ରାଜ୍ୟ

ଅନୁଗୋଳରେ ମୋବାଇଲ ଅବକାରୀ ବିଭାଗର ଚଢ଼ାଉ: ୯ଶହ ଲିଟର ଦେଶୀ ମହୁଲି ଜବତ, ୨ ଗିରଫ

ଅନୁଗୋଳ ଅଫିସ,୨୨।୫: ଅନୁଗୋଳ ମୋବାଇଲ ଅବକାରୀ ବିଭାଗ ବୁଧବାର ଚଢ଼ାଉ କରି ୯ଶହ ଲିଟର ଦେଶୀ ମହୁଲି ଜବତ କରିଛି। ଜରାସିଂହାରୁ ଚୋରାରେ ଏହି ଦେଶୀ ମଦ ଚାଲାଣ ହେଉଥିବା ଜଣାପଡ଼ିଛି। ଘଟଣାରେ ଦୁଇଜଣଙ୍କୁ ଗିରଫ କରାଯାଇଥିବା ଜିଲା ମୋବାଇଲ ଅବକାରୀ…

ମାନସିକ ବିକୃତ ବୃଦ୍ଧଙ୍କ ଉନ୍ମତ୍ତ କାଣ୍ଡ: ୨ ସ୍ତ୍ରୀଙ୍କୁ ହତ୍ୟା ପରେ କଲେ ଆତ୍ମହତ୍ୟା

ବାରିପଦା ଅଫିସ,୨୨।୫: ମୟୂରଭଞ୍ଜ ଜିଲା ବାରିପଦା ସଦର ଥାନା ଅଧୀନ ସଂଖାଭଙ୍ଗା ପଞ୍ଚାୟତ ତାଡ଼କିଶୋଲ ଗ୍ରାମର ଗୋଟିଏ ପରିବାରର ୨ ମହିଳା ଓ ଜଣେ ବୃଦ୍ଧଙ୍କ ମୃତଦେହ ବୁଧବାର ସକାଳେ ଉଦ୍ଧାର ହୋଇଛି। ଖବର ପାଇ ବାରିପଦା ସଦର ଏସ୍‌ଡିପିଓ କେପି…

ଦାନ୍ତ ଖୁଣ୍ଟୁଖୁଣ୍ଟୁ ପେଟରେ ପହଞ୍ଚତ୍ଲା ୭ ସିଏମ୍‌ର ଛୁଞ୍ଚି : ବିନା ଅସ୍ତ୍ରୋପଚାରରେ ବାହାର କରାଗଲା

କଟକ ଅଫିସ, ୨୨।୫: ବିନା ଅସ୍ତ୍ରୋପଚାରରେ ଜଣେ ଯୁବକଙ୍କ ପେଟ ଭିତରୁ ବାହାର କରାଯାଇଛି ୭ସେଣ୍ଟିମିଟର ଲମ୍ବର ଏକ ଛୁଞ୍ଚି । ଏସ୍‌ସିବି ମେଡିକାଲର ଗ୍ୟାଷ୍ଟ୍ରୋଏଣ୍ଟରୋଲୋଜି ବିଭାଗରେ ଏହି ସଫଳ ଚିକିତ୍ସା କରାଯାଇଛି। ବିଭାଗୀୟ ଡାକ୍ତର କୈବଲ୍ୟ ରଞ୍ଜନ ଦାଶଙ୍କ ଏହି…

୨୦୧୭-୧୮ ବର୍ଷରେ ନିର୍ବାଚନ ଚାନ୍ଦା: ବିଜେଡିକୁ ମିଳିଛି ୧୩ କୋଟି ୪ ଲକ୍ଷ

ଭୁବନେଶ୍ୱର,୨୨।୫(ବ୍ୟୁରୋ): ରାଜ୍ୟରେ କ୍ଷମତାସୀନ ବିଜେଡି ୨୦୧୭-୧୮ ଆର୍ଥିକ ବର୍ଷରେ ୧୩ କୋଟି ୪ ଲକ୍ଷ ଟଙ୍କା ଚାନ୍ଦା ପାଇଛି। ଉକ୍ତ ସମୟରେ ମିଳିଥିବା ଦେଶର ସମସ୍ତ ଆଞ୍ଚଳିକ ଦଳର ଚାନ୍ଦାଠାରୁ ଅଧିକ। ବିଜେଡି ପଛକୁ ବିହାରରେ କ୍ଷମତାସୀନ ଜେଡି(ୟୁ) ରହିଛି। ଭାରତୀୟ…

ଓୟୁଏଟି ପ୍ରବେଶିକା ପରୀକ୍ଷାରେ ନକଲି ପରୀକ୍ଷାର୍ଥୀ ମାମଲା: ୪ ଅଭିଯୁକ୍ତଙ୍କୁ ରିମାଣ୍ଡରେ ଆଣିବ ପୋଲିସ

ଭୁବନେଶ୍ୱର, ୨।୨୫(ବ୍ୟୁରୋ): ଓୟୁଏଟି ପ୍ରବେଶିକା ପରୀକ୍ଷାରେ ନକଲି ପରିକ୍ଷାର୍ଥୀ ଧରାପଡିବା ପରେ ଏଥିପାଇଁ ଏକ ବଡ଼ ର଼୍ୟାକେଟ କାର୍ଯ୍ୟ କରୁଥିବା ପୋଲିସ ଜାଣିବାକୁ ପାଇଛି। ଏ ସମ୍ପର୍କରେ ଅଧିକ ଖୋଳତାଡ଼ ପାଇଁ ଗିରଫ ୪ଜଣ ଅଭିଯୁକ୍ତଙ୍କୁ ୩ ଦିନିଆ ରିମାଣ୍ଡରେ ଆଣିବାକୁ…

ଓଏନ୍‌ଜିସି ସହାୟତାକୁ ଧର୍ମେନ୍ଦ୍ରଙ୍କ ପ୍ରଶଂସା

ଭୁବନେଶ୍ୱର,୨୨।୫(ବ୍ୟୁରୋ): ସାମୁଦ୍ରିକ ଝଡ଼ ‘ଫନୀ’ ପ୍ରଭାବରେ ପୁରୀ ଜଗନ୍ନାଥ ମନ୍ଦିର ଓ ସୂର୍ଯ୍ୟ ମନ୍ଦିରର ବ୍ୟାପକ କ୍ଷୟକ୍ଷତି ହୋଇଛି। ଏହାର ମରାମତି କାର୍ଯ୍ୟ ତଥା ପୁନରୁଦ୍ଧାର ପାଇଁ ଓଏନ୍‌ଜିସି ଗତ ମଙ୍ଗଳବାର ଭାରତୀୟ ପ୍ରତ୍ନତତ୍ତ୍ୱ ସଂସ୍ଥା (ଏଏସଆଇ)କୁ ଆର୍ଥିକ ସହାୟତା ସ୍ବରୂପ…

କ୍ଷତିଗ୍ରସ୍ତଙ୍କ ପାଖରେ ପହଞ୍ଚିନାହାନ୍ତି ସରକାର: ଭାଜପା

ଭୁବନେଶ୍ୱର,୨୨।୫(ବ୍ୟୁରୋ): ବାତ୍ୟା ଫନୀକୁ ୧୮ଦିନ ବିତିଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ କ୍ଷତିଗ୍ରସ୍ତଙ୍କ ପାଖରେ ”ଜିରୋ କାଜୁଆଲିଟିର“ ନାରା ଦେଉଥିବା ସରକାର ପହଞ୍ଚିପାରି ନାହାନ୍ତି। ରାଜ୍ୟରେ ହଜାର ହଜାର ଲୋକ ବିଶେଷ କରି ପୁରୀ, ଖୋର୍ଦ୍ଧା,ଜଗତ୍‌ସିଂହପୁର, କଟକ, କେନ୍ଦ୍ରାପଡ଼ା ଜିଲାରେ ବିପନ୍ନ ହୋଇଥିଲେ ମଧ୍ୟ…

କେନ୍ଦ୍ର ଅର୍ଥ ଲୁଟିବାକୁ ଯୋଜନା: ଭାଜପା

ଭୁବନେଶ୍ୱର,୨୨।୫(ବ୍ୟୁରୋ): ଦୁଇଦିନ ତଳେ ରାଜ୍ୟ କ୍ୟାବିନେଟ୍‌ରେ ପୂର୍ତ୍ତ ବିଭାଗରେ ବିନା ଟେଣ୍ଡରରେ ୫ ଲକ୍ଷ ଟଙ୍କାର କାମ ପାଇଁ କାର୍ଯ୍ୟାଦେଶ ଦିଆଯାଇ ପାରିବ ବୋଲି ନିଷ୍ପତ୍ତି ହୋଇଛି। ଏହାସହ ବାତ୍ୟା ‘ଫନୀ’ର ପୁନଃ ଉଦ୍ଧାର ପାଇଁ ହୋଇଥିବା ୨୦ଲକ୍ଷ ଟଙ୍କାର କାର୍ଯ୍ୟ…

ପ୍ରଶ୍ନପତ୍ରରେ ରହିବ ସିକ୍ରେଟ୍‌ କୋଡ୍‌

ଭୁବନେଶ୍ୱର, ୨୨ା୫(ବ୍ୟୁରୋ): ମାଟ୍ରିକ୍‌ ପରୀକ୍ଷାରେ ପ୍ରଶ୍ନପତ୍ର ଭାଇରାଲ ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ାଇ ଦେଇଛି। ଏହାକୁ କିପରି ରୋକାଯାଇପାରିବ ସେଥିପାଇଁ ଯୋଜନା କରିଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ। ଆସନ୍ତାବର୍ଷଠାରୁ ରାଜ୍ୟର ସବୁ ପରୀକ୍ଷା କେନ୍ଦ୍ରରେ ସିସିଟିଭି କ୍ୟାମେରା ଲାଗିବ ବୋଲି…

ବିଭିନ୍ନ ବିଦ୍ୟାଳୟର ପରୀକ୍ଷା ଫଳ

ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ, ୟୁନିଟ୍‌-୮ ବିଦ୍ୟାଳୟର ମୋଟ ୧୮୬ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩ଜଣ ଏ୧ ଗ୍ରେଡ୍‌ରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ୧୪ଜଣ ଏ୨, ୮ଜଣ ବି୧, ୨୭ଜଣ ବି୨, ୩୮ଜଣ ସି, ୩୭ଜଣ…

ଆଜିଠୁ ସ୍ବାଭାବିକ ହେବ ପାର୍କ

ଭୁବନେଶ୍ୱର,୨୨।୫(ବ୍ୟୁରୋ): ବାତ୍ୟା ‘ଫନୀ’ ଦ୍ୱାରା ବିଶେଷ କ୍ଷତିଗ୍ରସ୍ତ ହୋଇଥିବା ଭୁବନେଶ୍ୱରର ପାର୍କଗୁଡ଼ିକ ସ୍ବାଭାବିକ ହେବ। ବିଡିଏ ଦ୍ୱାରା ରକ୍ଷଣାବେକ୍ଷଣା କରାଯାଉଥିବା ପାର୍କଗୁଡ଼ିକ ବୁଧବାରଠାରୁ ସକାଳେ ଏବଂ ସନ୍ଧ୍ୟାରେ ଜନସାଧାରଣଙ୍କ ଲାଗି ଖୋଲା ରହିବ। ପୂର୍ବରୁ ବିଡିଏ ଦ୍ୱାରା ପରିଚାଳିତ ମୁଖ୍ୟ ପାର୍କଗୁଡ଼ିକ…

ଜୁନ୍‌ ୧ରୁ ରାଜ୍ୟସ୍ତରୀୟ ଆମ୍ବ ମହୋତ୍ସବ

ଭୁବନେଶ୍ୱର,୨୨।୫(ବ୍ୟୁରୋ): ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅଧୀନ ଓଡ଼ିଶା ଗ୍ରାମ୍ୟ ଉନ୍ନୟନ ଓ ବିପଣନ ସମିତି(ଓର୍‌ମାସ) ଏବଂ ଓଡ଼ିଶା ଜୀବିକା ମିଶନର ମିଳିତ ଉଦ୍ୟମରେ ରାଜ୍ୟସ୍ତରୀୟ ଆମ୍ବ ମହୋତ୍ସବ-୨୦୧୯ ‘ଆମ ଆମ୍ବ ବଜାର’ ଆସନ୍ତା ଜୁନ୍‌ ୧ରୁ ଅନୁଷ୍ଠିତ ହେବ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri