ରାଜ୍ୟ

ଉପନିର୍ବାଚନ ପୂର୍ବରୁ ରକ୍ତମୁଖା ସାଜିଛି ଶାସକ ବିଜେଡି: ଭାଜପା

ଭୁବନେଶ୍ୱର,୨୯।୯(ବ୍ୟୁରୋ): ବିଜେପୁର ଉପନିର୍ବାଚନ ପୂର୍ବରୁ ଶାସକ ବିଜେଡି ବିରୋଧୀଙ୍କୁ ଆକ୍ରମଣ କରି ଭୟର ଆତଙ୍କ ସୃଷ୍ଟି କରୁଥିବା ଭାଜପା ପକ୍ଷରୁ ଅଭିଯୋଗ କରାଯାଇଛି। ଶୁକ୍ରବାର ଭାଜପା ଯୁବନେତା ମନୋରଞ୍ଜନ ମେହେରଙ୍କୁ ଛୁରାମାଡ କରି ମରଣାନ୍ତକ ଆକ୍ରମଣ ଘଟଣାରେ ବିଜେଡିକୁ ସିଧାସଳଖ ଦାୟୀ…

୩ ଦିନରେ ଧରାହେଲେଣି ୧୫୪ ଦଲାଲ: ହସ୍ପିଟାଲରୁ ୭୫ ଓ ଆର୍‌ଟିଓରୁ ୭୯

ଭୁବନେଶ୍ୱର,୨୯।୯(ବ୍ୟୁରୋ): ସ୍ବଚ୍ଛତା ଓ ଲୋକଙ୍କୁ ଶୋଷଣରୁ ମୁକ୍ତ କରିବା ପାଇଁ ରାଜ୍ୟ ସରକାର ଦଲାଲ ଧରା ଅଭିଯାନକୁ ଜୋର୍‌ଦାର କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ପୋଲିସ ବିଭିନ୍ନ ହସ୍ପିଟାଲ ଓ ଆର୍‌ଟିଓରେ ଚଢ଼ାଉ କରି ଦଲାଲଙ୍କୁ ଧରୁଛି। ତିନି ଦିନରେ ୧୫୪…

ବିଳମ୍ବ ହେବ ମୌସୁମୀ ଲେଉଟାଣି: ଆହୁରି ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୯।୯(ବ୍ୟୁରୋ): ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଓଡିଶା ସମେତ ଦେଶର ବିଭିନ୍ନ ଭାଗରେ ପ୍ରବଳ ବର୍ଷା ଲାଗି ରହିଛି। ନିର୍ଦ୍ଧାରିତ ସମୟର ୧୦ ଦିନ ପରେ ଅର୍ଥାତ ଜୁନ ୨୧ ତାରିଖରେ ମୌସୁମୀ ଓଡିଶା ଛୁଇଁଥିଲା। ତେବେ…

୧୦୮ ଆମ୍ବୁଲାନ୍ସ ସେବାରେ ବାଧକ ଫେକ୍‌ କଲ୍‌: ଦିନକୁ ଆସୁଛି ୭୦୦ ମିଥ୍ୟା କଲ୍‌, ପ୍ରକୃତ ହିତାଧିକାରୀଙ୍କୁ ଅସୁବିଧା

ଭୁବନେଶ୍ୱର, ୨୯।୯(ବ୍ୟୁରୋ): ୧୦୮ ଏବଂ ୧୦୨ ମାଗଣା ଆମ୍ବୁଲାନ୍ସ ପରିଚାଳନା ବ୍ୟବସ୍ଥା ନିଜର ମହତ୍‌ କାର୍ଯ୍ୟ ପାଇଁ ଅନେକ ସମୟରେ ପ୍ରଶଂସାର ପାତ୍ର ହୋଇଛି। କିନ୍ତୁ ଏହି ସେବା ପରିଚାଳନାରେ ବର୍ତ୍ତମାନ ମୁଖ୍ୟ ବାଧକ ସାଜିଛି ଫେକ୍‌ କଲ୍‌। ଜରୁରିକାଳୀନ ସେବା…

