ରାଜ୍ୟ

ବିଧାନସଭା ନୂଆ ଉପବାଚସ୍ପତି ହେଲେ ରଜନୀକାନ୍ତ ସିଂ

ଭୁବନେଶ୍ୱର,୨୭।୬(ବ୍ୟୁରୋ): ଓଡ଼ିଶା ବିଧାନସଭାରେ ଗୁରୁବାର ଉପବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ନୂଆ ଉପବାଚସ୍ପତି ଭାବେ ରଜନୀକାନ୍ତ ସିଂ ନିର୍ବାଚିତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପବାଚସ୍ପତି ପଦ ପାଇଁ ରଜନୀକାନ୍ତଙ୍କ ନାମକୁ ପ୍ରସ୍ତାବ ଦେଇଥିଲେ। ଏହାକୁ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ…

ଛେଳି ବ୍ୟବସାୟୀଙ୍କୁ ଭୁଜାଲିରେ ଆକ୍ରମଣ: ୧ ଲକ୍ଷ ଟଙ୍କା ଲୁଟିନେଲେ ରାଜପଥ ଲୁଟେରା

ଛେଣ୍ଡିପଦା,୨୭।୬(ଡି.ଏନ୍‌.ଏ.)- ଅନୁଗୋଳ-ସମ୍ବଲପୁର ୫୫ ନଂ ଜାତୀୟ ରାଜପଥର ଜରପଡ଼ା ଥାନା ଅନ୍ତର୍ଗତ ସାଆନ୍ତରାପୁର ଗ୍ରାମ ନିକଟରେ ଗୁରୁବାର ସକାଳେ ଜଣେ ଛେଳି ବ୍ୟବସାୟୀ ଲୁଟର ଶିକାର ହୋଇଛନ୍ତି। ସେ ହେଲେ ଅନୁଗୋଳ ଥାନା ଅନ୍ତର୍ଗତ ଶାବଳଭଙ୍ଗା କରଞ୍ଜ ସାହି ଗ୍ରାମର ଡମ୍ବରୁ…

ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ରେଳପଥ ପକ୍ଷରୁ ବ୍ୟାପକ ବ୍ୟବସ୍ଥା: ଡ୍ରୋନ୍‌, ସିସିଟିଭି କ୍ୟାମେରା ଲେନ୍‌ସରେ ରହିବ ପୁରୀ ଷ୍ଟେଶନ

ଜଟଣୀ,୨୭ା୬(ଡି.ଏନ.ଏ.) : ବିଶ୍ୱପ୍ରସିଦ୍ଧ ରଥଯାତ୍ରାରେ ରେଳଯାତ୍ରୀଙ୍କ ପାଇଁ ରେଳପଥ ପକ୍ଷରୁ ବ୍ୟାପକ ଆୟୋଜନ କରାଯାଇଛି। ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପ୍ରତିବର୍ଷ ପରି ଚଳିତବର୍ଷ ଅଧିକ ସଂଖ୍ୟାରେ ସ୍ବତନ୍ତ୍ର ଟ୍ରେନ୍‌ର ବ୍ୟବସ୍ଥା କରାଯାଇଛି। ଏଥିସହ ଅନ୍ୟାନ୍ୟ ସୁବିଧା ସହ ଯାତ୍ରୀଙ୍କ…

କିଡ୍‌ନୀ ଅଦଳବଦଳ ବଞ୍ଚାଇଲା ୨ ରୋଗୀଙ୍କ ଜୀବନ

ଭୁବନେଶ୍ୱର,୨୭ା୬(ବ୍ୟୁରୋ): ପ୍ରତିବର୍ଷ ଭାରତରେ ପ୍ରାୟ ୧୦ଲକ୍ଷ ଲୋକ କ୍ରନିକ୍‌ କିଡ୍‌ନୀ ଡିଜିଜ୍‌(ସିକେଡି) ଦ୍ୱାରା ଆକ୍ରାନ୍ତ ହୋଇଥାଆନ୍ତି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ତଥ୍ୟ ଅନୁଯାୟୀ, ଭାରତରେ ପ୍ରତ୍ୟେକ ବର୍ଷ ୨ରୁ ୩ଲକ୍ଷ କିଡ୍‌ନୀ ପ୍ରତିରୋପଣ ଆବଶ୍ୟକତା ହେଉଥିବା ବେଳେ ମାତ୍ର ୬,୦୦୦ ପ୍ରତିରୋପଣ ସମ୍ଭବ…

