ସ୍ନାନବେଦିରେ ବିଶୃଙ୍ଖଳା ଘଟଣା: ୨ ସେବାୟତ ନିଲମ୍ବିତ
ପୁରୀ ଅଫିସ: ୨୪।୬: ସ୍ନାନପୂର୍ଣ୍ଣିମାରେ ମହାପ୍ରଭୁଙ୍କ ସ୍ନାନନୀତି ସମ୍ପନ୍ନ ହୋଇଛି। ଶ୍ରୀମନ୍ଦିର ପ୍ରଶାସନର କଟକଣା ସତ୍ତ୍ୱେ ସ୍ନାନବେଦିରେ ବିଶୃଙ୍ଖଳା ହୋଇଥିଲା। ସଂଖ୍ୟାଧିକ ସେବାୟତ ପ୍ରଶାସନର ନୀତିନିୟମ ମାନି ଦାରୁବିଗ୍ରହଙ୍କ ସ୍ନାନନୀତି ଶୃଙ୍ଖଳିତ କରିଥିବା ବେଳେ ଅଳ୍ପ କେତେଜଣ ବ୍ୟବସ୍ଥାବଳୀକୁ ଉଲ୍ଲଂଘନ କରିଛନ୍ତି।…
ମଦ ପିଇ ୧୧ ମହଲା ଝରକାରୁ ଖସିପଡ଼ି ଯୁବକ ମୃତ
ଭୁବନେଶ୍ୱର: ୨୪।୬(ବ୍ୟୁରୋ): ଭୁବନେଶ୍ୱର ନୟାପଲ୍ଲୀ ଅଞ୍ଚଳରେ ସୋମବାର ସକାଳେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଯୁବକ ଜଣଙ୍କ ମଦ ପିଇ ୧୧ ମହଲାରୁ ଖସିପଡ଼ିବାରୁ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ସେ ହେଲେ ଦୟାନିଧି ସାହାଣୀ। ପ୍ରକାଶ ଯେ, ନୟାପଲ୍ଲୀ କ୍ରିଷ୍ଣା…
ରାଜ୍ୟସଭା ନିର୍ବାଚନ: ଆଜି ନାମାଙ୍କନ ଦାଖଲ କରିବେ ଅଶ୍ୱିନୀ, ଅମର, ସସ୍ମିତ
ଭୁବନେଶ୍ୱର: ୨୪।୬(ବ୍ୟୁରୋ): ରାଜ୍ୟସଭା ଉପନିର୍ବାଚନ ପାଇଁ ସୋମବାର ଓଡ଼ିଶାରୁ ୩ ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିବେ। ବିଜେଡ଼ି ପକ୍ଷରୁ ପୂର୍ବତନ ଏଜି ଅମର ପଟ୍ଟନାୟକ ଓ ମୁଖପାତ୍ର ସସ୍ମିତ ପାତ୍ର ନାମାଙ୍କନ ଦାଖଲ କରିବାକୁ ଥିବା ବେଳେ ଭାଜପା ପକ୍ଷରୁ…
୨୫ରୁ ଆରମ୍ଭ ହେବ ଷୋଡଶ ବିଧାନସଭା ଅଧିବେଶନ : ସୁରକ୍ଷା ପାଇଁ ତ୍ରିସ୍ତରୀୟ ବ୍ୟବସ୍ଥା
ଭୁବନେଶ୍ୱର, ୨୪ା୬(ବ୍ୟୁରୋ) : ଷୋଡଶ ବିଧାନସଭାର ପ୍ରଥମ ଅଧିବେଶନ ଆସନ୍ତା ୨୫ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ପ୍ରଥମ ପର୍ଯ୍ୟାୟରେ ୨୫ରୁ ଆରମ୍ଭ ହୋଇ ଜୁଲାଇ ୨ ପର୍ଯ୍ୟନ୍ତ ଚାଲିବ। ପୁଣି ଦ୍ୱିତୀୟ ଅଧିବେଶନ ଜୁଲାଇ ୧୨ରୁ ଅଗଷ୍ଟ ୮ ହେବ।…
ପ୍ରସ୍ତାବିତ ସୁବର୍ଣ୍ଣରେଖା ବନ୍ଦର ସର୍ବେକ୍ଷଣ କାର୍ଯ୍ୟକୁ ବିରୋଧ : ମନ୍ତ୍ରଣାଳୟ, ପରିବେଶ ପ୍ରଦୂଷଣ ବୋର୍ଡର ଦ୍ୱାରସ୍ଥ ହେଲେ ଗ୍ରାମବାସୀ
କଟକ ଅଫିସ,୨୪ା୬ : ବାଲେଶ୍ୱର ଜିଲା ବାଲିଆପାଳ ଥାନା ଅନ୍ତର୍ଗତ ଚଉମୁଖଠାରେ ପ୍ରସ୍ତାବିତ ସୁବର୍ଣ୍ଣରେଖା ବନ୍ଦରକୁ ନେଇ ଦୀର୍ଘଦିନରୁ ବିରୋଧ ଜାରି ରହିଆସିଛି। ଓଡ଼ିଶା ସରକାର ୨୦୦୮ ଜାନୁୟାରୀ ୧୧ରେ କ୍ରିଏଟିଭ ପୋର୍ଟ ଡେଭଲପମେଣ୍ଟ କମ୍ପାନୀ ସହିତ ବନ୍ଦର ତିଆରି ପାଇଁ ରାଜିନାମା…
ଲୋକ ସଭା ଉପବାଚସ୍ପତି ପଦ ପାଇଁ ୱାଇଏସ୍ଆର ସିପି ଅରାଜି : ଶିବସେନା, ବିଜେଡି ଉପରେ ନଜର
ଭୁବନେଶ୍ୱର,୨୪ା୬(ବ୍ୟୁରୋ) : ଆନ୍ଧ୍ରପ୍ରଦେଶରେ କ୍ଷମତାସୀନ ଥିବା ୱାଇଏସ୍ଆର କଂଗ୍ରେସ ପାର୍ଟି ଲୋକ ସଭା ଉପବାଚସ୍ପତି ପଦ ଗ୍ରହଣ କରି ନ ପାରେ। ଅବିଭକ୍ତ ଆନ୍ଧ୍ରର ବିଭାଜନ ପରେ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ନେଇ ରାଜନୀତି ହୋଇଆସୁଛି। ହେଲେ ତାହା ଅଦ୍ୟାବଧି…
ବିଜେଡି ବିଧାୟକ ଦଳ ବୈଠକରେ ବଦଳିଲା ସ୍ବର : ତୁଣ୍ଡରେ କେନ୍ଦ୍ର ଅବହେଳାର ଶବ୍ଦ ନାହିଁ
ଭୁବନେଶ୍ୱର,୨୪ା୬(ବ୍ୟୁରୋ) : ସମୟ ବଦଳିବା ସହ ରାଜନୀତିରେ ସ୍ବର ବଦଳିଥାଏ। ବଦଳୁଥିବା ସ୍ବର ନୂଆ ରଣନୀତିର ରୂପ ନିଏ। ସାମ୍ପ୍ରତିକ ପରିସ୍ଥିତିରେ ରାଜ୍ୟ ରାଜନୀତିରେ ସେପରି କିଛି ଘଟିଛି। କେନ୍ଦ୍ର ଅବହେଳାକୁ ନେଇ ଗଳା ଫଟାଇ ଚିତ୍କାର କରୁଥିବା ବିଜେଡି ନରମି…
ଆରମ୍ଭରୁ କମିଲା, ୨୫ରୁ ବର୍ଷିବ
ଭୁବନେଶ୍ୱର, ୨୪ା୬(ବ୍ୟୁରୋ): ଏ ବର୍ଷ ବିଳମ୍ବରେ ଓଡ଼ିଶାରେ ପହଞ୍ଚତ୍ଛି ମୌସୁମୀ। ପ୍ରତିବର୍ଷ ଜୁନ୍ ଦ୍ୱିତୀୟ ସପ୍ତାହରେ ମୌସୁମୀ ଛୁଇଁଥାଏ। କିନ୍ତୁ ଏଥର ଚତୁର୍ଥ ସପ୍ତାହରେ ମୌସୁମୀ ପହଞ୍ଚତ୍ବା ପରେ ତାତି ଓ ଗୁଳୁଗୁଳିରେ ଛଟପଟ ହେଉଥିବା ଓଡ଼ିଶାବାସୀ ଆଶ୍ୱସ୍ତ ହୋଇଥିଲେ। ମୌସୁମୀ…
