ବରଗଡ଼ରେ ପୋଷ୍ଟାଲ ପରେ ଇଭିଏମର ଭୋଟ ଗଣତି ଆରମ୍ଭ
ବରଗଡ଼ ଅଫିସ, ୨୩।୫: ବରଗଡର ଦୁଇ କେନ୍ଦ୍ରରେ ଭୋଟ ଗଣତି ଆରମ୍ଭ ହୋଇଛି। ସକାଳ ୮ଟାରୁ ବରଗଡ ପଞ୍ଚାୟତ କଲେଜ ଓ ପଦ୍ମପୁର ଆରଏମସି ଗୋଦାମରେ ଭୋଟ ଗଣତି ଆରମ୍ଭ ହୋଇଛି। ପ୍ରଥମରୁ ପୋଷ୍ଟାଲ ଭୋଟ ଗଣତି ଆରମ୍ଭ ହୋଇଥିଲା। ବରଗଡ଼…
ରାୟଗଡ଼ା ଭୋଟ ଗଣତି କେନ୍ଦ୍ରରେ ଅବ୍ୟବସ୍ଥା ଅଭିଯୋଗ: ହୋ ହଲ୍ଲା କଲେ ଏଜେଣ୍ଟ
ରାୟଗଡ଼ା ଅଫିସ, ୨୩।୫- ସାଧାରଣ ନିର୍ବାଚନ ଫଳାଫଳକୁ ଲୋକେ ଅପେକ୍ଷା କରି ରହିଥିବା ବେଳେ ଏହା ମଧ୍ୟରେ ଭୋଟ ଗଣତି ଆରମ୍ଭ ହୋଇଯାଇଛି। ତେବେ ରାୟଗଡ଼ା ଜିଲା ସଦର ମହକୁମାସ୍ଥିତ ଗୋବିନ୍ଦ ଚନ୍ଦ୍ର ଦେବ ଉଚ୍ଚ ବିଦ୍ୟାଳୟ ଭୋଟ ଗଣତିକେନ୍ଦ୍ରରେ ଅବ୍ୟବସ୍ଥାକୁ…
ଚିତ୍ରକୋଣ୍ଡାରେ କଂଗ୍ରେସର ଲକ୍ଷ୍ମୀପ୍ରିୟା ନାୟକ ଆଗୁଆ
ମାଲକାନଗିରି,୨୩ା୫(ସ୍ବ.ପ୍ର.): ଚିତ୍ରକୋଣ୍ଡା ବିଧାନସଭା ନିର୍ବାଚନ ମଣ୍ଡଳୀର ପ୍ରଥମ ରାଉଣ୍ଡ ଗଣତିରେ କଂଗ୍ରେସ ଆଗୁଆ ରହିଛି। କଂଗ୍ରେସର ଲକ୍ଷ୍ମୀପ୍ରିୟା ନାୟକ ୭୭୦ ଭୋଟ୍ ପାଇଥିବା ବେଳେ ଭାଜପାର ପଦୁ ମାଝି ୫୦୦ ଓ ବିଜେଡିର ପୂର୍ଣ୍ଣଚନ୍ଦ୍ର ବାକା ୪୮୪ ଭୋଟ୍ ପାଇଛନ୍ତି।
ପୁରୀ ନିର୍ବାଚନ ମଣ୍ଡଳୀରେ ବିଜେଡି ଆଗୁଆ
ପୁରୀ ଅଫିସ,୨୩।୫: ପୁରୀ ଲୋକ ସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଚିଲିକା ନିର୍ବାଚନ ମଣ୍ଡଳୀରେ ବିଜେଡି ପ୍ରାର୍ଥୀ ପିନାକୀ ମିଶ୍ର ୩୯୫ ଭୋଟରେ ଆଗୁଆ ଅଛନ୍ତି। ପ୍ରଥମ ରାଉଣ୍ଡରେ ପିନାକୀ ମିଶ୍ର ୨୩୮୯ ଭାଜପାର ସମ୍ବିତ ପାତ୍ର ୧୯୯୫, କଂଗ୍ରେସର ସତ୍ୟପ୍ରକାଶ…
ମାଲକାନଗିରିରେ ଭାଜପାର ଆଦିତ୍ୟ ମାଢ଼ି ଆଗୁଆ
ମାଲକାନଗିରି,୨୩ା୫(ସ୍ବ.ପ୍ର.): ମାଲକାନଗିରି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଦ୍ୱିତୀୟ ରାଉଣ୍ଡ ଗଣତିରେ ଭାଜପା ପ୍ରାର୍ଥୀ ଆଦିତ୍ୟ ମାଢ଼ି ଆଗୁଆ ରହିଛନ୍ତି। ଦ୍ୱିତୀୟ ରାଉଣ୍ଡରେ ଭାଜପାର ଆଦିତ୍ୟ ମାଢ଼ି ୧୮୭୦ ଭୋଟ୍ ପାଇଥିବା ବେଳେ ବିଜେଡିର ମୁକୁନ୍ଦ ସୋଢ଼ି ୧୧୯୯ ଏବଂ କଂଗ୍ରେସର ମାଲା…
ତୃତୀୟ ରାଉଣ୍ଡ ଶେଷ: ହିନ୍ଦୋଳରେ ସୀମାରାଣୀ ନାୟକ ଆଗୁଆ
ହିନ୍ଦୋଳ, ୧୩।୫(ଡି.ଏନ୍.ଏ.)-ହିନ୍ଦୋଳ ବିଧାନସଭା ଆସନରେ ତୃତୀୟ ରାଉଣ୍ଡ ସୁଦ୍ଧା ବିଜେଡିର ସୀମାରାଣୀ ନାୟକ ଆଗୁଆ ଅଛନ୍ତି। ତାଙ୍କୁ ୭୨୮୦ ଭୋଟ ମିଳିଛି। ସେହିପରି ଭାଜପାର ଅଶୋକ ନାଏକ ୬୮୮୭ ଏବଂ କଂଗ୍ରେସର ତ୍ରିନାଥ ବେହେରା ୯୪୯ ଭୋଟ ପାଇଛନ୍ତି।
ଚିଲିକା ନିର୍ବାଚନ ମଣ୍ଡଳୀରେ ବିଜେଡି ଆଗୁଆ
ଖୋର୍ଦ୍ଧା ଅଫିସ,୨୩।୫: ଖୋର୍ଦ୍ଧା ଜିଲାର ଚିଲିକା ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ଆଗୁଆ ଅଛନ୍ତି। ପ୍ରଥମ ରାଉଣ୍ଡରେ ପ୍ରଶାନ୍ତ କୁମାର ଜଗଦେବ ୩ଶହ ୯୯ଭୋଟରେ ଆଗୁଆ ଥିବା ସୂଚନା ମିଳିଛି। ଏଠାରେ ପ୍ରଶାନ୍ତ ୨୬୫୨,ଭାଜପାର ପୃଥ୍ବୀରାଜ ହରିଚନ୍ଦନ ୨୨୫୩, କଂଗ୍ରେସର…
ପାଲଲହଡ଼ା ନିର୍ବାଚନ ମଣ୍ଡଳୀ: ୪ୟ ରାଉଣ୍ଡ ସୁଦ୍ଧା ମୁକେଶ ପାଲ ଆଗରେ
ପାଲଲହଡ଼ା,୨୩ା୫(ଡି.ଏନ.ଏ.)- ପାଲଲହଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ୪ର୍ଥ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ମୁକେଶ ପାଲ ୧୬୩୦ ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ମୁକେଶ ୩୧୬୭ ଖଣ୍ଡ ଭୋଟ ପାଇଛନ୍ତି। ଭାଜପାର ଅଶୋକ ମହାନ୍ତି ପଛରେ ଅଛନ୍ତି।
ଓଡ଼ିଶା ଲୋକ ସଭା ଟ୍ରେଣ୍ଡ୍: ବିଜେଡି ୯, ଭାଜପା ୬ରେ ଆଗୁଆ
ଭୁବନେଶ୍ୱର, ୨୩।୫(ବ୍ୟୁରୋ): ଗୁରୁବାର ସାରା ଦେଶରେ ଭୋଟ ଗଣତି ଚାଲିଥିବାବେଳେ ଭାଜପା ଆଗୁ ରହିଛି। ଓଡ଼ିଶାର ୨୧ଟି ଲୋକ ସଭା ଆସନରୁ ୧୫ଟିର ଫଳାଫଳ ଆସୁଛି। ଏଥିରେ ୯ଟି ଆସନରେ ବିଜେଡି ଆଗୁଆ ରହିଥିବା ବେଳେ ଭାଜପା ୬ଟିରେ ଆଗରେ ରହିଛି।…
ବୌଦ୍ଧ ବିଧାନସଭା: ଭାଜପା ଅ।ଗୁଅ।
ବୌଦ୍ଧ,୨୩୫(ଡି.ଏନ୍.ଏ.):ବୌଦ୍ଧ ବିଧାନସଭା ଅାସନରେ ଦ୍ୱିତୀୟ ରାଉଣ୍ଡ ଗଣତି ଶେଷ ସୁଦ୍ଧା ଭାଜପାର ସୁଶାନ୍ତ ପ୍ରଧାନ ବିଜେଡିର ପ୍ରଦୀପ ଅମାତଙ୍କଠାରୁ ୨୦୨ ଭୋଟରେ ଅ।ଗୁଅ। ରହିଛନ୍ତି
ତୃତୀୟ ରାଉଣ୍ଡ ଶେଷ: ପରଜଙ୍ଗରେ ଭାଜପା ଆଗୁଆ
ଢେଙ୍କାନାଳ ଅଫିସ, ୨୩ା୫-ଢେଙ୍କାନାଳ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ସମସ୍ତ ୭ ବିଧାନସଭା ଆସନରେ ଶାନ୍ତିଶୃଙ୍ଖଳାର ସହ ଭୋଟ ଗଣତି ଜାରି ରହିଛି। ପରଜଙ୍ଗ ବିଧାନସଭା କ୍ଷେତ୍ରରେ ତୃତୀୟ ରାଉଣ୍ଡ ସୁଦ୍ଧା ଭାଜପା ପ୍ରାର୍ଥୀ ବିଭୂତି ପ୍ରଧାନ ଆଗୁଆ ଅଛନ୍ତି। ତାଙ୍କୁ…
ଅନୁଗୋଳରେ ରଜନୀକାନ୍ତ ସିଂ ଆଗରେ
ଅନୁଗୋଳ ଅଫିସ, ୨୩ା୫- ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡିର ରଜନୀକାନ୍ତ ସିଂ ଆଗରେ ଅଛନ୍ତି। ପ୍ରଥମ ରାଉଣ୍ଡ ଶେଷ ସୁଦ୍ଧା ରଜନୀକନ୍ତ ସିଂ ୨୫୫୫, ଭାଜପାର ପ୍ରତାପ ଚନ୍ଦ୍ର ପ୍ରଧାନ ୨୩୭୫ ଓ କଂଗ୍ରେସ ପ୍ରାର୍ଥୀ ବିପ୍ଳବ ଜେନା ୧୬୬୪ ଖଣ୍ଡ…
Archives


