ରାଜ୍ୟ

ବନ୍ଧାହେଲେ କୋଟିପତି DFO ନିତ୍ୟାନନ୍ଦ ନାୟକ: ୧୧୫ ପ୍ଲଟ୍‌ ସମେତ ଘରୁ ମିଳିଥିଲା ପୁଳାପୁଳା ସୁନା

ଭୁବନେଶ୍ୱର,୨୨।୭:କେନ୍ଦୁଝର କେନ୍ଦୁପତ୍ର ଡିଭିଜନ DFO ନିତ୍ୟାନନ୍ଦ ନାୟକ ଶେଷରେ ଗିରଫ ହୋଇଛନ୍ତି। ଗିରଫ ପରେ ତାଙ୍କୁ କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ହାଜର କରାଯାଇଛି। ୩ ଦିନ ହେବ ନିତ୍ୟାନନ୍ଦଙ୍କ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଥିଲା ଭିଜିଲାନ୍ସ ଟିମ। ୮…

ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚା ଭିତରେ ଦିଲ୍ଲୀ ଗଲେ ମନମୋହନ, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୨।୭: ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ଦିଲ୍ଲୀ ଗସ୍ତରେ ଯାଇଛନ୍ତି। ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚା ଭିତରେ ଦିଲ୍ଲୀ ଗଲେ ମନମୋହନ। ଦିଲ୍ଲୀରେ ଶୀର୍ଷ ନେତାଙ୍କୁ ମନମୋହନ ଭେଟି ପାରନ୍ତି । ସଭାପତି ହେବା ପରେ ପ୍ରଥମ ଥର ପାଇଁ ଦିଲ୍ଲୀ…

ସାଙ୍ଗର ଜନ୍ମଦିନ ପାର୍ଟିକୁ ଯାଇଥିଲେ ନାବାଳିକା, ଅଧରାତିରେ ବଳାତ୍କାର ପରେ ଘଟିଲା…

ମାଲକାନଗିରି, ୨୨।୭ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଜଣେ ନାବାଳିକା ସହ ବଳାତ୍କାର ଅଭିଯୋଗ ହୋଇଛି। ରାଜ୍ୟରେ ନାରୀ ସୁରକ୍ଷାକୁ ନେଇ ସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଥିବାବେଳେ ଏହାରି ମଧ୍ୟରେ ମାଲକାନଗିରି ଜିଲାରେ ଜଣେ ନାବାଳିକା ସହ ବଳାତ୍କାର ହୋଇଥିବା ନେଇ ଅଭିଯୋଗ…

ପୁଣି ଲଘୁଚାପ: ଆସନ୍ତାକାଲିଠାରୁ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୨।୭: ଆସନ୍ତା ୨୪ରେ ଉତ୍ତର ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଫଳରେ ଆସନ୍ତାକାଲିଠାରୁ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ବିଭିନ୍ନ ଜିଲାରେ ଅରେଞ୍ଜ ଓ ୟେଲୋ ଆଲର୍ଟ ହୋଇଛି। ମାଲକାନାଗିରି, କୋରାପୁଟ…

ଭୁଲ୍‌ ବୁଝାମଣା

କେତେକ କ୍ଷେତ୍ରରେ କୌଣସି ନା କୌଣସି କାରଣରୁ ତ କେତେକ କ୍ଷେତ୍ରରେ କୌଣସି କାରଣ ନ ଥାଇ ଭୁଲ୍‌ ବୁଝାମଣା ସୃଷ୍ଟି ହୁଏ। ତେବେ ଭୁଲ୍‌ ବୁଝାମଣା ସୃଷ୍ଟି ଓ ବଢିବା ହେବା ମୂଳରେ ରହୁଛି ଜଣେ ଅନ୍ୟଜଣଙ୍କୁ କିମ୍ବା ପରସ୍ପରକୁ…

ଆଇନମନ୍ତ୍ରୀଙ୍କ ଘରକୁ ଗଲେ ରାଜ୍ୟପାଳ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର, ୨୨।୭(ସୁନୀତ ମିଶ୍ର):ରାଜ୍ୟପାଳ ହରିବାବୁ କମ୍ଭମପାଟି ରାଜ୍ୟ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କୁ ସୋମବାର ତାଙ୍କ ସରକାରୀ ବାସଭବନଠାରେ ଭେଟିଛନ୍ତି। ତେବେ ରାଜ୍ୟପାଳ ଆଇନମନ୍ତ୍ରୀଙ୍କୁ ଭେଟିବା ପାଇଁ ତାଙ୍କ ସରକାରୀ ବାସଭବନକୁ ଯିବା ବିଷୟକୁ ନେଇ ଚର୍ଚ୍ଚା ଜୋର ଧରିଛି। ରାଜ୍ୟପାଳ…

ପାଣ୍ଡରାରେ ୨.୬୦୦ ଏକର ସରକାରୀ ଜମି କବ୍‌ଜା କରିଛନ୍ତି ପ୍ରଭାବଶାଳୀ

ଭୁବନେଶ୍ୱର, ୨୨ା୭(ବନ୍ଦନା ସେଠୀ):ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ପାଣ୍ଡରା ମୌଜାରେ ହୋଇଥିବା ବେଆଇନ ଜବରଦଖଲକୁ ଉଚ୍ଛେଦ କରାଯାଇଛି। ଦୀର୍ଘଦିନ ଧରି ୨ ଏକରରୁ ଊର୍ଦ୍ଧ୍ୱ ସରକାରୀ ଜମିକୁ କେତେଜଣ ପ୍ରଭାବଶାଳୀ ବ୍ୟକ୍ତି ମାଡ଼ିବସି ଘର, ଦୋକାନ ଓ ବ୍ୟବସାୟିକ ପ୍ରତିଷ୍ଠାନ ନିର୍ମାଣ କରିଥିଲେ।…

ବିମାନ ଚଳାଚଳରେ ନୂଆ ମାଇଲଖୁଣ୍ଟ: ଓଡ଼ିଶାରେ ମିଳିବ ଏମ୍‌ଆର୍‌ଓ ସୁବିଧା

ଭୁବନେଶ୍ୱର, ୨୨ା୭(ଅନୁରାଧା ମହାରଣା):ରାଜ୍ୟ ସରକାରଙ୍କ ‘ନୂଆ ଗନ୍ତବ୍ୟନୀତି’ ଦ୍ୱାରା ପରିଚାଳିତ ତଥା ବାଣିଜ୍ୟ ଓ ପରିବହନ ବିଭାଗର ନେତୃତ୍ୱରେ ଆଞ୍ଚଳିକ ଓ ଅନ୍ତର୍ଜାତୀୟ ବିମାନ ସଂଯୋଗକୁ ପ୍ରୋତ୍ସାହିତ କରାଯାଉଛି। ଏହି କ୍ରମରେ ଭୁବନେଶ୍ୱରରେ ରାଜ୍ୟର ପ୍ରଥମ ବିମାନ ରକ୍ଷଣାବେକ୍ଷଣ, ମରାମତି ଓ…

ଜଗତସିଂହପୁରରେ ଯୁବତୀଙ୍କୁ ଗଣବଳାତ୍କାର ଅଭିଯୋଗ: ଅଭିଯୁକ୍ତ ଫେରାର, ପୋଲିସ ତଦନ୍ତ ଜାରି

ବାଲିକୁଦା,୨୨।୭(ତାପସ ସ୍ବାଇଁ): ଜଗତ୍‌ସିଂହପୁର ଜିଲା ସଦର ଥାନା ଅଞ୍ଚଳରେ ଜଣେ ଅନୁସୂଚିତ ଜାତିର ଯୁବତୀଙ୍କୁ ସୋମବାର ରାତିରେ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ ପୀଡ଼ିତାଙ୍କୁ ଜଗତ୍‌ସିଂହପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଅଭିଯୁକ୍ତମାନେ ଫେରାର ହୋଇଯାଇଛନ୍ତି। ଯୁବତୀ…

ବଳାତ୍କାର ଅଭିଯୋଗରେ ଜେଲ ଯାଇଥିବା ଉଦିତ୍‌ ପ୍ରଧାନ ଦେଲେ ସାଂଘାତିକ ବୟାନ, ଭାଜପା ମୋତେ…

ଭୁବନେଶ୍ୱର,୨୧।୭: ନାରୀ ସୁରକ୍ଷାର ନାରା ଦେଇ ସରକାରଙ୍କୁ ହରଡ଼ ଘଣାରେ ପକାଇ ଆସୁଥିଲେ। ହେଲେ ନିଜ ଦଳର ଛାତ୍ର ନେତା ବଳାତ୍କାର ଅଭିଯୋଗରେ ଗିରଫ ପରେ ଏବେ ଅଡୁଆ ସ୍ଥିତିରେ କଂଗ୍ରେସ। ବଳାତ୍କାର ଅଭିଯୋଗରେ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନଙ୍କ…

ଜେଲ ଗଲେ ନିଲମ୍ବିତ ଛାତ୍ର କଂଗ୍ରେସ ସଭାପତି, ଯୁବତୀଙ୍କୁ ନିଶା ଦେଇ କରିଥିଲେ ବଳାତ୍କାର

ଭୁବନେଶ୍ୱର,୨୧।୭: ଜେଲ ଗଲେ ନିଲମ୍ବିତ ଛାତ୍ର କଂଗ୍ରେସ ସଭାପତି ଉଦିତ୍‌ ପ୍ରଧାନ। ଭୁବନେଶ୍ୱର SDJM କୋର୍ଟରେ ହାଜର ପରେ ଝାରପଡ଼ା ଜେଲ ଯାଇଛନ୍ତି। ବଳାତ୍କାର ଅଭିଯୋଗରେ ଗିରଫ କରିଥିଲା ମଞ୍ଚେଶ୍ୱର ଥାନା ପୋଲିସ। ଗିରଫ ପରେ ଉଦିତ୍‌ ପ୍ରଧାନଙ୍କୁ ନିଲମ୍ବନ କରିଥିଲା…

ରାଜନୀତିରେ ହଇଚଇ: ମନ୍ତ୍ରିମଣ୍ଡଳ ସଂପ୍ରସାରଣ ଚର୍ଚ୍ଚା ଭିତରେ ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, ନେତାଙ୍କ ଛାତି ଧଡ଼ଧଡ଼

ଭୁବନେଶ୍ୱର,୨୧।୭: ସୋମବାର ରାଜ୍ୟପାଳ ହରିବାବୁ କମ୍ଭମପତିଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟପାଳଙ୍କ ସହ ସାକ୍ଷାତର ନିର୍ଦ୍ଦିଷ୍ଟ କାରଣ ଅସ୍ପଷ୍ଟ ରହିଥିବା ବେଳେ ମନ୍ତ୍ରିମଣ୍ଡଳ ସଂପ୍ରସାରଣ ଚର୍ଚ୍ଚା ଭିତରେ ଏହି ଭେଟଘାଟ ମାହୋଲକୁ ଆହୁରି ଗରମ କରିଦେଇଛି। ମନ୍ତ୍ରିମଣ୍ଡଳରେ ଖାଲି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri