ରାଜ୍ୟ

ଏଣିକି ଏସ୍‌ଏଚ୍‌ଜି ଗ୍ରୁପ୍‌କୁ ୩୦ ସେକେଣ୍ଡରେ ମିଳିବ ୫୦ହଜାର ଋଣ: ଧର୍ମେନ୍ଦ୍ର

ଭୁବନେଶ୍ୱର,୪।୧୦(ବ୍ୟୁରୋ): ଏଣିକି ଏସ୍‌ଏଚ୍‌ଜି ଗ୍ରୁପ୍‌ମାନଙ୍କୁ ୩୦ ସେକେଣ୍ଡରେ ୫୦ହଜାର ଟଙ୍କାର ଋଣ ମିଳିବ। କେବଳ ସେତିକି ନୁହେଁ ୫୯ ମିନିଟ୍‌ରେ ୧ କୋଟି ପର୍ଯ୍ୟନ୍ତ ଋଣ ମିଳିପାରିବ। ଶୁକ୍ରବାର ରାଷ୍ଟ୍ରାୟାତ ବ୍ୟାଙ୍କର ସମ୍ପର୍କକୁ ନେଇ ଆୟୋଜିତ କାର୍ଯ୍ୟକ୍ରମରେ କେନ୍ଦ୍ର ପେଟ୍ରୋଲିୟମ ଏବଂ…

ଜମି ଅନୁଧ୍ୟାନ କଲେ ରାଜସ୍ବ କମିଶନର: ୯.୬୦ ଏକରରେ ହେବ ଓଡ଼ିଆ ବିଶ୍ୱବିଦ୍ୟାଳୟ

ସାକ୍ଷୀଗୋପାଳ, ୪।୧୦(ଡି.ଏନ୍‌.ଏ.): ଓଡ଼ିଆ ଭାଷା ସାହିତ୍ୟର ଉତ୍ତରୋତ୍ତର ଗବେଷଣା ଲକ୍ଷ୍ୟ ନେଇ ପୁରୀ ଜିଲା ସତ୍ୟବାଦୀର ଐତିହାସିକ ବକୁଳବନ ସଂଲଗ୍ନ ୯. ୬୦ ଏକର ଜମିରେ ଓଡିଆ ବିଶ୍ୱବିଦ୍ୟାଳୟ ସ୍ଥାପନ କରାଯିବାକୁ ସ୍ଥିର ହୋଇଛି। ସାକ୍ଷୀଗୋପାଳ ଠାକୁରଙ୍କ ମାଲିକାନାରେ ରହିଥିବା ଏହି…

କଂଗ୍ରେସର ବୁଦ୍ଧିଜୀବୀ ସମ୍ମିଳନୀ, ଭବିଷ୍ୟତ ପାଇଁ ଲୋଡ଼ାଗଲା ମତ

ଭୁବନେଶ୍ୱର,୪।୧୦(ବ୍ୟୁରୋ): ସ୍ଥାନୀୟ କଂଗ୍ରେସ ଭବନରେ ଶୁକ୍ରବାର ବୁଦ୍ଧିଜୀବୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ କଂଗ୍ରେସ ପ୍ରଭାରୀ ଜିତେନ୍ଦ୍ର ସିଂ ଏବଂ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ। ଏହାବ୍ୟତିତ ସମାଜର ବିଭିନ୍ନ ବର୍ଗର ଲୋକଙ୍କ ସହ ବରିଷ୍ଠ କଂଗ୍ରେସ…

ଛତିଶା ନିଯୋଗ ବୈଠକ ଆରମ୍ଭ: କାର୍ତ୍ତିକ ମାସର ନୀତି ନିର୍ଘଣ୍ଟ ନେଇ ଆଲୋଚନା

ପୁରୀ ଅଫିସ,୪।୧୦: ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଶୁକ୍ରବାର ଛତିଶା ନିଯୋଗ ବୈଠକ ଆରମ୍ଭ ହୋଇଛି। ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ କାର୍ତ୍ତିକ ମାସର ନୀତି ନିର୍ଘଣ୍ଟ କରାଯାଇଛି। ଏଥିସହ ହବିଷ୍ୟାଳିମାନଙ୍କୁ ମହାପ୍ରସାଦ ଯୋଗାଣ ନିମନ୍ତେ…

