ନାବାଳିକାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଗର୍ଭବତୀ କରିବା ଯୁବକଙ୍କୁ ପଡ଼ିଲା ମହଙ୍ଗା: ଏବେ ଜେଲ୍ ହେବ ତାଙ୍କ ଠିକଣା
ଦେବଗଡ଼,୫ା୧୦(ଶଶାଙ୍କ ଶେଖର ଝାଙ୍କର): ନାବାଳିକାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଜଣେ ଯୁବକ ଗର୍ଭବତୀ କରିବା ଘଟଣା ତାଙ୍କୁ ମହଙ୍ଗା ପଡ଼ିଛି। ଉକ୍ତ ଘଟଣାରେ ପୋଲିସ ବାରକୋଟ ଥାନାର ଚାନ୍ଦିପୋସି ଗ୍ରାମର ବିଜୟ ଧୀବରକୁ ଗିରଫ କରି କୋର୍ଟ ଚାଲାଣ କରିଛି। ଜାମିନ…
୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନର ବାଜିଲା ବିଗୁଲ, ତାରିଖ ଘୋଷଣା କଲେ ଉଚ୍ଚ ଶିକ୍ଷାମନ୍ତ୍ରୀ
ଭୁବନେଶ୍ବର,୫ା୧୦: ଛାତ୍ର ସଂସଦ ନିର୍ବାଚନ ନେଇ ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ବଡ଼ ସୂଚନା ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ ପରେ ନିର୍ବାଚନ ତାରିଖ ଘୋଷଣା କରିଛନ୍ତି । ଏନେଇ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି…
ଖସିଲା ଜଳସ୍ତର: ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ସମସ୍ତ ସ୍ଲୁଇସ୍ ଗେଟ୍
ସମ୍ବଲପୁର,୫ା୧୦(ପ୍ରମୋଦ ବହିଦାର): ତିନିଦିନ ଧରି ହୀରାକୁଦ ଜଳଭଣ୍ଡାର ପୂଣ୍ଣଗର୍ଭା ରହିବା ପରେ ସୋମବାର ଜଳସ୍ତର ସାମାନ୍ୟ ହ୍ରାସ ପାଇଛି। ତେଣୁ ଆଜି ଜଳଭଣ୍ଡାରର ଖୋଲାଥିବା ଏକମାତ୍ର ସ୍ଲୁଇସ୍ ଗେଟ୍କୁ ବନ୍ଦ କରିଦିଆଯାଇଛି। ସୋମବାର ପୂର୍ବାହ୍ନ ସାଢ଼େ ୧୧ଟାରେ ପ୍ରାପ୍ତ ସୂଚନା ଅନୁସାରେ,…
ଜୈବବିବିଧତାର ସୁରକ୍ଷିତ ଠିକଣା: ନୀଳରକ୍ତ କଙ୍କଡ଼ାଙ୍କ ମିଳନସ୍ଥଳ ପାଲଟିଛି ଗହୀରମଥା
ମହାକାଳପଡ଼ା,୫ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲାର ଭିତରକନିକା ଓ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ବିଭିନ୍ନ ବିରଳ ପ୍ରଜାତିର ସାମୁଦ୍ରିକ ଜୀବଜନ୍ତୁ ଦେଖିବାକୁ ମିଳନ୍ତି। ବିଶେଷ କରି ମହାନଦୀ ତ୍ରିକୋଣ ଭୂମି ଅବବାହିକା ହୁକିଟୋଲା, ଲଞ୍ଚଘୋଲା, ଷୋଳମୁହାଣ, ମାଦଳୀ, ବାବୁବାଲୀ, ଏକକୁଳାନାସି ଓ…
ଓଡ଼ିଶା ଟ୍ରାଭେଲ ବଜାର; ଶୁଭାରମ୍ଭ ହେଲା ଓଡ଼ିଶା ମାଇସ୍ ଇନସେଣ୍ଟିଭ ପୋର୍ଟାଲ
ଭୁବନେଶ୍ୱର,୫ା୧୦(ସୌମ୍ୟରଞ୍ଜନ ରାଉତ): ରାଜ୍ୟ ପର୍ଯ୍ୟଟନ କ୍ଷେତ୍ରରେ ଘରୋଇ ପୁଞ୍ଜିନିବେଶକୁ ବ୍ୟାପକ କରାଯିବ। ଶିଳ୍ପ ବିଶେଷଜ୍ଞ, ହସ୍ପିଟାଲିଟି ଲିଡର୍ସ ଓ ଟୁରିଜମ୍ ଷ୍ଟେକ୍ ହୋଲ୍ଡର୍ସଙ୍କ ସହଯୋଗରେ ରାଜ୍ୟ ସରକାର ଦୃଢ଼ ମାଇସ୍ (ବୈଠକ, ପ୍ରୋତ୍ସାହନ, ସମ୍ମିଳନୀ ଓ ପ୍ରଦର୍ଶନୀ) ନୀତି କାର୍ଯ୍ୟକାରୀ କରିବାକୁ…
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଓଡ଼ିଶାରେ ତିନି ବର୍ଷ ଯାଏ ଖୋଲିବନି ନୂଆ ମଦ ଦୋକାନ
ଭୁବନେଶ୍ବର,୫।୧୦: ଭୁବନେଶ୍ୱରରେ ‘ଜୀବନ ଜିନ୍ଦାବାଦ-୨.୦’ର ଶୁଭାରମ୍ଭ ହୋଇଛି । ଏହି ଅବସରରେ ରାଜ୍ୟରୁ ନିଶା ମୂଳପୋଛ ପାଇଁ ମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି । ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ ଖୋଲାଯିବନି କୌଣସି ନୂଆ ମଦ ଦୋକାନ । ମୁଖ୍ୟମନ୍ତ୍ରୀ ମୋହନ…
ଠିକାଦାର ପ୍ରୀତି: ୮୪.୪୨ କୋଟି କ୍ଷତି, ୩୫୨.୭୩ କୋଟି ରାସ୍ତା କାମର ନାହିଁ ଦ୍ରବ୍ୟ ରସିଦ୍
ଭୁବନେଶ୍ୱର,୫ା୧୦(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ରାସ୍ତା ନିର୍ମାଣ କାର୍ଯ୍ୟରେ କିଭଳି ଅପମିଶ୍ରିତ ଆଲକାତରା ବ୍ୟବହାର ନ ହେବ ସେଥିପାଇଁ ଅର୍ଥ ବିଭାଗ ପକ୍ଷରୁ ସ୍ବତନ୍ତ୍ର ନିର୍ଦ୍ଦେଶନାମା ରହିଛି। ମାତ୍ର ଠିକାଦାରମାନେ ଏହି ନିୟମକୁ ଭ୍ରୂକ୍ଷେପ କରୁନାହାନ୍ତି। କେଉଁଠି ବିପୁଳ…
ଛାତ୍ର ସଂସଦ ନିର୍ବାଚନ; ଘୋଷଣା ହୋଇନି, ଦ୍ୱନ୍ଦ୍ୱ ବି ଛିଡୁନି
ଭୁବନେଶ୍ୱର,୫ା୧୦(ସୁନିତ୍ ମିଶ୍ର): ଓଡ଼ିଶାରେ ଗତ ୮ ବର୍ଷ ହେବ ଛାତ୍ର ସଂସଦ ନିର୍ବାଚନ ହୋଇନାହିଁ । ଭାଜପା ରାଜ୍ୟରେ ସରକାରକୁ ଆସିବା ପୂର୍ବରୁ ଓଡ଼ିଶାରେ ଛାତ୍ର ସଂସଦ ନିର୍ବାଚନ ହେଉ ବୋଲି ଦାବି କରିଆସୁଥିଲା। ୨୦୨୪ରୁ ଭାଜପା ଓଡ଼ିଶାରେ ଶାସନକୁ ଆସିଛି।…
ପାଣିପାଗ ବିଭାଗର ବଡ଼ ସୂଚନା, ଆସନ୍ତା ୪ ଦିନ ଯାଏ ଏହି ଜିଲାରେ କଲବଲ କରିବ ତାତି
ଭୁବନେଶ୍ୱର,୫ା୧୦(ବନ୍ଦନା ସେଠୀ): ରାଜ୍ୟରେ ଏବେ ତାପମାତ୍ରା ବଢ଼ୁଛି । ଖରାତାତି ସାଙ୍ଗକୁ ଗରମ ଗୁଳୁଗୁଳି ଅନୁଭୂତ ହେଉଛି । ଆସନ୍ତା ୩/୪ ଦିନ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ । ଏହାପରେ ତାପମାତ୍ରାରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ…
ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା
ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ ତୁମୁଳକାଣ୍ଡ ଘଟିଛି। ଅନ୍ୟପକ୍ଷରେ ଡିଜେ ଶବ୍ଦରେ ୨ଟି ଘରର ଛାତରୁ କିଛି ଅଂଶ…
ବାଇକ୍କୁ ଧକ୍କା ଦେଲା ଟ୍ରକ୍: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ
ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ ନେଇ ଘଟଣାସ୍ଥଳରେ ତୁମୁଳକାଣ୍ଡ ଘଟିଛି। ଉତ୍ତ୍ୟକ୍ତ ଲୋକ ଟ୍ରକ ଡ୍ରାଇଭରଙ୍କୁ ମରଣାନ୍ତକ ଆକ୍ରମଣ…
ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା
ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ ଆନ୍ଦୋଳନ। ମହିଳାମାନେ ଅଞ୍ଚଳରେ ଦେଶୀ ମଦ ବିକ୍ରିକୁ ସମ୍ପୂର୍ଣ୍ଣ ବନ୍ଦ କରିବା ନେଇ…

