ରାଜ୍ୟ

କୃଷ୍ଣପ୍ରସାଦ ପଞ୍ଚାୟତ ସମିତି ଅଧିବେଶନ: ବିକାଶ ପାଇଁ ସରକାରଙ୍କ ଦୃଷ୍ଟି ଆକର୍ଷଣ କରାଯିବ

କୃଷ୍ଣପ୍ରସାଦ,୧ା୮(ଡି.ଏନ.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ପଞ୍ଚାୟତ ସମିତିର ୬ଷ୍ଠ ବାର୍ଷିକ ଅଧିବେଶନ ବୁଧବାର ପଞ୍ଚାୟତ ସମିତି ସଭାଗୃହରେ ଅଧ୍ୟକ୍ଷା ସୌଦାମିନୀ ମାନସିଂହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥିଭାବେ ଯୋଗଦେଇଥିବା ବ୍ରହ୍ମଗିରି ବିଧାୟକ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ରଙ୍କୁ ସ୍ବାଗତ କରାଯାଇଥିଲା।…

ନୟାଗଡ଼ ଜିଲା: ୧୦୦ରେ ୩୧ ଝିଅ କରୁଛନ୍ତି ବାଲ୍ୟବିବାହ

ନୟାଗଡ଼ ଅଫିସ,୧।୮: ବିିଭିନ୍ନ ସମୟରେ ଜିଲାରେ ବାଲ୍ୟବିବାହ ହେଉଥିବା ଘଟଣା ନୟାଗଡ ଜିଲାକୁ ନିନ୍ଦିତ କରୁଛି। ତେଣୁ ଏହାର ନିରାକରଣ ଓ ଲୋକମାନଙ୍କୁ ସଚେତନ କରାଇବା ପାଇଁ ବୁଧବାର ଡିଆରଡିଏସ୍ଥିତ ସୃଜନ ସମ୍ମିଳନୀ କକ୍ଷରେ ବାଲ୍ୟବିବାହ ଉପରେ ଏକ ସଚେତନତା ଶିବିର…

ପ୍ରେସର ବୋମା ବିସ୍ଫୋରଣରେ ଯବାନ ଶହୀଦ

ମାଲକାନଗିରି,୩୧ା୭ (ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ଦାନ୍ତେୱାଡ଼ା ଜିଲାର ପଦଲି ଗ୍ରାମ ନିକଟରେ ମାଓବାଦୀଙ୍କ ପ୍ରେସର ବୋମା ବିସ୍ଫୋରଣରେ ଜଣେ ସିଆରପିଏଫ ଯବାନ ଶହୀଦ ହୋଇଛନ୍ତି। ତାଙ୍କ ନାମ ରୋଶନ କୁମାର। ତାଙ୍କ ଘର ବିହାରର ନୱାଡ଼ା ଗ୍ରାମରେ ବୋଲି…

କୋଇଲା ବୋଝେଇ ଟ୍ରେନ୍‌ରେ ନିଆଁ

ରାୟଗଡ଼ା ଅଫିସ, ୩୧।୭ (ଡି.ଏନ୍‌.ଏ.): ରାୟଗଡ଼ା ରେଳ ଷ୍ଟେଶନର ୭ ନଂ. ପ୍ଲାଟଫର୍ମରେ ଠିଆ ହୋଇଥିବା ଏକ କୋଇଲା ବୋଝେଇ ଟ୍ରେନ୍‌ରେ ବୁଧବାର ଘଟିଛି ଅଗ୍ନିକାଣ୍ଡ। ନିଆଁ ଲାଗିବା ଦେଖି ରେଳ ବିଭାଗ ତୁରନ୍ତ ଦମକଳ ବାହିନୀକୁ ଖବର ଦେଇଥିଲେ। ଦମକଳ…

କାଦେ ମାଝୀଙ୍କ ହତ୍ୟାକାଣ୍ଡ ଘଟଣା:୯ ଅଭିଯୁକ୍ତ ଗିରଫ

ପାଟଣା,୩୧।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା କୁଣ୍ଡଳା ପଞ୍ଚାୟତ ଫୁଲପାହାଡ଼ି ଗ୍ରାମର ଭାଲୁଘରା ସାହିର ୫୫ ବର୍ଷୀୟ ବୃଦ୍ଧ କାଦେ ମାଝୀଙ୍କୁ ୧୬ହଜାର ଟଙ୍କା ପାଇଁ ଗତ ଗୁରୁବାର ରାତିରେ ଦୁର୍ବୃତ୍ତମାନେ ସଂଘବଦ୍ଧ ଭାବେ ଆକ୍ରମଣ କରି ଗାଁ ଦାଣ୍ଡରେ ହତ୍ୟାକରିବା…

ଅଘୋଷିତ ବିଦ୍ୟୁତକାଟ: ପ୍ରତିବାଦରେ ସେସୁ କାର୍ଯ୍ୟାଳୟ ଘେରାଉ

ବଇଣ୍ଡା,୩୧।୭(ଡି.ଏନ.ଏ.): ଅନୁଗୋଳ ଜିଲା କିଶୋରନଗର ବ୍ଲକ ବାମୁର ବିଦ୍ୟୁତ୍‌ ସବୁଷ୍ଟେଶନ ଅଧୀନରେ ଥିବା ଧଉରାପାଲି, ଜଏରାଟ, ସଞ୍ଜାମୁରା, ହିମିତିରା, ଆମ୍ବପାଳ, ଅଙ୍ଗପଡ଼ା, ଉରୁକୁଳା, ଧଉରପାଳ ଆଦି ପଞ୍ଚାୟତରେ ଅଘୋଷିତ ବିଦ୍ୟୁତକାଟ ହେଉଛି। ଫଳରେ ସାଧାରଣ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଏ…

ଓଲଟି ପଡ଼ିଲା ତେଲ ବୋଝେଇ ଟ୍ୟାଙ୍କର: ତେଲ ବୋହି ନେଲେ ଲୋକେ

ବଇଣ୍ଡା,୩୧।୭(ଡି.ଏନ.ଏ.): କଟକ-ସମ୍ବଲପୁର ୫୫ନଂ. ଜାତୀୟ ରାଜପଥ ହଣ୍ଡପା ଥାନା ବଇଶିଣା ନିକଟରେ ବୁଧବାର ସକାଳେ ଏକ ପେଟ୍ରୋଲ ଓ ଡିଜେଲ ବୋଝେଇ ଟ୍ୟାଙ୍କର ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ଏଥିରେ ୨ ଜଣ ଗୁରୁତର ହୋଇଛନ୍ତି। ସ୍ଥାନୀୟବାସିନ୍ଦା ସେମାନଙ୍କୁ ଉଦ୍ଧାର କରି…

କୋକସରା ପୋଲିସର ଗାଡିମୋଟର ଯାଞ୍ଚ

କୋକସରା,୩୧।୭(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ଦେଇ ଯାଇଥିବା ୨୬ ନଂ. ଜାତୀୟ ରାଜପଥ ବଙ୍ଗୋମୁଣ୍ଡା ଛକ ନିକଟରେ ବୁଧବାର ପୋଲିସ ପକ୍ଷରୁ ଗାଡିମୋଟର ଯାଞ୍ଚ କରାଯାଇଥିଲା । ଏଥିରେ ବିନା ହେଲମେଟରେ ଗାଡି ଚଳାଉଥିବା ଚାଳକ, ବିନା ଡ୍ରାଇଭିଂ ଲାଇସେନ୍ସ ଓ…

ଏମ୍‌ଜିଏନ୍‌ଆରଇଜିଏସ୍‌ର ସାମାଜିକ ସମୀକ୍ଷା

ପଲମ,୩୧।୭(ଡି.ଏନ.ଏ.): କଳାହାଣ୍ଡି ଜିଲା ନର୍ଲା ବ୍ଲକ ଅଧୀନ ପଲମ ପଞ୍ଚାୟତସ୍ଥିତ ପଲମ ରାଜୀବ ଗାନ୍ଧୀ ସେବାକେନ୍ଦ୍ର ପରିସରରେ ବୁଧବାର ସ୍ଥାନୀୟ ସରପଞ୍ଚ ସାବେତ୍ରୀ ମାଝିଙ୍କ ସଭାପତିତ୍ୱରେ ମହାତ୍ମା ଗାନ୍ଧୀ ଜାତୀୟ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆରଇଜିଏସ୍‌)ର ସାମାଜିକ ସମୀକ୍ଷା ଅନୁଷ୍ଠିତ…

ସାପ କାମୁଡ଼ାରେ ଛାତ୍ରୀଙ୍କ ମୃତ୍ୟୁ

ଭଣ୍ଡାରିପୋଖରୀ, ୩୧।୭ (ଡି.ଏନ.ଏ.): ଭଦ୍ରକ ଜିଲା ଧୂଷୁରୀ ଥାନା ଅଧୀନ ଫତେପୁର ଗ୍ରାମର ୯ ବର୍ଷର ଛାତ୍ରୀ ଶୁଭଶ୍ରୀ ଥାଟେଇ ସାପ କାମୁଡ଼ାରେ ପ୍ରାଣ ହରାଇଛନ୍ତି। ସେ ମଙ୍ଗଳବାର ସନ୍ଧ୍ୟାରେ ଶୌଚ ପାଇଁ ନିକଟସ୍ଥ ପୋଖରୀକୁ ଯାଇଥିଲେ। ଏହି ସମୟରେ ଏକ…

ସାହିତ୍ୟ ଆସରରେ ୪ ସାରସ୍ବତ ସାଧକ ସମ୍ବର୍ଦ୍ଧିତ

ବାରିପଦା ଅଫିସ,୩୧।୭: ବାରିପଦା ପୌର ପରିଷଦ ସମ୍ମିଳନୀ କକ୍ଷରେ ସାରଳା ସାହିତ୍ୟ ସଂସଦ ପକ୍ଷରୁ ଏକ ଆସର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଡ. ପ୍ରଦୀପ ଚାନ୍ଦ ଉଦଘାଟନ କରିଥିଲେ। ସଂସଦର ସଭାପତି ଇଂ.ପ୍ରଭାକର…

ମରାମତି ଓ ପ୍ରଶସ୍ତୀକରଣ ଦାବି କରି ରାସ୍ତାରୋକୋ

ବାଲିଆପାଳ,୩୧।୭(ସ୍ବ.ପ୍ର.): ବାରମ୍ବାର ଦାବି ସତ୍ତ୍ୱେ ରାସ୍ତା ମରାମତି ଓ ପ୍ରଶସ୍ତୀକରଣ ନ ହେବାରୁ ବୁଧବାର ପୂର୍ବାହ୍ନରୁ ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ମାନ୍ଧାତା ପଞ୍ଚୁପାଲି ରାସ୍ତାର ପଞ୍ଚୁପାଲି ଛକ ନିକଟରେ ଗ୍ରାମବାସୀ ରାସ୍ତାରୋକୋ ଆନ୍ଦୋଳନ କରିଥିଲେ। ଏହି ରାସ୍ତାଟି ଜଳସେଚନ ବିଭାଗ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri