ରାଜ୍ୟ

ନୟାଗଡ଼ ମେଡ଼ିକାଲ ବୁଲିଲେ ୩ ପ୍ରମୁଖ ଅଧିକାରୀ

ନୟାଗଡ଼ ଅଫିସ,୧୨ା୧୦: ରାଜ୍ୟ ସରକାରଙ୍କ ଦ୍ୱାରା ନିଆଯାଉଥିବା ନିଷ୍ପତ୍ତି ତୃଣମୂଳ ସ୍ତରରେ କିପରି କାର୍ଯ୍ୟକାରୀ ହେଉଛି ତାହାର ତଦାରଖ ପାଇଁ ଶୁକ୍ରବାର ୩ ପ୍ରମୁଖ ଅଧିକାରୀ ନୟାଗଡ଼ ଜିଲା ଗସ୍ତ କରିଥିଲେ। ସେମାନେ ହେଲେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫…

ସମସ୍ୟା ଘେରରେ ମିଳିମିଳା ପୀଠ

ମାର୍ଶାଘାଇ, ୧୨।୧୦ (ଡି.ଏନ୍‌.ଏ.): ମେଡିକାଲ ସାଇନ୍ସ ଉନ୍ନତ ହେବା ପୂର୍ବରୁ ହଇଜା, ମିଳିମିଳା, ହାଡ଼ଫୁଟି ଆଦି ଦୁରାରୋଗର ଚିକିତ୍ସା ପାଇଁ ଲୋକମାନେ ଝଡ଼ା, ପୁଙ୍କା ଆଦି କରିବା ସହ ବିଭିନ୍ନ ଦେବଦେବୀଙ୍କୁ ପୂଜାର୍ଚ୍ଚନା କରୁଥିଲେ। ବିଶେଷକରି ଛୋଟଛୋଟ ପିଲାଙ୍କ ସୁସ୍ଥ ସ୍ବାସ୍ଥ୍ୟ…

ପଟ୍ଟାମୁଣ୍ଡାଇ ଉପଖଣ୍ଡସ୍ତରୀୟ ହସ୍ପିଟାଲରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ: ଡାକ୍ତର ନିଯୁକ୍ତି ପାଇଁ ଏନ୍‌ଏଚ୍‌ଆର୍‌ସିଙ୍କ ନିର୍ଦ୍ଦେଶ

ପଟ୍ଟାମୁଣ୍ଡାଇ, ୧୨।୧୦ (ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ଉପଖଣ୍ଡସ୍ତରୀୟ ହସ୍ପିଟାଲରେ ଡାକ୍ତର ଅଭାବ ଯୋଗୁ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏହି ହସ୍ପିଟାଲକୁ ଦୈନିକ ୫ ଶହରୁ ଅଧିକ ରୋଗୀ ଆସୁଥିବା ବେଳେ ଡାକ୍ତର ଅଭାବରୁ ଲୋକମାନେ ବାଧ୍ୟ ହୋଇ ଜିଲା ମୁଖ୍ୟ ଚିକିତ୍ସାଳୟ ଅଥବା…

କୂଅଖୋଳା ନାଁରେ ଦୁର୍ନୀତି

ଦଶମନ୍ତପୁର,,୧୨।୧୦(ଡି.ଏନ୍‌.ଏ.): ଦଶମନ୍ତପୁର ବ୍ଲକ ପିଣ୍ଡାପଦର ପଞ୍ଚାୟତ ଦେଓଖୋଡକ ଗ୍ରାମରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଚାଷୀଙ୍କ ଜମିରେ ୩ଟି କୂଅ ଖୋଳାଯାଇଥିଲା। ଗ୍ରାମର ପୋଇଲି ମୁଦୁଲି ଯୋଡ଼ିଗଛ ନିକଟରେ ଥିବା ୬୦ ସେଣ୍ଟ ଜମିରେ ଚାଷ ପାଇଁ କୂଅ ଖୋଳିବାକୁ ପଞ୍ଚାୟତ କାର୍ଯ୍ୟାଳୟରୁ ଆବେଦନ କରି…

ଗୋଲାପୀ, ରଇବାରୀକଁର ଦୁଖ୍‌ ଶୁନ୍‌ଲା ପରଶାସନ

  ଲୋଇସିଂହା,୧୨।୧୦(ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ପତ୍ରାପାଲି ଗଁାର ବିଧବା ମହିଲା ଗୋଲାପୀ ପଧାନ ଆର ନିସାହା ରଇବାରୀ ପଧାନକଁର ଦୁଖ୍‌ ଜିଲା ପରଶାସନ ଶୁନିଛେ। ଚଲତି ମାସ ୧୫ ତାରିଖ୍‌ ଉଭଏ ଭତା ପାଏବାର ସଂଗେ ଝନ୍‌କୁ ଘର…

ଲାଉମୁଣ୍ଡାେରେ ଭାଜପାର ରୋଡ୍‌ ଶୋ’: ପୂର୍ବତନ ବିଧାୟକଙ୍କ ଅନୁପସ୍ଥିତିକୁ ନେଇ ଚର୍ଚ୍ଚା

ବିଜେପୁର, ୧୧।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁଁ ଭାଜପା ତାର ପ୍ରଚାର ଅଭିଯାନକୁ ଜୋରଦାର୍‌ କରିଛି। ଏହିକ୍ରମରେ ଶୁକ୍ରବାର ଅପରାହ୍ନରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଲାଉମୁଣ୍ଡାରେ ରୋଡ୍‌ ଶୋ’ କରିଛନ୍ତି। ପରେ ସ୍ଥାନୀୟ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଏକ ସଭା…

ଚିଠି ଲେଖିଲେ ପରିବହନ କମିଶନର: ସ୍କୁଲ, କଲେଜ, ବ୍ଲକ ଅଫିସରେ ଖୋଲିବ ଲର୍ଣ୍ଣିଂ ଲାଇସେନ୍ସ କ୍ୟାମ୍ପ

ଭୁବନେଶ୍ୱର,୧୧।୧୦(ବ୍ୟୁରୋ): ସରକାରୀ ଛୁଟି ଦିନରେ ଜନସାଧାରଣଙ୍କୁ ମିଳିପାରିବ ଲର୍ଣ୍ଣିଂ ଲାଇସେନ୍ସ। ଏଥିସହ ଡ୍ରାଇଭିଂ ଲାଇସେନ୍ସ ତୁରନ୍ତ ମିଳିବା ନେଇ ଅଧିକ ସ୍ଥାନରେ ସ୍ଲଟ୍‌ ଖୋଲିବା ଲାଗି ସମସ୍ତ ଜିଲା ପରିବହନ ଅଧିକାରୀଙ୍କୁ ପରିବହନ କମିଶନର ଚିଠି ଲେଖିଛନ୍ତି। ସ୍କୁଲ, କଲେଜ ଏବଂ…

ବିଜେପୁରରେ ବିଜେଡି କରିବ ବାଜିମାତ, ୩୫ହଜାର ଭୋଟରେ ଜିତିବୁ: ପ୍ରମିଳା

ଭୁବନେଶ୍ୱର,୧୧।୧୦(ବ୍ୟୁରୋ): ଆସନ୍ତା ୨୧ରେ ବିଜେପୁର ଉପନିର୍ବାଚନ। ଏହାକୁ ନେଇ ସରଗରମ ହେବାରେ ଲାଗିଛି ରାଜ୍ୟ ରାଜନୀତି। ପୂର୍ବଥର ଭଳି ଚଳିତ ଥର ବିଜେଡି ଏବଂ ଭାଜପା ମଧ୍ୟରେ କଡ଼ା ମୁକାବିଲା ଦେଖିବାକୁ ମିଳିବ ବୋଲି କୁହାଯାଉଛି। ଏବେ ପ୍ରଚାର ମଇଦାନକୁ ଦଳୀୟ…

ଆଜି ‘ବିଗ୍‌ ବି’ଙ୍କ ଜନ୍ମଦିନ: ବାଲୁକାକଳାରେ ସୁଦର୍ଶନ ଜଣାଇଲେ ଶୁଭେଚ୍ଛା

ପୁରୀ ଅଫିସ,୧୧।୧୦: ଶୁକ୍ରବାର ମହାନାୟକ ତଥା ବଲିଉଡ୍‌ର ସୁପରଷ୍ଟାର ଅମିତାଭ ବଚ୍ଚନଙ୍କ ୭୭ତମ ଜନ୍ମଦିନ। ଏହି ଅବସରରେ ବାଲୁକାକଳାରେ ବିଗ୍‌ ବିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ। ଭଗବାନ ଜଗନ୍ନାଥ ଆପଣଙ୍କୁ ସୁସ୍ଥ ଜୀବନ ସହ ଦୀର୍ଘାୟୁ କରନ୍ତୁ।…

ବିଜେପୁର ଉପନିର୍ବାଚନ: ଗାଇସିଲେଟରୁ ପ୍ରଚାର ଆରମ୍ଭ କଲେ ଧର୍ମେନ୍ଦ୍ର

ବରଗଡ଼ ଅଫିସ/ଗାଇସିଲେଟ,୧୧।୧୦- ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ଗାଇସିଲେଟରୁ ଦଳୀୟ ପ୍ରାର୍ଥୀ ସନତ ଗଡତିଆଙ୍କ ପ୍ରଚାର ଆରମ୍ଭ କରିଛନ୍ତି । ଏହି ପରିପ୍ରେକ୍ଷୀରେ ତାଲପାଲିରେ ଅନୁଷ୍ଠିତ ନିର୍ବାଚନୀ ସଭାରେ ସେ ସିଧାସଳଖ ମୁଖ୍ୟମନ୍ତ୍ରୀ ନବୀନ…

ଖୋର୍ଦ୍ଧା ନୂଆ ବସ୍‌ଷ୍ଟାଣ୍ଡରେ ଅବକାରୀ ବିଭାଗର ଚଢ଼ାଉ: ଲକ୍ଷାଧିକ ମୂଲ୍ୟର ବ୍ରାଉନ୍‌ସୁଗାର ଜବତ, ଜଣେ ଗିରଫ

ଖୋର୍ଦ୍ଧା ଅଫିସ, ୧୧।୧୦: ଶୁକ୍ରବାର ପୂର୍ବାହ୍ନରେ ଅବକାରୀ ବିଭାଗର କର୍ମଚାରୀମାନେ ଖୋର୍ଦ୍ଧା ନୂଆ ବସ୍‌ଷ୍ଟାଣ୍ଡ ଉପରେ ଚଢ଼ାଉ କରି ୧୬ ଗ୍ରାମ ବ୍ରାଉନସୁଗାର ଜବତ କରିଛନ୍ତି। ଏହାର ମୂଲ୍ୟ ୧ ଲକ୍ଷ ୬୦ ହଜ଼ାର ହେବ ବୋଲି ଜଣାପଡ଼ିଛି। ତେବେ ବ୍ରାଉନସୁଗାର…

ପିପିଲିଆ ପଞ୍ଚାୟତ ଉନ୍ନୟନ ପାଇଁ ଆସିଥିବା ୨୦ ଲକ୍ଷ ଟଙ୍କା ହେରଫେର ଅଭିଯୋଗ: ସରପଞ୍ଚ ଅଟକ, ପିଇଓ ଫେରାର

କେନ୍ଦୁଝର, ୧୧।୧୦(ସ୍ବ.ପ୍ର.): ଘଟଗାଁ ବ୍ଲକ ପିପିଲିଆ ପଞ୍ଚାୟତରେ ଚତୁର୍ଥ ରାଜ୍ୟ ଅର୍ଥ କମିଶନ ଓ ଚତୁର୍ଦ୍ଦଶ କେନ୍ଦ୍ର ଅର୍ଥ କମିଶନ ଟଙ୍କା ହେରଫେର ଅଭିଯୋଗରେ ଘଟଗାଁ ପୋଲିସ ଶୁକ୍ରବାର ଜଣେ ସରପଞ୍ଚଙ୍କୁ ଅଟକ ରଖି ପଚରା ଉଚୁରା କରୁଥିବା ବେଳେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?