ରାଜ୍ୟ

୫-ଟି ସଚିବଙ୍କ ସମ୍ଭାବ୍ୟ ଗସ୍ତକୁ ନେଇ ମେଡିକାଲରେ ଛନକା: ସୌନ୍ଦର୍ଯ୍ୟ ବଢ଼ାଇବାକୁ ରଖାଗଲା ଫୁଲଗଛ

ଅନୁଗୋଳ ଅଫିସ, ୧୬ା୧୦- ରାଜ୍ୟ ସରକାରଙ୍କ ‘ମୋ ସରକାର’ କାର୍ଯ୍ୟକ୍ରମର ତଦାରଖ ପାଇଁ ୫-ଟି ସଚିବ ଭି. କାର୍ତ୍ତିକେୟନ ପାଣ୍ଡିଆନଙ୍କଠାରୁ ଆରମ୍ଭ କରି ଅନ୍ୟ ବରିଷ୍ଠ ଅଧିକାରୀମାନେ ସରକାରୀ କାର୍ଯ୍ୟାଳୟ, ଥାନା, ମେଡିକାଲ ପରିଦର୍ଶନରେ ଯାଉଛନ୍ତି। କର୍ତ୍ତବ୍ୟରେ ଅବହେଳା ଥିଲେ ତ୍ୱରିତ…

୭ ଘଣ୍ଟା ସ୍ଥାନରେ ୩ ଘଣ୍ଟା କାମ କରୁଛନ୍ତି ସଫେଇ କର୍ମଚାରୀ: ପାର୍ବଣରେ ଅଳିଆ ଅନୁଗୋଳ ସହର

ଅନୁଗୋଳ ଅଫିସ, ୧୬ା୧୦-ଅନୁଗୋଳ ସହର ସଫେଇ ଦାୟିତ୍ୱ ନେଇଥିବା ଠିକା ସଂସ୍ଥାର କର୍ମଚାରୀ ଠିକ୍‌ ଭାବେ କାର୍ଯ୍ୟ କରୁନାହାନ୍ତି। ଏ ନେଇ ଠିକା ସଂସ୍ଥା ପକ୍ଷରୁ ତଦାରଖ କରାଯାଉ ନାହିଁ କି ତାଗିଦ ମଧ୍ୟ ହେଉନାହିଁ। ତେଣୁ ମନମାନି କରୁଥିବା କର୍ମଚାରୀମାନେ…

ଓପିଟିସିଏଲ୍‌: ପୂରଣ ହେବ ବିଭିନ୍ନ ନିର୍ଦ୍ଦେଶକ ପଦ,ଦୁର୍ନୀତିକୁ ପ୍ରଶ୍ରୟ ନ ଦେବାକୁ ଦାବି

ଭୁବନେଶ୍ୱର,୧୫ା୧୦(ବ୍ୟୁରୋ)- ରାଜ୍ୟ ସରକାର ନିକଟରେ ଓପିଟିସିଏଲ୍‌ର ସମସ୍ତ ନିର୍ଦ୍ଦେଶକ ପଦବୀ ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ପୂର୍ବରୁ ରହିଥିବା କୌଣସି ନିର୍ଦ୍ଦେଶକଙ୍କ କାର୍ଯ୍ୟକାଳ ବୃଦ୍ଧି କରାଯାଇନାହିଁ। ଏହିପରି ନିଷ୍ପତ୍ତି ସଂସ୍ଥା ଓ ବିଭାଗରେ ସ୍ବଚ୍ଛତା ଆଣିବ ବୋଲି କୁହାଯାଇଛି। ସେହିପରି…

ଭୁବନେଶ୍ୱର ବିମାନ ବନ୍ଦରରୁ ୧୨ଲକ୍ଷ ଟଙ୍କାର ବିଦେଶୀ ସିଗାରେଟ ଜବତ, କୁଆଲାଲମ୍ପୁରରୁ ଚାଲାଣ ହେଉଥିଲା ପଶ୍ଚିମବଙ୍ଗ

ଭୁବନେଶ୍ୱର,୧୫ା୧୦(ବ୍ୟୁରୋ): ବିମାନରେ ବେଆଇନ ସୁନା ପରେ ଏବେ ବିଦେଶୀ ସିଗାରେଟ ଚାଲାଣ ଧରାପଡ଼ିଛି। ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ରାଜସ୍ବ ଗୋଇନ୍ଦା ବିଭାଗ (ଡିଆର୍‌ଆଇ) ମଙ୍ଗଳବାର ୧୨ଲକ୍ଷ ଟଙ୍କାର ସିଗାରେଟ ଜବତ କରିଛି। ୪୦୦ ପ୍ୟାକେଟରେ ରହିଥିବା ୮୦ହଜାର ସିଗାରେଟ…

ଜମି ବିବାଦରୁ ହତ୍ୟା: ବଡ଼ଭାଇ ଖଣ୍ଡା ଚୋଟରେ ସାନଭାଇର ଜୀବନ ଗଲା

ସିମୁଳିଆ, ୧୫।୧୦(ଡି.ଏନ.ଏ.)-ଜମିବାଡ଼ି ବିବାଦକୁ କେନ୍ଦ୍ର କରି ମଙ୍ଗଳବାର ବାଲେଶ୍ୱର ଜିଲା ସିମୁଳିଆ ଥାନା ଖଇରା ବ୍ଲକ ବିଷ୍ଣୁପୁର ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ବଡ଼ଭାଇ କୈଳାସ ମାଝି(୫୦)ଙ୍କ ଖଣ୍ଡା ଚୋଟରେ ସାନଭାଇ ସୁରେଶ(୩୭)ଙ୍କର ମୃତ୍ୟୁ ଘଟିଛି। ଏ ସମ୍ପର୍କରେ ମୃତ ସୁରେଶଙ୍କ…

ମା’ବାପା ପୋଲିସ ଅଧିକାରୀ, ପୁଅ ନିଶା ବେପାରୀ

ପୁରୀ ଅଫିସ/ନିମାପଡ଼ା, ୧୪ା୧୦(ଡି.ଏନ୍‌.ଏ.): ମା’, ବାପା ଉଭୟ ପୋଲିସ ଅଧିକାରୀ। ମାତ୍ର ସେମାନଙ୍କର କଲେଜ ପଢୁଆ ପୁଅ ଜଣେ ନିଶା ବେପାରୀ। ବ୍ରାଉନସୁଗାର କାରବାର ଅଭିଯୋଗରେ ସୋମବାର ଅବକାରୀ ବିଭାଗ ହାତରେ ସମ୍ପୃକ୍ତ ଯୁବକ ଧରାପଡ଼ିବା ପରେ ଏହି ଘଟଣା ପଦାକୁ…

ନିର୍ବାଚନକୁ ମାତ୍ର ୬ ଦିନ ବାକି, ବିଜେପୁରରେ ପୋଲିସର ଫ୍ଲାଗ୍‌ମାର୍ଚ୍ଚ

ବରଗଡ଼ ଅଫିସ/ବିଜେପୁର,୧୫।୧୦- ବରଗଡ ଜିଲା ବିଜେପୁର ଉପନିର୍ବାଚନକୁ ଆଉ ମାତ୍ର ୬ଦିନ ବାକି। ତେବେ ଉପର୍ନିବାଚନକୁ ଅବାଧ, ନିରପେକ୍ଷ ଏବଂ ଶୃଙ୍ଖଳିତଭାବେ ସମାପନ କରିବା ପାଇଁ ପୋଲିସ ପକ୍ଷରୁ ବ୍ୟାପକ ପଦକ୍ଷେପ ହାତକୁ ନିଆଯାଇଛି। ଏହି କ୍ରମରେ ମଙ୍ଗଳବାର ଅପରାହ୍ନରେ ବିଜେପୁରରେ…

ସରକାରୀ ଡାକ୍ତରଖାନାରେ ଏମିତି ଚାଲିଛି ରୋଗୀସେବା: ଗର୍ଭ ଯନ୍ତ୍ରଣାରେ ଛଟପଟ ମହିଳାଙ୍କୁ ଘରୋଇ କ୍ଲିନିକ୍‌ ଯିବା ଲାଗି କହିଲେ ଡାକ୍ତର

ପୁରୀ ଅଫିସ,୧୫।୧୦ : ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡିଛି। ମଙ୍ଗଳବାର ଜଣେ ଗର୍ଭବତୀ ମହିଳାଙ୍କୁ ଜନୈକ ଡାକ୍ତର ଘରୋଇ କ୍ଲିନିକ୍‌ରେ ଚିକିତ୍ସା ଏବଂ ଅଲଟ୍ରାସାଉଣ୍ଡ କରିବାକୁ ପରାମର୍ଶ ଦେଇଥିବା ନେଇ ରୋଗୀଙ୍କ ସମ୍ପର୍କୀୟ ଗଣମାଧ୍ୟମରେ ଆଗରେ କହିଛନ୍ତି।…

ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ: ନବୀନ ନିବାସ ନ ଆସି ଅନାଥ, ଭିନ୍ନକ୍ଷମ ପିଲାଙ୍କ ପାଇଁ କାମ କରିବାକୁ ଶୁଭେଚ୍ଛୁଙ୍କୁ ଅନୁରୋଧ

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବାତ୍ୟା ‘ଫନୀ’ ଯୋଗୁ ରାଜ୍ୟରେ ବହୁତ କ୍ଷତି ହୋଇଛି। ଏଣୁ ଚଳିତ ବର୍ଷ ନିଜର ଜନ୍ମଦିନ ପାଳନ ନ କରିବାକୁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାବାସୀ ହେଉଛନ୍ତି ମୋ ପରିବାର।…

ସମୁଦ୍ରରେ ଗାଧୋଇବା ବେଳେ ଭାସିଗଲେ ଦୁଇ ଯୁବକ, ଉଦ୍ଧାର କାର୍ଯ୍ୟ ଜାରି

ପୁରୀ ଅଫିସ,୧୫।୧୦: ପୁରୀ ସମୁଦ୍ରରେ ସ୍ନାନ କରୁଥିବା ବେଳେ ମଙ୍ଗଳବାର ଦୁଇଜଣ ଯୁବକ ଭାସି ଯାଇଛନ୍ତି। ଅପରାହ୍ନରେ ଦିଗବାରେଣୀ ଖୁଣ୍ଟି ନିକଟ ସମୁଦ୍ରରେ କେତେଜଣ ଯୁବକ ଗାଧୋଉଥିଲେ। ସେମାନଙ୍କ ମଧ୍ୟରୁ ଉତ୍ତରପ୍ରଦେଶର ଅନିଲ ଶିଖରଓ୍ବାଲ ଏବଂ ବିଜୟ ପାଲ ଭାସିଯାଇଥିଲେ। ଏହାଦେଖି…

‘ମୋ ସରକାର’ କାର୍ଯ୍ୟକ୍ରମକୁ ଅପରାଜିତାଙ୍କ କଟାକ୍ଷ: କହିଲେ ‘୨୦ ବର୍ଷ ପରେ ସରକାରଙ୍କ ୫-ଟି କଥା ମନେ ପଡ଼ିଲା’

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଥିବା ‘ମୋ ସରକାର’ କାର୍ଯ୍ୟକ୍ରମକୁ ସଫଳ କରିବା ଲାଗି ସଚିବମାନେ ବିଭିନ୍ନ ଜିଲାକୁ ଗସ୍ତ କରୁଛନ୍ତି। ଲୋକମାନଙ୍କୁ ଠିକ୍‌ ଭାବେ ସରକାରୀ ସେବା ମିଳୁଛି କି ନାହିଁ ସେମାନେ ତା’ର ତଦାରଖ କରୁଛନ୍ତି। ବିିଭିନ୍ନ…

ଭୁବନେଶ୍ୱରରୁ ନୟାଗଡ଼କୁ ଗଡ଼ିଲା ସେବା ଏକ୍ସପ୍ରେସ, ରେଳମନ୍ତ୍ରୀ କଲେ ଉଦ୍‌ଘାଟନ

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ଭୁବନେଶ୍ୱରରୁ ନୟାଗଡ଼କୁ ଗଡ଼ିଲା ସେବା ଏକ୍ସପ୍ରେସ। ରେଳମନ୍ତ୍ରୀ ପୀୟୁଷ ଗୋଏଲ ଦିଲ୍ଲୀରୁ ଭିଡିଓ କନ୍‌ଫରେନ୍ସିଂ ଯୋଗେ ମଙ୍ଗଳବାର ଏହାକୁ ଉଦ୍‌ଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଡ. ହର୍ଷବର୍ଦ୍ଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?