ରାଜ୍ୟ

ଗୁରୁବାରଠାରୁ ହାଇକୋର୍ଟରେ ପୂଜା ଅବକାଶ

କଟକ ଅଫିସ,୨-୯: ଦୁର୍ଗାପୂଜା ପାଇଁ ଗୁରୁବାରଠାରୁ ହାଇକୋର୍ଟରେ ପୂଜା ଅବକାଶ ଆରମ୍ଭ ହେଉଛି। ଏହି ଅବଧି ମଧ୍ୟରେ ଦୁଇ ଦିନ ଅର୍ଥାତ୍‌ ଅକ୍ଟୋବର ୪ ଓ ୧୧ରେ ହାଇକୋର୍ଟରେ ଅବକାଶକାଳୀନ ଖଣ୍ଡପୀଠ ବସିବ। ସେହିପରି ଏହି ଅବକାଶ ସମୟରେ ଅକ୍ଟୋବର ୩,…

ଓଏସଆରଟିସିର ଟୋଲ ଫ୍ରି ନମ୍ବର

ଭୁବନେଶ୍ୱର, ୨-୯(ବ୍ୟୁରୋ): ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ(ଓଏସଆରଟିସି) ପକ୍ଷରୁ ଯାତ୍ରୀମାନଙ୍କ ପାଇଁ ୨୪ ଘଣ୍ଟିଆ ଟୋଲ ଫ୍ରି ନମ୍ବର ଜାରି କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୫-ଟି ଲକ୍ଷ୍ୟ ହାସଲ ଓ ଓଏସଆରଟିସିରେ ସ୍ବଚ୍ଛତା ଆଣିବା ପାଇଁ ଏହି ଟୋଲ…

କମେଣ୍ଟ ମାରୁଥିବା ଯୁବକଙ୍କୁ କାବୁ କରି ପୋଲିସ ଜିମାଦେବା ଘଟଣା: ଶର୍ମିଷ୍ଠାଙ୍କୁ ସମ୍ମାନିତ କଲେ ଏସ୍‌ପି

ବଲାଙ୍ଗୀର ଅଫିସ, ୨ା୧୦-ହାଇସ୍କୁଲରେ ପଢୁଥିବା ଦୁଇ ସାନ ଭଉଣୀ ଓ ତାଙ୍କ ସହାପାଠିନୀଙ୍କୁ ବାରମ୍ବାର କମେଣ୍ଟ ମାରି ହଇରାଣ କରୁଥିବା ଜଣେ ଉଦ୍ଧତ ଯୁବକଙ୍କୁ ବିଚ୍‌ ରାସ୍ତାରେ କାବୁ କରି ଟାଉନ୍‌ ଥାନାରେ ଜିମା ଦେଇଥିଲେ ସାହସୀ ଯୁକ୍ତତିନି କଲେଜ ଛାତ୍ରୀ…

ସରକାରଙ୍କୁ ବରିଷ୍ଠ ନାଗରିକଙ୍କ ଚିନ୍ତା:ପ୍ରତି ବ୍ଲକ୍‌ରେ ହେବ ଡେ’ କେୟାର ସେଣ୍ଟର

ଭୁବନେଶ୍ୱର, ୨-୯(ବ୍ୟୁରୋ):ବରିଷ୍ଠ ନାଗରିକଙ୍କ ପାଇଁ ଆଶ୍ରୟସ୍ଥଳୀ, ସ୍ବାସ୍ଥ୍ୟସେବା, ସୁରକ୍ଷା ସାଙ୍ଗକୁ ନିଃସଙ୍ଗତା ଦୂର କରିବା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଇଛନ୍ତି। ଆଗାମୀ ଦିନରେ ପ୍ରତି ଜିଲାରେ ଜରାନିବାସ ଓ ପୁନର୍ବାସ କେନ୍ଦ୍ର କାର୍ଯ୍ୟକ୍ଷମ ହେବା ସହ ପ୍ରତି ବ୍ଳକ୍‌ରେ…

ଆଜିଠୁ ସବୁ ଦଳର ପଦଯାତ୍ରା

ଭୁବନେଶ୍ୱର,୨-୯(ବ୍ୟୁରୋ): ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ଉପଲକ୍ଷେ ଉଭୟ ସରକାରୀ ଏବଂ ବେସରକାରୀସ୍ତରରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ରାଜ୍ୟରେ କ୍ଷମତାସୀନ ବିଜେଡି, ମୁଖ୍ୟ ବିରୋଧୀ ଭାଜପା ଏବଂ କଂଗ୍ରେସ ପକ୍ଷରୁ ଭିନ୍ନ ଭିନ୍ନ କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତି ଶେଷ ହୋଇଛି।…

ସବୁ ସହରରେ ପଲିଥିନ ନିଷେଧ

ଭୁବନେଶ୍ୱର,୨-୯(ବ୍ୟୁରୋ):ରାଜ୍ୟର ସମସ୍ତ ସହରକୁ ପଲିଥିନ ମୁକ୍ତ କରାଯିବ। ୧୦୯ ସହରାଞ୍ଚଳକୁ ୫୦ ମାଇକ୍ରନରୁ କମ୍‌ ମୋଟେଇ ପଲିଥିନକୁ ବୁଧବାରଠାରୁ ସମ୍ପୂର୍ଣ୍ଣ ନିଷେଧ କରାଯିବ। ଅକ୍ଟୋବର ୨ ତାରିଖ ପରଠାରୁ କୌଣସି ସହରରେ ପଲିଥିନ ବ୍ୟବହାର କିମ୍ବା ବିକ୍ରି କରାଯାଇ ପାରିବ ନାହିଁ।…

ବୃକ୍ଷରୋପଣ ପାଲଟିଛି ପ୍ରହସନ

ଚମ୍ପୁଆ, ୨।୧୦(ଡି.ଏନ.ଏ.)-ଜୀବ ଜଗତ ବଞ୍ଚିରହିବା ତଥା ପରିବେଶର ସୁରକ୍ଷା ପାଇଁ ଜଙ୍ଗଲ ସୃଷ୍ଟି କରିବା ଅତ୍ୟନ୍ତ ଆବଶ୍ୟକ ହୋଇ ପଡିଥିବା ବେଳେ ସରକାରୀ ଓ ବେସରକାରୀ ସଂସ୍ଥାଗୁଡ଼ିକ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ହାତକୁ ନେଉଛନ୍ତି। ଅଧିକରୁ ଅଧିକ ବୃକ୍ଷ ରୋପଣ ପାଇଁ…

ଉଜୁଡିଯାଉଛି ସ୍ମୃତିର ସ୍ମାରକୀ: ଅବହେଳିତ ଗାନ୍ଧିଜୀଙ୍କ ସ୍ମୃତି, ସ୍ମାରକୀ

ଭଦ୍ରକ ଅଫିସ, ୨ା୧୦- ସ୍ବାଧୀନତା ସଂଗ୍ରାମର ସ୍ମୃତି ଓ ବଳିଦାନ ଏ ମାଟିକୁ କରିଛି ଗୌରବାନ୍ବିତ। ଧାମନଗରରେ ଲୁଣିଆ ଓ ବାସୁଦେବପୁର ଇରମ ଗୁଳିକାଣ୍ଡ, ଭଣ୍ଡାରିପୋଖରୀ ଥାନା ପୋଡି ଭଳି ଘଟଣାରେ ସଂଗ୍ରାମୀଙ୍କ ଆମତ୍ବଳିଦାନ ଇତିହାସକୁ ଆଜି ବି ଏ ମାଟି…

ବୁଧବାରଠାରୁ ‘ମୋ ସରକାର’: ପ୍ରତିଦିନ ୧୦ ଲୋକଙ୍କଠାରୁ ସରକାରୀ ସେବାକୁ ନେଇ ମତାମତ ନେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧।୧୦(ବ୍ୟୁରୋ): ଏକ ମାସର ପ୍ରସ୍ତୁତି ପରେ ବୁଧବାରଠାରୁ ରାଜ୍ୟରେ ଆରମ୍ଭ ହେବ ‘ମୋ ସରକାର’ କାର୍ଯ୍ୟକ୍ରମ। ସରକାରୀ ସେବାକୁ ନେଇ ଜନତା ଦେବେ ମତ। ଭଲ ସେବା ଦେଲେ ମିଳିବ ପୁରସ୍କାର, ନଚେତ୍‌ ହେବେ ତିରସ୍କାର। ପ୍ରାଥମିକ ପର୍ଯ୍ୟାୟରେ ଥାନା ଓ…

ହୃଦଘାତରେ ନାଲ୍‌କୋ କର୍ମଚାରୀ ମୃତ: ପରିବାରର ଜଣେ ସଦସ୍ୟଙ୍କୁ ନିଯୁକ୍ତି ଦାବି

ବଅଁରପାଳ,୧।୧୦(ଡି.ଏନ.ଏ.)- ନାଲ୍‌କୋ ସିପିପି ଅପରେସନ ବିଭାଗରେ ଚାକିରି କରିଥିବା ପ୍ରବୀଣ ବରାହ(୫୨) ମଙ୍ଗଳବାର ସକାଳେ ହୃଦଘାତରେ ପ୍ରାଣ ହରାଇଛନ୍ତି। ପ୍ରବୀଣଙ୍କ ଘର ଗୋତମରା ଗ୍ରାମରେ। ସେ ସକାଳେ ପ୍ଲାଣ୍ଟରେ କାମ କରୁଥିବାବେଳେ ହଠାତ୍‌ ତାଙ୍କ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ଗୁରୁତର…

ଜମି ଅଧିଗ୍ରହଣ ପାଇଁ ଏସ୍‌ଆଇଏ ସର୍ଭେ: ଦ୍ୱିତୀୟ ଦିନରେ ୨୦ ପରିବାରର ତଥ୍ୟ ସଂଗ୍ରହ

ପୁରୀ ଅଫିସ, ୧ା୧୦: ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ଜମି ଅଧିଗ୍ରହଣ ପାଇଁ ପ୍ରଶାସନ ପକ୍ଷରୁ ଚାଲିଛି ସାମାଜିକ ପ୍ରଭାବ ନିର୍ଦ୍ଧାରଣ (ଏସ୍‌ଆଇଏ) ସର୍ଭେ। ଉପଜିଲାପାଳ ଏବଂ ୫ ଶିକ୍ଷାନବୀଶ ଆଇଏଏସ୍‌ ଅଧିକାରୀଙ୍କ ନେତୃତ୍ୱରେ ଗଠିତ ୫ ଟିମ୍‌ ଏହି ସର୍ଭେ କରୁଛନ୍ତି।…

ବାଇକ୍‌ ପଛପଟୁ ପିଟିଲା ଟ୍ରକ୍‌: ମା’, ଝିଅ ମୃତ; ବାପା ଗୁରୁତର

ରୂପ୍‌ସା/ବସ୍ତା, ୧।୧୦(ଡି.ଏନ.ଏ./ସ୍ବ.ପ୍ର.)-ବାଲେଶ୍ୱର ୬୦ନଂ. ଜାତୀୟ ରାଜପଥର ରୂପ୍‌ସା ଥାନା ଅନ୍ତର୍ଗତ ଜୁକନଣ୍ଡି ଛକଠାରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବାଇକ୍‌କୁ ପଛପଟୁ ଏକ ଟ୍ରକ ଧକ୍କା ଦେବାରୁ ଘଟଣାସ୍ଥଳରେ ମା’ ଓ ଝିଅଙ୍କ ମୃତ୍ୟୁ ହୋଇଛି। ଦୁର୍ଘଟଣା ଘଟାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?