ରାଜ୍ୟ

ଏମ୍ସ ସହ ସ୍ବାସ୍ଥ୍ୟ ବିଭାଗର ବୁଝାମଣାପତ୍ର ସ୍ବାକ୍ଷର: ଏମ୍ସରେ ମିଳିବ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସୁବିଧା

ଭୁବନେଶ୍ୱର,୧୯।୬(ବ୍ୟୁରୋ): ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କଓ୍ବୋଇ)ରେ ଚିକିତ୍ସା ସେବା ପ୍ରଦାନ ନିମନ୍ତେ ମଙ୍ଗଳବାର ଏମ୍ସ ଭୁବନେଶ୍ୱର ଓ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ମଧ୍ୟରେ ଏକ ବୁଝାମଣାପତ୍ର ସ୍ବାକ୍ଷର ହୋଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସମ୍ମିଳନୀ କକ୍ଷରେ ବିଭାଗୀୟ…

ଆସୁଛି ଲଘୁଚାପ, ୨୩ରୁ ବର୍ଷିବ

ଭୁବନେଶ୍ୱର,୧୯ା୬(ବ୍ୟୁରୋ): ଉତ୍ତର ବଙ୍ଗୋପ ସାଗରରେ ଏକ ଲଘୁଚାପ ଦାନା ବାନ୍ଧୁଛି। ଆସନ୍ତା ୩/୪ଦିନ ମଧ୍ୟରେ ଏହା ଅବପାତ(ଡିପ୍ରେସନ) ରୂପ ନେବାର ସମ୍ଭାବନା ରହିଛି। ଏଥିସହିତ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଉତ୍ତର ଆନ୍ଧ୍ର ପ୍ରଦେଶ ଉପରେ ମଧ୍ୟ ଏକ ଘୂର୍ଣ୍ଣି ବଳୟ କ୍ଷେତ୍ର…

ଏକକ ନିର୍ବାଚନ ପ୍ରସଙ୍ଗ: ବୈଠକରେ ଯୋଗଦେବେ ନବୀନ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ଦେଶରେ ପ୍ରାୟ ନିୟମିତ ବ୍ୟବଧାନରେ ନିର୍ବାଚନ ଅନୁଷ୍ଠିତ ହେଉଛି। ଯାହା ସମୟ ଅପଚୟ ହେବା ସହ ବ୍ୟୟବହୁଳ ମଧ୍ୟ ହେଉଛି। ତେଣୁ ସମୟ ବଞ୍ଚାଇବା ସହ ନିର୍ବାଚନ ଖର୍ଚ୍ଚ ହ୍ରାସ କରିବା ପାଇଁ ଏକକ ନିର୍ବାଚନ କରିବା ନେଇ ବିଚାର…

ଏନ୍‌ଇଏସ୍‌ଟି ପରୀକ୍ଷାଫଳ ପ୍ରକାଶ, କାହ୍ନା ଜୈନ ଓଡ଼ିଶା ଟପ୍ପର

ଭୁବନେଶ୍ୱର,୧୯।୬(ବ୍ୟୁରୋ): ନ୍ୟାଶନାଲ ଏଣ୍ଟ୍ରାନ୍ସ ସ୍କ୍ରିନିଂ ଟେଷ୍ଟ (ଏନ୍‌ଇଏସ୍‌ଟି) ପରୀକ୍ଷା ଫଳ ମଙ୍ଗଳବାର ପ୍ରକାଶ ପାଇଛି। ପଶ୍ଚିମବଙ୍ଗର ପ୍ରଣୟ ଦେ ସର୍ବଭାରତୀୟ ସ୍ତରରେ ପ୍ରଥମ ହୋଇଥିବା ବେଳେ କାହ୍ନା ଜୈନ ଓଡ଼ିଶା ଟପ୍ପର ହୋଇଥିବା ଜଣାପଡ଼ିଛି। ପ୍ରଥମ ୧୦୦ଜଣଙ୍କ ମଧ୍ୟରେ ଓଡ଼ିଶାରୁ ୨୨ଜଣ…