ଉଚ୍ଛେଦକୁ ନେଇ ନୀଳଗିରି ବିଧାୟକ-ତହସିଲଦାର ମୁହାଁମୁହିଁ: ପ୍ରତିବାଦରେ ଅନଶନରେ ବସିଲେ ବିଧାୟକ

ସଜନାଗଡ଼, ୪।୧୦(ଡି.ଏନ୍‌.ଏ): ବାଲେଶ୍ୱର ଜିଲା ନୀଳଗିରି ବିଧାୟକ ସୁକାନ୍ତ ନାୟକ ଓ ତହସିଲଦାର ସୁଶ୍ରୀତା ଟୁଡ଼ୁଙ୍କ ମଧ୍ୟରେ ଶୁକ୍ରବାର ମୁହାଁମୁହିଁ ହୋଇଛି। ତହସିଲ କଚେରି ପରିସରରେ ଥିବା ମୋହରିଙ୍କ ଚାଳିଆ ଉଚ୍ଛେଦକୁ ନେଇ ଏଭଳି ପରିସ୍ଥିତି ଉପୁଜିଥିବା ଜଣାପଡ଼ିଛି। ଏ ନେଇ…

ଆଚାର୍ଯ୍ୟ ହରିହର ଆଞ୍ଚଳିକ କର୍କଟ କେନ୍ଦ୍ର ନିର୍ଦ୍ଦେଶକଙ୍କ ଦରମା ପ୍ରସଙ୍ଗ : ପଦକ୍ଷେପ କ’ଣ ନେଇଛ ଜଣାଅ: ହାଇକୋର୍ଟ

କଟକ ଅଫିସ,୪ା୧୦: ଆଚାର୍ଯ୍ୟ ହରିହର ଆଞ୍ଚଳିକ କର୍କଟ କେନ୍ଦ୍ରର ନିର୍ଦ୍ଦେଶକ ଡା. ଲଲାଟେନ୍ଦୁ ଷଡଙ୍ଗୀ ଚଞ୍ଚକତା କରି ନିଜ ବେତନ ବାବଦରେ ପ୍ରାପ୍ୟଠାରୁ ୩୦ ଲକ୍ଷରୁ ଅଧିକ ଉଠାଇ ନେଇଥିବା ଅଭିଯୋଗର ତଦନ୍ତ ପାଇଁ ହାଇକୋର୍ଟରେ ମାମଲା ରୁଜୁ ହୋଇଥିଲା। ତେବେ…

ଓଡିଏମ୍‌କୁ ଭାରତର ଶ୍ରେଷ୍ଠ ପଞ୍ଚମ ସ୍କୁଲ ମାନ୍ୟତା

ଭୁବନେଶ୍ୱର,୪।୧୦(ବ୍ୟୁରୋ): ପଟିଆସ୍ଥିତ ଓଡିଏମ୍‌ ପବ୍ଲିକ୍‌ ସ୍କୁଲକୁ ଶିକ୍ଷା କ୍ଷେତ୍ରରେ ପ୍ରଯୁକ୍ତି ବିଦ୍ୟାର ପ୍ରାୟୋଗିକ ସଫଳତା ଏବଂ ଗ୍ରାଣ୍ଡ୍‌ ଜୁରି ର଼୍ୟାଙ୍କିଂରେ ୨୦୧୯-୨୦ ଶିକ୍ଷାବର୍ଷ ନିମନ୍ତେ ସର୍ବଭାରତୀୟ ସ୍ତରରେ ଶ୍ରେଷ୍ଠ ପଞ୍ଚମ ସ୍କୁଲର ମାନ୍ୟତା ପ୍ରଦାନ କରାଯାଇଛି। ନୂଆଦିଲ୍ଲୀସ୍ଥିତ ‘ଏଜୁକେଶନ୍‌ ୱାଲର୍‌ଡ’ ତରଫରୁ…

ଆଜି ମହାଷଷ୍ଠୀ : ଝଲସୁଛି ମଣ୍ଡପ

ଭୁବନେଶ୍ୱର,୪।୧୦(ବ୍ୟୁରୋ) : ରଙ୍ଗବେରଙ୍ଗ ଆଲୋକମାଳାରେ ଝଲସିଲାଣି ପୂଜା ମଣ୍ଡପ। ପ୍ରତୀକ୍ଷାର ଅନ୍ତ ଘଟାଇ ଧରାପୃଷ୍ଠରେ ଅବତରଣ କରିବେ ମା’ ଜଗଜ୍ଜନନୀ। ପାର୍ବଣ ମହକରେ ପୁରପଲ୍ଲୀ ମହକୁଥିବାବେଳେ ପୂଜାମଣ୍ଡପଗୁଡିକ ମା’ଙ୍କ ଆରାଧନା ପାଇଁ ସମସ୍ତ ପ୍ରସ୍ତୁତି ଶେଷ କରିସାରିଲେଣି। ଶୁକ୍ରବାରଠାରୁ ମଣ୍ଡପରେ ଆରମ୍ଭ…

ପ୍ରମାଣପତ୍ର ଦାଖଲ ନ ହେଲେ ମିଳିବନି ପେନ୍‌ସନ୍‌: ବିଏମ୍‌ସି

ଭୁବନେଶ୍ୱର,୪।୧୦(ବ୍ୟୁରୋ) : ଆଧାର ଲିଙ୍କ୍‌ ସହ ଆବଶ୍ୟକ ମୂଳ ପ୍ରମାଣପତ୍ର ଦାଖଲ ନ କଲେ ମିଳିବନି ପେନ୍‌ଶନ। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ସମସ୍ତ ପେନ୍‌ଶନଧାରୀଙ୍କୁ ଚେତାବନୀ ନିଆଯାଇଛି। ଏନେଇ ଗତ ୨୪ ତାରିଖ ଦିନ ଏକ ବିଜ୍ଞପ୍ତି ପ୍ରକାଶ…

ଦଶହରାରେ ଆତଙ୍କବାଦୀ ଆକ୍ରମଣ ଆଶଙ୍କା : ଓଡ଼ିଶାରେ ହାଇ ଆଲର୍ଟ, ବଢ଼ିଲା ସୁରକ୍ଷା

ଭୁବନେଶ୍ୱର,୪ା୧୦(ବ୍ୟୁରୋ) : ଭାରତକୁ ପାକିସ୍ତାନ ପଟୁ ପଶି ଆସିଛନ୍ତି ଆତଙ୍କବାଦୀ। ଆତଙ୍କବାଦୀ ସଂଗଠନ ଜୈସ-ଇ-ମହମ୍ମଦ ଦିଲ୍ଲୀ ସମେତ ଦେଶର ବଡ଼ ବଡ଼ ସହରକୁ ଟାର୍ଗେଟ କରିଛି। ନବରାତ୍ରୀ ଓ ଦଶହରାରେ ବିସ୍ଫୋରଣ ପାଇଁ ଯୋଜନା କରୁଥିବା ଗୋଇନ୍ଦା ବିଭାଗ ସତର୍କ କରିବା…

‘ମୋ ସରକାର’: ଜାରି ହେଲା ଗାଇଡ୍‌ଲାଇନ : ଘରୋଇ ଢାଞ୍ଚାରେ ଚାଲିବ ସରକାରୀ କାର୍ଯ୍ୟାଳୟ

ଭୁବନେଶ୍ୱର,୪ା୧୦(ବ୍ୟୁରୋ) : ସରକାରୀ କାର୍ଯ୍ୟାଳୟକୁ ଆସୁଥିବା ଲୋକମାନଙ୍କୁ ଉତ୍ତମ ସେବା ଯୋଗାଇବା ଲକ୍ଷ୍ୟରେ ରାଜ୍ୟ ସରକାର ଅକ୍ଟୋବର ୨ ତାରିଖରୁ ‘ମୋ ସରକାର’ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି। ୫-ଟି ଅଧୀନରେ ଆରମ୍ଭ କରାଯାଇଥିବା ଏହି କାର୍ଯ୍ୟକ୍ରମ ଜରିଆରେ ସରକାରୀ କର୍ମଚାରୀମାନଙ୍କର ବ୍ୟବହାର…

ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ଅଭିଯାନ: ଶଙ୍କରାଚାର୍ଯ୍ୟ, ସେବାୟତଙ୍କ ପରାମର୍ଶ ନିଅ

ନୂଆଦିଲ୍ଲୀ,୪-୧୦:ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ କାର୍ଯ୍ୟରେ ସୁପ୍ରିମକୋର୍ଟ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଉଚ୍ଛେଦ ପୂର୍ବରୁ ଜଗଦ୍‌ଗୁରୁ ଶଙ୍କରାଚାର୍ଯ୍ୟ ଓ ବରିଷ୍ଠ ସେବାୟତମାନଙ୍କ ସହ ପରାମର୍ଶ କରିବାକୁ ସର୍ବୋଚ୍ଚ ଅଦାଲତ ଓଡ଼ିଶା ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ଥିବା ପୁରାତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?