ବସ୍ ପଛରେ ପିଟିହେଲା ବସ୍: ୩୦ ଆହତ
ଫୁଲନଖରା,୧୦ା୧୦(ଡି.ଏନ୍.ଏ.): କଟକ-ଭୁବନେଶ୍ୱର ଜାତୀୟ ରାଜପଥର ପ୍ରତାପନଗରୀଠାରେ ବୁଧବାର ଏକ ବସ୍ ପଛରେ ଅନ୍ୟ ଏକ ବସ୍ ପିଟି ହୋଇଯାଇଛି। ଫଳରେ ପଛ ବସ୍ରେ ଥିବା ଯାତ୍ରୀଙ୍କ ମଧ୍ୟରୁ ୩୦ ଜଣ ଆହତ ହୋଇଛନ୍ତି। ସେମାନଙ୍କ ପରିଚୟ ମିଳିପାରିନାହିଁ। ପ୍ରତାପନଗରୀ ଯୁବକ ସଂଘର…
ଓଡ଼ିଆ ଯବାନଙ୍କ ମରଶରୀରକୁ ଅସମ୍ମାନ
ଭୁବନେଶ୍ୱର, ୧୦ା୧୦(ବ୍ୟୁରୋ): ଦେଶର ସୁରକ୍ଷା ପାଇଁ ବଳିଦାନ ଦେଇଥିବା ଓଡ଼ିଆ ଯବାନ ପ୍ରବୀର ନାୟକଙ୍କୁ ଅସମ୍ମାନିତ କରାଯାଇଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ତାଙ୍କ ମରଶରୀର ବିମାନ ବନ୍ଦରରେ ପହଞ୍ଚିବା ପରେ ମିଳି ନ ଥିଲା ଗାର୍ଡ ଅଫ୍ ଅନର। ଏପରି…
ଯୁବକ ଜୀବନ୍ତ ଜଳିଯିବା ଘଟଣା: ମୃତ୍ୟୁ ପାଇଁ ପ୍ରେମିକା ହିଁ ଦାୟୀ
ବାଲିକୁଦା,୧୦ା୧୦(ସ୍ବ.ପ୍ର.): ଜଗତ୍ସିଂହପୁର ଜିଲା ବାଲିକୁଦା ଥାନା ଅଢ଼ଙ୍ଗା ଦେବଗ୍ରାମ ବିଦ୍ୟାଳୟର ଶିଡିଘର ଛାତରେ ଗତ ୫ ତାରିଖରେ ଜୀବନ୍ତ ଜଳିଯାଇ ମୃତ୍ୟୁବରଣ କରିଥିବା ଯୁବକଙ୍କ ପରିଚୟ ମିଳିଛି। ମୃତ ଯୁବକ ହେଲେ ନୟାଗଡ଼ ଜିଲା ଚାନ୍ଦପୁର ଥାନା ଅଧୀନ କାଞ୍ଚନପୁରର କୃଷ୍ଣଚନ୍ଦ୍ର…
୭ ଦିନରେ ଆମରଣ ଅନଶନ: ଅସୁସ୍ଥ ହେବାରେ ଲାଗିଛନ୍ତି କର୍ମଚାରୀ
କାଳିଆପାଣି,୧୦ା୧୦(ଡି.ଏନ୍.ଏ.): ସୁକିନ୍ଦା ଟାଟା ଖଣି ମୁଖ୍ୟ ଫାଟକ ସମ୍ମୁଖରେ କାର୍ଯ୍ୟରତ କର୍ମଚାରୀ ଏବଂ ଛଟେଇ ଶ୍ରମିକଙ୍କ ଅନଶନ ବୁଧବାର ୭ମ ଦିନରେ ପହଞ୍ଚତ୍ଛି। ଗାନ୍ଧୀ ଜୟନ୍ତୀଠାରୁ ଆରମ୍ଭ ହୋଇଥିବା ଅନଶନରେ ଇତିମଧ୍ୟରେ ୪ ଜଣ ଅସୁସ୍ଥ ହୋଇ ଟାଟା ଡାକ୍ତରଖାନାରେ ଚିକିତ୍ସାଧୀନ…
୫୪ ଜଣଙ୍କୁ ମହାତ୍ମାଗାନ୍ଧୀ ପ୍ରତିଭା ସମ୍ମାନ
