ରାଜ୍ୟ

ଭାଜପାର ଗାନ୍ଧୀ ସଂକଳ୍ପ ପଦଯାତ୍ରା

ଫୁଲନଖରା,୩ା୧୦(ଡି.ଏନ୍‌.ଏ): ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀରେ ରାଜ୍ୟ ଭାଜପା ପକ୍ଷରୁ ଗାନ୍ଧୀ ସଂକଳ୍ପ ପଦଯାତ୍ରା ଆରମ୍ଭ ହୋଇଛି। ଏହାକୁ କଟକ ଜିଲା ତେଲଙ୍ଗାପେଣ୍ଠ ଗାନ୍ଧୀ ସ୍ମୃତିପୀଠରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁଭାରମ୍ଭ କରିଥିଲେ। ଏହି ପଦଯାତ୍ରା ତେଲଙ୍ଗାପେଣ୍ଠ, କୋଠସାହି, ବଢେଇ ସାହି,…

ଯୁକ୍ତ ୨ ନାମଲେଖାରେ ଅନିୟମିତତା ପ୍ରସଙ୍ଗ: ଅସୁବିଧାରେ ପକାଯାଇଥିବା ପିଲାଙ୍କ ତାଲିକା ସଂଗ୍ରହ

ଭୁବନେଶ୍ୱର,୩ା୧୦(ବ୍ୟୁରୋ): ସାଏମ୍‌ଏସ(ଷ୍ଟୁଡେଣ୍ଟ ଏକାଡେମିକ ମ୍ୟାନେଜମେଣ୍ଟ ସିଷ୍ଟମ୍‌) ପକ୍ଷରୁ ଯୁକ୍ତ୨ ନାମ ଲେଖାରେ ହୋଇଥିବା ଅନିୟମିତତା ଘଟଣାର ସମାଧାନ କରିବା ପାଇଁ ତତ୍ପରତା ପ୍ରକାଶ ପାଇଛି। ଉପରକୁ ସାଏମ୍‌ଏସ କର୍ତ୍ତୃପକ୍ଷ ଦୋଷ ଲୁଚାଉଥିବା ବେଳେ ଭିତରେ ଅସୁବିଧାରେ ପଡିଥିବା ଛାତ୍ରୀଛାତ୍ରଙ୍କ ସମସ୍ୟା ଦୂର…

ବାଙ୍କୁଆଳ ଦୁର୍ଗାପୂଜା କମିଟି: ଆକର୍ଷଣ ହେବ ୫୧ ଫୁଟର ରାବଣ

ପୁରୁଣା ଭୁବନେଶ୍ୱର,୩ା୧୦(ଡି.ଏନ.ଏ.): ରାଜଧାନୀରେ ବିଭିନ୍ନ ପୂଜା ମଣ୍ଡପରେ ମା’ଙ୍କ ଆଗମନ ନେଇ ପ୍ରସ୍ତୁତି ଜୋରସୋର ଆଗେଇ ଚାଲିଛି। ଏହି ଅବସରରେ ସ୍ଥାନୀୟ ବାଙ୍କୁଆଳ ଦୁର୍ଗାପୂଜା କମିଟି ପକ୍ଷରୁ ଆୟୋଜିତ ଦୁର୍ଗାପୂଜା ଚଳିତବର୍ଷ ଦ୍ୱିତୀୟ ବର୍ଷରେ ପଦାର୍ପଣ କରିଛି। ବାଙ୍କୁଆଳ ଗ୍ରାମବାସୀଙ୍କ ଆଗ୍ରହ…

ସଙ୍ଗଠିତ ସମାଜ ଦ୍ୱାରା ରାଷ୍ଟ୍ରର ବିକାଶ ସମ୍ଭବ

ଭୁବନେଶ୍ୱର,୩ା୧୦(ବ୍ୟୁରୋ): ବିନା ଶକ୍ତିରେ ସମାଜ ଜାଗରଣ ଅସମ୍ଭବ। ଏହାକୁ ଅନୁଭବ କରି ଡ.କେଶବ ବଳିରାମ ହେଡଗେୱାର ୧୯୨୫ମସିହାର ବିଜୟା ଦଶମୀ ତିଥିରେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘର ପ୍ରତିଷ୍ଠା କରିଥିଲେ ବୋଲି ଆରଏସ୍‌ଏସ୍‌ର ପୂର୍ବ କ୍ଷେତ୍ର କାର୍ଯ୍ୟବାହ ଅଧ୍ୟାପକ ଗୋପାଳ ପ୍ରସାଦ ମହାପାତ୍ର…

ଏସ୍‌ଆଇଏ ସର୍ଭେ: ୫୦ ପରିବାରର ତଥ୍ୟ ସଂଗ୍ରହ

ପୁରୀ ଅଫିସ,୩ା୧୦: ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ଜମି ଅଧିଗ୍ରହଣ ପାଇଁ ପ୍ରଶାସନ ପକ୍ଷରୁ ଚାଲିଛି ସାମାଜିକ ପ୍ରଭାବ ନିର୍ଦ୍ଧାରଣ (ଏସ୍‌ଆଇଏ) ସର୍ଭେ। ୫ ଟିମ୍‌ ଘର ଘର ବୁଲି ଏହି ସର୍ଭେ କରୁଛନ୍ତି। ବୁଧବାର ତୃତୀୟ ଦିନ ସୁଦ୍ଧା ପ୍ରାୟ ୫୦…

ବାଣୀବିହାରରେ ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ: ଅର୍ଥଶାସ୍ତ୍ର ଓ ନୀତିଶାସ୍ତ୍ର ମଧ୍ୟରେ ସମନ୍ବୟ ରହିବା ଜରୁରୀ: ରାଜ୍ୟପାଳ

ଭୁବନେଶ୍ୱର, ୩ା୧୦(ବ୍ୟୁରୋ): ଅର୍ଥଶାସ୍ତ୍ର ଓ ନୀତିଶାସ୍ତ୍ର ମଧ୍ୟରେ ସମନ୍ବୟ ରହିଲେ ଅନେକ ସାମାଜିକ ବୈଷମ୍ୟ ଓ ଅସନ୍ତୁଳନ ଦୂର ହୋଇପାରିବ। ମହାତ୍ମା ଗାନ୍ଧୀ ଏହାର ପ୍ରୟୋଗାତ୍ମକ ଦିଗ ସମ୍ପର୍କରେ ନିଜର ମତ ଓ ମନ୍ତବ୍ୟ ସ୍ପଷ୍ଟ ଭାବରେ ଉପସ୍ଥାପନ କରିଛନ୍ତି। ପ୍ରଗତି…

ଜିଲାସ୍ତରୀୟ ଶାସ୍ତ୍ରୀ ଓ ଗାନ୍ଧୀ ଜୟନ୍ତୀ ପାଳିତ

ପୁରୀ ଅଫିସ, ୩ା୧୦: ପୁରୀ ଜିଲାସ୍ତରୀୟ ୧୫୦ତମ ଗାନ୍ଧୀ ଓ ୧୧୫ତମ ଶାସ୍ତ୍ରୀ ଜୟନ୍ତୀ ବୁଧବାର ପାଳିତ ହୋଇଛି। ସକାଳେ ଗାନ୍ଧୀ ଘାଟଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଜିଲାପାଳ ବଲୱନ୍ତ ସିଂ ମୁଖ୍ୟଅତିଥି ଭାବେ ଯୋଗଦେଇ ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ଏଥିରେ…

ପ୍ଲାଷ୍ଟିକ୍‌ ବର୍ଜନ ନିମନ୍ତେ ଶପଥ ନେଲେ କୁନି ପିଲା

ଭୁବନେଶ୍ୱର, ୩ା୧୦(ବ୍ୟୁରୋ): ରାଜ୍ୟର ସମସ୍ତ ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ବୁଧବାର ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳିିତ ହୋଇଯାଇଛି। ଅଙ୍ଗନଓ୍ବାଡ଼ି କେନ୍ଦ୍ରଗୁଡ଼ିକରେ ୩ରୁ ୬ ବର୍ଷର କୁନି କୁନି ଶିଶୁମାନଙ୍କ ପାଇଁ ନୃତ୍ୟଗୀତ ଏବଂ ଅଭିନୟ ମାଧ୍ୟମରେ ଗାନ୍ଧିଜୀଙ୍କ ଅବଦାନ ସମ୍ପର୍କରେ ଉପସ୍ଥାପନା…

ମିଳିଲା ଦଣ୍ଡ: ବଦଳିଲେ ଥାନାଧିକାରୀ, ତଦନ୍ତ ଅଧିକାରୀ ନିଲମ୍ବିତ: ଧରିତ୍ରୀକୁ ଧନ୍ୟବାଦ ଦେଲେ ଦୃଷ୍ଟିହୀନ ଦମ୍ପତିି

ଭୁବନେଶ୍ୱର,୩ା୧୦(ବ୍ୟୁରୋ): ପୋଲିସର ନିଷ୍କ୍ରିୟତା ଯୋଗୁ ନୟାଗଡ଼ର ଏକ ଦୃଷ୍ଟିହୀନ ଦମ୍ପତି ଦୀର୍ଘଦିନ ହେଲା ନ୍ୟାୟ ପାଇବାରୁ ବଞ୍ଚତ୍ତ ହେଉଥିଲେ। ଏନେଇ ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ନୟାଗଡ଼ ଏସ୍‌ପି ଶଶିଭୂଷଣ ଶତପଥୀ ଘଟଣାର ତଦନ୍ତକାରୀ ଅଧିକାରୀ ଶରତ ଚନ୍ଦ୍ର ମିଶ୍ରଙ୍କୁ…

ଗାନ୍ଧିଜୀଙ୍କ ଆଦର୍ଶରେ ଅନୁପ୍ରାଣିତ ହୁଅନ୍ତୁ ଯୁବବର୍ଗ

କଟକ ଅଫିସ, ୩ା୧୦: କଟକ ସ୍ବରାଜ ଆଶ୍ରମରେ ଜିଲାପାଳ ଭବାନୀ ଶଙ୍କର ଚୟନୀଙ୍କ ଅଧ୍ୟକ୍ଷତାରେ ମହାତ୍ମା ଗାନ୍ଧୀ ଜୟନ୍ତୀ ପାଳିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ଖାଦ୍ୟ ଯୋଗାଣ, ଖାଉଟି କଲ୍ୟାଣ ବିଭାଗ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ଏମ୍‌ପି ଭର୍ତ୍ତୃହରି ମହତାବ,…

୨୧ଜଣଙ୍କୁ ଆଦର୍ଶ ସମ୍ମାନ ୨୦୧୯

ଭୁବନେଶ୍ୱର, ୩ା୧୦(ବ୍ୟୁରୋ): ମହାତ୍ମା ଗାନ୍ଧୀ ଅହିଂସାର ମୂଳମନ୍ତ୍ର ଥିଲେ। ତାଙ୍କର ତ୍ୟାଗ ଆଜି ଦେଶକୁ ସ୍ବତନ୍ତ୍ର ପରିଚୟ ଦେଇଛି। ଗାନ୍ଧିଜୀଙ୍କ ୧୫୦ତମ ଜୟନ୍ତୀ ଅବସରରେ ତାଙ୍କ ଆଦର୍ଶରେ ଅନୁପ୍ରାଣିତ ହେଲେ ତାହା ହିଁ ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି ହେବ ବୋଲି ଏଠାରେ ମତପ୍ରକାଶ…

ଆସାମରେ ନୂଆଁଖାଇ

ଭୁବନେଶ୍ୱର, ୩ା୧୦(ବ୍ୟୁରୋ): ଆସାମର ବିଶ୍ୱନାଥ ଚାରିଅଲ୍ଲୀ ଅନ୍ତର୍ଗତ ବାଘମାରି ଚା’ ବାଗାନରେ ‘ଓଡ଼ିଆ ମହାସଭା’ ଏବଂ ‘ଓଡ଼ିଆ ଛାତ୍ର ପରିଷଦ’ର ମିଳିତ ଆନୁକୂଲ୍ୟରେ ପ୍ରବାସୀ ଓଡ଼ିଆଙ୍କ ଦ୍ୱାରା ଗତ ସୋମବାର ନୂଆଁଖାଇ ଧୂମ୍‌ଧାମରେ ପାଳିତ ହୋଇଯାଇଛି। ଏହି ଉତ୍ସବକୁ ଆସାମର ଅର୍ଥମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?