ବିଭୂତି ଓ ରୁଦ୍ରଙ୍କ ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ପ୍ରଚାର
ପରଜଙ୍ଗ,୧୮ା୪(.) : ଢେଙ୍କାନାଳ ଜିଲା ପରଜଙ୍ଗ ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ପ୍ରାର୍ଥୀ ବିଭୂତି ପ୍ରଧାନ ଓ ଢେଙ୍କାନାଳ ଏମ୍ପି ପ୍ରାର୍ଥୀ ରୁଦ୍ରନାରାୟଣ ପାଣିଙ୍କ ପାଇଁ ଗୁରୁବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏକ ବାଇକ ରାଲିରେ ଯାଇ ମାରାଥନ ପ୍ରଚାର କରିଛନ୍ତି ।…
ପୂର୍ବାହ୍ନ ୧୧ଟା ସୁଦ୍ଧା ଗଞ୍ଜାମରେ ୨୧.୩୩ ପ୍ରତିଶତ ମତଦାନ
ବ୍ରହ୍ମପୁର ଅଫିସ,୧୮ା୪: ଗଞ୍ଜାମ ଜିଲାର ଆସିକା ଲୋକ ସଭା ଏବଂ ଏହା ଅଧୀନ ୭ଟି ବିଧାନସଭା ଯଥା ଆସିକା, ହିଞ୍ଜିଳି, ସାନଖେମୁଣ୍ଡି, ସୋର ପୋଲସରା, ଖଲିକୋଟ ଓ କବିସୂର୍ଯ୍ୟନଗର ସହିତ କନ୍ଧମାଳ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଭଞ୍ଜନଗର ବିଧାନସଭା ଆସନ…
ଆସିକା ବିଧାନସଭା : ୨୦୯ ବୁଥ୍ରେ ଚାଲିଛି ମତଦାନ
ଆସିକା,୧୮ା୪(ଡି.ଏନ.ଏ.): ଆସିକା ବିଧାନସଭା ନିର୍ବାଚନମଣ୍ଡଳୀର ସମୁଦାୟ ୨୦୯ ବୁଥ୍ରେ ନିର୍ବାଚନ ଶୃଙ୍ଖଳାର ସହ ଚାଲିଛି । ପ୍ରଥମ ୨ ଘଣ୍ଟା ମଧ୍ୟରେ ମତଦାନ ହାର ଆଶାନୁରୂପ ରହି ନ ଥିଲା ବେଳେ ପରବର୍ତ୍ତୀ ଅବସ୍ଥାରେ ମତଦାତାଙ୍କ ହାର ବୃଦ୍ଧି ପାଇଥିବା ଲକ୍ଷ୍ୟ…
ନୂତନ ମତଦାତାଙ୍କ ମଧ୍ୟରେ ଉତ୍ସାହ
ଘଣ୍ଟାପଡ଼ା,୧୮ା୪(ଡି.ଏନ୍.ଏ) : ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ୧ ନଂ ଜିଲାପରିଷଦ ଜୋନ୍ର ଅନେକ ସ୍ଥାନରେ ଇଭିଏମ ଅଚଳ ହୋଇପଡ଼ିଥିଲା। ଫଳରେ ୧ ଘଣ୍ଟା ବିଳମ୍ବରେ ମତଦାନ କରିଥିଲେ ଭୋଟର। ଖବର ଅନୁଯାୟୀ, ଖୁଣ୍ଟିଗୋରା ୨୧୬ ନଂ ବୁଥ୍, ଉମାର…
ଜନ୍ମନେଲେ ଲକ୍ଷାଧିକ ଅଲିଭ୍ ରିଡ୍ଲେ ଶାବକ
ରାଜନଗର,୧୮ା୪(ଡି.ଏନ.ଏ): କଇଁଛଙ୍କ ଏନ୍ତୁଡ଼ିଶାଳ ଗହୀରମଥା ଏବେ ଚଳଚଞ୍ଚଳ ହୋଇଉଠିଛି। ଗତମାସରେ ୩ ଲକ୍ଷରୁ ଊର୍ଦ୍ଧ୍ୱ ଅଲିଭ୍ ରିଡ୍ଲେ କଇଁଛ ବାବୁବାଲି ଦ୍ୱୀପରେ ସମୂହ ଅଣ୍ଡାଦାନ କରିଥିଲେ। ଏବେ ଅଣ୍ଡାରୁ ଛୁଆ ଫୁଟିବାରେ ଲାଗିଛନ୍ତି। ଗୁରୁବାର ଲକ୍ଷାଧିକ ଛୁଆ ଫୁଟିଥିବା ଦେଖିବାକୁ ମିଳିଛି।…
ଇଭିଏମ୍ରେ ତ୍ରୁଟି : ବିଳମ୍ବରେ ମତଦାନ
ସୁନ୍ଦରଗଡ଼,୧୮ା୪(ଡି.ଏନ୍.ଏ) : ସୁନ୍ଦରଗଡ଼ ଜିଲାରେ ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ ଆରମ୍ଭ ହୋଇଛି। ଜିଲାର ଲୋକ ସଭା ଓ ଏହା ଅଧୀନ ୭ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ଥିବା ୧୮୪୬ଟି ମତଦାନ କେନ୍ଦ୍ରରେ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ସୁନ୍ଦରଗଡ଼ ମ୍ୟୁନିସପାଲିଟିର…
ଜି.ଉଦୟଗିରି ଏନ୍ଏସିର ବିଭିନ୍ନ ବୁଥରେ ବିଳମ୍ବରେ ମତଦାନ
ଜି.ଉଦୟଗିରି,୧୮ା୪(ଡି.ଏନ୍.ଏ.) : ଜି. ଉଦୟଗିରି ଓ କନ୍ଧମାଳ ଲୋକ ସଭା ନିର୍ବାଚନ ମଣ୍ଡଳୀ ପାଇଁ ସକାଳ ୭ଟାରୁ ମତଦାନ ଆରମ୍ଭ ହେବାକୁ ଥିବାବେଳେ ବିଳମ୍ବରେ ମତଦାନ ହୋଇଛି। ଜି.ଉଦୟଗିରି ଏନଏସିର ହାଟପଦା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୬୬ ନଂ ମଡେଲ ବୁଥ୍ରେ…
ଭାଜପା ପ୍ରାର୍ଥୀଙ୍କ କାରରୁ ଲକ୍ଷାଧିକ ଟଙ୍କା ଜବତ
ହିନ୍ଦୋଳ,୧୮।୪(ଡି.ଏନ.ଏ): ଢ଼େଙ୍କାନାଳ ଜିଲା ହିନ୍ଦୋଳର ମଙ୍ଗଳପୁରରୁ ଗୁରୁବାର ଭାଜପା ପ୍ରାର୍ଥୀଙ୍କ କାରରୁ ଲକ୍ଷାଧିକ ଟଙ୍କା ଜବତ କରାଯାଇଛି। ଭାଜପା ପ୍ରାର୍ଥୀ ଆଶୋକ ନାୟକଙ୍କ ଗାଡ଼ିରୁ ଷ୍ଟାଟିକ୍ ସର୍ଭେଲାନ୍ସ ସ୍କ୍ବାଡ୍ ୪ଲକ୍ଷ ଟଙ୍କା ଜବତ କରିଛି। ଟଙ୍କା ମିଳିବା ପରେ ଏ ସମ୍ପର୍କରେ…
ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ: ୫ ଲୋକ ସଭା, ୩୫ ବିଧାନସଭା ଆସନ ଲାଗି ମତଦାନ ଜାରି; ଜାଣନ୍ତୁ LIVE UPDATES
ଭୁବନେଶ୍ୱର,୧୮।୪(ବ୍ୟୁରୋ): ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ ଗୁରୁବାର ଅନୁଷ୍ଠିତ ହେଉଛି। ସକାଳ ୭ଟାରୁ ଏହି ଭୋଟ ଗ୍ରହଣ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ପର୍ଯ୍ୟାୟରେ ୫ ଲୋକ ସଭା ଓ ୩୫ ବିଧାନସଭା ଆସନ ଲାଗି ୭୭ ଲକ୍ଷ ଭୋଟର…
ପୋଖରୀ ସଫେଇ ଦାବିରେ ସ୍କୁଲ ସମ୍ମୁଖରେ ଧାରଣା
କଣ୍ଟାପଡା, ୧୮।୪(ଡି.ଏନ୍.ଏ.): କଟକର କଣ୍ଟାପଡ଼ା ବ୍ଲକ ଅନ୍ତର୍ଗତ ନାହଳପୁର ଗ୍ରାମପଞ୍ଚାୟତର ଗୁଣାଦୋଳ କେ.ଏନ. ନୋଡାଲ ସ୍କୁଲ ସମ୍ମୁଖରେ ଧାରଣା ଦିଆଯାଇଛି। ସ୍କୁଲ ଅଧିନରେ ଥିବା ଠାକୁରା ପୋଖରୀ ସଫେଇ ଦାବିରେ ଗଁ। ର ଶତାଧିକ ମହିଳା ଓ ପୁରଷମାନେ ଉକ୍ତ ବିଦ୍ୟାଳୟରେ…
୧୦୦ରୁ ଉର୍ଦ୍ଧ୍ୱ ମହିଳାଙ୍କୁ ବଳାତ୍କାର କରିଥିବା ୭୧ବର୍ଷୀୟ ବୃଦ୍ଧ ଗିରଫ
ଲୁଇସିୟାନା, ୧୮।୪: ବଳାତ୍କାର ଅଭିଯୋଗରେ ଜଣେ ୭୧ବର୍ଷୀୟ ବୃଦ୍ଧଙ୍କୁ ପୋଲିସ ଗିରଫ କରିଛି। ତାଙ୍କ ନାଁରେ ୧୦୦ରୁ ଉର୍ଦ୍ଧ୍ୱ ମହିଳାଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ସେଥିମଧ୍ୟରୁ ଅଧିକାଂଶ ନାବାଳିକା। ସୂଚନାଯୋଗ୍ୟ, ଆମେରିକାର ଲୁଇସିୟାନା ସହରରେ ବାସ କରୁଥିବା ଫାଉଣ୍ଟେନ ନାମକ…
ବିସ୍ଫୋରଣରେ ଯୁବକଙ୍କ ମୃତ୍ୟୁ
ଭଞ୍ଜନଗର,୧୮।୪(ଡି.ଏନ.ଏ): ଭଞ୍ଜନଗର ଥାନା ଅନ୍ତର୍ଗତ ଅଗଝୋଳରେ ବୁଧବାର ବିଳମ୍ବିତ ରାତିରେ ବୋମା ବିସ୍ଫୋରଣ ହୋଇଛି। ଏହି ବିସ୍ଫୋରଣରେ ଉକ୍ତ ଗଁ।ର ସଦାଶିବ ପ୍ରଧାନଙ୍କ (୨୪) ମୃତ୍ୟୁ ହୋଇଛି। ସୂଚନାଯୋଗ୍ୟ, ସଦାଶିବ ରାତି ପ୍ରାୟ ୩ଟାରେ ନିଜ ଘର ନିକଟରେ ବୁଲୁଥିଲେ। ସେହି…
Archives


