ରାଜ୍ୟ

ନବନିର୍ମାଣ କୃଷକ ସଂଗଠନ ସମାବେଶ

ଦଶପଲ୍ଲା, ୫ା୧୦(ଡି.ଏନ୍‌.ଏ.): ଦଶପଲ୍ଲା ବ୍ଲକ ନବନିର୍ମାଣ କୃଷକ ସଂଗଠନର ସାଙ୍ଗଠନିକ ବୈଠକ ଶୁକ୍ରବାର ସ୍ଥାନୀୟ ସ୍ବପ୍ନେଶ୍ୱର ମହାବୀର ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ସଂଯୋଜକ ରବିନାରାୟଣ ସେଠୀଙ୍କ ଆବାହକତ୍ୱରେ ଅନୁଷ୍ଠିତ ବୈଠକରେ ପୂର୍ବତନ ବ୍ଲକ ଅଧ୍ୟକ୍ଷ ପ୍ରସନ୍ନ କୁମାର ପଣ୍ଡା…

ଟ୍ରେନ୍‌ରୁ ଖସି ପଡ଼ି କଟିଲା ଗୋଡ଼

ଧର୍ମଶାଳା,୫ା୧୦(ଡି.ଏନ୍‌.ଏ.): ଧର୍ମଶାଳା ବ୍ଲକ ଅନ୍ତର୍ଗତ ଗଡ଼ମଧୁପୁର ଷ୍ଟେଶନ ନିକଟରେ ଶୁକ୍ରବାର ଟ୍ରେନ୍‌ରୁ ଖସିପଡି ଜଣେ ବ୍ୟକ୍ତିଙ୍କ ୨ ଗୋଡ କଟିଯାଇଛି। ସେ ହେଉଛନ୍ତି ଧର୍ମଶାଳା ବ୍ଲକ ଥାନୁଆଳ ଗ୍ରାମର ପେଡା ବ୍ୟବସାୟୀ ଗୁଣନିଧି ଦୋରା(୫୪)। ଧର୍ମଶାଳା ଅଗ୍ନିଶମ ବାହିନୀ ପହଞ୍ଚତ୍ ତାଙ୍କୁ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାର କାର୍ଯ୍ୟାଦେଶ ବଣ୍ଟନ: ଅବ୍ୟବସ୍ଥାକୁ ନେଇ ଅଧାରୁ ଉଠିଗଲେ ଅଧ୍ୟକ୍ଷା

ବରୀ/ରତ୍ନଗିରି, ୫ା୧୦(ସ୍ବ.ପ୍ର/ଡି.ଏନ୍‌.ଏ.): ବରୀ ବ୍ଲକ ସଭାଗୃହରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ଆବାସ ଯୋଜନା କାର୍ଯ୍ୟାଦେଶ ବଣ୍ଟନ ହୋଇଯାଇଛି। ବିଡିଓ ଶୁଭଶ୍ରୀ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟାଦେଶ ବଣ୍ଟନ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏଥିରେ ବରୀ ବିଧାୟିକା ସୁନନ୍ଦା ଦାସ ଓ ବ୍ଲକ ଅଧ୍ୟକ୍ଷା ଶୁଭାସିନୀ…

୩ ନିଶାସକ୍ତ ବାଇକ୍‌ ଚାଳକ କୋର୍ଟ ଚାଲାଣ

କୋରେଇ,୫ା୧୦(ସ୍ବ.ପ୍ର.): ପାଣିକୋଇଲି ପୋଲିସ ଗୁରୁବାର ରାତିରେ ୪ ନିଶାସକ୍ତ ବାଇକ୍‌ ଚାଳକଙ୍କୁ ଗିରଫ କରିଥିଲା। ଏ ନେଇ ମାମଲା ରୁଜୁ ପରେ ଶୁକ୍ରବାର ସେମାନଙ୍କୁ କୋର୍ଟ ଚାଲାଣ କରିଥିବା ଜଣାପଡିଛି। ସେମାନେ ହେଲେ ପାଣିକୋଇଲି ଥାନା ଅନ୍ତର୍ଗତ ମୂଳାପାଳ ପଞ୍ଚାୟତ ସରସଦା…