ଯାଜପୁର ଅଫିସ,୧୦ା୧୦: ସାହିତ୍ୟ, ଶିକ୍ଷା, ପରିବେଶ, ସମାଜସେବା ଓ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଯାଜପୁର ଜିଲାର ୫୪ଜଣ ବ୍ୟକ୍ତି ବିଶେଷଙ୍କୁ ମହାତ୍ମାଗାନ୍ଧୀ ପ୍ରତିଭା ସମ୍ମାନ ପ୍ରଦାନ କରାଯାଇଛି। ଭାରତୀୟ କ୍ରାନ୍ତିକାରୀ ଆନ୍ଦୋଳନର ଅପ୍ରତିଦ୍ୱନ୍ଦ୍ୱୀ ଜନନାୟକ ମହାତ୍ମାଗାନ୍ଧୀଙ୍କ ୧୫୦ତମ ଜନ୍ମବାର୍ଷିକୀ…
ଇମାମି ସିମେଣ୍ଟ କାରଖାନାରେ ତେଜିଲା ଅଶାନ୍ତି: ନିଯୁକ୍ତି ଦାବିରେ ଜମିହରାଙ୍କ ଧାରଣା
ଯାଜପୁର ଅଫିସ/କଳିଙ୍ଗନଗର(ଡି.ଏନ୍.ଏ.),୧୦ା୧୦: ଯାଜପୁର ଜିଲା କଳିଙ୍ଗନଗର ଇମାମି ସିମେଣ୍ଟ କାରଖାନାରେ ଜମିହରା ପରିବାରଙ୍କୁ ନିଯୁକ୍ତି ପ୍ରଦାନକୁ ନେଇ ସର୍ବଦା ସମସ୍ୟା ଲାଗି ରହୁଛି। ଏପରିକି ବିଗତ ଦିନରେ ନିଯୁକ୍ତିକୁ ନେଇ ହୋଇଥିବା ବୈଠକର ନିଷ୍ପତ୍ତି କାର୍ଯ୍ୟକାରିତା ଦିଗରେ ଇମାମି ସିମେଣ୍ଟ କର୍ତ୍ତୃପକ୍ଷ…
ପରମ୍ପରା : ଖାଡୁ ବଳଦକୁ ଗ୍ରାମ ପରିକ୍ରମା
ଖଣ୍ଡପଡ଼ା, ୧୦।୧୦(ସ୍ବ.ପ୍ର.): ଓଡ଼ିଆ ଘରର ଚଳଣି ଓ ପରମ୍ପରା ଅନୁଯାୟୀ ଦଶହରାରେ ସମସ୍ତ କାର୍ଯ୍ୟର ଅନୁକୂଳ କରାଯାଇଥାଏ । ଦିନ ଥିଲା ଲୋକେ ବ୍ୟବସାୟ, ବାଣିଜ୍ୟକୁ ଯିବା ପୂର୍ବରୁ ଦଶହରାରେ ‘ଖାଡ଼ୁ ବଳଦ’କୁ ଅନୁକୂଳ ଭାବେ ଗ୍ରହଣ କରୁଥିଲେ । ଏବେ…
ବିଜୟା ଦଶମୀରେ ନୀଳମାଧବ ଜୀଉଙ୍କୁ ଶଙ୍ଖ, ଚକ୍ର ସମର୍ପଣ
ଖଣ୍ଡପଡା,୧୦।୧୦(ସ୍ବ.ପ୍ର.): ମହିଷାସୁରର ନିଧନ ପାଇଁ ମା’ଦୁର୍ଗାଙ୍କୁ ପ୍ରଦାନ କରାଯାଇଥିବା ଶଙ୍ଖ, ଚକ୍ର ଆୟୁଧ ମଙ୍ଗଳବାର ବିଜୟା ଦଶମୀ ତିଥିରେ କଣ୍ଟିଲୋ ନୀଳମାଧବ ଜୀଉଙ୍କୁ ସମର୍ପଣ କରାଯାଇଛି । ପାରମ୍ପରିକ ରୀତିରେ ଏହି ତିଥିରେ ଶ୍ରୀ ନୀଳମାଧବ ଜୀଉଙ୍କ ଚଳନ୍ତି ପ୍ରତିମା ମଦନ…
ବିଜୟା ଦଶମୀରେ ଶ୍ରୀରଘୁନାଥଜୀଉଙ୍କ ସୁନାବେଶ
ଓଡ଼ଗାଁ,୧୦ା୧୦(ସ୍ବ.ପ୍ର.): ଓଡ଼ଗାଁରେ ବିଜେ ଶ୍ରୀରଘୁନାଥଜୀଉଙ୍କ ମନ୍ଦିରରେ ସୋମବାର ବିଜୟା ଦଶମୀ ପାଳିତ ହୋଇଯାଇଛି। ଏହି ତିଥିରେ ପ୍ରଭୁ, ମା’ ସୀତା ଓ ଅନୁଜ ଲକ୍ଷ୍ମଣ ସୁନା ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଇଥିଲେ। ରାମାୟଣ ଅନୁସାରେ ଏହି ଦିନ ପ୍ରଭୁ ମା ଦୁର୍ଗାଙ୍କୁ…
ପାରା ଦେହରେ ସ୍ବସ୍ଥାନକୁ ଫେରିଗଲେ ମା’ ଖିଲାମୁଣ୍ଡା
ରଣପୁର,୧୦।୧୦(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ମାଳଜଙ୍ଗଲ ଭିତରେ ବିଜେ ଆରାଧ୍ୟା ଦେବୀ ମା’ ଖିଲାମୁଣ୍ଡା ରଣପୁର ରାଜାଙ୍କ ନିମନ୍ତ୍ରଣରେ ଗତ ଦ୍ୱିତୀୟା ଓଷାଠାରୁ ଷୋଳପୂଜା ପାଇଁ ରଣପୁର ରାଜନଅରରେ ଅବସ୍ଥାପନ କରିବା ପରେ ରଣପୁର ଚଳଚଞ୍ଚଳ ହୋଇଉଠିଥିଲା ।ପ୍ରତ୍ୟେକ ବର୍ଷ ମା’…
୨୬ରେ ସୈନିକ ନିଯୁକ୍ତି ପାଇଁ ପରୀକ୍ଷା
କଟକ ଅଫିସ, ୯ା୧୦: ସୈନିକ ନିଯୁକ୍ତି କାର୍ଯ୍ୟାଳୟ ପକ୍ଷରୁ ଆସନ୍ତା ୨୬ରେ କଟକ ବାରବାଟୀ ଷ୍ଟାଡିୟମରେ ସାଧାରଣ ପ୍ରବେଶିକା ପରୀକ୍ଷା(ସିଇଇ) ଅନୁଷ୍ଠିତ ହେବ। ପାରାଦୀପସ୍ଥିତ ଗୋପବନ୍ଧୁ ଷ୍ଟାଡିୟମରେ ଗତ ଅଗଷ୍ଟ ୧୮ରୁ ୨୬ ପର୍ଯ୍ୟନ୍ତ ନିଯୁକ୍ତି ପ୍ରକ୍ରିୟାର ପ୍ରଥମ ପର୍ଯ୍ୟାୟ ଶେଷ…
ସ୍ତ୍ରୀ, ପିଲାଙ୍କୁ ଛାଡ଼ି କାଠଯୋଡ଼ିକୁ ଡେଇଁଲେ ଯୁବକ
କଟକ ଅଫିସ/ଫୁଲନଖରା, (ଡି.ଏନ.ଏ.)୯ା୧୦: ବୁଧବାର ଅପରାହ୍ନରେ କାଠଯୋଡ଼ି ନଦୀକୁ ଡେଇଁ ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ସେ ହେଲେ ନିଆଳି ଥାନା ଅଧୀନ କରଞ୍ଜ ଗ୍ରାମର ପ୍ରଧାନ ଦେବବ୍ରତ ମହାପାତ୍ର। ଖବରପାଇ ଓଡ୍ରାଫ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଖୋଜାଖୋଜି କରିଥିଲେ ମଧ୍ୟ…

