ରାଜ୍ୟ

୪ ବର୍ଷରେ ହାତୀ ଆକ୍ରମଣରେ ୩୬୯ ମୃତ

ଭୁବନେଶ୍ୱର, ୧୭ା୭(ବ୍ୟୁରୋ): ରାଜ୍ୟରେ ହାତୀ ଆକ୍ରମଣରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ୨୦୧୫ରୁ ୨୦୧୯ ମଧ୍ୟରେ ରାଜ୍ୟରେ ଜଙ୍ଗଲୀ ହାତୀ ଆକ୍ରମଣରେ ୩୬୯ ଜଣ ମୃତ୍ୟୁବରଣ କରିଛନ୍ତି। ଏହାସହ ୨୦୭ ଜଣ ବ୍ୟକ୍ତି ଆହତ ହୋଇଛନ୍ତି। ହାତୀ ଆକ୍ରମଣରେ ମୃତ୍ୟୁ…

୧୮୩ ଥର ହେଲିକପ୍ଟର ବ୍ୟବହାର କରିଛନ୍ତି ନେତା, ଅଫିସର

ଭୁବନେଶ୍ୱର, ୧୭ା୭(ବ୍ୟୁରୋ): ବିଜେଡିର ବହୁ ନେତା ବିଗତ ଦିନରେ ସରକାରୀ ଅର୍ଥରେ ହେଲିକପ୍ଟର ବ୍ୟବହାର କରୁଥିବା ବିରୋଧୀ ଦଳ ପକ୍ଷରୁ ବାରମ୍ବାର ଅଭିଯୋଗ ହୋଇଥିଲା। ଏନେଇ ବିଧାୟକ ତାରା ପ୍ରସାଦ ବାହିନୀପତି ମଙ୍ଗଳବାର ବିଧାନସଭାରେ ପଚାରିଥିବା ଏକ ପ୍ରଶ୍ନର ଲିଖିତ ଉତ୍ତର…

ଭଦ୍ରକ ମଦମୃତ୍ୟୁ ଘଟଣା: ଜିଲାପାଳ, ଏସ୍‌ପିଙ୍କୁ ମାନବାଧିକାର କମିଶନଙ୍କ ରିପୋର୍ଟ ତଲବ

କଟକ ଅଫିସ,୧୭।୭: ଭଦ୍ରକ ଜିଲାରେ ବିଷାକ୍ତ ମଦମୃତ୍ୟୁ ଘଟଣାରେ ଜାତୀୟ ମାନବାଧିକାର କମିଶନ ହସ୍ତକ୍ଷେପ କରିଛନ୍ତି। ୪ ସପ୍ତାହ ମଧ୍ୟରେ ଏହି ଘଟଣା ସମ୍ପର୍କରେ ରିପୋର୍ଟ ଦେବା ଲାଗି ଭଦ୍ରକ ଜିଲାପାଳ ଓ ଏସ୍‌ପିଙ୍କୁ କମିଶନ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ, ଏପ୍ରିଲ୍‌…

ଭକ୍ତ ପାଇଲେ ନୀଳାଚଳ ଅବଢ଼ା

ପୁରୀ ଅଫିସ,୧୭ା୭: ସରିଯାଇଛି ରଥଯାତ୍ରା। ରତ୍ନସିଂହାସନରେ ବିରାଜମାନ କରିଛନ୍ତି ଚତୁର୍ଦ୍ଧାବିଗ୍ରହ। ପୁଣି ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ଗହଳି ଚହଳି। ମଙ୍ଗଳବାର ମହାପ୍ରଭୁଙ୍କୁ ଲାଗି ହୋଇଛି ମହାପ୍ରସାଦ। ଭକ୍ତ ପାଇଛନ୍ତି ନୀଳାଚଳ ଅବଢା। ଚନ୍ଦ୍ରଗ୍ରହଣ ଥିବାରୁ ନୀତିକାନ୍ତି ବି ସଅଳ ହୋଇଛି। ଶ୍ରୀଗୁଣ୍ଡିଚା…

ସଚେତନତା ଅଭାବ: ବଢୁଛି ଦୁର୍ଘଟଣାଜନିତ ମୃତ୍ୟୁ : ବେପରୁଆ ଗାଡ଼ିି ଚାଳନା ନେଉଛି ଜୀବନ

କଟକ ଅଫିସ୍‌, ୧୭ା୭: ବିଗତ କିଛିବର୍ଷ ହେବ ରାଜ୍ୟରେ ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସରକାର, ପରିବହନ ଓ ପୋଲିସ ବିଭାଗର ଦାୟିତ୍ୱହୀନତା ଯୋଗୁ ଏଥିରେ ରୋକ ଲାଗିପାରୁନି। ଦୁର୍ଘଟଣାଜନିତ ମୃତ୍ୟୁରେ ଜାତୀୟ ହାର ୦.୬ ପ୍ରତିଶତ ରହିଥିବା…

ହାଇଟେକ୍‌ର ୬୩ କୋଟି ୫୫ ଲକ୍ଷ ବଣ୍ଟାଯିବ: ଫେରିପାଇବେ ୨୨ ହଜାର ଜମାକାରୀ

କଟକ ଅଫିସ,୧୭ା୭: ହାଇଟେକ୍‌ ଗ୍ରୁପର ୬୩ କୋଟି ୫୫ ଲକ୍ଷ ୪୯ହଜାର ୨୨୭ ଟଙ୍କା ଜମାକାରୀଙ୍କୁ ଫେରସ୍ତ ଦିଆଯିବ। ଏହି ଟଙ୍କାକୁ ୨୨ ହଜାର ୭୦୦ ଜମାକାରୀ ଫେରି ପାଇବେ। ସ୍ବତନ୍ତ୍ର କୋର୍ଟ ପକ୍ଷରୁ ସୋମବାର ଏ ସମ୍ପର୍କିତ ଆଦେଶ ସରକାରଙ୍କୁ…

କେନ୍ଦ୍ର ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର: ଓଡ଼ିଶୀରେ ସୁରୂପା, ଛଉରେ ତପନ

ଭୁବନେଶ୍ୱର,୧୭ା୭(ବ୍ୟୁରୋ): ଘୋଷଣା ହୋଇଛି ବହୁ ପ୍ରତୀକ୍ଷିତ କେନ୍ଦ୍ର ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର ୨୦୧୮। ଏହାସହ ଉସ୍ତାଦ୍‌ ବିସ୍‌ମିଲ୍ଲା ଖାନ୍‌ ଯୁବ ପୁରସ୍କାର ଏବଂ ଏକାଡେମୀ ଫେଲୋ(ଏକାଡେମୀ ରତ୍ନ) ମଧ୍ୟ ଘୋଷଣା କରାଯାଇଛି। ବିଶିଷ୍ଟ ଓଡିଶୀ ନୃତ୍ୟଗୁରୁ ସୋନାଲ ମାନସିଂ ସଙ୍ଗୀତ…

ଗରିବଙ୍କୁ ଲୁଟୁଛନ୍ତି ଅଧିକାରୀ

ଭୁବନେଶ୍ୱର,୧୭।୭(ବ୍ୟୁରୋ): ଗତ ୨୦ବର୍ଷ ହେବ ବିଜେଡି ହାତରେ ରହିଛି ରାଜ୍ୟ ଶାସନ ଭାର। ଲୋକମାନଙ୍କୁ ସ୍ବଚ୍ଛ ଓ ଦୁର୍ନୀତିମୁକ୍ତ ଶାସନ ଦେଉଥିବା ସରକାର ଦାବି କରୁଛନ୍ତି। ୩-ଟି/୫-ଟି ଏମିତି କେତେ କ’ଣ ମନ୍ତ୍ର ବିଧାୟକଙ୍କଠାରୁ ଆରମ୍ଭ କରି ଅଫିସରଙ୍କୁ ଦିଆଯାଉଛି। ନିଷ୍ଠାପର…

ଆଜି ସରିବ ଯୁକ୍ତ୨ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା

ଭୁବନେଶ୍ୱର, ୧୭ା୭(ବ୍ୟୁରୋ): ଯୁକ୍ତ୨ ପ୍ରଥମ ବର୍ଷ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ବୁଧବାର ଶେଷ ହେବ। ସନ୍ଧ୍ୟାରେ ନାମଲେଖା ସମ୍ପର୍କିତ ଚୂଡ଼ାନ୍ତ ତଥ୍ୟ ଇ-ସ୍ପେସ୍‌ରେ ପ୍ରକାଶ ପାଇବ। ସିଟ୍‌ ବଳକା ରହିଲେ ଆସନ୍ତା ୨୦ ତାରିଖରେ ସ୍ପଟ୍‌ ସିଲେକ୍ସନ ମେରିଟ୍‌ ଲିଷ୍ଟ…

ଚିନିକଳ ଖୋଲିବା ପାଇଁ ତେଜିଲା ଆନ୍ଦୋଳନ: ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ; ୨୪ରେ ନୟାଗଡ଼ ବନ୍ଦ ଡାକରା

ନୟାଗଡ଼ ଅଫିସ,୧୭।୭-ଚିନିକଳ ଖୋଲିବା ଓ ପୁନରୁଦ୍ଧାର ଦାବିରେ ମଙ୍ଗଳବାର ଆନ୍ଦୋଳନ ଜୋରଦାର ହୋଇଛି। ଗାଁ ଗାଁ ବୁଲି ଚାଷୀମାନଙ୍କୁ ସଚେତନ କରାଇବା ପରେ ଚିନିକଳ ପୁନରୁଦ୍ଧାର କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ମଙ୍ଗଳବାର ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। କମିଟି…

ପରିବାର ନିୟୋଜନ ଅସ୍ତ୍ରୋପଚାରରେ ତ୍ରୁଟି: ମୂତ୍ରନଳୀ କାଟିଦେଲେ ଡାକ୍ତର

ନୟାଗଡ଼ ଅଫିସ,୧୭।୭-ନୟାଗଡ଼ ଜିଲା ଦଶପଲ୍ଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳାଙ୍କ ପରିବାର ନିୟୋଜନ ଅସ୍ତ୍ରୋପଚାର ସମୟରେ ଡାକ୍ତର ମୂତ୍ରନଳୀ କାଟି ଦେଇଛନ୍ତି। ଏହା ଡାକ୍ତର ନିଜେ ମହିଳାଙ୍କ ପରିବାର ସଦସ୍ୟଙ୍କୁ ଜଣାଇଛନ୍ତି। ତେବେ ଡାକ୍ତରଙ୍କ ଖାମଖିଆଲ ମନୋଭାବ ଯୋଗୁ ଏହିଭଳି ତ୍ରୁଟି…

ପୋଷ୍ଟମ୍ୟାନ୍‌ ନିଯୁକ୍ତି ପରୀକ୍ଷା ବାତିଲ: ସ୍ଥାନୀୟ ଭାଷାରେ ପୁଣି ହେବ

ନୂଆଦିଲ୍ଲୀ,୧୭ା୭(ପି.ଟି.) : ଗ୍ରାମାଞ୍ଚଳରେ ପୋଷ୍ଟମ୍ୟାନ୍‌ ଓ ଆସିଷ୍ଟାଣ୍ଟ ପଦବୀ ପାଇଁ ରବିବାର ଅନୁଷ୍ଠିତ ପରୀକ୍ଷାକୁ କେନ୍ଦ୍ର ସରକାର ବାତିଲ କରିଦେଇଛନ୍ତି। ତାମିଲ ପରିବର୍ତ୍ତେ କେବଳ ହିନ୍ଦୀ ଓ ଇଂଲିଶ୍‌ ଭାଷାରେ ପ୍ରଶ୍ନପତ୍ର ପ୍ରସ୍ତୁତ କରାଯାଇଥିବାରୁ ତାହାକୁ ତାମିଲନାଡ଼ୁର ଏଆଇଏଡିଏମ୍‌କେ ବିରୋଧ କରିଥିଲା।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri