ପରିବେଶ ସଚେତନତା ପାଇଁ ଅଭିନବ ପ୍ରୟାସ: ମହାପ୍ରସାଦ ବାଣ୍ଟି ଚାରା ଲଗାଇବାକୁ ପରାମର୍ଶ
ଖଣ୍ଡପଡ଼ା,୧୩ା୭(ସ୍ବ.ପ୍ର.): ସେ ଏମିତି ଜଣେ ବ୍ୟକ୍ତି, ଯାହାର ରାତି ପାହିଲେ ପରିବେଶ ଚିନ୍ତା । ସକାଳୁ ଚାରା, କୋଡ଼ି, ଶାବଳ ଓ ଗାଣ୍ଡୁଆ ଧରି ସେ ଚାରାରୋପଣ କରିବାରେ ବ୍ୟସ୍ତ ରହିଥାନ୍ତି । ଶୁକ୍ରବାର ବାହୁଡ଼ା ଯାତ୍ରା ଅବସରରେ ଶ୍ରଦ୍ଧାଳୁଙ୍କ ଭିଡ଼…
ବନ ବିଭାଗ ପକ୍ଷରୁ ଚଢ଼ାଉ: ସାଇଜ୍ ଶାଳ, ଶାଗୁଆନ ପଟା ଜବତ
ଓଡ଼ଗାଁ,୧୩ା୭(ସ୍ବ.ପ୍ର.): ନୟାଗଡ଼ ଜିଲା ବନଖଣ୍ଡ ଅଧିକାରୀଙ୍କ ନିର୍ଦ୍ଦେଶକ୍ରମେ ଓଡ଼ଗାଁ ବନାଞ୍ଚଳ ଅନ୍ତର୍ଗତ ବାହାଡ଼ାଝୋଲା ସେକ୍ସନ ଅଧୀନ ବିଭିନ୍ନ ଗ୍ରାମରେ ବିଭାଗ ତରଫରୁ କ୍ରମାଗତ ଚଢ଼ାଉ ଜାରି ରହିଛି । ଶୁକ୍ରବାର ବନାଞ୍ଚଳ ଅଧିକାରୀ ରବୀନ୍ଦ୍ର ନାଥ ପଣ୍ଡା, ବାହାଡ଼ାଝୋଲା ସେକ୍ସନ ବନପାଳ…
ଦେବୋତ୍ତର ବିଭାଗର ଅବହେଳା ଅଭିଯୋଗ: ବିଳମ୍ବରେ ହେଲା ପହଣ୍ଡି ବିଜେ, ରାତିରେ ଛେରାପହଁରା
ରଣପୁର,୧୩ା୭(ସ୍ବ.ପ୍ର.): ଦ୍ୱିତୀୟ ଶ୍ରୀକ୍ଷେତ୍ର ଭାବେ ପରିଚିତ ରଣପୁରରେ ବାହୁଡାଯାତ୍ରା ଅବସରରେ ଶୁକ୍ରବାର ଜନ୍ମବେଦୀରୁ ଶ୍ରୀଜୀଉମାନେ ରତ୍ନବେଦୀ ଅଭିମୁଖେ ବିଜେ କରିବେ। ତେବେ ବର୍ଷା ବାଧକ ସାଜିବାରୁ ନିର୍ଦ୍ଧାରିତ ସମୟଠାରୁ ୫ ଘଣ୍ଟା ବିଳମ୍ବରେ ମହାପ୍ରଭୁଙ୍କ ପହଣ୍ଡି ବିଜେ ପରେ ରାତି ହେବା…
ଭାରତୀୟ ନୌସେନା : ୨୯୮୨ ପ୍ରଶିକ୍ଷାର୍ଥୀ ନାବିକଙ୍କ ଦୀକ୍ଷାନ୍ତ ସମାରୋହ
ବାଲୁଗାଁ,୧୩।୭(ଡି.ଏନ.ଏ.): ଭାରତୀୟ ନୌସେନା ବିଭାଗ ଚିଲିକା ଶାଖା ତାଲିମ୍ କେନ୍ଦ୍ରରେ ଶୁକ୍ରବାର ୨୯୮୨ ଜଣ ପ୍ରଶିକ୍ଷାର୍ଥୀ ନାବିକଙ୍କ ଦୀକ୍ଷାନ୍ତ ସମାରୋହ (ପାସିଙ୍ଗ୍ ଆଉଟ୍ ପରେଡ୍) ଅନୁଷ୍ଠିତ ହେଇଯାଇଛି । ଦୀର୍ଘ ୨୧ ସପ୍ତାହ ଧରି ନାବିକଙ୍କ ପ୍ରଶିକ୍ଷଣ ପରେ ଅନୁଷ୍ଠିତ ଏହି…
ଇଂଲିଶରେ ନୟାଗର୍ ଲେଖାକୁ ବିରୋଧ: ଜିଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର
ନୟାଗଡ଼ ଅଫିସ,୧୩।୭: ଇଂଲିଶରେ ନୟାଗର୍ ନୁହେଁ ନୟାଗଡ଼ ଲେଖିବା ଦାବିରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଶୁକ୍ରବାର ରୋଟାରୀ କ୍ଲବ ପକ୍ଷରୁ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ରୋଟାରୀ କ୍ଲବର ରୋଟାରିଆନ୍ମାନେ ଜିଲାପାଳ ଡା. ଏନ୍ ତିରୁମାଲା ନାୟକଙ୍କୁ ଭେଟି ସେମାନଙ୍କ ଦାବିପତ୍ର ପ୍ରଦାନ…
କପାଷ୍ଟିକିରୀ ଗଁ।ରେ ହାତୀ ଆତଙ୍କ
ଛତିଆ,୧୨ା୭(ଡି.ଏନ.ଏ.): ବୈରୀ ଥାନା ଅନ୍ତଗର୍ର୍ତ ବନ୍ତଳା ପଞ୍ଚାୟତର କପାଷ୍ଟିକିରୀ ଗ୍ରାମ ମଧ୍ୟରେ ଗୁରୁବାର ରାତିରେ ଜଙ୍ଗଲୀ ଦନ୍ତା ହାତୀ ପଶି ଶତୃଘ୍ନ ମଲ୍ଲିକଙ୍କ ଚାଳଘର ସମ୍ପୂର୍ଣ୍ଣ ଭାଙ୍ଗିବା ସହ ଘରେ ଥିବା ୨ ବସ୍ତା ଧାନ ନଷ୍ଟ କରିଦେଇଛି। ଲୋକେ ପାଟି…
ଶ୍ୱଶୁର ଘରେ ଜ୍ୱାଇଁଙ୍କୁ ହତ୍ୟା: ୩ ମୁଖ୍ୟ ଅଭିଯୁକ୍ତ ଗିରଫ
ବରୀ/ରତ୍ନଗିରି,୧୨ା୭(ସ୍ବ.ପ୍ର./ଡି.ଏନ୍.ଏ.): ବରୀ ଥାନା ଅଞ୍ଚଳରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜ୍ୱାଇଁ ଶ୍ୱଶୁର ଘରକୁ ଆସିଥିବାବେଳେ କୌଣସି କାରଣରୁ ବଚସା ହେବାରୁ ପରିବାର ଲୋକେ ତାଙ୍କୁ ପିଟିପିଟି ମାରିଦେଇଛନ୍ତି। ମୃତକ ହେଲେ କେନ୍ଦ୍ରପଡ଼ା ଜିଲା ନିକିରେଇ…
ବ୍ୟାଙ୍କ ଡକାୟତି ଘଟଣା: ସାଇଣ୍ଟିଫିକ୍ ଟିମ୍ର ତଦନ୍ତ ଆରମ୍ଭ
ରୂପ୍ସା, ୧୨।୭(ଡି.ଏନ.ଏ.): ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ, ଶ୍ରୀରାମପୁର ଶାଖାରୁ ଗୁରୁବାର ୩୨ଲକ୍ଷ ୪୨ହଜାର ଟଙ୍କା ଡକାୟତି ହୋଇଥିବା ଫିଲ୍ଡ଼ ଅଫିସର ଲିଙ୍ଗରାଜ ସାହୁ ବସ୍ତା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଏ ସଂକ୍ରାନ୍ତରେ ଥାନାରେ…
ନିର୍ବାଚନ ପରବର୍ତ୍ତୀ ହିଂସା ନେଇ ୨ ପୃଥକ ମାମଲା: ଯୁବନେତା ବେଣୁମାଧବ ଗିରଫ
ସିମୁଳିଆ, ୧୨।୭(ଡି.ଏନ.ଏ.): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ କାଞ୍ଚପଡ଼ା ପଞ୍ଚାୟତ ଅଧୀନ ଡିଆଁପୁରୁଷୋତ୍ତମପୁର ଗଁାରେ ବୁଧବାର ବିବାହ ଚତୁର୍ଥୀ ଭୋଜି ବେଳେ ଘଟିଥିବା ଗଣ୍ଡଗୋଳ ଘଟଣା ନେଇ ପୋଲିସ ୨ଟି ପୃଥକ ମାମଲା ରୁଜୁ କରିଛି। ଘଟଣାର ଦିନକ ପରେ ଶୁକ୍ରବାର…
ରାକେଶଙ୍କୁ ଏନ୍ଏସ୍ଏସ୍ ପୁରସ୍କାର
ରୂପ୍ସା, ୧୨।୭(ଡି.ଏନ.ଏ.): ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ରୂପ୍ସା ନୀଳମଣି ମହାବିଦ୍ୟାଳୟର ଏନ୍ଏସ୍ଏସ୍(ଜାତୀୟ ସେବା ଯୋଜନା) ସ୍ବେଚ୍ଛାସେବୀ ରାକେଶ କୁମାର ବାରିକଙ୍କୁ ୨୦୧୮-୧୯ ଶିକ୍ଷାବର୍ଷ ପାଇଁ ବିଶ୍ୱବିଦ୍ୟାଳୟ ଜାତୀୟ ସେବା ଯୋଜନା ପୁରସ୍କାର ପ୍ରଦାନ କରାଯାଇଛି। ଫକୀରମୋହନ ବିଶ୍ୱବିଦ୍ୟାଳୟର ୨୧ତମ ପ୍ରତିଷ୍ଠା…
ଗାଁର ନାଁ କାମାରଗୁଡା: ୮କିମି ଗଲେ ଡାକ୍ତରଖାନା, ୧୫ କିମି ଗଲେ ପଞ୍ଚାୟତ କାର୍ଯ୍ୟାଳୟ
ଏମଭି ୭୯,୧୨ା୭: ମାଲକାନଗିରି ଜିଲା କାଲିମେଳା ବ୍ଲକ ପଶୁଗୁ ପଞ୍ଚାୟତର ଜିନେଲଗୁଡାଠାରୁ ୪ କିମି ଦୂରରେ ରହିଛି ଆଦିବାସୀ ଗାଁ କାମାରଗୁଡା। ସ୍ବାଧୀନତାର ଦୀର୍ଘ ବର୍ଷ ପରେ ମଧ୍ୟ ଏଠାରେ ପହଞ୍ଚତ୍ପାରିନି ମୌଳିକ ସୁବିଧା ଓ ସୁଯୋଗ। ଗ୍ରାମରେ କେବେ ସରକାରୀ…
ପାତାଳି ଶ୍ରୀକ୍ଷେତ୍ରରେ ବାହୁଡା ଯାତ୍ରା
ଉଲୁଣ୍ଡା, ୧୨ା୭(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇସ୍ଥିତ ପାତାଳି ଶ୍ରୀକ୍ଷେତ୍ରରେ ଜଗନ୍ନାଥଙ୍କ ବାହୁଡା ଯାତ୍ରା ଶୁକ୍ରବାର ସମ୍ପନ୍ନ ହୋଇଛି। ସକାଳ ୫ଟାରେ ଦ୍ୱାର ଫିଟା, ୫.୩୦ରେ ସୂର୍ଯ୍ୟପୂଜା, ୬ଟାରେ ମଙ୍ଗଳ ଆଳତି, ୭ଟାରେ ଚତୁର୍ଦ୍ଧାବିଗ୍ରହଙ୍କୁ ଖେଚୁଡି ଭୋଗ ଲାଗି…
Archives


