ରାଜ୍ୟ

ଡିଆରଡିଓକୁ ସଫଳତା:ଏଚଏସଟିଡିଭି ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ୍‌, ୧୨।୬: ଭାରତୀୟ ପ୍ରତିରକ୍ଷା ଗବେଷଣା ପ୍ରତିଷ୍ଠାନକୁ ବୁଧବାର ଏକ ବଡ ସଫଳତା ମିଳିଛି। ଧାମରାଠାରେ ଥିବା ଅବଦୁଲ କଲାମ ଦ୍ୱୀପର ୪ ନମ୍ବର ଲଞ୍ଚ ପ୍ୟାଡ୍‌ରୁ ହାଇପରସୋନିକ ଟେକ୍ନୋଲୋଜି ଡେମନଷ୍ଟ୍ରେସନ ଭେହିକିଲ୍‌(ଏଚଏସଟିଡିଭି)ର ସଫଳ ପରୀକ୍ଷଣ କରାଯାଇଛି।  ଏହି ଭେହିକିଲ୍‌…

ଗଠନ ହେଲା ଭାଜପା ସଂସଦୀୟ କାର୍ଯ୍ୟନିର୍ବାହୀ କମିଟି: ଧର୍ମେନ୍ଦ୍ର, ଜୁଏଲ ହେଲେ ସ୍ବତନ୍ତ୍ର ଆମନ୍ତ୍ରିତ ଅତିଥି

ଭୁବନେଶ୍ୱର,୧୨।୬(ବ୍ୟୁରୋ): ବୁଧବାର ଭାଜପାର ସଂସଦୀୟ କାର୍ଯ୍ୟନିର୍ବାହୀ କମିଟି ଗଠନ ହୋଇଛି। ଏହି କମିଟିରେ ଓଡ଼ିଶାର ୩ ପ୍ରମୁଖ ଭାଜପା ନେତାଙ୍କୁ ସ୍ଥାନ ମିଳିଛି। ବରଗଡ଼ ଏମ୍‌ପି ସୁରେଶ ପୂଜାରୀ ଲୋକ ସଭା ସଚେତକ ହୋଇଥିବା ବେଳେ ସୁନ୍ଦରଗଡ଼ ଏମ୍‌ପି ଜୁଏଲ୍‌ ଓରାମ…

ସୁରେଶ ପୂଜାରୀଙ୍କୁ ନୂଆ ଦାୟିତ୍ୱ: ହେଲେ ଲୋକ ସଭା ସଚେତକ

ଭୁବନେଶ୍ୱର,୧୨।୬(ବ୍ୟୁରୋ): ଭାଜପାର ସଂସଦୀୟ କାର୍ଯ୍ୟନିର୍ବାହୀ କମିଟି ଗଠନ ପରେ ବୁଧବାର ବରଗଡ଼ ଏମ୍‌ପି ସୁରେଶ ପୂଜାରୀଙ୍କୁ ମିଳିଛି ନୂଆ ଦାୟିତ୍ୱ। ଲୋକ ସଭାର ସଚେତକ ଭାବେ ତାଙ୍କୁ ଦାୟିତ୍ୱ ମିଳିଛି। ଓଡ଼ିଶା ସହ ମଣିପୁର ଓ ତେଲେଙ୍ଗାନା ରାଜ୍ୟର ସଚେତକ ଭାବେ…

ନବୀନଙ୍କୁ ନରସିଂହଙ୍କ ସମର୍ଥନ ସହ ସମାଲୋଚନା: କହିଲେ ଓଡ଼ିଶାକୁ ‘ଫୋକସ୍‌ ଷ୍ଟେଟ୍‌’ ଦାବି ଯୁକ୍ତିଯୁକ୍ତ; ‘ସ୍ବତନ୍ତ୍ର ରାଜ୍ୟ ପାହ୍ୟା’ ଦାବି ନେଇ ଉତ୍ତର ରଖିବା ଉଚିତ

