ଚିକିତ୍ସା ଅବହେଳାରୁ ପ୍ରସୂତୀଙ୍କ ମୃତ୍ୟୁ ଅଭିଯୋଗ: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା
ବାରିପଦା ଅଫିସ,୧୪।୬: ଚିକିତ୍ସା ଅବହେଳାରୁ ବାରିପଦା ମେଡିକାଲ କଲେଜରେ ଜଣେ ପ୍ରସୂତୀଙ୍କ ମୃତ୍ୟୁ ଘଟିଥିବା ପରିବାର ଲୋକେ ଶୁକ୍ରବାର ଅଭିଯୋଗ କରିଛନ୍ତି। ଏ ନେଇ ମହିଳାଙ୍କ ମୃତଦେହକୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ରଖି କ୍ଷତିପୂରଣ ଦାବି କରାଯାଇଛି। ସୂଚନା ମୁତାବକ ଖୁଣ୍ଟା…
ଜମିବାଡ଼ିକୁ କେନ୍ଦ୍ରକରି ୨ ଭାଇଙ୍କ ମଧ୍ୟରେ ବିବାଦ: ସାନ ଭାଇ ଆକ୍ରମଣରେ ବଡ଼ ମୃତ
ପୁରୀ ଅଫିସ,୧୪।୬: ପୁରୀ ଜିଲା ଟାଉନ ଥାନା ଅଧୀନ ଚୁଡ଼ଙ୍ଗ ସାହି ଖୁଣ୍ଟିଆ ବଗିଚାରୁ ଶୁକ୍ରବାର ଜଣେ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ସେ ହେଲେ ଉମାକାନ୍ତ ଆଚାର୍ଯ୍ୟ। ପ୍ରକାଶ ଯେ, ୨ ଭାଇ ଉମାକାନ୍ତ(ବଡ଼) ଓ ରମେଶ (ସାନ)ଙ୍କ…
ଫନୀ: ଘରଭଙ୍ଗା ସହାୟତା ୭ କୋଟି ୫୮ ହଜାର ଟଙ୍କା ମଞ୍ଜୁର
ଭୁବନେଶ୍ୱର,୧୪।୬(ବ୍ୟୁରୋ): ସାମୁଦ୍ରିକ ଝଡ଼ ଫନୀ ଦ୍ୱାରା ପୁରୀ ଜିଲାରେ ଘର ହରାଇଥିବା କ୍ଷତିଗ୍ରସ୍ତଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ସହାୟତା ରାଶି ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏଥିପାଇଁ ୭ କୋଟି ୫୮ ହଜାର ମଞ୍ଜୁର କରାଯାଇଛି। ବିଶେଷତଃ…
ଜୁଲାଇ ୮ରୁ ମାଟ୍ରିକ ସପ୍ଲିମେଣ୍ଟାରି ପରୀକ୍ଷା
କଟକ ଅଫିସ,୧୩ା୬ : ଜୁଲାଇ ୮ ତାରିଖରୁ ଆରମ୍ଭ ହେବ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ସପ୍ଲିମେଣ୍ଟାରି ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା। ସକାଳ ୯ଟାରୁ ପରୀକ୍ଷା ଆରମ୍ଭ ହୋଇ ପୂର୍ବାହ୍ନ ୧୧ଟା ୩୦ ପର୍ଯ୍ୟନ୍ତ…
କୁଳପତିମାନଙ୍କ ସହ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବୈଠକ : ଚଳିତ ଶିକ୍ଷାବର୍ଷରୁ ଏକକ ସିଲାବସ୍
ଭୁବନେଶ୍ୱର,୧୪।୬(ବ୍ୟୁରୋ) : ଉଚ୍ଚଶିକ୍ଷାର ଗୁଣାତ୍ମକ ବିକାଶ ତଥା ଆଧୁନିକୀକରଣ ନିମନ୍ତେ ଗୁରୁବାର ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ରାଜ୍ୟ ବିଶ୍ୱବିଦ୍ୟାଳୟ କୁଳପତିମାନଙ୍କ ସହ ଆଲୋଚନା କରିଛନ୍ତି। ଖାଲିଥିବା ଶିକ୍ଷକ ପଦବୀକୁ ଯଥାଶୀଘ୍ର ପୂରଣ କରିବା ପାଇଁ ପ୍ରସ୍ତୁତି ଆରମ୍ଭ ହେବ।…
ମାଟ୍ରିକ ପରୀକ୍ଷା : ଇଂଲିଶରେ ଫେଲ୍ ହୋଇଛନ୍ତି ୬୦ ହଜାର
ଭୁବନେଶ୍ୱର,୧୪।୬(ବ୍ୟୁରୋ) : ଚଳିତବର୍ଷ ମାଟ୍ରିକ ପାସ୍ ହାର ଚିନ୍ତାଜନକ ହୋଇଛି। ଏଥର ପରୀକ୍ଷାରେ ଇଂଲିଶ ବିଷୟରେ ଫେଲ୍ ହାର ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ାଇଛି। ମୋଟ ୧ଲକ୍ଷ ୬୩ହଜାର ୯୫୪ ଛାତ୍ରୀଛାତ୍ର ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ ଫେଲ୍ ହୋଇଥିବା ବେଳେ ସେଥିମଧ୍ୟରୁ…
ଘୋଷଯାତ୍ରା ମଧ୍ୟରେ ହେବ ଶ୍ରୀମନ୍ଦିର ମରାମତି : ୮ ଦିନରେ କାମ ସାରିବାକୁ ନିଷ୍ପତ୍ତି
ଭୁବନେଶ୍ୱର,୧୪।୬(ବ୍ୟୁରୋ) : ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଘୋଷଯାତ୍ରା ମଧ୍ୟରେ ଶ୍ରୀମନ୍ଦିର ମରାମତି କାମ ହେବ। ଆସନ୍ତା ଜୁଲାଇ ୪ରେ ଘୋଷଯାତ୍ରା ଶେଷ ହେବା ପରେ ୫ ଓ ୬ତାରିଖରେ ଏଏସ୍ଆଇ ଟିମ୍ ଶ୍ରୀମନ୍ଦିରରେ ସ୍ଥିତି ଅନୁଧ୍ୟାନ କରିବ। ଗର୍ଭ ଗୃହ, ନାଟ୍ୟ ମଣ୍ଡପ,…
ଦୁଇ ବର୍ଷରେ ରାଜ୍ୟରେ ଦୂର ହେବ ଡାକ୍ତର ସମସ୍ୟା: ସ୍ବାସ୍ଥ୍ୟ ମନ୍ତ୍ରୀ
ଭୁବନେଶ୍ୱର,୧୪।୬(ବ୍ୟୁରୋ) : ରାଜ୍ୟରେ ଆଉ ଦେଖାଦେବ ନାହିଁ ଡାକ୍ତର ସମସ୍ୟା। ଆବଶ୍ୟକଠାରୁ ଅଧିକ ଡାକ୍ତରଙ୍କୁ ନିଯୁକ୍ତି ଦିଆଯିବ। ଆଗାମୀ ଦୁଇ ବର୍ଷରେ ଓଡ଼ିଶାରେ ଆବଶ୍ୟକ ତୁଳନାରେ ଅଧିକ ଡାକ୍ତର ଉପଲବ୍ଧ ହେବେ ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ…
ଫଲମୂଲ ବିକ୍ରି ଲାଗି ବଜାର ବେବସ୍ତାର ଅଭାବ: ଶୋଷନ୍ର ଶିକାର ହେଉଛନ୍ ଆଦିବାସୀ
ଭବାନୀପାଟଣା,୧୪।୬ (ଡି.ଏନ୍.ଏ.): କଳାହାଣ୍ଡି ଆର ରାୟଗଡ଼ା ସୀମାନାରେ ଥିବାର ନିୟମଗିରି ପରବତ ସିଘେ ୨ଶହରୁ ଅଧ୍କା ଆଦିବାସୀ ଡଙ୍ଗରିଆ ଆର ଝରଣିଆ କଁଧ୍ ପରିବାର ବାସ କରୁଛନ୍। ଭିନେ ଭିନେ ରୁତୁ ସମିଆରେ ଇମାନେ ସପୁରୀ, ଆମ୍, ପଣସ, କଦ୍ଲି, କମଲା,…
ରଜ ପାଇଁ ସଜବାଜ ବଳରାମପ୍ରସାଦ
ବଅଁରପାଳ, ୧୪ା୬(ଡି.ଏନ.ଏ.) – ଗଡଦୁର୍ଗ ଭାବେ ପରିଚିତ ଅନୁଗୋଳ ଜିଲା ବଳରାମପ୍ରସାଦରେ ଧୁମ୍ଧାମରେ ପାଳନ ହେବ ରଜ ପର୍ବ। ବହୁ ପୁରାତନ କାଳରୁ ଏଠାରେ ପାଳନ ହୋଇଆସୁଥିବା ଏହି ମହୋତ୍ସବ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ରଜ ପୂର୍ବରୁ ସମଗ୍ର…
ଆଳତୁମା ରଜ ମହୋତ୍ସବ: ହରାଇନି ମହକ, କମିନି ଚମକ
କାମାକ୍ଷାନଗର, ୧୪।୬ – ସରିଛି ସଜବାଜ। ଶୁକ୍ରବାର ପହିଲି ରଜ। ଏହାକୁ ନେଇ ସବୁଠି ଉତ୍ସାହର ମାହୋଲ। ଆମ୍ବତୋଟାରେ ସରିଲାଣି ଦୋଳିବନ୍ଧା। ଖୋଲିଲାଣି ରଜପାନ ଦୋକାନ। ପିଠାପଣା ପାଇଁ ଆରମ୍ଭ ହେଲାଣି ପ୍ରସ୍ତୁତି। ଘରେ ଘରେ ଲାଗିଲାଣି ବନ୍ଧୁବାନ୍ଧବଙ୍କ ଭିଡ଼। ୧୧ତମ…
୧.୫୦ କୋଟି ବ୍ୟୟରେ ପିଲି ବନ୍ଧ ବିକାଶ ଯୋଜନା
ଛତ୍ରପୁର,୧୪ା୬(ଡି.ଏନ.ଏ.)- ଛତ୍ରପୁର ଏନଏସି କାର୍ଯ୍ୟାଳୟରେ ଗୁରୁବାର ବିଧାୟକ ସୁବାସ ଚନ୍ଦ୍ର ବେହେରା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିବା ସହ ଅଧିକାରୀ ଓ କର୍ମଚାରୀଙ୍କ ସହ ଆଲେଚାନା କରିଛନ୍ତି। ଏଣିକି ଉନ୍ନୟନମୂଳକ ସବୁ ଭବିଷ୍ୟତକୁ ଦୃଷ୍ଟିରେ ରଖି ଯୋଜନା ଅନୁଯାୟୀ କରିବାକୁ…
Archives