ଓଏମ୍‌ସି ଦୈତାରି ଲୌହ, ମାଙ୍ଗାନିଜ ଖଣି ଜନଶୁଣାଣି: ସମର୍ଥନ ପାଇଁ ସର୍ତ୍ତ ରଖିଲେ ଅଞ୍ଚଳବାସୀ

କାଳିଆପାଣି,୫ା୧୦(ଡି.ଏନ୍‌.ଏ.): ଓଡ଼ିଶା ଖଣି ନିଗମ(ଓଏମ୍‌ସି) ପରିଚାଳିତ ଦୈତାରୀିଲୌହ ଓ ମାଙ୍ଗାନିଜ ଖଣିର ବାର୍ଷିକ ୩ ଲକ୍ଷ ଟନ୍‌ରୁ ୬ ଲକ୍ଷ ଟନ୍‌ କ୍ରୋମାଇଟ ଉତ୍ପାଦନ ବୃଦ୍ଧି ସମ୍ପର୍କରେ ଶୁକ୍ରବାର ଜନଶୁଣାଣି ହୋଇଛି। ପରିବେଶ ମଞ୍ଜୁରୀ ନିମନ୍ତେ କରାଯାଇଥିବା ଜନଶୁଣାଣିରେ ବିଭନ୍ନ ସର୍ତ୍ତ…

ଚିକିଛା ଅଭାବୁ ଖଟେ ପଡ଼ିଛେ ବାପ୍‌ : ଦାଦନ୍‌ ସରଦାର ହାତେ ନାବାଲିକ୍‌ ଝି’ର ଭବିଷତ୍‌

ସିନାପାଲି, ୫ା୧୦ (ଡି.ଏନ୍‌.ଏ.)- ପଶ୍ଚିମ ଓଡ଼ିଶାରେ ଦାଦନ୍‌ ସମସିଆ ସରକାରକଁର ମୁଡ଼ଦୁଖାର କାରନ୍‌ ସାଜିଛେ। ସରକାର ଇଥିରଲାଗି ଯେତେ ଯୋଜନା କଲେ ବି କାହିଁ ନାଇଁ କାହିଁ ପୁଲ ପଡ଼ିଯାଉଛେ। ହକ୍‌ଦାର ଲୋକ୍‌ ଯୋଜନାର ଲାଭ୍‌ ପାଇ ନାଇଁପାରବାର। ଯେନ୍‌ଥିରଲାଗି ଦାଦନ୍‌…

ବିଜେଡିର ଜନସମ୍ପର୍କ, ସଦସ୍ୟତା ଅଭିଯାନ କାର୍ଯ୍ୟକ୍ରମ

ସିନାପାଲି,୫।୧୦(ଡି.ଏନ.ଏ.) ନୂଆପଡା ଜିଲା ସିନାପାଲିସ୍ଥିତ ରାଣୀମୁଣ୍ଡା ଗ୍ରାମଠାରେ ବିଜେଡିର ଜନସମ୍ପର୍କ ପଦଯାତ୍ରା ଓ ସଦସ୍ୟତା ପଞ୍ଜୀକରଣ ଅଭିଯାନ ଆରମ୍ଭ ହୋଇଯାଇଛି। ଶୁକ୍ରବାର ପୂର୍ବାହ୍ନ ୧୧ଟାରେ ବିଜେଡିର ନୂଆପଡା ଜିଲା ବିଜେଡି ସାଧାରଣ ସମ୍ପାଦକ ଲମ୍ବୋଦର ନିଆଲଙ୍କ ନେତୃତ୍ୱରେ ଶତାଧିକ ବିଜେଡି କର୍ମୀ…

ଗଣବଳାତ୍କାର ଶିକାର ପୀଡ଼ିତାଙ୍କୁ ନ୍ୟାୟ ପ୍ରଦାନ ଦାବି :ଯାଦବ ମହାସଭା ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ଭବାନୀପାଟଣା,୫।୧୦(ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ ଥାନା ଅଞ୍ଚଳରେ ଗତ ୧୪ ତାରିଖରେ ଗଣବଳାତ୍କାର ଶିକାର ପୀଡ଼ିତାଙ୍କୁ ଆଇନ୍‌ ଅନୁମୋଦିତ ନ୍ୟାୟ ପ୍ରଦାନ ସହିତ ସରକାରୀ ପ୍ରୋତ୍ସାହନ ଯୋଗାଇଦେବା ପାଇଁ ଦାବି କରିଛି କଳାହାଣ୍ଡି ଯାଦବ ମହାସଭା। ଶୁକ୍ରବାର ଜିଲା ଯାଦବ ମହାସଭା…

ବାନିଗାଁ ଜଙ୍ଗଲରେ ଛୁଆ ହାତୀ : ଜଗି ରହିଛନ୍ତି ବନ ବିଭାଗ କର୍ମଚାରୀ

ଲାଞ୍ଜିଗଡ,୫।୧୦(ଡି.ଏନ.ଏ.) କଳାହାଣ୍ଡି ଜିଲା ଲାଞ୍ଜିଗଡ ପଞ୍ଚାୟତ ଅନ୍ତର୍ଗତ ବଡବାନିଗାଁ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରେ ଶୁକ୍ରବାର ଏକ ଛୁଆହାତୀକୁ ଠାବ କରିଛି ବନ ବିଭାଗ । ଲାଞ୍ଜିଗଡ ଫରେଷ୍ଟର ଦୁଶଭ ବେସରାଙ୍କ କହିବାନୁଯାୟୀ ଲାଞ୍ଜିଗଡ ଅଞ୍ଚଳ ପୁଟିରିଭଟ୍ଟା, ବାନିଗାଁ, ହୁମାଝୋଲା ଓ ଗୋଇପଟ୍ଟା…

ଶ୍ରୀମନ୍ଦିରରେ କାର୍ତ୍ତିକ ନୀତି ଚୂଡ଼ାନ୍ତ: ସାଢେ ୬ଟାରେ ରାଧାଦାମୋଦର ବେଶ

ପୁରୀ ଅଫିସ, ୪ା୧୦: ଆଶ୍ୱିନ ଶୁକ୍ଲ ଏକଦଶୀ ଅର୍ଥାତ୍‌ ଅକ୍ଟୋବର ୯ରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ କାର୍ତ୍ତିକ ମାସ ବାଳ ଧୂପ ନୀତି। ଏହା ନଭେମ୍ବର ୧୨ ତାରିଖ ପର୍ଯ୍ୟନ୍ତ ଚାଲିବ। ମହାପ୍ରଭୁଙ୍କ ରାଧା ଦାମୋଦର ବେଶ ଆଶ୍ୱିନ ଶୁକ୍ଲ ଏକାଦଶୀ…

ଛତିଶା ନିଯୋଗ ବୈଠକ: ହବିଷିଆଳିଙ୍କୁ ଠିକ୍‌ ସମୟରେ ମିଳିବ ମହାପ୍ରସାଦ

ପୁରୀ ଅଫିସ, ୪ା୧୦: ବିଗତ ବର୍ଷ ସରକାରଙ୍କ ହବିଷିଆଳି ଯୋଜନାରେ ରହିଥିବା ହବିଷିଆଳିଙ୍କୁ ମହାପ୍ରସାଦ ଦେବାରେ ଅନେକଥର ବିଳମ୍ବ ହୋଇଛି। ତେଣୁ ଏ ବର୍ଷ ଯେପରି ଏହାର ପୁନରାବୃତ୍ତି ନ ହେବ ତାହା ଉପରେ ଗୁରୁତ୍ୱ ଦେଇଛି ଜିଲା ପ୍ରଶାସନ। ଶ୍ରୀମନ୍ଦିରରେ…

ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ: ପୁଣି ୩ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର,୪।୧୦(ବ୍ୟୁରୋ): ପୁଣି ଥରେ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ରାଜ୍ୟ ସରକାର। ଦୁର୍ନୀତି ଅଭିଯୋଗରେ ଶୁକ୍ରବାର ୩ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ସେମାନେ ହେଲେ ବସନ୍ତ କୁମାର ବେହେରା, ଦିଲ୍ଲୀପ କୁମାର ନାଗ, ଶରତ ଚନ୍ଦ୍ର ପଣ୍ଡା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?