୧୦୩ କେଜି ଗଞ୍ଜେଇ ଜବତ, ୩ ଗିରଫ
ଫିରିଙ୍ଗିଆ,୧୯।୬- ଫିରିଙ୍ଗିଆ ପୋଲିସ ଡିଣ୍ଡିରାଗାଁ ପଞ୍ଚାୟତ ପାଖରେ ଚଢ଼ାଉ କରି ଏକ ଡାଲା ଅଟୋରୁ ୧୦୩ କେଜି ଗଞ୍ଜେଇ ଜବତ କରିଛି। ଏହି ଘଟଣାରେ ୩ ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ଫିରିଙ୍ଗିଆର ଜିତେନ୍ଦ୍ର ଦିଗାଲ, ବନ୍ଧୁ ପ୍ରଧାନ ଓ…
ନିର୍ଦ୍ଦେଶ ଅବମାନନା କରି ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସସ୍ପେଣ୍ଡ
ଦାରିଙ୍ଗବାଡ଼ି,୧୯।୬(ଡି.ଏନ.ଏ.)- ଦାରିଙ୍ଗବାଡ଼ି ବ୍ଲକ ପର୍ତ୍ତମାହା ପଞ୍ଚାୟତ ସୁଜାମାଜୁ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସମୀର କୁମାର ପ୍ରଧାନ ବିଇଓଙ୍କ ନିର୍ଦ୍ଦେଶକୁ ଅବମାନନା କରିବା ଅଭିଯୋଗରେ ବୁଧବାର ସସ୍ପେଣ୍ଡ ହୋଇଛନ୍ତି। ବିଦ୍ୟାଳୟର ଦାୟିତ୍ୱ ହସ୍ତାନ୍ତର ନ କରିବା ସହ ମାଟ୍ରିକ୍…
ଧାନବୁଣି ଫେରୁଥିବାବେଳେ ବଜ୍ରପାତରେ ଜୀବନଗଲା
ଶେରଗଡ,୧୯।୬(ଡି.ଏନ୍.ଏ.)- ଶେରଗଡ଼ ବ୍ଲକ ପଦ୍ମପୁର ଗ୍ରାମରେ ବୁଧବାର ଅପରାହ୍ନରେ ବଜ୍ରପାତରେ ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ ତାରିଣୀ ବେହେରା (୫୦)। ତାରିଣୀ ବିଲରେ ଧାନବୁଣି ଅପରାହ୍ନ ପ୍ରାୟ ୨ଟାବେଳେ ଫେରୁଥିବାବେଳେ କାଳବୈଶାଖୀ ପ୍ରଭାବରେ ଝଡବର୍ଷା ଆରମ୍ଭ ହୋଇଯାଇଥିଲା। ବର୍ଷାରେ ଫେରୁଥିବାବେଳେ…
୧୦୪ ବାତ୍ୟା, ବନ୍ୟା ଆଶ୍ରୟସ୍ଥଳୀରେ ମକ୍ଡ୍ରିଲ: ଅନୁଧ୍ୟାନ କଲେ ଓସଡମା ସିଜିଏମ
ଛତ୍ରପୁର,୧୯।୬(ଡି.ଏନ୍.ଏ.)- ବିପର୍ଯ୍ୟୟ ମୁକାବିଲା ପ୍ରସ୍ତୁତି ପାଇଁ ବୁଧବାର ଗଞ୍ଜାମ ଜିଲାର ୧୦୪ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀରେ ମକ୍ଡ୍ରିଲ ଅନୁଷ୍ଠିତ ହୋଇଥିଲା। ଏହି ପରିପ୍ରେକ୍ଷୀରେ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀରେ ସଚେତନତା ସଭା, ଅଗ୍ନିଶମ ବିଭାଗ ଓ ଓଡ୍ରାଫ ଟିମ ପକ୍ଷରୁ…
୪ ମାଓବାଦୀଙ୍କ ଆତ୍ମସମର୍ପଣ
ମାଲକାନଗିରି,୧୯ା୬ (ଡି.ଏନ୍.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ ପୋଲିସଙ୍କ ନିକଟରେ ବୁଧବାର ୪ଜଣ ମାଓବାଦୀ ବନ୍ଧୁକ ସହ ଆତ୍ମ ସମର୍ପଣ କରିଛନ୍ତି। ସେମାନେ ହେଲେ ଧର୍ମଗଡ ଏରିଆ କମାଣ୍ଡର ସଦସ୍ୟ ଗୁଡୁ ଓରଫ ସୁରେଶ ଓରଫ ବାସୁଦେବ। ତାଙ୍କ ଘର ଦୋରାଗୁଡା…
ଗ୍ରାମସଭାରେ ନାଲ୍କୋକୁ ମିଳିତ ବିରୋଧ
ପଟ୍ଟାଙ୍ଗି,୧୯ା୬(ଡି.ଏନ୍.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ ସେରୁବନ୍ଧ ବକ୍ସାଇଟ୍ ପାହାଡ଼ ଖୋଳାକୁ ନେଇ ପ୍ରତିବାଦ ତେଜୁଛି। ବ୍ଲକର ମାଳିପୁଟ ପଞ୍ଚାୟତ କାର୍ଯ୍ୟାଳୟରେ ଆୟୋଜିତ ଗ୍ରାମସଭାରେ ଉପସ୍ଥିତ ନେତାଙ୍କଠାରୁ ଆରମ୍ଭ କରି ବିପକ୍ଷବାଦୀ ଓ ପଞ୍ଚାୟତ ବାସିନ୍ଦା ନାଲ୍କୋକୁ ବିରୋଧ କରିଛନ୍ତି।…
ଓଜେଇଇ ଇଣ୍ଟିଗ୍ରେଟେଡ ଏମ୍ବିଏ ଟପ୍ପର ବଡବିଲ ଝିଅ ସ୍ବୀକୃତି
ବଡବିଲ, ୧୯।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡବିଲର ଝିଅ ସ୍ବୀକୃତି ମହାପାତ୍ର ଓଜେଇଇ ଇଣ୍ଟିଗ୍ରେଟେଡ ଏମବିଏରେ ର଼୍ୟାଙ୍କ ୱାନରେ ରହି ଟପ୍ପର ହେବାର ସୌଭାଗ୍ୟ ହାସଲ କରିଛନ୍ତି। ସେଥିପାଇଁ ତାଙ୍କ ନିକଟକୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ବାର୍ତ୍ତା ଛୁଟୁଛି। ସ୍ବୀକୃତିଙ୍କ ବାପା ସୁବାଷ…
ଓଜେଇଇ ଟପ୍ପର ହେଲେ ଜଳଖିଆ ଦୋକାନୀଙ୍କ ପୁଅ ଭବାନୀଶଙ୍କର
କେନ୍ଦୁଝର/ ଢେଙ୍କିକେୋଟ, ୧୯ା୬(ଡି.ଏନ୍.ଏ.): ଓଡିଶା ଯୁଗ୍ମ ପ୍ରବେଶିକା ପରୀକ୍ଷାର ଲାଟେରାଲ ଏଣ୍ଟ୍ରି ବିଟେକରେ କେନ୍ଦୁଝର ଜିଲାର ଘଟଗଁା ବ୍ଲକ ଅନ୍ତର୍ଗତ ପିପିଳିଆ ଗ୍ରାମର ଭବାନୀ ଶଙ୍କର ବେହେରା ରାଜ୍ୟରେ ଟପ୍ପର ହୋଇଥିବା ଜଣାପଡିଛି। ବୁଧବାର ଓଜେଇଇ ପ୍ରବେଶିକା ପରୀକ୍ଷା ଫଳ ପ୍ରକାଶ…
ମା’କୁ ଖୋଜୁଛି ଛୁଆ ହାତୀ
କେନ୍ଦୁଝର,୧୯ା୬ (ସ୍ବ.ପ୍ର./ଡି.ଏନ.ଏ.):କେନ୍ଦୁଝର ବନଖଣ୍ଡ ଭୂୟାଁ ଓ ଜୁଆଙ୍ଗ ପୀଢ ବନାଞ୍ଚଳ କାଞ୍ଜିପାଣି ଜଙ୍ଗଲରେ ଗୋଠରେ ଥିବା ମା’ଠାରୁ ଅଲଗା ହୋଇ ବାଟବଣା ହୋଇ ଏଣେତେଣେ ବୁଲୁଥିବା ଏକ ହାତୀ ଛୁଆ ମା ପାଖକୁ ଯାଉ ନ ଥିବାରୁ ବନ ବିଭାଗକୁ ନାକେଦମ…
ଯୁବତୀଙ୍କୁ ପ୍ରତାରଣା ଅଭିଯୋଗ
ବଡ଼ଗାଁ, ୧୯।୬ (ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଅନ୍ତର୍ଗତ ପାମରା ଗ୍ରାମର ଜନୈକା ଯୁବତୀଙ୍କୁ ପ୍ରତାରଣା କରାଯାଇଥିବା ବୁଧବାର ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗରେ ଦର୍ଶାଯାଇଛି ଯେ, ୨୦୧୫ରୁ ଯୁବତୀଙ୍କ ସହିତ ଚାବୁରୀ ଗ୍ରାମର ସମୀର ସୁନାନୀଙ୍କ ପ୍ରେମ ସମ୍ପର୍କ…
ବୈତରଣୀକୁ ଧସିଲା ୧୦୦ ଫୁଟ ମାଟି ଅତଡ଼ା
ଆରଡ଼ି, ୧୯।୬ (ଡି.ଏନ.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ବୋଡ଼କ ଖେଳପଡ଼ିଆ ନିକଟରେ ବୁଧବାର ସକାଳେ ପ୍ରାୟ ୧୦୦ ଫୁଟ ଲମ୍ବର ମାଟି ଅତଡ଼ା ବୈତରଣୀ ନଦୀଗର୍ଭକୁ ଧସିଛି। ସେଠାରେ ବୈତରଣୀ ନଦୀ ଧୀରେ ଧୀରେ ଆରଡ଼ି-ଯାଜପୁର ରାସ୍ତା ଆଡ଼କୁ ମୁହଁାଉଥିବା…
ବକେୟା ଟଙ୍କା ମାଗିବାରୁ ଆକ୍ରମଣ: ୯ ଜଣଙ୍କ ନଁ।ରେ ଥାନାରେ ମାମଲା
ଭଦ୍ରକ ଅଫିସ, ୧୯।୬: ବାହାଘରର ଫୁଲସଜ୍ଜା ବକେୟା ଟଙ୍କା ମାଗିବାରୁ ଦୋକାନୀ ସମେତ ୨ ସହଯୋଗୀଙ୍କୁ ମଙ୍ଗଳବାର ବିଳମ୍ବିତ ରାତିରେ ମରଣାନ୍ତକ ଆକ୍ରମଣ କରାଯାଇଛି। ଏଥିରେ ଗୁରୁତର ୩ ଜଣ ଭଦ୍ରକ ଜିଲା ଚିକିତ୍ସାଳୟରେ ଚିକିତ୍ସାଧୀନ ଅଛନ୍ତି। ଅପର୍ତ୍ତିବିନ୍ଧା ଗଁ।ର ଫୁଲ…
Archives