ଜିଲା ଚିଠି: ଗଜପତିରେ ଆରଟିଓ ସେବା ବିପର୍ଯ୍ୟସ୍ତ, ଦୌଡି ଦୌଡି ନିରାଶ ହେଉଛନ୍ତି ଜିଲାବାସୀ

୧୯୯୨ ମସିହା, ଅବିଭକ୍ତ ଗଞ୍ଜାମ ଜିଲାରୁ ପୃଥକ୍‌ ହୋଇ ସ୍ବତନ୍ତ୍ର ଜିଲାର ମାନ୍ୟତା ପାଇଥିଲା ଗଜପତି। ଏହାର ୧୧ ବର୍ଷ ପରେ ଅର୍ଥାତ୍‌ ୨୦୦୩ରେ ଜିଲାର ପାରଳାଖେମୁଣ୍ଡିରେ ଏକ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ଖୋଲିଥିଲା। ଆଶା ଥିଲା ଜନସାଧାରଣଙ୍କ ମୋଟରଯାନ ସମ୍ପର୍କୀତ…

ଚନ୍ଦ୍ରଭାଗାରେ ଜଳ କ୍ରୀଡ଼ାର ମଜାନେବେ ପର୍ଯ୍ୟଟକ

ପୁରୀ ଅଫିସ, ୨୯।୯: ଆସୁଛି ପର୍ଯ୍ୟଟନ ଋତୁ। ପୁରୀକୁ ପର୍ଯ୍ୟଟକଙ୍କ ଆଗମନ ବୃଦ୍ଧି ପାଇବ। ତେଣୁ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ଲାଗି ପୁରୀ ଜିଲା ପ୍ରଶାସନ ବିଭିନ୍ନ ପଦକ୍ଷେପ ନେବାକୁ ଯୋଜନା କରୁଛି। ଚନ୍ଦ୍ରଭାଗାରେ ପର୍ଯ୍ୟଟକଙ୍କୁ ୱାର୍ଟର ସ୍ପୋଟର୍‌ସ (ଜଳ କ୍ରୀଡ଼ାର)…

ନକଲି ସାର୍ଟିଫିକେଟ୍‌ ଦେଇ କାର୍ଯ୍ୟ କରୁଛନ୍ତି କର୍ମଚାରୀ: ଯାଞ୍ଚ କରିବାକୁ ଓସେପାର ନିର୍ଦ୍ଦେଶ

ଭୁବନେଶ୍ୱର, ୨୯।୯(ବ୍ୟୁରୋ): ନକଲି ସାର୍ଟିଫିକେଟ୍‌ ଦେଇ କାର୍ଯ୍ୟ କରୁଛନ୍ତି ସରକାରୀ ଅଧିକାରୀ। ଓଡ଼ିଶା ପ୍ରାଇମେରି ଏଜୁକେଶନ ପ୍ରୋଗ୍ରାମ ଅଥରିଟି(ଓପେପା)/ ଓଡ଼ିଶା ସ୍କୁଲ ଏଜୁକେଶନ ପ୍ରୋଗ୍ରାମ ଅଥରିଟି(ଓସେପା) ଅଧୀନରେ ଅନେକ କର୍ମଚାରୀ ନକଲି ସାର୍ଟିଫିକେଟ୍‌ ଦେଇ ଚାକିରି କରୁଛନ୍ତି। ଏଭଳି ଅଭିଯୋଗ ହେବା…

ଲୁଣିଝରା ନଦୀରେ ଚେକଡ୍ୟାମ୍‌ ପାଇଁ ଗ୍ରାମବାସୀଙ୍କ ଦାବି, ଜଳସମ୍ପଦ ବିଭାଗ ଦୃଷ୍ଟି ଦେଉ ନ ଥିବା ଅଭିଯୋଗ

ନୟାଗଡ଼ ଅଫିସ,୨୯।୯-ନୟାଗଡ଼ବ୍ଲକ ସାଲୁଣୀ ଗ୍ରାମ ଦେଇ ଯାଇଥିବା ଲୁଣିଝରା ନଦୀରେ ଏକ ଚେକଡ୍ୟାମ ପାଇଁ ଗ୍ରାମବାସୀ ଦାବି କରିଛନ୍ତି। ଦୀର୍ଘବର୍ଷ ହେଲାଣି ସେମାନେ ଦାବି କରି ଆସୁଥିଲେ ମଧ୍ୟ ଜଳସମ୍ପଦ ବିଭାଗ ଏଥିପ୍ରତି ଦୃଷ୍ଟି ଦେଉ ନ ଥିବା ଗ୍ରାମବାସୀ ଅଭିଯୋଗ…

ଆର୍‌ଟିଓ ଅଫିସକୁ ଦଲାଲମୁକ୍ତ କରିବାକୁ ନୂଆ ପଦକ୍ଷେପ: କର୍ମଚାରୀଙ୍କ ପାଇଁ ହେବ ପରିଚୟ ପତ୍ର, ଲାଗିବ ସିସିଟିଭି

ଭୁବନେଶ୍ୱର,୨୮।୯(ବ୍ୟୁରୋ): ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ(ଆର୍‌ଟିଓ) କାର୍ଯ୍ୟାଳୟରେ ଦଲାଲଙ୍କ ଦ୍ୱାରା ଅନେକ ବ୍ୟକ୍ତି ଠକେଇର ଶିକାର ହେଉଛନ୍ତି। ଏପରିକି ରାଜ୍ୟ ସରକାର ଡିଜିପିଙ୍କୁ ନିର୍ଦ୍ଦେଶ ଦେବା ପରେ ରାଜ୍ୟର ବିଭିନ୍ନ ଆର୍‌ଟିଓମାନଙ୍କରୁ ଅନେକ ଦଲାଲଙ୍କୁ ଗିରଫ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ଶନିବାର…

ଜୁନାଗଡ଼ ଗଣବଳାତ୍କାର ଘଟଣା: ଗିରଫ ହେଲେ ଡ୍ରାଇଭର ଲଳିନ୍ଦ୍ର

ଜୁନାଗଡ଼,୨୮।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅଞ୍ଚଳରେ ଘଟିଥିବା ଗଣବଳାତ୍କାର ଓ ଭିଡିଓ ଭାଇରାଲ ଘଟଣାରେ ଅଭିଯୁକ୍ତ ବସ୍‌ ଡ୍ରାଇଭର ଧର୍ମଗଡ଼ ବ୍ଲକ ପର୍ଲା ଗ୍ରାମର ଲଳିନ୍ଦ୍ର ଶବରଙ୍କୁ ଗିରଫ କରାଯାଇଛି। ପୀଡ଼ିତାଙ୍କ ବୟାନ ଆଧାରରେ ଜୁନାଗଡ଼ ପୋଲିସ ଲଳିନ୍ଦ୍ରଙ୍କୁ ଶନିବାର…

ମହାନଦୀ ଜଳବିବାଦ: ଉଭୟ ରାଜ୍ୟ ଗସ୍ତ କରିବେ ବୈଷୟିକ ଟିମ୍‌, ନଭେମ୍ବର ୩୦ରେ ପରବର୍ତ୍ତୀ ଶୁଣାଣି

ଭୁବନେଶ୍ୱର,୨୮।୯(ବ୍ୟୁରୋ): ଓଡ଼ିଶା ଓ ପଡ଼ୋଶର ଛତିଶଗଡ଼ ମଧ୍ୟରେ ଲାଗି ରହିଥିବା ମହାନଦୀ ଜଳ ବିବାଦର ଶନିବାର ଟ୍ରିବ୍ୟୁନାଲ ଶୁଣାଣି କରିଛନ୍ତି। ଉଭୟ ରାଜ୍ୟର ବୈଷୟିକ ଟିମ୍‌ ୨ ରାଜ୍ୟ ଗସ୍ତ କରିବେ। ଏହାପରେ ନଭେମ୍ବର ୩୦ରେ ପରବର୍ତ୍ତୀ ଶୁଣାଣି ପାଇଁ ଦିନ…

ଲାଞ୍ଚୁଆ ଅଧିକାରୀଙ୍କୁ ଚିହ୍ନାଇବେ ଦଲାଲ, ତା’ ପରେ କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ

ଭୁବନେଶ୍ୱର,୨୮।୯(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ପରିବହନ କାର୍ଯ୍ୟାଳୟକୁ ଦଲାଲ ମୁକ୍ତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହା ପରେ ଗତ ଦୁଇ ଦିନରେ ରାଜ୍ୟର ବିଭିନ୍ନ ଆର୍‌ଟିଓ କାର୍ଯ୍ୟାଳୟରୁ ଏକାଧିକ ଦଲାଲଙ୍କୁ ଗିରଫ କରାଯାଇଛି। ଏନେଇ ଶନିବାର ପ୍ରତିକ୍ରିୟା ରଖି ପରିବହନ ମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?