ଭାଜପାର ନୂତନ ସଦସ୍ୟତା ଅଭିଯାନ ପ୍ରସଙ୍ଗଅନନ୍ତ ପ୍ରଭାରୀ, ଶାରଦା ସହପ୍ରଭାରୀ ନିଯୁକ୍ତ
ଭୁବନେଶ୍ୱର, ୧୮।୬(ବ୍ୟୁରୋ): ଓଡ଼ିଶାରେ ଭାଜପାର ନୂଆ ସଦ୍ୟସତା ଅଭିଯାନ ଆଗକୁ ନେବା ଏବଂ ନୂଆ ସଦସ୍ୟମାନଙ୍କୁ ଦଳରେ ସାମିଲ କରିବା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ରାଷ୍ଟ୍ରୀୟ ଉପସଭାପତି ତଥା ସଦସ୍ୟତା କେନ୍ଦ୍ରୀୟ ପ୍ରଭାରୀ ଶିବରାଜ ସିଂ ଚୌହାନଙ୍କ ଅନୁମୋଦନକ୍ରମେ ପୂର୍ବତନ…
ସ୍କୁଲ ଖୋଲିବା ପରେ ପାଠପଢ଼ାକୁ ନେଇ ଚିନ୍ତାରେ ସରକାର: ବାତ୍ୟାବିପନ୍ନ ଛାତ୍ରୀଛାତ୍ର ପାଖ ବିଦ୍ୟାଳୟକୁ ଯିବେ
ଭୁବନେଶ୍ୱର,୧୮।୬(ବ୍ୟୁରୋ): ଦିନକ ପରେ ସ୍କୁଲ ଖୋଲିବ। କିନ୍ତୁ ‘ଫନୀ’ ପ୍ରଭାବିତ ଅଞ୍ଚଳରେ ପିଲାମାନେ କେଉଁଠି ପାଠ ପଢ଼ିବେ, ତାକୁ ନେଇ ସରକାର ଚିନ୍ତାରେ ପଡ଼ିଯାଇଛନ୍ତି। ଖରାଛୁଟି ପରେ ଜୁନ୍ ୧୯ରେ ବିଦ୍ୟାଳୟଗୁଡ଼ିକ ଖୋଲିବାକୁ ଯାଉଥିବା ବେଳେ ବାତ୍ୟା ବିପନ୍ନ ପିଲାଙ୍କ ପାଠପଢ଼ାକୁ…
ଶ୍ରୀବଳଦେବଜୀଉଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ
କେନ୍ଦ୍ରାପଡା ଅଫିସ,୧୮।୬: କେନ୍ଦ୍ରାପଡା ଜିଲା ତୁଳସୀ କ୍ଷେତ୍ରାଧିପତି ଶ୍ରୀ ବଳଦେବଜୀଉଙ୍କୁ ସୋମବାର ସ୍ନାନ ମଣ୍ଡପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦର୍ଶନ କରିଛନ୍ତି। ଶ୍ରୀଜୀଉଙ୍କ ଦର୍ଶନ ପରେ ମନ୍ଦିରର ଉନ୍ନତୀକରଣ ପାଇଁ ସେ ୨ କୋଟି ଟଙ୍କାର ପ୍ରକଳ୍ପ ମଞ୍ଜୁର କରିଥିବା ପ୍ରକାଶ…
ରାଜ୍ୟ ସଭାର ୩ ଆସନରେ ଉପନିର୍ବାଚନ ପ୍ରସଙ୍ଗ: ଆଜିଠୁ ନାମାଙ୍କନ ଦାଖଲ
ଭୁବନେଶ୍ୱର, ୧୮।୬(ବ୍ୟୁରୋ): ଓଡ଼ିଶାର ୩ ରାଜ୍ୟ ସଭା ଆସନରେ ଉପନିର୍ବାଚନ ପାଇଁ ନିର୍ବାଚନ କମିଶନ ତାରିଖ ଘୋଷଣା କରିଛନ୍ତି। ମଙ୍ଗଳବାର ଏନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ନାମାଙ୍କନ ଦାଖଲ ଆରମ୍ଭ ହେବ। ୨୫ତାରିଖ ନାମାଙ୍କନପତ୍ର ଦାଖଲର ଶେଷଦିନ। ଜୁଲାଇ…
ଲୋକ ସଭାରେ ଶପଥ ନେଲେ ଓଡ଼ିଶାର ୧୬ ଏମ୍ପି
ଭୁବନେଶ୍ୱର, ୧୮।୬(ବ୍ୟୁରୋ): ସପ୍ତଦଶ ଲୋକ ସଭାର ପ୍ରଥମ ଅଧିବେଶନ ସୋମବାରଠାରୁ ଆରମ୍ଭ ହୋଇଛି। ଏହି ଅବସରରେ ନବନିର୍ବାଚିତ ସଦସ୍ୟମାନଙ୍କ ଶପଥ ଉତ୍ସବ ଅନୁଷ୍ଠିତ ହୋଇଛି। ପ୍ରଥମେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୃହର ନେତାଭାବେ ଶପଥ ନେଇଥିଲେ। ଏହାପରେ ଅନ୍ୟ ସଦସ୍ୟମାନେ ଶପଥ…
ଜିଲାସ୍ତରରେ କୃଷି ଯୋଜନାର କାର୍ଯ୍ୟାନ୍ବୟନ ପରଖିବେ ଅଧିକାରୀ
ଭୁବନେଶ୍ୱର,୧୮।୬(ବ୍ୟୁରୋ): କୃଷି ଓ କୃଷକର ଉନ୍ନତି ପାଇଁ ରାଜ୍ୟ ସରକାର ବହୁବିଧ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଯୋଜନାଗୁଡ଼ିକର ସଫଳ ରୂପାୟନ କରିବା ଲାଗି କୃଷକମାନଙ୍କ ଉନ୍ନତି ଆସିବ, ଏଥିରେ ଦ୍ୱିମତ ନାହିଁ। କୃଷି ମନ୍ତ୍ରୀ ଅରୁଣ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ସୋମବାର…
ରାଜ୍ୟରେ ଖୋଲିବ ଆଉ ୩ ସାଇବର ଥାନା
ଭୁବନେଶ୍ୱର,୧୮।୬(ବ୍ୟୁରୋ): ଗତ କିଛିବର୍ଷ ହେବ ବଢ଼ି ଚାଲିଛି ସାଇବର ଅପରାଧ। କେବଳ ଓଡ଼ିଶା ନୁହେଁ, ଦେଶ ପାଇଁ ଏହା ଏକ ବଡ଼ ସମସ୍ୟା ଭାବେ ଉଭା ହୋଇଛି। ରାଜ୍ୟରେ ସାଇବର ଅପରାଧ ରୋକିବାକୁ ଆଉ ୩ ସାଇବର ଥାନା ଖୋଲିବ। ବର୍ତ୍ତମାନ…
ରାଜ୍ୟବ୍ୟାପୀ ଡାକ୍ତର ଆନ୍ଦୋଳନ: ଆଉଟ୍ଡୋର ବର୍ଜନ କଲେ କନିଷ୍ଠ ଡାକ୍ତର
ଭୁବନେଶ୍ୱର (ବ୍ୟୁରୋ)/କଟକ ଅଫିସ, ୧୮।୬: କୋଲକାତାରେ ଡାକ୍ତରଙ୍କୁ ଆକ୍ରମଣ ପ୍ରତିବାଦରେ ସୋମବାର ଇଣ୍ଡିଆନ୍ ମେଡିକାଲ ଆସୋସିଏଶନ (ଆଇଏମ୍ଏ) ପକ୍ଷରୁ ଦେଶବ୍ୟାପୀ ଦିଆଯାଇଥିବା ଧର୍ମଘଟର ପ୍ରଭାବ ଏସ୍ସିବି ମେଡିକାଲ ସମେତ ରାଜ୍ୟର ଅନ୍ୟାନ୍ୟ ଡାକ୍ତରଖାନାରେ ଦେଖିବାକୁ ମିଳିଛି। ଜରୁରିକାଳୀନ ଏବଂ ଇନ୍ଡୋର୍ ସେବା…