ଭୁବନେଶ୍ୱର,୧୨।୬(ବ୍ୟୁରୋ): ଗୋଟିଏ ପଟେ ପ୍ରଶଂସା ଆଉ ଗୋଟିଏ ପଟେ ସମାଲୋଚନା। ଏପରି କିଛି କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସେ ଗୋଟିଏ ପ୍ରସଙ୍ଗରେ ସମାଲୋଚନା କରିବା ସହ ଅନ୍ୟଟିରେ ପ୍ରଶଂସା କରିଛନ୍ତି। ନବୀନ କେନ୍ଦ୍ର…

କଟକବାସୀଙ୍କ ଲାଗି ପାଇଲଟ ପ୍ରୋଜେକ୍ଟ, ପ୍ରତି ଘରକୁ ମିଳିବ ଗୋଟିଏ ବାଲ୍‌ଟି: ପ୍ରତାପ ଜେନା

କଟକ ଅଫିସ,୧୨।୬: କଟକବାସୀଙ୍କ ଲାଗି ସରକାରଙ୍କ ନୂଆ ଯୋଜନା। ଅଳିଆ ଆବର୍ଜନାକୁ ଏଣେ ତେଣେ କିମ୍ବା ନାଳ ନର୍ଦ୍ଦମାରେ ନ ଫିଙ୍ଗିବା ଲାଗି ନୂଆ ପନ୍ଥା ଅବଲମ୍ବନ କରିବାକୁ ଯାଉଛନ୍ତି ସରକାର। ଏଥିରେ ପ୍ରତି ଘରକୁ ମିଳିବ ଗୋଟିଏ ଗୋଟିଏ ବାଲ୍‌ଟି।…

ରଜ ପରେ ବାହାରିକ ଯୁକ୍ତ ୨ କଳା, ବାଣିଜ୍ୟ ପରୀକ୍ଷା ଫଳ

ଭୁବନେଶ୍ୱର, ୧୨।୬(ବ୍ୟୁରୋ): ଯୁକ୍ତ ୨ କଳା ଓ ବାଣିଜ୍ୟ ପରୀକ୍ଷା ଫଳ ରଜ ପରେ ପ୍ରକାଶ ପାଇବ। ୧୭ କିମ୍ବା ୧୮ ତାରିଖ ବେଳକୁ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ବୁଧବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ…

ବାତ୍ୟା ମୁକାବିଲା ପାଇଁ ଓଡ଼ିଶାର ପରାମର୍ଶ ନେଲା ଗୁଜୁରାଟ

ଭୁବନେଶ୍ୱର, ୧୨।୬(ବ୍ୟୁରୋ): ସାମୁଦ୍ରିକ ଝଡ଼ (ବାୟୁ) ଗୁଜୁରାଟଆଡ଼କୁ ମୁହାଁଇଛି। ଗୁରୁବାର ପୂର୍ବାହ୍ନ ସୁଧା ବାତ୍ୟା ସ୍ଥଳଭାଗ ଛୁଇଁପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତେବେ ବାତ୍ୟାକୁ କିପରି ମୁକାବିଲା କରାଯିବ ଏବଂ ଧନଜୀବନକୁ କିପରି ସୁରକ୍ଷିତ ରଖାଯାଇପାରିବ ସେ…

ଘରୁ ବାହାରିଲା ୧୩ ନାଗ, ବାବୁ ସାହିରେ ଆତଙ୍କ

ଧାମନଗର,୧୨।୬(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ଆନନ୍ଦପୁର ବାବୁ ସାହିର ଖଗେଶ୍ୱର ମହାକୁଡ଼ଙ୍କ ଘରୁ ଗୋଟିଏ ନାଗୁଣୀ ସହ ୧୨ ନାଗ ଛୁଆ ଉଦ୍ଧାର କରାଯାଇଛି। ମଙ୍ଗଳବାର ଏକ ମୃତ ନାଗ ଛୁଆ ଦେଖିବା ପରେ ଖଗେଶ୍ୱର ସ୍ନେକ ହେଲ୍ପଲାଇନକୁ ଖବର…

ଅଙ୍ଗନଓ୍ବାଡି କର୍ମୀଙ୍କୁ ଚରିତ୍ରକୁ ଆକ୍ଷେପ କରି ମନ୍ତବ୍ୟ ଦେବା ପ୍ରତିବାଦ: ତାଳଚେର ସିଡିପିଓ ଅଫିସ ଘେରାଉ