ଖରସ୍ରୋତା ନଦୀରେ କୁମ୍ଭୀର ଆତଙ୍କ
ବିଞ୍ଝାରପୁର,୨୪ା୬(ଡି.ଏନ.ଏ): ବିଞ୍ଝାରପୁର ବ୍ଲକ ଅଧୀନ ସିଂହପୁର ଖରସ୍ରୋତା ନଦୀରେ କୁମ୍ଭୀର କିଛିଦିନ ତଳେ ଦେଖିବାକୁ ମଳିଥିଲ। ଏହି ଘଟଣାପରେ ନଦୀକୁ ଲୋକେ ଯିବାକୁ ଭୟ ମନେ କରୁଛନ୍ତି। ହେଲେକ ଶନିବାର ଅପରାହ୍ନାରେ ଏକ ଥଣ୍ଟିଆଳ କୁମ୍ଭୀର ଘଣ୍ଟିଆଳି ସଲଗ୍ନ ଖରସ୍ରୋତା ନଦୀରେ…
ବିଜେଡି ବିଧାୟକ ଦଳ ବୈଠକ:ସକରାତ୍ମକ ଅଂଶଗ୍ରହଣ ନେଇ ମୁଖ୍ୟମନ୍ତ୍ରୀ ଆଶାବାଦୀ
ଭୁବନେଶ୍ୱର,୨୩।୬(ବ୍ୟୁରୋ)- ବିଧାନସଭାର ୫୪ ନଂ ପ୍ରକୋଷ୍ଠରେ ରବିବାର ବିଜେଡି ବିଧାୟକ ଦଳ ବୈଠକ ବସିଛି। ବୈଠକ ପରେ ଦଳ ତଥା ଗୃହର ନେତା ନବୀନ ପଟ୍ଟନାୟକ କହିଛନ୍ତି ଯେ, ଆସନ୍ତା ଅଧିବେଶନର ବିଜେଡିର ପ୍ରତ୍ୟେକ ବିଧାୟକ ସକରାତ୍ମକଭାବେ ଗୃହ କାର୍ଯ୍ୟରେ ଅଂଶ…
‘ବିଜୁ ପଟ୍ଟନାୟକ ସ୍ମୃତି ଫଟୋ ଗ୍ୟାଲେରୀ’ ଲୋକାର୍ପିତ:ସ୍ଥାନପାଇଛି ବିଜୁବାବୁଙ୍କ ବ୍ୟବହୃତ ବିରଳ ସାମଗ୍ରୀ
ଭୁବନେଶ୍ୱର,୨୩ା୬(ବ୍ୟୁରୋ)- ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ଘଟଣାବହୁଳ ଜୀବନ ଆଧାରିତ ଏକ ଫଟୋ ଗ୍ୟାଲେରୀ ଭୁବନେଶ୍ୱରଠାରେ ସ୍ଥାପିତ ହୋଇଛି। ‘ବିଜୁ ପଟ୍ଟନାୟକ ସ୍ମୃତି ଫଟୋ ଗ୍ୟାଲେରୀ’ ନାମରେ ନାମିତ ଏହି ଗ୍ୟାଲେରୀକୁ ରବିବାର ଓଡ଼ିଶା ବିଧାନସଭା ବାଚସ୍ପତି ଡ.…
ଯବାନଙ୍କ ଗଳାକାଟି ହତ୍ୟା କଲେ ମାଓବାଦୀ
ମାଲକାନଗିରି, ୨୩ା୬ (ସ୍ବ.ପ୍ର.)-ସୀମାନ୍ତରେ ପୁଣି ଲାଲବାହିନୀ ସେମାନଙ୍କ ଉପସ୍ଥିତି ଜାହିର କରିଛନ୍ତି। ସେମାନେ ଜଣେ ଯବାନଙ୍କ ଗଳାକାଟି ହତ୍ୟା କରିଛନ୍ତି। ଛତିଶଗଡ଼ର ବିଜାପୁର ଜିଲା ମିରତୁରରେ ରବିବାର ଏପରି ଦୁଃଖଦ ଘଟଣା ଘଟିଛି। ମୃତ ଯବାନ ଜଣକ ହେଲେ ଚିନ୍ତୁ କଡକି।…
Archives