ହାତୀବେଶରେ ମହାପ୍ରଭୁ: ମଙ୍ଗଳବାରଠୁ ପଟିଦିଅଁଙ୍କ ଦର୍ଶନ
ପୁରୀ ଅଫିସ,୧୮ା୬: ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ଦୁଲର୍ଲଭ ହାତୀବେଶରେ ଦର୍ଶନ ଦେଇଛନ୍ତି ଦାରୁଦିଅଁ। ସ୍ନାନବେଦିରେ ମହାପ୍ରଭୁଙ୍କ ଗଜାନନ ବେଶ ଦର୍ଶନ କରି କୃତାର୍ଥ ହୋଇଛନ୍ତି ଲକ୍ଷାଧିକ ଭକ୍ତ। ସ୍ନାନମଣ୍ଡପରେ ୧୦୮ ଗଡ଼ୁ ଅଭିମନ୍ତ୍ରିତ ଜଳରେ ସ୍ନାନ କରି ବିଳମ୍ବିତ ରାତିରେ ଅଣସର…
ମୌସୁମୀ ଆସିବାରେ ବିଳମ୍ବ: ଆଗେଇପାରୁ ନାହିଁ ଚାଷକାର୍ଯ୍ୟ
ନୟାଗଡ଼ ଅଫିସ,୧୮ା୬- ଜୁନ୍ ମାସର ଅଧାରୁ ଅଧିକ ଦିନ ବିତିସାରିଛି। ହେଲେ ଏ ପର୍ଯ୍ୟନ୍ତ ମୌସୁମୀର ଦେଖାନାହିଁ। ବର୍ତ୍ତମାନ ସମୟରେ ବର୍ଷା ପରିବର୍ତ୍ତେ ସାରା ରାଜ୍ୟରେ ଗୀଷ୍ମର ଲହରି ଜାରି ରହିଛି। ନୟାଗଡ଼ ଜିଲାରେ ମଧ୍ୟ ସମାନ ଅବସ୍ଥା। ବର୍ଷା ଅଭାବରୁ…
୧.୩୫ ଲକ୍ଷ କୋଟି ଟପିପାରେ ରାଜ୍ୟ ବଜେଟ
ଭୁବନେଶ୍ୱର,୧୮ା୬(ବ୍ୟୁରୋ): ଆସନ୍ତା ୨୮ ତାରିଖରେ ବିଧାନସଭାରେ ୨୦୧୯-୨୦ ଆର୍ଥିକବର୍ଷ ଲାଗି ବଜେଟ ଉପସ୍ଥାପନ କରାଯିବ। ଏ ନେଇ ପ୍ରସ୍ତୁତି ଜୋରଦାର ଆରମ୍ଭ ହୋଇଛି। ଆସନ୍ତା ବଜେଟ ୧ ଲକ୍ଷ ୩୫ ହଜାର କୋଟି ଟଙ୍କାକୁ ଟପିଯିବ ବୋଲି ଅନୁମାନ କରାଯାଇଛି। ବଜେଟକୁ…
ମା’ ଉଗ୍ରତାରା ପୀଠରେ ରଜଯାତ୍ରାମହାଲକ୍ଷ୍ମୀ ବୁଡ଼ରେ ହୁଏ ମାଛ ଭୋଗ
ନିରାକାରପୁର/ଟାଙ୍ଗୀ(ଖୋର୍ଦ୍ଧା),୧୮ା୬(ଡି.ଏନ୍.ଏ.)-ଖୋର୍ଦ୍ଧା ଜିଲା ଟାଙ୍ଗୀ ବ୍ଲକ ନୂଆଗଡ଼ ପଞ୍ଚାୟତ ଅନ୍ତର୍ଗତ ମୂଳିଝରସ୍ଥିତ ହାତିଆଶୁଣୀ ପାହାଡ଼ ପାଦଦେଶରେ ପ୍ରତିଷ୍ଠିତ ହୋଇଛନ୍ତି ମା’ ଉଗ୍ରତାରା ଶାକ୍ତ, ତାନ୍ତ୍ରିକ ପୀଠ ା ସୂର୍ଯ୍ୟବଂଶୀ ଗଜପତି ରାଜାଙ୍କ ରାଜତ୍ୱ ସମୟରେ ଏକ ନିଆରା ପରମ୍ପରା ବହନ କରି ୨ଟି…
Archives