ବିପନ୍ନଙ୍କୁ ଦେଲେନି, ପୋତିଲେ ଶହେ ବସ୍ତା ଚୁଡ଼ା

ବ୍ରହ୍ମଗିରି,୨୭ା୬(ଡି.ଏନ.ଏ): ବାତ୍ୟା ଫନୀରେ ପୁରୀ ଜିଲାର କୃଷ୍ଣପ୍ରସାଦ ବ୍ଲକରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ବିପନ୍ନମାନଙ୍କୁ ସହାୟତାର ହାତ ବଢାଇଥିଲେ ବିଭିନ୍ନ ଅନୁଷ୍ଠାନ ଓ ସରକାରୀ ସଂସ୍ଥା। ରିଲିଫ ସାମଗ୍ରୀ ଭାବେ ଆସିଥିବା ଶହେ ବସ୍ତା ଚୁଡାକୁ ବିପନ୍ନମାନଙ୍କୁ ନ ବାଣ୍ଟି ବ୍ଲକ…

ହାଇକୋର୍ଟରେ ବିଚାରପତି ଚୟନ ବିବାଦ: ପ୍ରଧାନ ବିଚାରପତିଙ୍କ ପରାମର୍ଶକୁ ଗ୍ରହଣ କଲାନି ହାଇକୋର୍ଟ ବାର୍‌

କଟକ ଅଫିସ, ୨୭ା୬: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତିଙ୍କ ପରାମର୍ଶକୁ ହାଇକୋର୍ଟ ବାର୍‌ ଗ୍ରହଣ କଲାନି। ଜୁନ୍‌ ୧୭ରୁ ଆରମ୍ଭ ହୋଇଥିବା ନିର୍ଦ୍ଦିଷ୍ଟ କେତୋଟି କୋର୍ଟ ବର୍ଜନ କାର୍ଯ୍ୟ ଜୁଲାଇ ୩ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ। ଜୁଲାଇ ୩ରେ ସାଧାରଣ ପରିଷଦ…

କୋଟିପତି କନିଷ୍ଠ ଯନ୍ତ୍ରୀ ଘରେ ଭିଜିଲାନ୍ସ ଯାଞ୍ଚ: ୧ କୋଟି ୩୩ ଲକ୍ଷ ୨୦ହଜାର ୯୩୯ ଟଙ୍କାର ସମ୍ପତ୍ତି ଠାବ

କଟକ ଅଫିସ,୨୭ା୬: ଜଗତ୍‌ସିଂହପୁର ଜିଲା ରଘୁନାଥପୁର ବ୍ଲକର କନିଷ୍ଠଯନ୍ତ୍ରୀ ତ୍ରିବିକ୍ରମ ସାମନ୍ତରାୟଙ୍କ ବିରୋଧରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ ହୋଇଛି। କଟକ ସ୍ବତନ୍ତ୍ର ଭିଜିଲାନ୍ସ ଅଦାଲତ ପକ୍ଷରୁ ଜାରି କରାଯାଇଥିବା ସର୍ଚ୍ଚ ୱାରେଣ୍ଟ ବଳରେ କଟକ ଭିଜିଲାନ୍ସ ଡିଭିଜନ ପକ୍ଷରୁ…

ଓଡ଼ିଶା ୱାକଫ୍‌ ବୋର୍ଡର ପୂର୍ଣ୍ଣକାଳୀନ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ନିଯୁକ୍ତିକୁ ନେଇ ଜନସ୍ବାର୍ଥ ମାମଲା: ସରକାରଙ୍କୁ ଜବାବ ତଲବ

କଟକ ଅଫିସ,୨୭ା୬: ଓଡ଼ିଶା ୱାକଫ୍‌ ବୋର୍ଡର ପୂର୍ଣ୍ଣକାଳୀନ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ନିଯୁକ୍ତି କରିବାରେ ସରକାରଙ୍କ ଅବହେଳାକୁ ଚ୍ୟାଲେଞ୍ଜ କରି କଟକ ମହାନଗର ସଂଖ୍ୟାଲଘୁ ନାଗରିକ ପରିଷଦ ପକ୍ଷରୁ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାଏର କରାଯାଇଥିଲା। ଏହି ମାମଲାର ବିଚାର କରି…

ଧଳାବାଘ ‘ସମ୍ରାଟ’ ଅସୁସ୍ଥ

ବାରଙ୍ଗ,୨୭ା୬(ଡି.ଏନ୍‌.ଏ.): ନନ୍ଦନକାନନ ପ୍ରାଣୀ ଉଦ୍ୟାନର ଅନ୍ୟତମ ଆକର୍ଷଣ ଧଳାବାଘ ସମ୍ରାଟ ଅସୁସ୍ଥ ହୋଇପଡ଼ିଛି। ତା’ର ପିଠି ବଙ୍କା ହୋଇରହିବା ସହ ସେ ଛୋଟେଇ ଛୋଟେଇ ଚାଲୁଛି। ଗତ ୩ମାସ ଧରି ଏହାର ନିରାକରଣ ଲାଗି ଡାକ୍ତରମାନେ ପ୍ରଚେଷ୍ଟା କରିଆସୁଥିଲେ ମଧ୍ୟ କିଛି…

ଭୁବନେଶ୍ୱର କଣ୍ଟ୍ରାକ୍ଟର ଆସୋସିଏଶନ ବୈଠକ: ଫନୀ ପୁନରୁଦ୍ଧାର କାର୍ଯ୍ୟର ଟଙ୍କା ମିଳୁନି

ଭୁବନେଶ୍ୱର, ୨୭ା୬(ବ୍ୟୁରୋ): ଭୁବନେଶ୍ୱର କଣ୍ଟ୍ରାକ୍ଟର ଆସୋସିଏଶନ ତରଫରୁ ବୁଧବାର ଏକ ହୋଟେଲରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଆସୋସିଏସନ ସଭାପତି ଜଗଦୀଶ ପାତ୍ର, ଉପସଭାପତି ଚିନ୍ମୟ ସୱାଇଁ, ସମ୍ପାଦକ ବିଭୁତି ଭୂଷଣ ଜେନାଙ୍କ ସମେତ ପିଏଚ ଏବଂ ଆରଆଣ୍ଡବିର…

ସରକାରଙ୍କ ନିୟମକୁ ବେଖାତିର: ବେଧଡ଼କ ଚାଲିଛି ପଲିଥିନ ବ୍ୟବହାର

ନରାଜ,୨୭ା୬(ଡି.ଏନ୍‌.ଏ.): ଅକ୍ଟୋବର ୨୦୧୮ରେ ସରକାର ପଲିଥିନ ବ୍ୟବହାର ଉପରେ ସମ୍ପୂର୍ଣ୍ଣ ରୋକ ଲଗାଇଥିଲେ। ହେଲେ ବାରଙ୍ଗ ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଦୋକାନରେ ବ୍ୟବହାର ଓ ବିକ୍ରି ହେଉଥିବା ଦେଖିବାକୁ ମିଳଛି। ଏନେଇ ସରକାରଙ୍କ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ…

କୃଷକଙ୍କ ସଂଖ୍ୟା ଜାଣିନାହାନ୍ତି ସରକାର

ଭୁବନେଶ୍ୱର,୨୭।୬(ବ୍ୟୁରୋ): କୃଷକଙ୍କ ସଂଖ୍ୟାକୁ ନେଇ ବୁଧବାର ବିଧାନସଭା ପ୍ରଶ୍ନ କାଳରେ ଉଭୟ ଶାସକ ଓ ବିରୋଧୀ ଦଳର ସଦସ୍ୟମାନେ କୃଷିମନ୍ତ୍ରୀ ଅରୁଣ ସାହୁଙ୍କୁ ଘେରିଥିଲେ। ୨୦୧୦ରୁ ଏପର୍ଯ୍ୟସ୍ତ ରାଜ୍ୟରେ କେତେ ଚାଷୀ ଅଛନ୍ତି ଓ କେତେ କମିଛନ୍ତି ତା’ର ଜବାବ ତଲବ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri