ସ୍ପା ଆଗରେ ସ୍ବାମୀଙ୍କୁ ପିଟିଲେ ସ୍ତ୍ରୀ
ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ପ୍ରତିଦିନ ସ୍ବାମୀ ଲୁଚିକରି ସ୍ପାକୁ ମସାଜ ପାଇଁ ଯାଆନ୍ତି। ହେଲେ ଘରେ କେହି ଜାଣିପାରନ୍ତି ନାହିଁ। ଶେଷରେ ଶୁକ୍ରବାର ସ୍ତ୍ରୀଙ୍କ ହାତରେ ଧରା ପଡ଼ିଗଲେ ସ୍ବାମୀ। ଏହାପରେ ସ୍ତ୍ରୀ ସ୍ପା ସେଣ୍ଟର ଆଗରେ ସ୍ବାମୀଙ୍କୁ ନିସ୍ତୁକ ପିଟିବା ସହ ହୋହଲ୍ଲା…
ଚାହିଦା ମେଣ୍ଟାଇପାରୁନି ଚିଲିକା ମାଛ: ଜୀବିକା ହରାଉଛନ୍ତି ମତ୍ସ୍ୟଜୀବୀ
ଚିଲିକା, ୧୨।୧୦(ଡି.ଏନ.ଏ.): ଚିଲିକା ଉପରେ ପେଟପାଟଣା ପାଇଁ ନିର୍ଭରଶୀଳ ୨ ଲକ୍ଷ ମତ୍ସ୍ୟଜୀବୀ ଏବେ ଚିନ୍ତାରେ ପଡିଛନ୍ତି। ଚିଲିକାକୁ ଭାତହାଣ୍ଡି ମନେକରି କୌଳିକ ବୃତ୍ତି ଭାବେ ମାଛ ଧରି ମତ୍ସ୍ୟଜୀବୀ ପରିବାର ପ୍ରତିପୋଷଣ କରି ଆସୁଥିଲେ। ଏବେ ଚିଲିକା ମାଛ ଚାହିଦା…
ପରିଷଦ ଦିଅ, ରାଜ୍ୟ ସଭା ନିଅ
ଭୁବନେଶ୍ୱର,୧୨।୧୦: ଓଡ଼ିଶାରେ ବିଧାନ ପରିଷଦ ଗଠନ କରିବା ସକାଶେ ଶାସକ ବିଜେଡି ସବୁ ପ୍ରକାର ପ୍ରସ୍ତୁତି ଶେଷ କରିସାରିଛି। ଏ ସମ୍ପର୍କିତ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ ମିଳିସାରିଥିବା ବେଳେ ଗତବର୍ଷ ସେପ୍ଟେମ୍ବର ୬ ତାରିଖରେ ଏ ନେଇ ଏକ ସଂକଳ୍ପ ବିଧାନସଭାରେ…
ନିଲାମ ବନ୍ଦ ପରେ ଲଗାମ ଢିଲା: ବଢୁଛି ବଉଳମାଳ ପଥର ଚୋରା ଚାଲାଣ
ଖୋର୍ଦ୍ଧା ଅଫିସ,୧୨।୧୦: ଖୋର୍ଦ୍ଧା ତହସିଲର ନରଣଗଡ଼ ଅଞ୍ଚଳରେ ଥିବା ବଉଳମାଳ ପଥର ଖଣିର ନିଲାମ ପ୍ରାୟ ୬ ବର୍ଷ ଧରି ବନ୍ଦ ରହିଛି। ହେଲେ ବେଆଇନ ଖଣି ଖନନକୁ ରୋକା ଯାଇପାରୁନି। କିଛିଦିନ ତଳେ ନୟାଗଡ ଜିଲାର ରଣପୁର ଥାନାର ସାନଗଡ଼ଠାରେ…
ଅଭିଯୁକ୍ତଙ୍କୁ ଗିରଫ କରିବାର ନାଁ ଧରୁନି ପୋଲିସ: ପୀଡିତାଙ୍କ ପରିବାରକୁ ହତ୍ୟା ଧମକ
ବିଞ୍ଝାରପୁର,୧୨।୧୦(ଡି.ଏନ.ଏ): ରାଜ୍ୟ ସରକାର ମୋ ସରକାର ଯୋଜନାର ସଫଳତା ପାଇଁ ଦିନ ରାତି ଏକ କରିଦେଇଛନ୍ତି। ହେଲେ ବିଞ୍ଝାରପୁର ଥାନା ଅଞ୍ଚଳରେ ଜଣେ ବଳାତ୍କାର ଓ ପ୍ରତାରଣାରେ ଶିକାର ହୋଇଥିବା ପୀଡିତାଙ୍କୁ ନ୍ୟାୟ ଦେବା ତ ଦୂରର କଥା, ଓଲଟି ବଳାତ୍କାରୀ…
ଆମ ଗାଁ ଆମ ବିକାଶ ଯୋଜନା ପ୍ରକଳ୍ପ ନିମ୍ନମାନର: ୬ମାସ ପୂରିନି, ଭାଙ୍ଗିଲା ଗାଧୁଆ ତୁଠ
ରସୁଲପୁର,୧୨।୧୦(ଡିଏନଏ): ରସୁଲପୁର ବ୍ଲକର ବଡକଇଁଚି ପଞ୍ଚାୟତରେ ଆମ ଗାଁ ଆମ ବିକାଶ ଯୋଜନାରେ ପୋଖରୀ ପାହାଚ ଓ ଗାଧୁଆ ତୁଠ ନିର୍ମାଣ ଅତ୍ୟନ୍ତ ନିମ୍ନମାନର ହୋଇଛି। ପରିଣାମ ସ୍ବରୂପ ନିର୍ମାଣ ଶେଷ ହେବାକୁ ୬ମାସ ପୂରିବା ପୂର୍ବରୁ ଭାଙ୍ଗି ଗଳି ପଡିଛି।…
ନରସିଂହ ଚୌଧୁରୀ ସ୍ବୟଂଶାସିତ କଲେଜ: ଖାଲି ପଡ଼ିଛି ୫୦% ଅଧ୍ୟାପକ ପଦବୀ
ଯାଜପୁର ଅଫିସ,୧୨ା୧୦: ଯାଜପୁର ଜିଲାରେ ଉଚ୍ଚଶିକ୍ଷାର ବିକାଶ ପାଇଁ ସ୍ଥାନୀୟ ରାଜନୈତିକ ନେତୃବର୍ଗ ଅନେକ ସମୟରେ ବଡ଼ ବଡ଼ ସ୍ବପ୍ନ ଦେଖାଇ ଚାଲିଛନ୍ତି । ନିକଟରେ ନରସିଂହ ଚୌଧୁରୀ(ଏନ୍ସି) ସ୍ବୟଂଶାସିତ ସରକାରୀ ଡିଗ୍ରୀ କଲେଜକୁ ବିଶ୍ୱବିଦ୍ୟାଳୟ ମାନ୍ୟତା ଦେବା ପାଇଁ ଗତ…
୫-ଟି ଉପରେ ସମୀକ୍ଷା କଲେ ସଚିବ
ଫୁଲବାଣୀ ଅଫିସ, ୧୨ା୧୦- ସରକାର ଏବେ ୫-ଟି (ଟିମ୍ ୱାର୍କ, ଟେକ୍ନୋଲୋଜି, ଟାଇମ୍ ଲିମିଟ୍, ଟ୍ରାନ୍ସଫର୍ମେଶନ ଓ ଟ୍ରାନ୍ସପରେନ୍ସି) ଉପରେ ଗୁରୁତ୍ୱ ଦେଉଛନ୍ତି। ଏହା କିପରି କାର୍ଯ୍ୟକାରୀ ହେଉଛି ତାହାର ତଦାରଖ ସଚିବମାନେ କରୁଛନ୍ତି। ସରକାରୀ ଯୋଜନା କିପରି ଚାଲିଛି, ଲୋକଙ୍କ…
ଫାଇଲିନ୍କୁ ପୂରିଲା ୬ ବର୍ଷ : ମନେପଡ଼ିଲେ ଥରିଉଠେ ଛାତି
ଛତ୍ରପୁର,୧୨ା୧୦(ଡି.ଏନ.ଏ)-୨୦୧୩ ଅକ୍ଟୋବର ୧୨ ତାରିଖ ରାତିରେ ଆସିଥିଲା ଭୟଙ୍କର ସାମୁଦ୍ରିକ ଝଡ଼ ‘ଫାଇଲିନ’। ଏହି ବାତ୍ୟାରେ ଗଞ୍ଜାମ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ବିଶେଷକରି ଗଞ୍ଜାମ ଜିଲାବାସୀଙ୍କ ଆର୍ଥତ୍କ ମେରୁଦଣ୍ଡ ସମ୍ପୂର୍ଣ୍ଣ ରୂପେ ଭାଙ୍ଗି ଯାଇଥିଲା। ବହୁ ଅସୁବିଧାର ସମ୍ମୁଖୀନ ହୋଇଥିଲେ…
ଜଙ୍ଗଲ ଜମିରେ ଲଜିଷ୍ଟିକ ପାର୍କ: ତଦନ୍ତ ରିପୋର୍ଟ ମାଗିଲା ଏନ୍ଜିଟି
ଯାଜପୁର ଅଫିସ,୧୨ା୧୦: କଳିଙ୍ଗନଗର ଶିଳ୍ପାଞ୍ଚଳ ଅନ୍ତର୍ଗତ ଦାନଗଦୀ ତହସିଲ ଯଖପୁରା ମୌଜାର ଏକ ଶାଳ କିସମ ଜମିରେ ସାଇଜର ଲିମିଟେଡ ନାମକ ସଂସ୍ଥା ଗତ ଏକ ବର୍ଷ ହେବ ବେଆଇନ ଭାବେ ମଲ୍ଟି ମୋଡାଲ ଲଜିଷ୍ଟିକ ପାର୍କ ନିର୍ମାଣ କରୁଛି। ଏହାର…
ପାରିବାରିକ କଳହରୁ : ୨ ଝିଅଙ୍କୁ ଧରି ଟ୍ରେନ ଆଗକୁ ଡେଇଁଲେ ମା’
ବ୍ରହ୍ମପୁର ଅଫିସ,୧୨ା୧୦-ବ୍ରହ୍ମପୁର ରେଳଷ୍ଟେଶନ ନିକଟରେ ଶୁକ୍ରବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହରୁ ଜଣେ ମହିଳା ତାଙ୍କ ୨ ଝିଅଙ୍କୁ ଧରି ଟ୍ରେନ ଆଗକୁ ଡେଇଁ ପଡ଼ିଥିଲେ। ଟ୍ରେନରେ କଟି ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଝିଅ…
ଜାଲ୍ ଦଲିଲରେ ପଟ୍ଟା ପ୍ରଦାନ ଘଟଣା: ଆରଆଇଙ୍କ ସହ ମୁଖ୍ୟ ଅଭିଯୁକ୍ତଙ୍କୁ ଜେଲ
ରଣପୁର,୧୨।୧୦(ସ୍ବ.ପ୍ର.): ଜାଲ୍ ଦଲିଲରେ ପଟ୍ଟା ପ୍ରଦାନ ଘଟଣାରେ ରଣପୁର ଥାନା ପୋଲିସ ତତ୍କାଳୀନ ରଣପୁର ଆରଆଇ ତଥା ବର୍ତ୍ତମାନର ଲୋ଼ଧାଚୁଆ ଆରଆଇ ବିରୂପାକ୍ଷ ବିଶ୍ୱାଳ ଓ ଜାଲ୍ପଟ୍ଟା ହାତେଇଥିବା ମୁଖ୍ୟ ଅଭିଯୁକ୍ତ ବିପିନ କୁମାର ରାୟଙ୍କୁ ଶୁକ୍ରବାର ଗିରଫ କରିଛି। ଉଭୟଙ୍କୁ…