ରାଜ୍ୟ ବିଦ୍ୟୁତ୍‌ କଣ୍ଟ୍ରାକ୍ଟରଙ୍କ କ୍ଷୋଭ: ବିପଦ ବେଳେ ଆମେ…

ଭୁବନେଶ୍ୱର,୧୯ା୬(ବ୍ୟୁରୋ): ବାତ୍ୟା ‘ଫନୀ’କୁ ଦେଢମାସ ପୂରିଗଲାଣି। ଏବେ ବି ପୁରୀ ଜିଲାର ଅନେକ ଅଞ୍ଚଳରେ ବିଦ୍ୟୁତ୍‌ ସଂଯୋଗ ହୋଇପାରିନାହିଁ। ସହରାଞ୍ଚଳକୁ ବାଦ୍‌ ଦେଲେ ଗାଁ ଗଣ୍ଡା ଅବସ୍ଥା କହିଲେ ନ ସରେ । ପୁରୀ ଜିଲାକୁ ସମ୍ପୂର୍ଣ୍ଣ ବିଦ୍ୟୁତୀକରଣ କରିବାକୁ ଆହୁରି…

ବିହାର ଘଟଣା ପରେ ରାଜ୍ୟ ସରକାରଙ୍କ ଚେତା ପଶିଲା : ଲିଚୁର ମାନ ଯାଞ୍ଚ ନିର୍ଦ୍ଦେଶ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ବିହାରରେ ମସ୍ତିଷ୍କ ଜ୍ୱରରେ ଶହେରୁ ଅଧିକ ଶିଶୁଙ୍କ ଜୀବନ ଗଲାଣି। ଏହା ପଛର କାରଣ ସ୍ପଷ୍ଟ ହୋଇ ନ ଥିଲେ ବି ଲିଚୁରେ ଥିବା ଟକ୍ସିକ୍‌ ଏଲିମେଣ୍ଟକୁ ଅନେକ ବିଶେଷଜ୍ଞ ଦାୟୀ କରୁଛନ୍ତି। ଏନ୍‌ସେଫାଲାଇଟିସ୍‌ ଲିଚୁରେ ବ୍ୟାପିଥିବା କୁହାଯାଉଛି। ତେଣୁ…

କଳାଧନ ମାମଲା ପାଇଁ ସ୍ବତନ୍ତ୍ର କୋର୍ଟ

କଟକ ଅଫିସ, ୧୯।୬: କଳାଧନ ଗଚ୍ଛିତ ପ୍ରମାଣ ମିଳିବା ପରେ ସମ୍ପୃକ୍ତ ବ୍ୟକ୍ତି କିମ୍ବା ଅନୁଷ୍ଠାନ ବିରୋଧରେ ମାମଲା ପରିଚାଳନା ପାଇଁ ସ୍ବତନ୍ତ୍ର କୋର୍ଟର ଆବଶ୍ୟକତା ରହିଛି। କାରଣ ବର୍ତ୍ତମାନ ସ୍ଥିତିରେ ଦେଶରେ ଅନେକ ପ୍ରତିବନ୍ଧକ ରହିଛି। ତଦନ୍ତକାରୀ ସଂସ୍ଥାଗୁଡ଼ିକ ଯେତେ…

୨୬ରେ ଖୋଲିବ ସ୍କୁଲ

ବ୍ରହ୍ମପୁର ଅଫିସ୍‌,୧୯ା୬: ଗତ ଦେଢ଼ ବର୍ଷ ହେବ ଗଞ୍ଜାମ ଜିଲା ଅନ୍ତର୍ଗତ ଖଲ୍ଲିକୋଟ, ପୁରୁଷୋତ୍ତମପୁର, ଛତ୍ରପୁର ଓ କବିସୂର୍ଯ୍ୟନଗର ବ୍ଲକର ବିଭିନ୍ନ ପଞ୍ଚାୟତସ୍ତରରେ ଘରୋଇ ପାଇଖାନା ନିର୍ମାଣ ଏବଂ ଏହାର ବ୍ୟବହାର ପାଇଁ ବ୍ୟାପକ ସଚେତନତା ସୃଷ୍ଟି କରାଯାଉଛି। ଏଥି ସହ…

ପୁଣି ବିବାଦରେ ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟ: ସେମିଷ୍ଟର ପରୀକ୍ଷାଫଳରେ ତ୍ରୁଟି ଅଭିଯୋଗ

ବ୍ରହ୍ମପୁର ଅଫିସ,୧୯ା୬-ପରୀକ୍ଷା ପରିଚାଳନା ଏବଂ ଖାତା ମୂଲ୍ୟାୟାନକୁ ନେଇ ପୁଣି ଥରେ ବିବାଦକୁ ଆସିଛି ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟ। ଶେଷ ସେମିଷ୍ଟର ପରୀକ୍ଷାଖାତା ଦେଖାରେ ତ୍ରୁଟି ହୋଇଥିବା ଅଭିଯୋଗ ଆଣିଛନ୍ତି ଛତ୍ରପୁର ସରକାରୀ ବିଜ୍ଞାନ ମହାବିଦ୍ୟାଳୟ, ବିନାୟକ ଆଚାର୍ଯ୍ୟ ମହାବିଦ୍ୟାଳୟ ଏବଂ ଗୋପାଳପୁର…

ହଳଦୀପଦା ରେଳ ଷ୍ଟେଶନକୁ ଅଣଦେଖା

ରୂପ୍‌ସା, ୧୯।୬(ଡି.ଏନ.ଏ.)-ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ୍‌ ଅନ୍ତର୍ଗତ ବାଲେଶ୍ୱର ଜିଲା ହଳଦୀପଦା ରେଳ ଷ୍ଟେଶନ ଗମନାଗମନ କ୍ଷେତ୍ରରେ ଗୁରୁତ୍ୱ ବହନ କରିଆସୁଛି। ୬୦ବର୍ଷ ପୂର୍ବରୁ ଏହି ଷ୍ଟେଶନ ସ୍ଥାପନ ହୋଇଥିଲେ ବି ଏଯାବତ୍‌ ଏହାର ସାମଗ୍ରିକ ବିକାଶ ହୋଇପାରିନାହଁି। ପ୍ରତିମାସ ଏହି…

ବାହାନଗା ଲେବଲକ୍ରସିଂରେ ଓଭରବ୍ରିଜ୍‌ ନିର୍ମାଣ ଦାବିକେନ୍ଦ୍ର, ରାଜ୍ୟଯନ୍ତ୍ରୀଙ୍କ ମିଳିତ ଅନୁଧ୍ୟାନ

ବାହାନଗା, ୧୯ା୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ସଦରମହକୁମା ଦେଇ ଯାଇଥିବା ରେଲୱେ ବିଭାଗର ଲେଭଲ କ୍ରସିଂରେ ଓଭରବ୍ରିଜ୍‌ ନିର୍ମାଣ ହେବା ନେଇ ଦୀର୍ଘଦିନ ହେଲା ଦାବି ହୋଇଆସୁଥିଲା। ମଙ୍ଗଳବାର ରାଜ୍ୟ ସରକାରଙ୍କ ବିଭାଗୀୟ ଯନ୍ତ୍ରୀ ଓ କେନ୍ଦ୍ର ରେଲୱେ ମନ୍ତ୍ରଣାଳୟର ଯନ୍ତ୍ରୀମାନଙ୍କୁ…

ପାଠ ପଢିବାକୁ ଯାଇ ମନୋରଞ୍ଜନ ପଞ୍ଜାବରେ ନିଖୋଜ, ଆଶା ଆଶଙ୍କାରେ ପରିବାର

ଭଦ୍ରକ ଅଫିସ, ୧୮ା୬- ଭଦ୍ରକ ବ୍ଲକ ଜଗନ୍ନାଥପୁର ଗାଁର ତ୍ରୈଲୋକ୍ୟ ସାହୁଙ୍କ ସାନପୁଅ ମନୋରଞ୍ଜନ ସାହୁ(୨୨) ଉଚ୍ଚଶିକ୍ଷା ଲାଭ କରିବାଲାଗି ଗତବର୍ଷ ପଞ୍ଜାବକୁ ଯାଇ ଭଟିଣ୍ଡା ଠାରେ ଥିବା ସେଣ୍ଟ୍ରାଲ ୟୁନିଭର୍ସିଟ୍‌ ଅଫ ପଞ୍ଜାବରେ ନାମ ଲେଖାଇ ମେଡିସ୍‌ନାଲ କେମେଷ୍ଟ୍ରିରେ ଏମ୍‌ଏସି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri