ରାଜ୍ୟ

ସ୍ମୃତିରଞ୍ଜନ ପ୍ରଧାନ ଗଜପତି ଜିଲାପାଳ

ଭୁବନେଶ୍ୱର,୨୩ା୬(ଅନିଲ ଦାସ):ରାଜ୍ୟ ସରକାର ଗଜପତି ଜିଲାପାଳ ଲିଙ୍ଗରାଜ ପଣ୍ଡାଙ୍କୁ ବଦଳି କରିଛନ୍ତି। ତାଙ୍କ ସ୍ଥାନରେ ମତ୍ସ୍ୟ ନିର୍ଦ୍ଦେଶକ ସ୍ମୃତି ରଞ୍ଜନ ପ୍ରଧାନଙ୍କୁ ଗଜପତି ଜିଲାପାଳ ଭାବେ ନିଯୁକ୍ତି ଦେଇଛନ୍ତି। ଗୁରୁବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ...

ଆଜିଠାରୁ ଏକକ ପିଜି ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୬(ଅନୁରାଧା ମହାରଣା): ଉଚ୍ଚ ଶିକ୍ଷା ବିଭାଗ ଅଧୀନରେ ଥିବା ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟରେ ସ୍ନାତକୋତ୍ତର ନାମଲେଖା ପାଇଁ ଏକକ ପିଜି ପ୍ରବେଶିକା (ସିପିଇଟି) ପରୀକ୍ଷା ଶୁକ୍ରବାର ଠାରୁ ଆରମ୍ଭ ହେବ। ଜୁନ୍‌ ୨୮ ଓ ୩୦ ତାରିଖକୁ ବାଦ୍‌ ଦେଲେ...

‘ଧାର୍ଯ୍ୟ ସମୟ ଭିତରେ କାମ ଶେଷ କରିବାକୁ ନିର୍ଦ୍ଦେଶ’

ଭୁବନେଶ୍ବର,୨୩ା୬(ସୁନିତ୍‌ ମିଶ୍ର): ଜାତୀୟ ରାଜପଥ(ଏନ୍‌ଏଚ୍‌)-୧୬ରେ ଆସୁଥିବା ଖୋର୍ଦ୍ଧାରୁ ଚଣ୍ଡିଖୋଲ ରାସ୍ତା ମଧ୍ୟରେ ଦୁର୍ଘଟଣା ଏବଂ ମୃତ୍ୟୁହାର ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ହ୍ରାସ କରିବାକୁ ଗତ ମାସରେ ଅନୁଷ୍ଠିତ ବୈଠକରେ ନିଆଯାଇଥିବା ନିଷ୍ପତ୍ତିକୁ ତ୍ୱରିତ କାର୍ଯ୍ୟକାରୀ କରିବା ସହ ଧାର୍ଯ୍ୟ...

ବନ କର୍ମଚାରୀଙ୍କୁ ମିଳିବ ଆଧୁନିକ ଅସ୍ତ୍ରଶସ୍ତ୍ର

ଭୁବନେଶ୍ୱର,୨୩ା୬(ଅନିଲ ଦାସ): ଶିମିଳିପାଳ ଅଭୟାରଣ୍ୟରେ ୨ ଜଣ ବନ କର୍ମଚାରୀଙ୍କୁ ଶିକାରୀମାନେ ହତ୍ୟା କରିବା ଘଟଣାକୁ ରାଜ୍ୟ ସରକାର ଗୁରୁତ୍ୱର ସହ ନେଇଛନ୍ତି। ଅଭୟାରଣ୍ୟର ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିବାକୁ ନିଷ୍ପତ୍ତି ନିଆଯାଇଛି। ଅଭୟାରଣ୍ୟର ଆଖପାଖ ଗ୍ରାମଗୁଡ଼ିକରେ ବେଆଇନ ଅସ୍ତ୍ରଶସ୍ତ୍ର...

ଓଡ଼ିଶାର ୨ ସ୍ବାସ୍ଥ୍ୟକର୍ମୀଙ୍କୁ ନାଇଟିଙ୍ଗେଲ୍‌ ଆୱାର୍ଡ

କଣାସ(ବିଭୂତି ଭୂଷଣ ତ୍ରିପାଠୀ) / ନବରଙ୍ଗପୁର (ସଦାଶିବ ପ୍ରହରାଜ),୨୩ା୬: ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଉଲ୍ଲେଖନୀୟ ସେବା ପାଇଁ ଦେଶର ୩୦ ସ୍ବାସ୍ଥ୍ୟକର୍ମୀଙ୍କୁ ଜାତୀୟ ଫ୍ଲୋରେନ୍ସ ନାଇଟିଙ୍ଗେଲ୍‌ ଆୱାର୍ଡ ପ୍ରଦାନ କରାଯାଇଛି। ୨୦୨୨ ଓ ୨୦୨୩ ବର୍ଷ ନିମନ୍ତେ ୧୫ ଜଣ ଲେଖାଏ...

ଫେସ୍‌ବୁକ କମେଣ୍ଟକୁ ନେଇ ମାଡ଼

ରାଉରକେଲା,୨୨।୬(ଦିନେଶ ମିଶ୍ର): ଫେସ୍‌ବୁକରେ ଏକ କ୍ଲବ ସମସ୍ୟାକୁ ନେଇ କମେଣ୍ଟ କରିଥିବା ଜଣେ ଯୁବକଙ୍କୁ ଆକ୍ରମଣ ଅଭିଯୋଗରେ ବନ୍ଧମୁଣ୍ଡା ପୋଲିସ ୬ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ସେକ୍ଟର ବି ବସ୍ତିର ପଙ୍କଜ ଭଗତ(୩୧), କ୍ରିଷ୍ଣା ପୂର୍ତ୍ତି(୨୪),...

କୃଷ୍ଣ, ବଳରାମ ବେଶରେ ଦର୍ଶନ ଦେଲେ ଶ୍ରୀଜିଉ

କେନ୍ଦୁଝର,୨୨।୬:(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ଆରାଧ୍ୟ ଶ୍ରୀ ବଳଦେବଜୀଉଙ୍କ ଗୁଣ୍ଡିଚା ମନ୍ଦିରରେ ଗୁରୁବାର କୃଷ୍ଣ, ବଳରାମ ବେଶରେ ଶ୍ରୀଜିଉ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ଝିପିଝିପି ବର୍ଷା ସତ୍ତ୍ୱେ ଶ୍ରୀଜିଉଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି। ଏପରିକି ବଡ଼...

ପଞ୍ଜୀକୃତ କିନ୍ନର ଉଦ୍ୟୋଗୀଙ୍କୁ ମିଳିବ ୧୦ ଲକ୍ଷ

ଭୁବନେଶ୍ୱର,୨୨।୬(ଅନିଲ ଦାସ): ରାଜ୍ୟ ସରକାର ଗୁରୁବାର କିନ୍ନରମାନଙ୍କକୁ ଆର୍ଥିକ କ୍ଷେତ୍ରରେ ସ୍ବାବଲମ୍ବି କରିବା ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ସେମାନଙ୍କ ସମସ୍ୟା ଦୁର କରିବା ପାଇଁ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। କିନ୍ନରମାନଙ୍କୁ ଆତ୍ମନିଯୁକ୍ତିଭିତ୍ତିକ ରୋଜଗାର ନିମନ୍ତେ ରାଜ୍ୟ...

ନକଲି ଟିଟିଇଙ୍କୁ ଧରିଲା ପୋଲିସ

କୋରାପୁଟ,୨୨।୬(ଅମିତାଭ ବେହେରା): କୋରାପୁଟ-ବିଶାଖାପାଟଣା ପାସେଞ୍ଜର ଟ୍ରେନ୍‌ରେ ଗୁରବାର ଟିକେଟ ଯାଞ୍ଚ ଆଳରେ ଟଙ୍କା ଆଦାୟ କରୁଥିବା ଜଣେ ନକଲି ଟିଟିଇଙ୍କୁ ରେଳବାଇ ପୋଲିସ ଗିରଫ କରିଛି। ଏନେଇ କୋରାପୁଟ ଜିଆର୍‌ପି ଓଆଇସି ବି.କେ ଭୋଇ ପ୍ରକାଶ କରିଛନ୍ତି। ଗିରଫ ନକଲି...

ଓଡ଼ିଶା ଛୁଇଁଲା ମୌସୁମୀ

ଭୁବନେଶ୍ୱର,୨୨।୬(ଅନିଲ ଦାସ): ଆଜି ଓଡ଼ିଶା ଛୁଇଁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ମାଲକାନଗିରି, କୋରାପୁଟ, ଗଜପତି ଜିଲାକୁ ମୌସୁମୀ ଛୁଇଁଥିବା ବେଳେ ଆଗାମୀ...

ବାହାନଗା ହାଇସ୍କୁଲ ୫-ଟି ଉପକ୍ରମରେ ହେବ ପୁନଃନିର୍ମାଣ

ଭୁବନେଶ୍ୱର,୨୨ା୬(ସୁନିତ୍‌ ମିଶ୍ର): ବାଲେଶ୍ୱର ଜିଲାର ବାହାନଗା ହାଇସ୍କୁଲର ୫-ଟି ଉପକ୍ରମରେ ପୁନଃନିର୍ମାଣ ହେବ। ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨ କୋଟି ୪୯ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ଅର୍ଥ ମଞ୍ଜୁର କରାଯାଇଛି। ସୂଚନାଯୋଗ୍ୟ,...

ଆହାର କେନ୍ଦ୍ର ପରିଚାଳନା ପାଇଁ ୨୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨ା୬(ସୁନିତ୍‌ ମିଶ୍ର): ରାଜ୍ୟର ବିଭିନ୍ନ ସ୍ଥାନରେ ଆହାର କେନ୍ଦ୍ର ପରିଚାଳନା ପାଇଁ ଗଠିତ ରାଜ୍ୟସ୍ତରୀୟ ଆହାର କମିଟିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ସୂଚନାଯୋଗ୍ୟ, ୨୦୧୫-୧୬ରୁ ୨୦୨୧-୨୨ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri