ଯୁକ୍ତ୨ ଦ୍ୱିତୀୟ ପର୍ଯ୍ୟାୟ କଟ୍ ଅଫ୍ ମାର୍କ ପ୍ରକାଶ: ବିଜ୍ଞାନରେ ୮୯.୨%, କଳାରେ ୭୦.୪%, ବାଣିଜ୍ୟରେ ୭୫.୮୩%
ଭୁବନେଶ୍ୱର, ୧୪।୭(ବ୍ୟୁରୋ): ଯୁକ୍ତ୨ ପ୍ରଥମ ବର୍ଷ ନାମଲେଖା ପାଇଁ ଦ୍ୱିତୀୟ ପର୍ଯ୍ୟାୟ କଟ୍ ଅଫ୍ ମାର୍କ ଶନିବାର ପ୍ରକାଶ ପାଇଛି। ସାମ୍ସ ପକ୍ଷରୁ ପ୍ରକାଶିତ ତାଲିକା ଅନୁସାରେ, ବିଜ୍ଞାନରେ ୮୯.୨% କଟ୍ ଅଫ୍ ମାର୍କ ସହ ରେଭେନ୍ଶା ହାୟର ସେକେଣ୍ଡାରୀ ସ୍କୁଲ…
ଅଧରପଣା: ୧୨ରୁ ଏବେ ୯ ହାଣ୍ଡି
ପୁରୀ ଅଫିସ, ୧୪।୭: ନବଦିନାତ୍ମକ ଯାତ୍ରା ଶେଷ କରି ଜନ୍ମବେଦିରୁ ବାହୁଡ଼ାଯାତ୍ରାରେ ଫେରିବା ପରେ ତା’ ପରଦିନ ରଥ ଉପରେ ମହାପ୍ରଭୁଙ୍କର ଅତ୍ୟନ୍ତ ମନୋରମ ସୁନାବେଶ ଅନୁଷ୍ଠିତ ହୋଇଥାଏ। ଏହା ପରଦିନ ସିଂହଦ୍ୱାରଠାରେ ତିନିରଥ ଉପରେ ଅନୁଷ୍ଠିତ ହେଉଛି ପବିତ୍ର ଅଧରପଣା…
ଉଦାହରଣ: ସରକାରୀ ଡାକ୍ତରଖାନାରେ ସ୍ତ୍ରୀଙ୍କ ପ୍ରସବ କରାଇଲେ ମାଲକାନଗିରି ଜିଲାପାଳ
ମାଲକାନଗିରି,୧୪।୭(ଡି.ଏନ୍.ଏ.): ମାଲକାନଗିରି ଜିଲାରେ ଡାକ୍ତରଖାନାରେ ବିଭିନ୍ନ ସମୟରେ ରୋଗୀମାନଙ୍କ ଚିକିତ୍ସାରେ ଅବହେଳା ଓ ଟିକ୍ଟକ୍ ଭିଡିଓକୁ ନେଇ ମାଲକାନଗିରି ଜିଲା ଚର୍ଚ୍ଚା ହୋଇ ଆସୁଥିବାବେଳେ ଏବେ ଡାକ୍ତରଖାନା ଓ ଡାକ୍ତରଙ୍କ ପ୍ରତି ବିଶ୍ୱାସ ଜନ୍ମାଇବା ପାଇଁ ଜିଲାପାଳ ମନୀଷ ଅଗ୍ରଓ୍ବାଲ ପ୍ରୟାସ…
ଦେବାଳିଆ ହେଉଛନ୍ତି ବିଦ୍ୟୁତ୍ ବଣ୍ଟନ କମ୍ପାନୀ: ଖାଉଛନ୍ତି ଶିଳ୍ପ, ଗଣୁଛନ୍ତି ସରକାର
ଭୁବନେଶ୍ୱର, ୧୪।୭(ବ୍ୟୁରୋ): ରାଜ୍ୟରେ ବିଦ୍ୟୁତ୍ ବ୍ୟବସ୍ଥା ସାଂଘାତିକ ଅବସ୍ଥା ଦେଇ ଗତି କରୁଛି। ବିଦ୍ୟୁତ୍ ନିଅଣ୍ଟିଆ ଏବଂ ଋଣ ବୋଝରେ ବିଦ୍ୟୁତ୍ ବଣ୍ଟନ କମ୍ପାନୀ ଉବୁଟୁବୁ ହେଲେଣି । ଅନ୍ୟପକ୍ଷରେ ରାଜ୍ୟରେ ଥିବା ବଡ ବଡ ଶିଳ୍ପସଂସ୍ଥାଗୁଡିକ ବିଦ୍ୟୁତ୍ ଚଳୁ କରି…
ମଦ ବିକ, ପୁରସ୍କାର ନିଅ
ଭୁବନେଶ୍ୱର, ୧୪।୭(ବ୍ୟୁରୋ): ରାଜ୍ୟରେ ମଦ ବିକ୍ରିକୁ ନେଇ ବିଭିନ୍ନ ସମୟରେ ଆନ୍ଦୋଳନ ହେଉଛି। ବିଷାକ୍ତ ମଦ ପିଇ ବହୁ ଜୀବନ ଚାଲି ଯାଉଛି। ଏହାକୁ ବିରୋଧ କରି ମହିଳାମାନେ ରାସ୍ତାକୁ ଓହ୍ଲାଉଛନ୍ତି। ମଦ ବିକ୍ରି ପ୍ରତିବାଦରେ ବିଭିନ୍ନ ସାମାଜିକ ସଂଗଠନ ମଧ୍ୟ…
ମଙ୍ଗଳବାର ବିଳମ୍ବିତ ରାତିରେ ଚନ୍ଦ୍ରଗ୍ରହଣ: ଅପରାହ୍ନ ୪ଟା ୩୨ରୁ ପାକତ୍ୟାଗ, ଦେବନୀତି ନିଷେଧ
ଭୁବନେଶ୍ୱର, ୧୪।୭(ବ୍ୟୁରୋ): ଆସନ୍ତା ୧୬ ତାରିଖ ମଙ୍ଗଳବାର ବିଳମ୍ବିତ ରାତିରେ ଆଷାଢ଼ ପୂର୍ଣ୍ଣିମା ବା ଗୁରୁପୂର୍ଣ୍ଣିମାରେ ଆଂଶିକ ଚନ୍ଦ୍ରଗ୍ରହଣ ସଂଗଠିତ ହେବ। ଏହା ୟୁରୋପ, ଏସିଆ, ଅଷ୍ଟ୍ରେଲିଆ, ଆଫ୍ରିକା, ଦକ୍ଷିଣ ଆମେରିକା ଆଦି ମହାଦେଶର ଅନେକ ଅଞ୍ଚଳ ସହ ଭାରତର ସମସ୍ତ…
ରଣପୁର ବାହୁଡା ଯାତ୍ରାରେ ଅପ୍ରୀତିକର ପରିସ୍ଥିତି: ସେବାୟତ-ଦେବୋତ୍ତର ବିଭାଗ ମୁହାଁମୁହିଁ; ଠାକୁରଙ୍କୁ ରଥ ଉପରେ ଛାଡି ପଳାଇ ଆସିଲେ
ରଣପୁର,୧୪ା୭ (ସ୍ବ.ପ୍ର.): ଦ୍ୱିତୀୟ ଶ୍ରୀକ୍ଷେତ୍ର ଭାବେ ପରିଚିତ ରଣପୁର ଘୋଷ ଯାତ୍ରାର ନବଦିନାମତ୍କ ଯାତ୍ରା ଶେଷକରି ଶୁକ୍ରବାର ଜନ୍ମବେଦୀରୁ ରତ୍ନବେଦୀ ଅଭିମୁଖେ ବାହାରିଥିବା ମହାପ୍ରଭୁଙ୍କ ବାହୁଡା ଯାତ୍ରାରେ ସମସ୍ତ କାର୍ଯ୍ୟ ଡେରି ହୋଇ ରାତ୍ର ହୋଇ ଯିବାରୁ ଠାକୁରଙ୍କ ରଥଟଣା ବନ୍ଦ…
ଚିକିତ୍ସାରେ ଅର୍ଥ ସାଜିଛି ବାଧକ: ସ୍ତ୍ରୀ ମୁଣ୍ଡରେ ରୋଗଣା ସ୍ବାମୀର ବୋଝ, ସହାୟତା ଯୋଗାଇଦେବାକୁ ଦାବି
ଗଣିଆ,୧୪ା୭(ଡି.ଏନ.ଏ.): ଆର୍ଥିକ ଅନଗ୍ରସର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଯୋଗାଇଦେବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ଏହା ସତ୍ତ୍ୱେ ଗ୍ରାମାଞ୍ଚଳର ଅନେକ ଗରିବ ଶ୍ରେଣୀର ଲୋକ ଏହାର ସୁବିଧା ନ ପାଇ ରୋଗଶଯ୍ୟାରେ…
ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ କାର୍ଯ୍ୟ ନିମ୍ନମାନର: ଚାରିଦିନ ନ ଯାଉଣୁ ରାସ୍ତାରୁ ଉଠିଲା ପିଚୁ
ନୂଆଗାଁ,୧୪ା୭ (ଡି.ଏନ.ଏ.): ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ନୂଆଗାଁ ବ୍ଲକରେ ହେଉଥିବା ରାସ୍ତାକାର୍ଯ୍ୟ ନିମ୍ନମାନର ଯୋଗୁ ଜନ ଅସନ୍ତୋଷ ବଢିବାରେ ଲାଗିଛି। କୋରଡା ପଞ୍ଚାୟତ ରକ୍ତପଟାଠାରୁ ମୀନାଗାଡିଆ ଓ କାପ୍ତାପଲ୍ଲୀ ପଞ୍ଚାୟତର କଣବାଙ୍କଠାରୁ କାପ୍ତାପଲ୍ଲୀ ପର୍ଯ୍ୟନ୍ତ ରାସ୍ତାକାର୍ଯ୍ୟ ନିମ୍ନମାନର ହୋଇଥିବା ନେଇ…
ନାହିଁ ନାହିଁରେ ଚାଲିଛି ନୟାଗଡ଼ ଜିଲା ଉପକୃଷି ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ: ୩୩ରୁ ୨୩ ପଦବୀ ପଡ଼ିଛି ଖାଲି
ନୟାଗଡ଼ ଅଫିସ,୧୪।୭-ନାହିଁ ନାହିଁରେ ଚାଲିଛି ନୟାଗଡ଼ ଜିଲା ଉପକୃଷି ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ । ୩୩ ମଞ୍ଜୁରୀପ୍ରାପ୍ତ ପଦବୀରୁ ୧୦ରେ ଅଧିକାରୀ ଓ କର୍ମଚାରୀ ଥିବା ବେଳେ ୨୩ ପଦବୀ ଖାଲି ପଡ଼ିଛି। ଫଳରେ ଏଠାରେ କିପରି କାମ ହେଉଥିବ ତାହା ସହଜରେ…
ଚେକିଂ ଆଳରେ ମହିଳାଙ୍କଠାରୁ ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ
ଭବାନୀପାଟଣା୧୩।୭(ଡି.ଏନ୍.ଏ.): ଶ୍ରୀ ଜଗନ୍ନାଥଙ୍କ ବାହୁଡା ଯାତ୍ରା ଅବସରରେ ଭବାନୀପାଟଣା ସହର ଚଳଚଞ୍ଚଳ ଥିଲା ବେଳେ ସ୍ଥାନୀୟ ଜଗନ୍ନାଥ ମନ୍ଦିରକୁ ଦର୍ଶନ କରିବାକୁ ଯାଇଥିବା ଜଣେ ମହିଳାଙ୍କ ଠାରୁ ନାଟକୀୟ ଭାବେ ସୁନା ଗହଣା ଲୁଟ୍ ହୋଇଛି। ପୋଲିସ ସୂତ୍ରରୁ ପ୍ରକାଶ ଯେ,…
ସୁନାବେଶରେ ଦର୍ଶନ ଦେଲେ ମହାବାହୁ
ପୁରୀ ଅଫିସ,୧୩।୭: ଶନିବାର ମହାପ୍ରଭୁଙ୍କ ପବିତ୍ର ସୁନାବେଶ ଅନୁଷ୍ଠିତ ହୋଇଛି। ଶ୍ରୀମନ୍ଦିରରେ ଅନ୍ୟାନ୍ୟ ନୀତି ବଢ଼ି ମଧ୍ୟାହ୍ନ ଧୂପ, ମଇଲମ ପରେ ମେକାପ ସର୍ବାଙ୍ଗ ନୀତି ସମ୍ପନ୍ନ ହୋଇଛି। ଏହାପରେ ଅପରାହ୍ନରେ ତିନି ଠାକୁରଙ୍କ ସୁନାବେଶ କରାଯାଇଛି। ମହଣ ମହଣ ସ୍ବର୍ଣ୍ଣାଳଙ୍କାରରେ…
Archives


