ରାଜ୍ୟ

ପୋଷ୍ଟାଲ ବାଲଟ୍‌ ମତ: ହିଞ୍ଜିଳିରେ ମୁଖ୍ୟମନ୍ତ୍ରୀ ପଛୁଆ

ଭୁବନେଶ୍ୱର,୧୩ା୬(ବ୍ୟୁରୋ): ସଦ୍ୟ ସମାପ୍ତ ହୋଇଥିବା ବିଧାନସଭା ନିର୍ବାଚନରେ ବିଜେଡି ଦୁଇ-ତୃତୀୟାଂଶରୁ ଅଧିକ ଆସନରେ ବିଜୟୀ ହୋଇଛି। ଏହା ସତ୍ତ୍ୱେ ଅଧିକାଂଶ ନିର୍ବାଚନମଣ୍ଡଳୀରେ ପୋଷ୍ଟାଲ ବାଲଟରୁ ସଂଗୃହୀତ ହୋଇଥିବା ଭୋଟରେ ବିଜେଡି ଭାଜପାଠାରୁ ପଛରେ ରହିଥିବା ଜଣାପଡିଛି । ଏମିତି କି ଦୁଇଟି…

ଜଗତ୍‌ସିଂହପୁର ଛିନ୍‌ତାଇ ମାମଲା: ଏକାଧିକ ମାମଲାରେ ସମ୍ପୃକ୍ତ ୭ ଅଭିଯୁକ୍ତ ଗିରଫ

ଜଗତ୍‌ସିଂହପୁର ଅଫିସ, ୧୩ା୬: କିଛି ଦିନ ହେବ ଜଗତ୍‌ସିଂହପୁର ସହରରେ ଅପରାଧୀମାନେ ଦିନ ଦ୍ୱି ପ୍ରହରରେ ମହିଳାଙ୍କ ବେକରୁ ସୁନା ଚେନ୍‌ ଛିନତାଇ କରି ନେବା ଖବର ପୋଲିସ କାର୍ଯ୍ୟକଳାପ ଉପରେ ଆଙ୍ଗୁଳି ନିର୍ଦ୍ଦେଶ କରିଥିଲା। ଏହାକୁ ନେଇ ପୋଲିସ ପକ୍ଷରୁ…

୬ ମାସ ହେଲା ଭତ୍ତାରୁ ବଞ୍ଚତ୍ତ ୨୧୧ କଳାକାରପଦକ୍ଷେପ ଗ୍ରହଣ ନ ହେଲେ ଆନ୍ଦୋଳନ

କୃଷ୍ଣପ୍ରସାଦ,୧୩ା୬(ଡି.ଏନ୍‌.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକରେ ରାଜ୍ୟ ସରକାରଙ୍କଠାରୁ ୨୧୧ ଜଣ କଳାକାର ଭତ୍ତା ପାଉଥିଲେ । ଏହି ଭତ୍ତା ପାଇବା ପରେ ସେମାନଙ୍କ ବାର୍ଦ୍ଧକ୍ୟ ଭତ୍ତା ବନ୍ଦ ହୋଇଯାଇଥିଲା । ପ୍ରତି ମାସରେ ସେମାନେ ୧୨୦୦ ଟଙ୍କା କଳାକାର ଭତ୍ତା…

ଅବଧି ଶେଷହେବାର ୨ବର୍ଷ ବିତିବ, ବିଜୁ ସେତୁ ଅଧାପନ୍ତରିଆ

ଦଶପଲ୍ଲା,୧୩ା୬(ଡି.ଏନ୍‌.ଏ): ଅଞ୍ଚଳର ବିକାଶ ସାଙ୍ଗକୁ ଲୋକଙ୍କ ସୁବିଧା ପାଇଁ ସରକାର ବିଭିନ୍ନ ଯୋଜନା ମାଧ୍ୟମରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। କିନ୍ତୁ ଅନେକ ସ୍ଥାନରେ ଯୋଜନାର ସୁଫଳ ଲୋକେ ପାଇପାରୁ ନାହାନ୍ତି। ଦଶପଲ୍ଲା ବ୍ଲକରେ ନିର୍ମାଣ ହେଉଥିବା ଏକ ସେତୁକୁ…

ବାଇଚଢ଼େଇ ବଂଶ ବୃଦ୍ଧି ପାଇଁ ପ୍ରୟାସ ଜାରି

ଖଣ୍ଡପଡା,୧୩।୬(ସ୍ବ.ପ୍ର.): ବାଇଚଢେଇ ଛୋଟ ପକ୍ଷୀଟିଏ ହେଲେ ମଧ୍ୟ ତା’ର ବିଚକ୍ଷଣ ବୁଦ୍ଧି ଖଟାଇ ନିଜ ପାଇଁ ସେ ଯେଉଁ ବସା ତିଆରି କରେ ତାହା ଖୁବ୍‌ ମଜଭୁତ ଓ ସୁରକ୍ଷିତ ହୋଇଥାଏ। ଯାହା ଅନ୍ୟ ପକ୍ଷୀମାନଙ୍କ ବସାରେ ଦେଖିବାକୁ ମିଳେ ନାହିଁ।…

କଙ୍ଗାରୁ କୋର୍ଟରେ ପରିବାର ସଦସ୍ୟ ଦଣ୍ଡିତ: ଖଟବିଦ୍ୟାରେ ହୋଇଥିଲେ ଦୋଷୀ ସାବ୍ୟସ୍ତ

ନୟାଗଡ଼ ଅଫିସ,୧୩ା୬: ନୟାଗଡ଼ ଜିଲା ରଣପୁର ଥାନା ରାଜସୁନାଖଳା ପଞ୍ଚାୟତର କୋଟଗଡ଼ ଗ୍ରାମରେ କଙ୍ଗାରୁ କୋର୍ଟ କରି ଏକ ପରିବାରକୁ ଦଣ୍ଡ ଦିଆଯାଇଛି। ଖଟବିଦ୍ୟା ମାଧ୍ୟମରେ ଉକ୍ତ ପରିବାରକୁ ଦୋଷୀ ସାବ୍ୟସ୍ତ କରାଯାଇ ଆକ୍ରମଣ କରାଯାଇଛି। ଏଥିରେ ୩ଜଣ ଆହତ ହୋଇଛନ୍ତି।…

ରଜ ବଜାର

ଭୁବନେଶ୍ୱର,୧୩।୬(ବ୍ୟୁରୋ): ଗୁରୁବାର ସଜବାଜ। ଶୁକ୍ରବାର ପହିଲି ରଜ। କାମରୁ ବିରତି ନେଇ ରଜ ୩ଦିନ କିପରି ଖେଳକୁଦ ଓ ମଉଜ ମଜଲିସ୍‌ରେ କଟିବ, ସେଥିପାଇଁ ସମସ୍ତେ ପ୍ରସ୍ତୁତ। ରଜ କିଣାବିକା ପାଇଁ ରାଜଧାନୀ ରଜ ବଜାର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ସେପଟେ…

୪୨ ଡିଗ୍ରୀ ଖରାରେ ଦୌଡ଼ାଇଲେ

ଭୁବନେଶ୍ୱର,୧୩ା୬(ବ୍ୟୁରୋ): ଚନ୍ଦକାସ୍ଥିତ ଏସ୍‌ଓଜି ଟ୍ରେନିଂ ସେଣ୍ଟରରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ୪୨.୪ ଡିଗ୍ରୀ ଖରାରେ ଟ୍ରେନିଂ ଚାଲିଥିଲାବେଳେ ଜଣେ ମହିଳା ପୋଲିସ ଅଫିସରଙ୍କ ସମେତ ୨୪ରୁ ଊର୍ଦ୍ଧ୍ୱ ଅଚେତ ହୋଇପଡିଥିଲେ। ଆମ୍ବୁଲାନ୍ସ ବଦଳରେ ସେମାନଙ୍କୁ ସ୍କୁଟିରେ ବୋହି…

ଘୋଷଯାତ୍ରା ମଧ୍ୟରେ ହେବ ଶ୍ରୀମନ୍ଦିର ମରାମତି: ୮ ଦିନରେ କାମ ସାରିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୧୩।୬(ବ୍ୟୁରୋ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଘୋଷଯାତ୍ରା ମଧ୍ୟରେ ଶ୍ରୀମନ୍ଦିର ମରାମତି କାମ ହେବ। ଆସନ୍ତା ଜୁଲାଇ ୪ରେ ଘୋଷଯାତ୍ରା ଶେଷ ହେବା ପରେ ୫ ଓ ୬ତାରିଖରେ ଏଏସ୍‌ଆଇ ଟିମ୍‌ ଶ୍ରୀମନ୍ଦିରରେ ସ୍ଥିତି ଅନୁଧ୍ୟାନ କରିବ। ଗର୍ଭ ଗୃହ, ନାଟ୍ୟ ମଣ୍ଡପ, ଭୋଗ…

ରାଜ୍ୟ ପାଳିବ ପ୍ରଥମ ଲୋକକଳା ଦିବସ: ରବୀନ୍ଦ୍ର ମଣ୍ଡପରେ ଯୋଗଦେବେ ୫୦୦ କଳାକାର

ଭୁବନେଶ୍ୱର,୧୩।୬(ବ୍ୟୁରୋ): ପ୍ରଥମ ଥର ପାଇଁ ଜୁନ୍‌ ୧୪ରେ ପାଳନ ହେବାକୁ ଯାଉଛି ଲୋକକଳା ଦିବସ। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଉଭୟ ରାଜ୍ୟ ଏବଂ ଜିଲାସ୍ତରରେ ଏହି କାର୍ଯ୍ୟକ୍ରମ ମହାସମାରୋହରେ ପାଳନ କରାଯିବ। ଏ ନେଇ ବିଭାଗୀୟ…

ରଜ ପରେ ଯୁକ୍ତ୨ କଳା, ବାଣିଜ୍ୟ ରେଜଲ୍ଟ

ଭୁବନେଶ୍ୱର,୧୩।୬(ବ୍ୟୁରୋ): ରଜ ପରେ ଯୁକ୍ତ୨ କଳା ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇବ। ଆସନ୍ତା ୧୭ କିମ୍ବା ୧୮ତାରିଖରେ ରେଜଲ୍ଟ ବାହାରିବ ବୋଲି ବୁଧବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଗତ ୩ତାରିଖରେ…

ମିନିବସ୍‌ ଓଲଟି ଜଣେ ମୃତ, ୭ ଗୁରୁତର

କବିସୂର୍ଯ୍ୟନଗର,୧୨।୬-ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ବୁଢ଼ାମ୍ବଗାଁସ୍ଥିତ ଜେମାଦେଇ ମନ୍ଦିର ନିକଟରେ ବୁଧବାର ଏକ ଯାତ୍ରୀବାହୀ ମିନବସ ଓଲଟି ପଡିଛି। ଏଥିରେ ଜଣେ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବାବେଳେ ୭ ଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ ପୋଲସରା ଥାନା ପଙ୍କଳବାଡ଼ିର ହରପ୍ରସାଦ ପୋଲାଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri