ଏସ୍ସିବିରୁ ୩୦ଲକ୍ଷ ଟଙ୍କାର ସାମଗ୍ରୀ ଚୋରି
କଟକ ଅଫିସ,୧୦।୭: ଏସ୍ସିବି ମେଡିକାଲ ଅଡିଟୋରିୟମରୁ ପ୍ରାୟ ୩୦ଲକ୍ଷ ଟଙ୍କାର ସାମଗ୍ରୀ ଚୋରି ହୋଇଥିବା ଜଣାପଡ଼ିଛି। କେବେଠୁ ଏହି ଚୋରି ହେଲାଣି ସେ ସମ୍ପର୍କରେ ମେଡିକାଲ ପାଖରେ ଖବର ନାହିଁ। ମଙ୍ଗଳବାର ଭାରତ-ନ୍ୟୁଜିଲାଣ୍ଡ ସେମିଫାଇନାଲ ମ୍ୟାଚ୍ ଅଡିଟୋରିୟମରେ ବସି ଦେଖିବା ପାଇଁ…
ଜୀବନ ସହ ସାଂଘାତିକ ଖେଳ: ଫୋନ୍ରେ ରକ୍ତ ନାଁରେ ମିଛ ପ୍ରଚାର
ପୁରୁଣା ଭୁବନେଶ୍ୱର, ୧୦। ୭ (ଡି.ଏନ.ଏ.): ମୋବାଇଲ୍ରୁ ମୋବାଇଲ୍କୁ ଘୂରି ବୁଲୁଛି ଏକ ମିଥ୍ୟା ଖବର। ସରକାର ‘ବ୍ଲଡ୍ ଅନ୍ କଲ୍’ ନାମରେ ଏକ ନୂଆ ଯୋଜନା ଆଣିଛନ୍ତି ବୋଲି ସେଥିରେ ସୂଚନା ଦିଆଯାଇଛି। କୁହାଯାଇଛି ଯେ, ଭାରତର ଯେକୌଣସି ସ୍ଥାନରେ…
କାର୍ଯ୍ୟକ୍ରମରେ ରାଜ୍ୟପାଳଙ୍କ ଯୋଗଦାନ ନିମନ୍ତେ ଅନ୍ଲାଇନ ଆବେଦନ ବ୍ୟବସ୍ଥା
ଭୁବନେଶ୍ୱର, ୧୦ା୭ (ବ୍ୟୁରୋ): ରାଜ୍ୟପାଳଙ୍କ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦାନକୁ ବ୍ୟବସ୍ଥିତ କରିବା ଲକ୍ଷ୍ୟରେ ପ୍ରସ୍ତୁତ ‘ରାଜଭବନ ପ୍ରୋଗ୍ରାମ ମ୍ୟାନେଜମେଣ୍ଟ’ ସଫ୍ଟୱେର ଆପ୍ଲିକେଶନ ଚଳିତବର୍ଷ ଫେବୃୟାରୀରୁ କାର୍ଯ୍ୟକାରୀ ହୋଇଛି। ଇତି ମଧ୍ୟରେ ଅନେକ ସଂସ୍ଥା ଓ ଅନୁଷ୍ଠାନ ଏହାର ସଫଳ ଉପଯୋଗ କରିଛନ୍ତି।…
ନନ୍ଦନକାନନରେ ବିଦ୍ୟୁତ୍ ଚୋରି, ଦେୟ ଭରୁଛନ୍ତି କର୍ତ୍ତୃପକ୍ଷ
ବାରଙ୍ଗ,୯।୭(ଡି.ଏନ୍.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନର ବିକାଶ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କର ଆର୍ଥିକ ସହଯୋଗ ରହିଛି। ଏହାସହ ସେଠାରୁ ମିଳୁଥିବା ରାଜସ୍ବକୁ ନିଜେ ନନ୍ଦନକାନନ ବିନିଯୋଗ କରିବାର ସୁଯୋଗ ପାଇଛି। ଏଭଳି ସୁବିଧା ସତ୍ତ୍ୱେ ନନ୍ଦନକାନନର ଉନ୍ନତି ନିମନ୍ତେ ବ୍ୟବହୃତ…
ନିଶା ବେପାରୀଙ୍କ ଉପରେ ପୋଲିସର କଡା ଆଭିମୁଖ୍ୟ: ଚାର୍ଜଶିଟ୍ରେ ଯୋଡ଼ା ହେବ ସମ୍ପତ୍ତି ତାଲିକା
କଟକ ଅଫିସ୍, ୧୦ା୭: ରାଜ୍ୟରେ ଦିନକୁଦିନ ବେଆଇନ ନିଶା କାରବାର ବୃଦ୍ଧି ପାଉଛି। ବିଶେଷ କରି ବେଆଇନ ଗଞ୍ଜେଇ, ବ୍ରାଉନସୁଗାର କାରବାର ପୋଲିସ ପାଇଁ ଚିନ୍ତାର ବିଷୟ ପାଲଟିଛି। ପୋଲିସ ବିଭିନ୍ନ ସମୟରେ ଚଢାଉ କରି ବେଆଇନ ନିଶା କାରବାର କରୁଥିବା…
ବିଚ୍ଛିନ୍ନାଞ୍ଚଳରେ ବଣ୍ଟାହେବ ଉତ୍କଳ ପ୍ରସଙ୍ଗ ଓ ଓଡ଼ିଶା ରିଭ୍ୟୁ
ଭୁବନେଶ୍ୱର,୧୦।୭(ବ୍ୟୁରୋ): ଓଡ଼ିଶା ସରକାରଙ୍କ ‘ଉତ୍କଳ ପ୍ରସଙ୍ଗ’ ଓ ‘ଓଡ଼ିଶା ରିଭ୍ୟୁ’ର ବିତରଣ ଲାଗି ସଢ଼େଇକଳା ଓ ଖରସୁଆଁ ବିଚ୍ଛିନ୍ନାଞ୍ଚଳକୁ ପଠାଯାଇଛି। ମଙ୍ଗଳବାର ପୂର୍ବାହ୍ନରେ ଉତ୍କଳ ପ୍ରସଙ୍ଗ ଓ ଓଡ଼ିଶା ରିଭ୍ୟୁ ନେଇ ଯାଉଥିବା ଏକ ଗାଡ଼ିକୁ ପତାକା ଦେଖାଇ ସୂଚନା ଓ…
ମାଉସୀ ମା’ ପୋଡ଼ପିଠାକୁ ଅପେକ୍ଷା
ପୁରୀ ଅଫିସ, ୧୦ା୭: ଶ୍ରୀଜଗନ୍ନାଥ ମହାପ୍ରଭୁ ଭୋଜନପ୍ରିୟ। ସେଥିପାଇଁ ତାଙ୍କ ନିକଟରେ ପ୍ରତିଦିନ ୬୦ ପଉଟି ଭୋଗ ଓ ୫୬ ପ୍ରକାର ବ୍ୟଞ୍ଜନର ବ୍ୟବସ୍ଥା ରହିଛି। ତଥାପି ପିଠା ଖାଇବା ପାଇଁ ତାଙ୍କର ଥାଏ ବିଶେଷ ଅଭିରୁଚି। ପ୍ରତିଦିନ ତାଙ୍କ ପାଖରେ…
ସରବନ୍ତର ଶ୍ରୀପତିତପାବନ ଯାତ୍ରା
ସରବନ୍ତ ଗଁାଟି ଜଗତ୍ସିଂହପୁର ଜିଲାର ଏରସମା ମଣ୍ଡଳରେ ଅଛି। ଜିଲା ସଦର ମହକୁମା ଠାରୁ ବାଲିକୁଦା, ବୋରିକିନା ଓ ଗୋଡ଼ା ବଜାର ଦେଇ ସମୁଦ୍ର କୂଳକୁ ଲମ୍ବିଯାଇଛି ଏହି ପୀଠକୁ ରାସ୍ତା। ମହାପ୍ରଭୁ ବହୁ ପ୍ରାଚୀନ କାଳରୁ ଏଠାରେ ଉପାସିତ ହେଉଛନ୍ତି।…
ନାକଚଣା ଦ୍ୱାରରେ ଦୁଇରଥ
