ ଗିରଫ
ଆସିକା,୧୭ା୭(ଡି.ଏନ୍.ଏ.)- ଆସିକାଥାନାର କୋଟିନଡା ଫାଣ୍ଡି ଅନ୍ତର୍ଗତ ତରାସିଙ୍ଗ ଗ୍ରାମରେ ଗତ ରବିବାର ବାକିଆ ଟଙ୍କାକୁ କେନ୍ଦ୍ରକରି ଜଣେ ମହିଳାଙ୍କୁ ଗଁା ଦାଣ୍ଡରେ ଟଣାଓଟରା କରିବା ସହ ମାଡ ମାରିବା ଅଭିଯୋଗରେ ପୋଲିସ ବୁଧବାର ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ସେହି…
ରାସ୍ତାରେ ଭାସୁଛି ନର୍ଦ୍ଦମା ପାଣି
ବୁଗୁଡ଼ା,୧୭ା୭(ଡି.ଏନ.ଏ.)- ବୁଗୁଡ଼ା ବ୍ଲକ ଗୋଲିଆ ଗ୍ରାମ ୫ନଂ. ୱାର୍ଡରେ ଥିବା ତେଲୁଗୁସାହି ରାସ୍ତା ମରାମତି ଅଭାବରୁ ଖାଲଖମାରେ ଭର୍ତ୍ତି ହୋଇଛି। ଏହାର ମରାମତି ଲାଗି ଗ୍ରାମବାସୀ ଦାବି କରିଛନ୍ତି । ଗୋଲିଆ ୫ନଂ. ୱାର୍ଡର ତେଲୁଗୁ ସାହି ବାରିପଟ ରାସ୍ତା ୪…
ରାସ୍ତାକଡ ଡ୍ରେନ୍ରୁ ଷଣ୍ଢ ଉଦ୍ଧାର
ଦିଗପହଣ୍ଡି,୧୭ା୭(ଡି.ଏନ.ଏ.)- ଦିଗପହଣ୍ଡି ଏନଏସି ୧ନଂ. ୱାର୍ଡ ନୀଳକଣ୍ଠ ନଗର ପ୍ରଥମ ଲେନରେ ନବନିର୍ମିତ ଡ୍ରେନ୍କୁ ବୁଧବାର ସକାଳେ ଏକ ଷଣ୍ଢ ଖସିପଡିଥିଲା। ଏନେଇ ସ୍ଥାନୀୟ ଲୋକେ ଅଗ୍ନିଶମ ବାହିନୀକୁ ଫୋନ କରି ଜଣାଇଥିଲେ। ଅଗ୍ନିଶମ ବାହୀନି ପହଞ୍ଚତ୍ ଷଣ୍ଢଟିକୁ ଉଦ୍ଧାର କରିଛି।…
ପୁରୀ ଷ୍ଟେଶନ ଅନୁଧ୍ୟାନ କଲେ ପିଏସ୍ସି ଟିମ୍: ଫୁଡ୍ ପ୍ଲାଜାକୁ ୧୦ ହଜାର, ଠିକାଦାରଙ୍କୁ ୨୫ହଜାର ଜରିମାନା
ପୁରୀ ଅଫିସ, ୧୭ା୭: ଭାରତୀୟ ରେଳ ମନ୍ତ୍ରଣାଳୟର ପାସେଞ୍ଜର ସର୍ଭିସ କମିଟି(ପିଏସ୍ସି) ୫ଦିନ ଓଡ଼ିଶା ଗସ୍ତରେ ଆସିଛନ୍ତି। ବୁଧବାର ପୂର୍ବାହ୍ନରେ ଏହି ଟିମ୍ ଭୁବନେଶ୍ୱର, ଖୋର୍ଦ୍ଧାରୋଡ଼ ଏବଂ ଅପରାହ୍ନରେ ପୁରୀ ଷ୍ଟେଶନ ଅନୁଧ୍ୟାନ କରିଛନ୍ତି। କମିଟି ଚେୟାରମ୍ୟାନ ରମେଶ କୁମାର ରନତ୍ଙ୍କ…
ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ହେବ ନୋ ପାର୍କିଂ, ନୋ ଭେଣ୍ଡିଂ ଜୋନ୍: ହଟିଲେ ଉଠାଦୋକାନୀ, ୱାନ୍ୱେ ଟ୍ରାଫିକ ବ୍ୟବସ୍ଥା ଲାଗୁ
ପୁରୀ ଅଫିସ, ୧୭ା୭:ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରକୁ ଶ୍ରଦ୍ଧାଳୁଙ୍କ ସଂଖ୍ୟା ଦିନକୁ ଦିନ ବଢୁଛି। ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଓ ସୁବିଧାଜନକ ଯାତାୟାତ ଲାଗି ଜିଲା ପ୍ରଶାସନ ଶ୍ରୀମନ୍ଦିର ଚତୁଃପାର୍ଶ୍ୱକୁ ନୋ ପାର୍କିଂ ଏବଂ ନୋ ଭେଣ୍ଡିଂ ଜୋନ କରିବାକୁ ନିଷ୍ପତ୍ତି…
ରାଜ୍ୟ ରକ୍ତ ସଞ୍ଚାଳନ ପରିଷଦ ପରିଚାଳନା କମିଟି ବୈଠକ: ୨୮ କୋଟି ୭୫ ଲକ୍ଷ ଟଙ୍କାର ବଜେଟ ଅନୁମୋଦିତ
ଭୁବନେଶ୍ୱର, ୧୭ା୭(ବ୍ୟୁରୋ): ରାଜ୍ୟ ରକ୍ତ ସଞ୍ଚାଳନ ପରିଷଦ ୩୧ତମ ପରିଚାଳନା କମିଟି ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ କମିଶନର ତଥା ଶାସନ ସଚିବ ଡା. ପ୍ରମୋଦ କୁମାର ମେହେର୍ଦ୍ଦାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ…
Archives