ତାଳଚେର,୧୨।୬(ନି.ପ୍ର.): ତାଳଚେର ବ୍ଲକ ଅଙ୍ଗନଓ୍ବାଡି ସଂଘ ପକ୍ଷରୁ ବୁଧବାର ତାଳଚେର ସିଡିପିଓଙ୍କ ଅଫିସ ଘେରାଉ କରାଯାଇଛି। ସିଡିପିଓ ଜଣେ ଅଙ୍ଗନଓ୍ବାଡି କର୍ମୀଙ୍କ ଚରିତ୍ରକୁ ଆକ୍ଷେପ କରି ମନ୍ତବ୍ୟ ଦେବା ପ୍ରତିବାଦରେ ଏହା କରାଯାଇଛି। ସୂଚନାନୁଯାୟୀ, ମଙ୍ଗଳବାର ପୂର୍ବାହ୍ନରେ ଉକ୍ତ ଅଫିସରେ ପ୍ରୋଜେକ୍ଟ…

କେନ୍ଦୁଝରରେ ଥମୁନି କଳା ପଲ୍‌ସର ଆତଙ୍କ: ପାଟଣାରେ ଦୁର୍ବୃତ୍ତ ଲୁଟି ନେଲେ ୧ ଲକ୍ଷ ୯୩ ହଜାର ଟଙ୍କା, ଲୁଟେରାଙ୍କ ଟେର୍‌ ପାଉନି ପୋଲିସ

ପାଟଣା,୧୧।୬(ସ୍ବ.ପ୍ର.): କେନ୍ଦୁଝର ଜିଲାର ବିଭିନ୍ନ ଅଞ୍ଚଳରେ ଥମୁନି କଳା ପଲ୍‌ସର ଆତଙ୍କ। ବିଶେଷକରି ପର୍ବ ପର୍ବାଣୀ ସମୟରେ ଲୁଟେରା ଗ୍ୟାଙ୍ଗ ସକ୍ରିୟ ହୋଇ ବିଭିନ୍ନ ଅଞ୍ଚଳରେ ଆତଙ୍କ ଖେଳାଉଛନ୍ତି। ଏହି କ୍ରମରେ ପାଟଣା ଥାନା ପାଟଣା ସାହାରପଡା ଦେଇ ଯାଇଥିବା ଜାତୀୟ…

ବେଢ଼ାମଜୁରୀ ପାଇଁ ଶ୍ରୀମନ୍ଦିର ପ୍ରଶାସନକୁ ସ୍ମାରକପତ୍ର ପ୍ରଦାନ

ପୁରୀ ଅଫିସ, ୧୨।୬: ଜୁଲାଇ ୪ ତାରିଖରେ ରଥଯାତ୍ରା। ଏଥିପାଇଁ ରଥ ଖଳାରେ ୩ ରଥର ନିର୍ମାଣ କାମ ଜାରିରହିଛି। ରଥଯାତ୍ରାକୁ ଆଉ ମାତ୍ର ୨୨ ଦିନ ଥିବାବେଳେ ଧାର୍ଯ୍ୟ ସମୟ ପୂର୍ବରୁ ରଥ ନିର୍ମାଣ ଶେଷ ହେବା ନେଇ ଆଶଙ୍କା…

ନୀଳଗିରିରେ ଝାଡ଼ଖଣ୍ଡୀ ହାତୀପଲ: ଲୋକେ ଭୟଭୀତ

ସଜନାଗଡ଼, ୧୨।୬(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳକୁ ଝାଡ଼ଖଣ୍ଡୀ ହାତୀପଲ ପଶିଆସିଛନ୍ତି। ବୁଧବାର ଭୋର ସମୟରେ ମୟୂରଭଞ୍ଜ, ବାଲେଶ୍ୱର ନୀଳଗିରି ରେଞ୍ଜ ଅଧୀନ ପୁନ୍ଦାଳ, କାଠପାଳ, ଦୁର୍ଗାଦେବୀ ଦେଇ ଅଯୋଧ୍ୟା ରାସ୍ତା ପାର ହୋଇ ତିନିକୋଣିଆ ଜଙ୍ଗଲକୁ ୨୮ଟି ହାତୀ ପଶିଆସିଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri