ରାଜ୍ୟ

ରୋଡ୍‌ ଶୋ’ ସମୟରେ ଦୁର୍ଘଟଣା, ଜଣେ ମୃତ

ବ୍ରହ୍ମଗିରି, ୨୦ା୪(ଡି.ଏନ୍‌.ଏ.): ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରୋଡ ଶୋ’ ସମୟରେ ଏକ ସଡ଼କ ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଛି। ସେ ହେଲେ ବ୍ରହ୍ମଗିରି ଥାନା ସାତପଡ଼ା ଫାଣ୍ଡି ଅନ୍ତର୍ବତ ଗଙ୍ଗାଧରପୁର ଗ୍ରାମର କାହ୍ନୁଚରଣ ଜାଲି(୪୧)। ମିଳିଥିବା…

ପୁରୀରେ ମୁଖ୍ୟମନ୍ତ୍ରୀ ରୋଡ୍‌ ଶୋ କରି ଭୋଟ ମାଗିଲେ

ପୁରୀ ଅଫିସ, ବ୍ରହ୍ମଗିରି, ୨୦ା୪ (ଡି.ଏନ୍‌.ଏ.): ଆସନ୍ତା ୨୩ ତାରିଖରେ ପୁରୀ ଲୋକ ସଭା ଏବଂ ଏହା ଅଧୀନରେ ଥିବା ବିଧାନସଭା ନିର୍ବାଚନମଣ୍ଡଳୀରେ ମତଦାନ ହେବ। ତେଣୁ ଦଳୀୟ ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ସବୁ ରାଜନୈତିକ ଦଳ ବଳ, କୌଶଳ ଲଗାଇ ଦେଇଛନ୍ତି। ଭାଜପାର…

ଚୋରା ବନ୍ଧୁକ ରଖିବା ମାମଲା: ରଞ୍ଜିତା, ଆଲୋକଙ୍କ ଜାମିନ ଆବେଦନ ଖାରଜ

କଟକ ଅଫିସ,୨୦।୪: ଚୋରା ବନ୍ଧୁକ ରଖି ପୋଲିସ ହାତରେ ଗିରଫ ହୋଇଥିବା ସିଏମ୍‌ସିର ପୂର୍ବତନ କର୍ପୋରେଟର ରଞ୍ଜିତା ବିଶ୍ୱାଳ ଓ ତାଙ୍କ ସହଯୋଗୀ ଆଲୋକ ପୃଷ୍ଟିଙ୍କ ଜାମିନ ଆବେଦନ ଖାରଜ ହୋଇଛି। କଟକ ସଦର ଏସ୍‌ଡିଜେଏମ୍‌ ଉଭୟଙ୍କ ଜାମିନ ଆବେଦନର ଶୁଣାଣି…

ମହାଶ୍ୱେତା, ଶ୍ରୀତମଙ୍କ ରୋଡ୍‌ ଶୋ

ପାଲଲହଡ଼ା, ୨୦ା୪(ଡି.ଏନ.ଏ.)- ପାଲଲହଡ଼ା ନିର୍ବାଚନ ମଣ୍ଡଳୀରେ ଭାଜପା ବିଧାୟକ ପ୍ରାର୍ଥୀ ଅଶୋକ ମହାନ୍ତିଙ୍କ ପାଇଁ ଶୁକ୍ରବାର ରୋଡ୍‌ ଶୋ କରିଛନ୍ତି ଓଲିଉଡ କଳାକାର ମହାଶ୍ୱେତା ରାୟ ଓ ଶ୍ରୀତମ ଦାସ। ମଧ୍ୟାହ୍ନ ୧୨ଟାରେ ଦୁଇ କଳାକାର ହେଲିକପ୍ଟର ଯୋଗେ ପାଲଲହଡ଼ା ଷ୍ଟାଡିୟମରେ ପହଞ୍ଚିଥିଲେ।…

ସ୍କୁଲ ଛୁଟିକୁ ନେଇ ହାଇକୋର୍ଟରେ ମାମଲା: ରାଜ୍ୟ ସରକାରଙ୍କୁ ନୋଟିସ

କଟକ ଅଫିସ,୨୦।୪: ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜନିତ ସ୍କୁଲ ଛୁଟି ଘୋଷଣାକୁ ନେଇ ହାଇକୋର୍ଟରେ ଆଡଭୋକେଟ ଶିବନାରାୟଣ ବିଶ୍ୱାଳଙ୍କ ପକ୍ଷରୁ ଏକ ମାମଲା ରୁଜୁ ହୋଇଛି। ଏହି ମାମଲାକୁ ଗ୍ରହଣ କରି ହାଇକୋର୍ଟ ରାଜ୍ୟ ସରକାରଙ୍କୁ ନୋଟିସ୍‌ ଜାରି କରିଛନ୍ତି। ସୂଚନାଥାଉ କି,…

ଆଜି ଅନୁଗୋଳ ଆସିବେ ମୁଖ୍ୟମନ୍ତ୍ରୀ: ୪ ନିର୍ବାଚନମଣ୍ଡଳୀରେ କରିବେ ମାରାଥନ ପ୍ରଚାର

ଅନୁଗୋଳ ଅଫିସ/ବଇଣ୍ଡା/ଛେଣ୍ଡିପଦା ୨୦।୪ (ଡି.ଏନ୍‌.ଏ/ସ୍ବ.ପ୍ର.)- ନିର୍ବାଚନୀ ପ୍ରଚାର ପାଇଁ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଅନୁଗୋଳ ଜିଲା ଗସ୍ତରେ ଆସୁଛନ୍ତି। ଜିଲାର ୪ଟି ନିର୍ବାଚନ ମଣ୍ଡଳୀରେ ସେ ମାରାଥନ ପ୍ରଚାର କରିବେ। ତାଳଚେରରୁ ପୂର୍ବାହ୍ନ ୧୦ଟା ୧୫ରେ…

ଭାଜପାର ବିଜୟ ସଂକଳ୍ପ ସମାବେଶ: କେନ୍ଦ୍ରୀୟ ଅନୁଦାନ ଖର୍ଚ୍ଚ କରୁ ନ ଥିବା ରାଜ୍ୟ ସରକାରଙ୍କୁ ହଟାଅ; ରାଜନାଥ

କଟକ ସଦର, ୨୦।୪ (ଡି.ଏନ୍‌.ଏ.): କେନ୍ଦ୍ରୀୟ ଅନୁଦାନ ଖର୍ଚ୍ଚ କରିପାରୁ ନ ଥିବା ରାଜ୍ୟ ସରକାର ଓଡ଼ିଶାର ପ୍ରଗତିରେ ମୁଖ୍ୟ ପ୍ରତିବନ୍ଧକ ସାଜିଛନ୍ତି। ଆସନ୍ତା ସାଧାରଣ ନିର୍ବାଚନରେ ଅପାରଗ ରାଜ୍ୟ ସରକାରକୁ ହଟାଇ ଭାଜପାକୁ କ୍ଷମତାସୀନ କରିବା ପାଇଁ କେନ୍ଦ୍ର ସ୍ବରାଷ୍ଟ୍ର…

ଖସିଲା ପାରଦ, ତାତିରୁ ତ୍ରାହି

ଭୁବନେଶ୍ୱର,୨୦।୪(ବ୍ୟୁରୋ): ଶେଷରେ ତାତିରୁ ତ୍ରାହି ମିଳିଛି। କିଛିଦିନ ହେବ ୪୦ ଡିଗ୍ରୀ ଉପରେ ରହୁଥିବା ରାଜ୍ୟର ଅନେକ ସହରର ତାପମାତ୍ରା ଶୁକ୍ରବାର ହ୍ରାସ ପାଇଛି। ସବୁ ସହରରେ ୪୦ ଡିଗ୍ରୀରୁ କମ୍‌ ତାପମାତ୍ରା ରହିଛି। ପାରଦ ୩ରୁ ୪ ଡିଗ୍ରୀ ଖସିଛି। ପ୍ରଚଣ୍ଡ…

ନଦୀ ପାର ଦନ୍ତାର ନରସଂହାର

ଅନୁଗୋଳ ଜିଲାରେ ଅନେକ ସମୟରେ ହାତୀକୁ ନେଇ ଆତଙ୍କ ଦେଖାଯାଉଛି। କେତେବେଳେ ହାତୀ ଗଁ। ନିକଟକୁ ଆସି ଫସଲ ଖାଇବା ସହ ନଷ୍ଟ କରୁଛନ୍ତି ତ ପୁଣି କେବେ ସହର ମଧ୍ୟକୁ ପଶି ଭୟର ବାତାବରଣ ଖେଳାଇ ଦେଉଛନ୍ତି। ଜଙ୍ଗଲରେ ମୁହଁ।…

ବିଜେଡି, ଭାଜପା ପ୍ରାର୍ଥୀଙ୍କ ଜୋରଦାର ପ୍ରଚାର

କାମାକ୍ଷାନଗର, ୨୦।୪(ଡି.ଏନ୍‌.ଏ.)- ତୃତୀୟ ପର୍ଯ୍ୟାୟ ନିର୍ବାଚନକୁ ମଝିରେ  ମାତ୍ର ୩ ଦିନ ଥିବାବେଳେ ପ୍ରାର୍ଥୀମାନେ ପ୍ରଚାର ଅଭିଯାନକୁ ଜୋରଦାର କରିଛନ୍ତି। ରାଜ୍ୟ ରାଜନୀତିର ପ୍ରମୁଖ ଦଳ ଭାଜପା, ବିଜେଡି ଏବଂ କଂଗ୍ରେସ ଭୋଟରଙ୍କୁ ଆକୃଷ୍ଟ କରିବାକୁ ସମସ୍ତ ଉଦ୍ୟମ ଚଳାଇଥିବାବେଳେ ଏହାକୁ…

କେସିଆଇର ଅଲ୍‌ ବ୍ରିଡ୍‌ ଜଜ୍‌ ଭାବେ ଓଡ଼ିଶାର ସଞ୍ଜିତ କୁମାର ମନୋନୀତ

ଭୁବନେଶ୍ୱର,୨୦।୪(ବ୍ୟୁରୋ): କେନେଲ କ୍ଲବ ଅଫ୍‌ ଇଣ୍ଡିଆ(କେସିଆଇ)ର ଅଲ୍‌ ବ୍ରିଡ୍‌ ଜଜ୍‌ ଭାବେ ଓଡ଼ିଶାର ସଞ୍ଜିତ କୁମାର ମହାନ୍ତି ମନୋନୀତ ହୋଇଛନ୍ତି। ସେ ପ୍ରଥମ ଓଡ଼ିଆ ଭାବେ କେସିଆଇର ଅଲ୍‌ ବ୍ରିଡ୍‌ ଜଜ୍‌ ହୋଇଛନ୍ତି। ଅନ୍ତଃରାଷ୍ଟ୍ରୀୟ ଜଜ୍‌ ସଞ୍ଜିତ ଜର୍ମାନ ସେଫର୍ଡ ଡଗ୍‌…

ନିର୍ବାଚନ ପାଇଁ ରିକ୍ୟୁଜିଶନ ହେଲା ଦୁଇ ଚକିଆ ଯାନ: ଥାନାକୁ ବାଇକ୍‌ ଟାଣି ଆଣିଲା ପୋଲିସ

ଅନୁଗୋଳ ଅଫିସ, ୨୦।୪- ନିର୍ବାଚନ ପାଇଁ ଦୁଇ ଚକିଆ ଯାନ ରିକ୍ୟୁଜିଶନ ଯୋଗୁ ଅନୁଗୋଳ ପୋଲିସ ଲୋକଙ୍କଠାରୁ ବାଇକ୍‌ ସଂଗ୍ରହ କରିଛି। ତେବେ ପୋଲିସ ବିନା ସୂଚନାରେ ହଠାତ୍‌ ଲୋକମାନଙ୍କୁ ରାସ୍ତାରେ ଅଟକାଇ ସେମାନଙ୍କ ବାଇକ୍‌ ଥାନାକୁ ନେଇଯିବା ପ୍ରଥମେ କିଛି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri