ରାଜ୍ୟ

ତେଲିସାହି ପଡ଼ିଆ ଫାଙ୍କା ଗୁଳିଚାଳନା ଘଟଣା: ଚାଲିଛି ନାରୁଆଙ୍କ ଅପରାଧ ପୃଷ୍ଠଭୂମି ଯାଞ୍ଚ

ପୁରୀ ଅଫିସ, ୧ା୧୦: ଟାଉନ ଥାନା ଅଧୀନ ତେଲିସାହି ପଡ଼ିିଆରେ ଗତ ଅଗଷ୍ଟ ମାସରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ଫାଙ୍କା ଗୁଳି ଚାଳନା ଘଟଣାର ଗୋଟିଏ ପରେ ଗୋଟିଏ ଭିଡିଓ ଭାଇରାଲ ହେବାରେ ଲାଗିଛି। ପ୍ରଥମେ ପୋଲିସ ଏହାକୁ ଚତୁରତାର ସହିତ…

ଦାରିଙ୍ଗିବାଡି ବ୍ଲକ ଅଧ୍ୟକ୍ଷାଙ୍କ ସଭ୍ୟପଦ ରଦ୍ଦ

ଫୁଲବାଣୀ ଅଫିସ/ଦାରିଙ୍ଗବାଡି,୧ା୧୦- କନ୍ଧମାଳ ଜିଲା ଦାରିଙ୍ଗିବାଡି ବ୍ଲକ ଅଧ୍ୟକ୍ଷା ସୁବେନ୍ତୀ ପ୍ରଧାନଙ୍କ ସଭ୍ୟାପଦ ମଙ୍ଗଳବାର ରଦ୍ଦ ହୋଇଛି। ୨ରୁ ଅଧିକ ସନ୍ତାନ ଥିବା ଆଗତ ଏକ ମାମଲାର ବିଚାର କରି ଜିଲା ଦୌରାଜଜ୍‌ ଗୌତମ ଶର୍ମା ଏହି ରାୟ ଶୁଣାଇଛନ୍ତି। ସଭ୍ୟାପଦ…

ଅବସରପ୍ରାପ୍ତ ଶିକ୍ଷକଙ୍କୁ ଶୁଣ୍ଢରେ ଟେକି କଚାଡ଼ି ମାରିଲା ଦନ୍ତା

ଛେଣ୍ଡିପଦା,୧।୧୦(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବନଖଣ୍ଡ ପାଟକମୁଣ୍ଡା ପଞ୍ଚାୟତର ଧାଙ୍ଗୁରମୁଣ୍ଡା କୋଠଘର ନିକଟରେ ହାତୀ ଆକ୍ରମଣରେ ମଙ୍ଗଳବାର ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବାରମଞ୍ଚା ଗ୍ରାମର ହୃଷିକେଶ ନାୟକ (୬୫)। ସୂଚନାନୁଯାୟୀ, ହୃଷିକେଶ ଅପରାହ୍ନରେ ଘରେ ଥିବା…

୫୨୦ ଜାତୀୟ ରାଜପଥ ଟ୍ରାଫିକ୍‌ ଜାମ୍‌ରେ ଫସିଲା ଆମ୍ବୁଲାନ୍ସ, ଯନ୍ତ୍ରଣାରେ ଛଟପଟ ହେଲେ ଗର୍ଭବତୀ

ଯୋଡ଼ା,୧।୧୦ (ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡା ସହର ଦେଇ ଯାଇଥିବା ୫୨୦ ନଂ ଜାତୀୟ ରାଜପଥର ଲହଣ୍ଡାଠାରେ ମଙ୍ଗଳବାର ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ଉକ୍ତ ରାସ୍ତାରେ ପ୍ରବଳ ଟ୍ରାଫିକ୍‌ ଜାମ ହୋଇଥିବାରୁ ଏକ ଆମ୍ବୁଲାନ୍ସ ଫସିଯାଇଥିଲା। ଫଳରେ ସେଥିରେ…

ଶାରଦୀୟ ପାର୍ବଣ ପୂଜା ପାଇଁ ଉତ୍ସବମୁଖର ପ୍ରାଚୀ ଉପତ୍ୟକା

କାକଟପୁର, ୧।୧୦(ଡି.ଏନ୍‌.ଏ.): ପୁରୀ ଜିଲା ପ୍ରାଚୀ ଉପତ୍ୟକାରେ ରହିଥିବା ଶତାଧିକ ଶକ୍ତି (ଦୁର୍ଗା, ଚାମୁଣ୍ଡା, ଗ୍ରାମ ଦେବତୀ) ମନ୍ଦିରମାନଙ୍କରେ ଆଶ୍ୱିନ ମୂଳାଷ୍ଟମୀ ତିଥିଠାରୁ ଷୋଳ ପୂଜା ବା ଶାରଦୀୟ ପାର୍ବଣ ପୂଜା ଆରମ୍ଭ ହୋଇଛି। ମନ୍ଦିରମାନଙ୍କରେ ଭକ୍ତି ଓ ନିଷ୍ଠାର ସହିତ…

ଷ୍ଟେଟ୍‌ ବ୍ୟାଙ୍କ ଏଟିଏମ୍‌ରୁ ୩୦ ଲକ୍ଷ ଚୋରି: ପୋଲିସର ତଦନ୍ତ ଆରମ୍ଭ

ଯାଜପୁର ଟାଉନ, ୧।୧୦(ଡି.ଏନ୍‌.ଏ.): ଯାଜପୁର ସହର ଅମ୍ବିକାୟୀ ଛକରେ ଥିବା ଷ୍ଟେଟ୍‌ ବ୍ୟାଙ୍କ ଏଟିଏମ୍‌ରୁ ସୋମବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଦୁର୍ବୃତ୍ତମାନେ ବ୍ୟାଙ୍କ ମୁଖ୍ୟ ଗେଟ ତାଲା ଭାଙ୍ଗି ପ୍ରାୟ ୩୦ ଲକ୍ଷ ଟଙ୍କା ଚୋରିକରି ନେଇଥିବା ବ୍ୟାଙ୍କର କର୍ମଚାରୀମାନେ…

ରେଙ୍ଗାଲୀ ଡ୍ୟାମ୍‌ରୁ ବନ୍ୟାଜଳ ନିଷ୍କାସନ: ଖୋଲିଲା ୮ ନମ୍ବର ଗେଟ୍‌

କଣିହାଁ,୧।୧୦(ଡି.ଏନ୍‌.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକସ୍ଥିତ ବ୍ରାହ୍ମଣୀ ନଦୀ ରେଙ୍ଗାଲୀ ଡ୍ୟାମ୍‌ରୁ ମଙ୍ଗଳବାର ପୂର୍ବାହ୍ନରେ ତୃତୀୟଥର ପାଇଁ ବନ୍ୟାଜଳ ନିଷ୍କାସନ ହୋଇଛି। ଡ୍ୟାମ୍‌ର ବିପଦସଙ୍କେତ ୧୨୩.୫୦ ମିଟର ରହିଥିବା ବେଳେ ଜଳସ୍ତର ୧୨୪.୪ ମିଟରକୁ ଛୁଇଁଥିଲା। ଏଥିଲାଗି ଡ୍ୟାମର ୮ନମ୍ବର ଗେଟ୍‌କୁ…

ହସ୍ପିଟାଲ, ଆର୍‌ଟିଓରେ ଚଢ଼ାଉ: ପଞ୍ଚମ ଦିନରେ ୨୬ ଦଲାଲ ଗିରଫ

କଟକ ଅଫିସ/ ଭୁବନେଶ୍ୱର,୧।୧୦(ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ପୋଲିସ ଦଲାଲ ଧରପଗଡ଼ ଅଭିଯାନକୁ ଜୋର୍‌ଦାର କରିଛି। ସ୍ପେଶାଲ ଡ୍ରାଇଭ୍‌ର ୫ମ ଦିନ ସୋମବାରରେ ରାଜ୍ୟର ବିଭିନ୍ନ ହସ୍ପିଟାଲରୁ ୮ ଓ ଆର୍‌ଟିଓରୁ ୧୮ଜଣ ଦଲାଲଙ୍କୁ ପୋଲିସ ଗିରଫ କରିଛି। ଭୁବନେଶ୍ୱର ଆର୍‌ଟିଓରୁ…

ତେଜିଲା ଅନୁଭବ, ମଞ୍ଜିତ ତିକ୍ତତା

ଭୁବନେଶ୍ୱର,୧।୧୦(ବ୍ୟୁରୋ): ପୁଣି ଚର୍ଚ୍ଚାରେ ଅଭିନେତା ତଥା କେନ୍ଦ୍ରାପଡା ଏମ୍‌ପି ଅନୁଭବ ମହାନ୍ତି। ପଡୋଶୀ ତଥା ଛାତ୍ର ବିଜେଡି ଉପସଭାପତି ମଞ୍ଜିତ ଦାସ ଓ ଅନୁଭବଙ୍କ ମଧ୍ୟରେ ସୃଷ୍ଟି ହୋଇଥିବା ତିକ୍ତତା ଏବେ ପଦାକୁ ଆସିଛି। ସୋମବାର ଏହା ଆହୁରି ତେଜିଥିବାବେଳେ ମଝିରେ…

ତୋରଣରେ ଷ୍ଟାଚ୍ୟୁ ଅଫ ଲିବର୍ଟି

କଟକ ଅଫିସ,୧।୧୦: ଶାରଦୀୟ ପୂଜା ପାଇଁ ଚଳଚଞ୍ଚଳ ହୋଇଛି କଟକର ବିଭିନ୍ନ ପୂଜା ମଣ୍ଡପ। ଦଶହରା ଯେତିକି ପାଖେଇ ଆସୁଛି ପୂଜା ମଣ୍ଡପ କର୍ମକର୍ତ୍ତାଙ୍କ ମଧ୍ୟରେ ସେତିକି ତତ୍ପରତା ଦେଖିବାକୁ ମିଳିଛି। ପୂଜାକୁ ଅଧିକ ଆକର୍ଷଣୀୟ କରିବା ପାଇଁ ସମସ୍ତେ ଲାଗିପଡିଛନ୍ତି।…

ତୋରଣରେ ଝଲସିବ ଉତ୍ତରାଖଣ୍ଡର ନାନ କାମଟା ଗୁରୁଦ୍ୱାର

ପୁରୁଣା ଭୁବନେଶ୍ୱର, ୧।୧୦(ଡି.ଏନ.ଏ.): କେଶୁରା ଦୁର୍ଗାପୂଜା ସମିତି ପକ୍ଷରୁ ୨୦୧୦ରୁ ଆରମ୍ଭ ହୋଇଥିବା ଦୁର୍ଗାପୂଜା ଚଳିତବର୍ଷ ୧୦ ବର୍ଷ ପୂରଣ କରୁଛି। ଏ ବର୍ଷ ଭିନ୍ନ ଧରଣର ତୋରଣ ସହ ଆଲୋକୀକରଣ ବ୍ୟବସ୍ଥା ସମିତି ପକ୍ଷରୁ କରାଯାଇଛି। ଉତ୍ତରାଖଣ୍ଡର ନାନାକାମଟା ଗୁରୁଦ୍ୱାର…

ଆତଙ୍କବାଦ ଆକ୍ରମଣ ମାମଲାର ତଦନ୍ତକୁ ନେଇ ହେବ କର୍ମଶାଳା: ୩ରେ ଓଡ଼ିଶା ଆସିବେ ଏନ୍‌ଆଇଏ ଡିଜି

ଭୁବନେଶ୍ୱର,୧।୧୦(ବ୍ୟୁରୋ): ଆତଙ୍କବାଦ ମାମଲାର ତଦନ୍ତ କିଭଳି କରାଯିବ ତାହାକୁ ନେଇ ପାଠ ପଢିବେ ଓଡ଼ିଶା ପୋଲିସ। ପୋଲିସ ଭବନରେ ଅନୁଷ୍ଠିତ ହେବ ଦିନିକିଆ କର୍ମଶାଳା। ଏନେଇ ଆସନ୍ତା ୩ ତାରିଖରେ ଓଡିଶା ଆସିବେ ନ୍ୟାଶନାଲ ଇନ୍‌ଭେଷ୍ଟିକେଶନ ଏଜେନ୍ସି (ଏନ୍‌ଆଇଏ) ଡିଜି ଯୋଗେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?