ରାଜ୍ୟ

ବଦଳୁଛି ପାଣିପାଗ: ପ୍ରଚଣ୍ଡ ଖରା ସତ୍ତ୍ୱେ ବାବୁବାଲି ଦ୍ୱୀପରେ ଚାଲିଛି କଇଁଛଙ୍କ ଗଣ ଅଣ୍ଡାଦାନ

ରାଜନଗର,୧୭।୫(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ବଙ୍ଗୋପସାଗର ମଧ୍ୟରେ ଥିବା ବିଶ୍ୱ ପ୍ରସିଦ୍ଧ ଅଲିଭ୍‌ ରିଡଲେ କଇଁଛଙ୍କ ଅନ୍ତୁଡ଼ିଶାଳ ବାବୁବାଲି ଦ୍ୱୀପରେ ଗତ ଦୁଇ ଦିନ ଧରି ୫୦ଟି ମା’ କଇଁଛ ସମୂହ ଅଣ୍ଡାଦାନ କରୁଛନ୍ତି। କଇଁଛ ସୁରକ୍ଷା ଦାୟିତ୍ୱରେ ଥିବା…

କଣ୍ଟାପଡା, ନିଆଳି ବ୍ଲକ ସମ୍ପୂର୍ଣ୍ଣ ବାତ୍ୟା ପ୍ରଭାବିତ ନେଇ ଘୋଷଣା: ରାଶନ କାର୍ଡ ନ ଥିବା ବିପନ୍ନଙ୍କୁ ମିଳିବ ୫୦ କିଲୋ ଚାଉଳ

କଣ୍ଟାପଡା,୧୭।୫(ଡି.ଏନ୍‌.ଏ.): ଜନପ୍ରତିନିଧିଙ୍କ ଆନ୍ଦୋଳନ ଓ ସ୍ଥାନୀୟ ବାତ୍ୟା ପ୍ରଭାବିତଙ୍କ ଦାବି ପରେ ଗୁରୁବାର ରାଜ୍ୟସରକାରଙ୍କ ସ୍ବତନ୍ତ୍ର ରିଲିଫ କମିଶନର କଣ୍ଟାପଡା ଓ ନିଆଳି ବ୍ଲକକୁ ସମ୍ପୂର୍ଣ୍ଣ ଫନୀ ପ୍ରଭାବିତ ବୋଲି ଘୋଷଣା କରିଛନ୍ତି। ଉଭୟ ବ୍ଲକର ବାତ୍ୟା ପ୍ରଭାବିତଙ୍କୁ ରିଲିଫ କୋଡ୍‌…

ବାତ୍ୟା ବାହାନା:ଦରଦାମ୍‌ ଆକାଶଛୁଆଁ

ଭୁବନେଶ୍ୱର,୧୭।୫(ବ୍ୟୁରୋ):ବାତ୍ୟା ‘ଫନୀ’ ପୁରୀ ଓ ଭୁବନେଶ୍ୱର ସହରକୁ ଉଜାଡି ଦେଇଛି। ଭାଙ୍ଗିଦେଇଛି ଲୋକଙ୍କ ଆର୍ଥିକ ମେରୁଦଣ୍ଡ। ବାତ୍ୟା ଯିବାର ୧୪ ଦିନ ପରେ ମଧ୍ୟ ଅଣ୍ଟା ସଳଖି ପାରିନାହାନ୍ତି ଖୋର୍ଦ୍ଧା, କଟକ, ପୁରୀ ଜିଲାର ଜନସାଧାରଣ। ବିଦ୍ୟୁତ୍‌ ଓ ପାଣି ପାଇଁ…

ବ୍ୟାଙ୍କିଙ୍ଗ୍‌, ଇନ୍‌ସ୍ୟୁରାନ୍ସ ସେବା ସ୍ବାଭାବିକ ପାଇଁ କେନ୍ଦ୍ର ଓ ରାଜ୍ୟ ଅଧିକାରୀଙ୍କ ବୈଠକ:ଓଡ଼ିଶା ଆପଣାଇବ କେରଳ ମଡେଲ

ଭୁବନେଶ୍ୱର,୧୭।୫(ବ୍ୟୁରୋ):ବାତ୍ୟା ଫନୀ ପ୍ରଭାବିତ ଅଞ୍ଚଳରେ ବ୍ୟାଙ୍କ ଓ ବୀମା ସେବାକୁ ପୂର୍ବଭଳି ସ୍ବାଭାବିକ କରିବାକୁ ସରକାରୀ ସ୍ତରରେ ଉଦ୍ୟମ ଆରମ୍ଭ ହୋଇଛି। ଏ ନେଇ ଗୁରୁବାର ରାଜ୍ୟ ଅତିଥି ଭବନଠାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ କେନ୍ଦ୍ର ଅର୍ଥ…

ଫନୀ: ବିଦ୍ୟୁତ୍‌ ଭିତ୍ତିଭୂମିର ପୁନରୁଦ୍ଧାର:ଏନ୍‌ଡିଆର୍‌ଏଫ୍‌ ନିୟମ କୋହଳ କରାଯାଉ

ଭୁବନେଶ୍ୱର,୧୭।୫(ବ୍ୟୁରୋ):ସାମୁଦ୍ରିକ ଝଡ଼ ଫନୀ ଦ୍ୱାରା ପୁରୀ ଜିଲା ଏବଂ ଅନ୍ୟ କେତେକ ଅଞ୍ଚଳର ବିଦ୍ୟୁତ୍‌ ଭିତ୍ତିଭୂମି ଧ୍ୱଂସ ପାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବରାଷ୍ଟ୍ର ମନ୍ତ୍ରୀ ରାଜନାଥ ସିଂଙ୍କୁ କ୍ଷୟକ୍ଷତି ସମ୍ପର୍କରେ ଗୁରୁବାର ଚିଠି ଲେଖି ଅବଗତ କରାଇଛନ୍ତି। ଏଥିସହିତ ବର୍ତ୍ତମାନ…

ପ୍ରଣବ କୁମାର ଦାସ ପ୍ରମୁଖ ସିସିଆଇଟି ନିଯୁକ୍ତ

ଭୁବନେଶ୍ୱର,୧୭।୫(ବ୍ୟୁରୋ): ଭାରତୀୟ ରାଜସ୍ବ ସେବା (ଆଇଆର୍‌ଏସ୍‌)ର ଓଡ଼ିଆ ଅଧିକାରୀ ପ୍ରଣବ କୁମାର ଦାସ ପ୍ରିନ୍ସିପାଲ ଚିଫ୍‌ କମିଶନର ଅଫ୍‌ ଇନ୍‌କମ୍‌ ଟ୍ୟାକ୍ସ(ପିଆର. ସିସିଆଇଟି) ଭାବେ ପଦୋନ୍ନତି ସହ ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟରେ ନିଯୁକ୍ତି ପାଇଛନ୍ତି। ପ୍ରଣବଙ୍କ ନିଯୁକ୍ତି ନେଇ ଚଳିତ ମାସ…

ଖଣିଜ ଉତ୍ତୋଳନ ଅନିୟମିତତା ମାମଲା:୧୫ଖଣି ଲିଜ୍‌ଧାରୀଙ୍କୁ ଝଟକା

ଯୋଡ଼ା,୧୭।୫(ଡି.ଏନ.ଏ.):ଖଣିଜ ପଦାର୍ଥ ଉତ୍ତୋଳନରେ ହୋଇଥିବା ଅନିୟମିତତା ମାମଲାରେ ମାଲା ରାୟଙ୍କ ସମେତ ୧୫ଖଣି ଲିଜ୍‌ଧାରୀଙ୍କୁ କେନ୍ଦ୍ର ଖଣି ମନ୍ତ୍ରଣାଳୟ ପକ୍ଷରୁ ଝଟକା ଲାଗିଛି। କ୍ଷତିପୂରଣ ଦାଖଲ ପାଇଁ ରାଜ୍ୟ ସରକାର କରିଥିବା ନୋଟିସ ବିରୋଧରେ ୧୫ ଲୁହାପଥର ଓ ମାଙ୍ଗାନିଜ ଖଣି…

ଫନୀ ତାଣ୍ଡବରେ ଉଜୁଡ଼ିଯାଇଛି ଶିଳ୍ପୀକୁଳର ଜୀବିକା: ମାଟିରେ ମିଶିଯାଇଛି ଉପକରଣ, କଳା ସାମଗ୍ରୀ, – ସ୍ବତନ୍ତ୍ର ପ୍ୟାକେଜ ଦାବି କଲା ଶିଳ୍ପୀ ମହାସଂଘ

ଭୁବନେଶ୍ୱର,୧୭।୫(ବ୍ୟୁରୋ) : ବାତ୍ୟା ‘ଫନୀ’ ଓଡ଼ିଶାର ଆର୍ଥିକ ମେରୁଦଣ୍ଡକୁ ସମ୍ପୂର୍ଣ୍ଣ ଦୋହଲାଇ ଦେଇଥିବା ବେଳେ ଏଥିରେ ବିଶେଷ ପ୍ରଭାବିତ ହୋଇଛି ଛୋଟବଡ଼ ଶିଳ୍ପ। ଏହାଦ୍ୱାରା ରାଜ୍ୟର ହଜାର ହଜାର ଶିଳ୍ପୀ ଓ ବୁଣାକାରଙ୍କ ଜୀବନ ଜୀବିକା ଉଜୁଡ଼ି ଯାଇଛି। ଆର୍ଥିକ ଦୃଷ୍ଟିରୁ…

ଜୁନିୟର ମଡେଲ ଇଣ୍ଟରନ୍ୟାଶନାଲ : ହଂକଂରେ ଭାରତରୁ ପ୍ରତିନିଧିତ୍ୱ କରିବେ ଶରଣ୍ୟା

ଭୁବନେଶ୍ୱର,୧୭।୫(ବ୍ୟୁରୋ):  ଗତ ଏପ୍ରିଲ ୨୭ରୁ ୨୯ ପର୍ଯ୍ୟନ୍ତ କେରଳର କୋଝିକୋଡ଼ଠାରେ ଅନୁଷ୍ଠିତ ଜୁନିୟର ମଡେଲ ଇଣ୍ଟରନ୍ୟାଶନାଲ ୨୦୧୯ରେ ବାଜି ମାରିଛନ୍ତି ଆଉ ଜଣେ ଓଡ଼ିଆ। ଜୁନିୟର ବର୍ଗରେ ଶ୍ରୀବାଲିଙ୍କ ବାଜିମାତ ପରେ ୧୦ରୁ ୧୪ବର୍ଷ ବର୍ଗରେ ପ୍ରଥମ ରନର୍ସଅପ୍‌ ହୋଇଛନ୍ତି ଓଡ଼ିଆ…

କନ୍ଦରପୁର ବଜାର କମିଟି ସଭାପତିଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଥାନା ଘେରାଉ

କଟକ ସଦର,୧୬।୫(ଡି.ଏନ୍‌.ଏ.): କମିଶନରେଟ ପୋଲିସ ବ୍ୟବସ୍ଥା ଅନ୍ତର୍ଗତ କନ୍ଦରପୁର ବଜାର କମିଟି ସଭାପତି ସ୍ମୃତି ରଞ୍ଜନ ପ୍ରଧାନ(୪୩)ଙ୍କୁ ମଙ୍ଗଳବାର ରାତିରେ ମରଣାନ୍ତକ ଆକ୍ରମଣ କରାଯାଇଥିଲା। ଘଟଣାରେ ସମ୍ପୃକ୍ତ ଥିବା ସମସ୍ତ ୮ ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଗୁରୁବାର ବଜାର କମିଟି ପକ୍ଷରୁ…

ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ: ସପ୍ତାହକ ମଧ୍ୟରେ କ୍ଷୟକ୍ଷତି ଆକଳନ

ପୁରୀ ଅଫିସ,୧୬ା୫: ବାତ୍ୟା କ୍ଷତିଗ୍ରସ୍ତ ପୁରୀ ଜିଲାରେ ରିଲିଫ ଏବଂ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏ ନେଇ ବୁଧବାର ଅପରାହ୍ନରେ ପୁରୀ ସର୍କିଟ ହାଉସ୍‌ରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଏହାପରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ,…

କଂଗ୍ରେସ: ସ୍ଥିତି ବଜାୟ ରଖିବା ଚ୍ୟାଲେଞ୍ଜ

ଭୁବନେଶ୍ୱର,୧୬।୫(ବ୍ୟୁରୋ): ସାଧାରଣ ନିର୍ବାଚନ ଫଳାଫଳ ଆସନ୍ତା ୨୩’ରେ ପ୍ରକାଶ ପାଇବ। ଏହା ପୂର୍ବରୁ କେଉଁ ଦଳ କେତେସଂଖ୍ୟକ ଆସନ ଜିତିବ, ସେନେଇ ଅଙ୍କକଷା ଚାଲିଛି। ଓଡ଼ିଶାରେ ଏକସଙ୍ଗରେ ହୋଇଥିବା ଲୋକ ସଭା ଏବଂ ବିଧାନସଭା ନିର୍ବାଚନରେ ମୁଖ୍ୟତଃ ଭାଜପା-ବିଜେଡି ମଧ୍ୟରେ ପ୍ରତ୍ୟକ୍ଷ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri