ରାଜ୍ୟ

ବ୍ରହ୍ମପୁର ପୋଲିସ ହାବୁଡ଼ରେ ଇରାନିଅନ୍‌ ଗ୍ୟାଙ୍ଗର ମାଷ୍ଟରମାଇଣ୍ଡ: ନକଲି ପୋଲିସ ପରିଚୟ ଦେଇ କରୁଥିଲେ ଲୁଟ୍‌

ବ୍ରହ୍ମପୁର ଅଫିସ, ୨।୧୦ – ବ୍ରହ୍ମପୁର ପୋଲିସ ହାବୁଡରେ ପଡ଼ିଛନ୍ତି ଇରାନିଅନ୍‌ ଗ୍ୟାଙ୍ଗର ମାଷ୍ଟରମାଇଣ୍ଡ ସିକନ୍ଦର ଅଲ୍ଲୀ। ସେ କର୍ଣ୍ଣାଟକ, ମହାରାଷ୍ଟ୍ର, ଉତ୍ତରପ୍ରଦେଶ, ବିହାର ଓ ପଶ୍ଚିମବଙ୍ଗ ଅଞ୍ଚଳରେ ଲୂଟତରାଜ ଚଳାଇଥିବା ବେଳେ ପରବର୍ତ୍ତୀ ପର୍ଯ୍ୟାୟରେ ଓଡିଶାରେ ତାଙ୍କ ରାଜ ଚଳାଇଥିଲେ।…

ପୋଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର ମହଙ୍ଗା ପଡ଼ିଲା: ଭିଡିଓ ଭାଇରାଲ ହେବା ପରେ ଗିରଫ ହେଲେ ବିଜେଡି ନେତା

ଝାରସୁଗୁଡା ଅଫିସ/ଲଖନପୁର, ୨।୧୦(ଡି.ଏନ୍‌.ଏ.)-ଝାରସୁଗୁଡା ଜିଲା ବେଲପାହାଡ ସହରରେ ପୋଲିସର ଟ୍ରାଫିକ ସଚେତନତା ବେଳେ ଜଣେ ବିଜେଡି ନେତା ପୋଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର କରିଥିଲେ। ଏହି ସମ୍ବେଦନଶୀଳ ଘଟଣାକୁ ପୋଲିସ ଚାପି ଦେବାକୁ ଉଦ୍ୟମ କରିଥିଲା। ମାତ୍ର ପରମୁହୂର୍ତ୍ତରେ ଏହାକୁ ନେଇ ଏକ…

ପାରିବାରିକ କଳହରୁ ହତ୍ୟାକାଣ୍ଡ: ବଡ଼ଭାଇଙ୍କ ଟାଙ୍ଗିଆ ଚୋଟରେ ସାନଭାଇ ମୃତ, ଦୈତାରୀ ପୋଲିସର ତଦନ୍ତ ଆରମ୍ଭ

କେନ୍ଦୁଝର,୨।୧୦(ସ୍ବ.ପ୍ର): କେନ୍ଦୁଝର ଜିଲା ଦୈତାରୀ ଥାନା ଅନ୍ତର୍ଗତ ରେବଣା(ରାଘପୁର) ସାହିରେ ମଙ୍ଗଳବାର ପାରିବାରିକ କଳହକୁ କେନ୍ଦ୍ର କରି ବଡଭାଇଙ୍କ ଟାଙ୍ଗିଆ ଚୋଟରେ ସାନଭାଇଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କରଣ ମୁର୍ମୁ(୧୭)। ସୂଚନାନୁଯାୟୀ, ସନ୍ଧ୍ୟାରେ ବଡ଼ଭାଇ ରେପ ମୁର୍ମୁ ଘରକୁ କୁକୁଡ଼ା…

ଜନସମ୍ପର୍କ ପଦଯାତ୍ରାରେ ନବୀନଙ୍କ ଘୋଷଣା: ବିଜେଡିି ଆରମ୍ଭ କରିବ ସମାଜସେବା ଓ୍ବିଙ୍ଗ୍‌

ଭୁବନେଶ୍ୱର,୨।୧୦(ବ୍ୟୁରୋ): ବିଜୁ ଜନତା ଦଳରେ ସୋସିଆଲ ସର୍ଭିସ ବା ସମାଜସେବା ଓ୍ବିଙ୍ଗ ଆରମ୍ଭ କରିବ। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଘୋଷଣା କରିଛନ୍ତି। ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀରେ ବିଜେଡି ପକ୍ଷରୁ ଆରମ୍ଭ କରାଯାଇଥିବା ଜନସମ୍ପର୍କ ପଦଯାତ୍ରା ଅବସରରେ…

ଆଜି ତୀରକମାଣ ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ମା’ ମଙ୍ଗଳା

କାକଟପୁର, ୨।୧୦(ଡି.ଏନ୍‌.ଏ.): ପୁରୀ ଜିଲା କାକଟପୁରସ୍ଥତ ମା’ମଙ୍ଗଳାଙ୍କ ମନ୍ଦିରରେ ଆଶ୍ୱିନ ମୂଳାଷ୍ଟମୀ ତିଥିରୁ ପାରମ୍ପରିକ ପ୍ରଥାନୁସାରେ ଆରମ୍ଭ ହୋଇଛି ଶାରଦୀୟ ପାର୍ବଣ ପୂଜା। ମଙ୍ଗଳା ଓ ଦୁର୍ଗା ଏକ ଓ ଅଭିନ୍ନ ବୋଲି ବିଭିନ୍ନ ପୁରାଣରେ ବର୍ଣ୍ଣିତ କରାଯାଇଥିବାରୁ ମା’ମଙ୍ଗଳାଙ୍କ ମନ୍ଦିରରେ…

କଂଗ୍ରେସ ପଦଯାତ୍ରାରେ ଭକ୍ତ ଦାସଙ୍କ ଘୋଷଣା: ଆଉ ନିର୍ବାଚନ ଲଢ଼ିବିନି

ଭୁବନେଶ୍ୱର,୨।୧୦(ବ୍ୟୁରୋ): ଆଉ ନିର୍ବାଚନ ଲଢ଼ିବେ ନାହିଁ କଂଗ୍ରେସ ନେତା ଭକ୍ତ ଦାସ। ବୁଧବାର କଂଗ୍ରେସର ପଦଯାତ୍ରା ଅବସରରେ ସେ ଏହା ଘୋଷଣା କରିଛନ୍ତି। ସେ କହିଛନ୍ତି, ମୁଁ ଆଉ ଲୋକସଭା ନିର୍ବାଚନ ଲଢ଼ିବି ନାହିଁ। ୩ ଥର ଏମ୍‌ପି ହୋଇଥିବା ବେଳେ…

ଡଷ୍ଟବିନ୍‌ରୁ ନବଜାତ ଶିଶୁକନ୍ୟା ଉଦ୍ଧାର, ଅବସ୍ଥା ଗୁରୁତର

ଯାଜପୁର ଟାଉନ,୨।୧୦ (ଡି.ଏନ୍‌.ଏ.): ପୁଣି ଅଲୋଡ଼ା ହେଲା ଶିଶୁ କନ୍ୟା। ଯାଜପୁର ଜିଲା ରସଲପୁର ବ୍ଲକ ଅଧୀନ ମଧୁବନ ସ୍ବାସ୍ଥ୍ୟକେନ୍ଦ୍ରରୁ ବୁଧବାର ସକାଳେ ଏକ ନବଜାତ ଶିଶୁକନ୍ୟା ଉଦ୍ଧାର ହୋଇଛି। ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ସଫେଇ କର୍ମଚାରୀ ଅଳିଆ ସଫା କରୁଥିବା ବେଳେ…

ଖୋର୍ଦ୍ଧା ଆର୍‌ଟିଓ ଅଫିସରୁ ୨ ଦଲାଲ ଗିରଫ: ୧୦୦ ଡ୍ରାଇଭିଂ ଲାଇସେନ୍ସ ଆବେଦନ ଫର୍ମ, ୮୩ହଜାର ଟଙ୍କା ଜବତ

ଖୋର୍ଦ୍ଧା ଅଫିସ,୨ା୧୦: ଦଲାଲ ଦମନ ଅଭିଯାନରେ ଖୋର୍ଦ୍ଧା ଆଦର୍ଶ ଥାନା ପୋଲିସ ୨ ଜଣ ଦଲାଲଙ୍କୁ ମଙ୍ଗଳବାର ଗିରଫ କରି ବୁଧବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଖୋର୍ଦ୍ଧାର ଶରତ ମିଶ୍ର, ନୟାଗଡର ଲକ୍ଷ୍ମୀଧର ପ୍ରଧାନ। ସେମାନଙ୍କଠାରୁ ୧୦୦ଟି ଡାଇଭିଂ…

ଆର୍‌ପିଏଫ୍‌ ପ୍ରତିଷ୍ଠା ଦିବସ: ୩୫ ଯବାନ ପୁରସ୍କୃତ

ଭୁବନେଶ୍ୱର, ୨-୯(ବ୍ୟୁରୋ): ପୂର୍ବତଟ ରେଳପଥ ମୁଖ୍ୟାଳୟରେ ମଙ୍ଗଳବାର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌)ର ୩୫ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଆର୍‌ପିଏଫ୍‌ ଆଇଜି ରାଜା ରାମଙ୍କ ନେତୃତ୍ୱରେ ଆୟୋଜିତ ପରେଡରେ ପୂର୍ବତଟ ରେଳପଥ ମହାପ୍ରବନ୍ଧକ ବିଦ୍ୟାଭୂଷଣ ମୁଖ୍ୟ ଅତିଥି ଭାବେ ଯୋଗଦେଇ…

ପୂଜାରେ ଟ୍ବିନ୍‌ ସିଟି ଜଗିବେ ୬୩ ପ୍ଲାଟୁନ ଫୋର୍ସ

ଭୁବନେଶ୍ୱର,୨-୯(ବ୍ୟୁରୋ): ଦୁର୍ଗାପୂଜା ପାଇଁ କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। କଟକ ଓ ଭୁବନେଶ୍ୱରରେ ୬୩ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ରହିବେ। ଏହାସହ ରାପିଡ୍‌ ଆକ୍ସନ ଫୋର୍ସ ଓ ସ୍ବତନ୍ତ୍ର କମାଣ୍ଡୋ ୟୁନିଟ୍‌ ମଧ୍ୟ ନିୟୋଜିତ ହେବେ।…

ଧାରା ୩୭୦ ଉଚ୍ଛେଦକୁ ସମର୍ଥନ ମିଳିଛି: ଧର୍ମେନ୍ଦ୍ର

ଭୁବନେଶ୍ୱର,୨-୯(ବ୍ୟୁରୋ):ଧାରା ୩୭୦ ଉଚ୍ଛେଦ ପ୍ରସଙ୍ଗରେ ଦେଶର ସମସ୍ତ ଲୋକଙ୍କୁ ଅବଗତ ଓ ସଚେତନ କରିବାକୁ ଭାଜପା ପକ୍ଷରୁ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ସେପ୍ଟେମ୍ବର ୧ରୁ ୩୦ ପର୍ଯ୍ୟନ୍ତ ଦେଶବ୍ୟାପୀ ଆରମ୍ଭ କରାଯାଇଥିବା ଜନସମ୍ପର୍କ ଓ ଜନ ଜାଗରଣ ଯାତ୍ରା ଶେଷ ହୋଇଛି…

ସଡ଼କ ସୁରକ୍ଷା ନେଇ ସଚତନତା କାର୍ଯ୍ୟକ୍ରମ: ଗାଡ଼ିଚାଳକଙ୍କୁ ଗୋଲାପ ଫୁଲ ଦେଇ ସଚେତନ କଲେ ଛାତ୍ରୀଛାତ୍ର

ନୂଆପଡା ଅଫିସ,୨ା୧୦ – ରାଜ୍ୟରେ ଏବେ ସଡକ ସୁରକ୍ଷା ଏବଂ ପରିବହନ ନିୟମ ଉପରେ ବିଭିନ୍ନ ବିକଳ୍ପ ମାଧ୍ୟମରେ ସଚେତନତା ସୃଷ୍ଟି କରାଯାଉଛି। ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ନ୍ୟାଶନାଲ କଲେଜ ଛାତ୍ରୀଛାତ୍ରମାନେ ଗୋଟିଏ ପାଦ ଆଗକୁ ଆସି ନିୟମ ମାନି ଚଳୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?