ପୁରୀ ଅଫିସ, ୧୦ା୭: ହେରାପଞ୍ଚମୀରେ ଶ୍ରୀଦେବୀ (ଲକ୍ଷ୍ମୀ ଠାକୁରାଣୀ) ମହାପ୍ରଭୁଙ୍କୁ ଫେରାଇ ନେବାକୁ ଆସିଥିଲେ। ହେଲେ ଅଭିମାନ କରି ଚାଲିଯିବା ପରେ ଶ୍ରୀମନ୍ଦିରକୁ ଫେରିବା ଲାଗି ପ୍ରସ୍ତୁତି ଆରମ୍ଭ କରିଛନ୍ତି ମହାପ୍ରଭୁ। ଆସନ୍ତା ୧୨ତାରିଖରେ ବାହୁଡ଼ା ଯାତ୍ରା। ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିିବେ…
ଫନୀ ପ୍ରଭାବିତ ଅଞ୍ଚଳରେ କ୍ରିୟାଶୀଳ ହେବାକୁ ‘ଓରେଡ଼ା’କୁ ନିର୍ଦ୍ଦେଶ
ଭୁବନେଶ୍ୱର,୧୦।୭(ବ୍ୟୁରୋ): ବାତ୍ୟା ‘ଫନୀ’ ପ୍ରଭାବିତ ଅଞ୍ଚଳରେ ଅଧିକ କ୍ରିୟାଶୀଳ ହେବାକୁ ଓଡ଼ିଶା ଅକ୍ଷୟ ଶକ୍ତି ବିକାଶ ସଂସ୍ଥା ‘ଓରେଡା’କୁ ନିର୍ଦ୍ଦେଶ ଦେଇଛନ୍ତି ବିଜ୍ଞାନ ଓ ବୈଷୟିକ, ସାଧାରଣ ଉଦ୍ୟୋଗ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା।…
ବଂଶଧାରା ଜଳ ବିବାଦର ଯୁଗ୍ମ ସର୍ଭେକୁ ଓଡ଼ିଶାର ନା: ୩ସପ୍ତାହ ମଧ୍ୟରେ ରିପୋର୍ଟ ଦେବାକୁ କେନ୍ଦ୍ର, ଆନ୍ଧ୍ରକୁ ଟ୍ରିବ୍ୟୁନାଲଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର,୧୦।୭(ବ୍ୟୁରୋ): ଆନ୍ଧ୍ରପ୍ରଦେଶ ଦ୍ୱାରା ବଂଶଧାରା ନଦୀ ଉପରେ ନିର୍ମାଣ ହେଉଥିବା ନେରାଡି ବ୍ୟାରେଜର ମିଳିତ ସର୍ଭେ ନ କରିବାକୁ ଓଡ଼ିଶା ସରକାର କରିଥିବା ଆବେଦନର ଶୁଣାଣି କରିଛନ୍ତି ବଂଶଧାରା ଜଳ ବିବାଦ ଟ୍ରିବ୍ୟୁନାଲ୍। ମଙ୍ଗଳବାର ଜଷ୍ଟିସ ଏମ.କେ ଶର୍ମା, ଜଷ୍ଟିସ ବି.ଏନ…
କସ୍ମୋପଲିଟାନ୍’ କଭର୍ଷ୍ଟୋରିରେ ଦୂତୀ
ଭୁବନେଶ୍ୱର, ୧୦।୭ (ବ୍ୟୁରୋ): ଅନ୍ତର୍ଜାତୀୟସ୍ତରରେ ଖ୍ୟାତିଅର୍ଜନ କରିଥିବା ଓଡ଼ିଆ କ୍ରୀଡାବିତ୍ ଦୂତୀ ଚାନ୍ଦ ବିଶ୍ୱର ସର୍ବାଧିକ ପ୍ରସାରିତ ଫ୍ୟାଶନ ମାଗାଜିନ୍ ‘କସ୍ମୋପଲିଟାନ୍’ର କଭର୍ ଷ୍ଟୋରିରେ ସ୍ଥାନ ପାଇବାର ଗୌରବ ଅର୍ଜନ କରିଛନ୍ତି। ବିଶ୍ୱରେ ସର୍ବାଧିକ ବିକ୍ରି ହେଉଥିବା ଏହି ଫ୍ୟାଶନ ଓ…
Archives


