ରାଜ୍ୟ

ବିଜେପୁର ଉପନିର୍ବାଚନ: ଖୁବ୍‌ଶୀଘ୍ର କଂଗ୍ରେସର ପ୍ରାର୍ଥୀ ଘୋଷଣା, ୨୬ରେ କରିପାରେ ବିଜେଡି

ଭୁବନେଶ୍ୱର,୨୪।୯(ବ୍ୟୁରୋ): ବିଜେପୁର ଉପନିର୍ବାଚନକୁ ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଦଳଗୁଡ଼ିକୁ ଏବେ ପ୍ରାର୍ଥୀ ଚୟନ ଚିନ୍ତା। ବିଜେଡି ପକ୍ଷରୁ ନବୀନ ନିବାସରେ ବୈଠକ ପରେ ବୈଠକ ବସୁଥିବା ବେଳେ କଂଗ୍ରେସ ଓ ଭାଜପା ମଧ୍ୟ ପଛରେ ନାହାନ୍ତି। ଆସନ୍ତା…

୭ ଜିଲାକୁ ପ୍ରବଳ ବର୍ଷା: ରାତି ସାଢ଼େ ୮ଟା ଯାଏ ସତର୍କ ସୂଚନା ଜାରି

ଭୁବନେଶ୍ୱର, ୨୪।୯(ବ୍ୟୁରୋ): ଆରବ ସାଗରରେ ଏକ ବାତ୍ୟା ସୃଷ୍ଟି ହୋଇଛି। ବଙ୍ଗୋପସାଗରରୁ ସ୍ଥଳଭାଗ ଆଡକୁ ବାୟୁ ପ୍ରବାହ ହେଉଛି ଏହାର ପ୍ରଭାବରେ ରାଜ୍ୟର ଉପକୂଳ, ଉତ୍ତର ଓ ଆଭ୍ୟନ୍ତରୀଣ ଅଞ୍ଚଳର କେତେକ ସ୍ଥାନରେ ପ୍ରବଳ ବର୍ଷା ଲାଗିରହିଛି। ମଙ୍ଗଳବାର ରାତି ସାଢ଼େ…

ବ୍ଲକରେ ଖୋଲିବ ଡିଏଲ୍‌ କ୍ୟାମ୍ପ: ମନ୍ତ୍ରୀ

ଭୁବନେଶ୍ୱର,୨୪।୯(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ପକ୍ଷରୁ ସଂଶୋଧିତ ମୋଟର ଯାନ ଆଇନ-୨୦୧୯ ଲାଗୁ ହେବା ପରେ ରାଜ୍ୟରେ ଏହାକୁ କଡ଼ାକଡ଼ି ଭାବେ ପାଳନ କରାଯାଉଛି। ହେଲେ ଗ୍ରାମାଞ୍ଚଳରେ ଚାଳକମାନେ ବିନା ଲାଇସେନ୍ସରେ ଗାଡ଼ି ଚଳାଉଥିବା ଦେଖିବାକୁ ମିଳୁଛି। ଏହାକୁ ଦୃଷ୍ଟିରେ ରଖି ପ୍ରତିଟି…

କୋର୍ଟରେ ଆତ୍ମସମର୍ପଣ କଲେ ସିସୋର ନିର୍ଦ୍ଦେଶକ ପ୍ରଶାନ୍ତ ଦାଶ

ଭୁବନେଶ୍ୱର, ୨୪।୯(ବ୍ୟୁରୋ): ସିସୋର ନିର୍ଦ୍ଦେଶକ ପ୍ରଶାନ୍ତ ଦାଶ ମଙ୍ଗଳବାର ରାଉରକେଲା ଏସ୍‌ଡିଜେଏମ୍‌ଙ୍କ କୋର୍ଟରେ ଆତ୍ମସମର୍ପଣ କରିଛନ୍ତି। ରଘୁନାଥପଲ୍ଲୀ ଥାନାର ଏକ ଠକେଇ ମାମଲାରେ ସେ ଆତ୍ମସମର୍ପଣ କରିଥିବା ଜଣାପଡ଼ିଛି। ତଳ କୋର୍ଟରେ ଆତ୍ମସମର୍ପଣ କରିବାକୁ ହାଇକୋର୍ଟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିଲା।

ନର୍ସିଂ ଛାତ୍ରୀଙ୍କୁ ଗଣବଳାତ୍କାର ଘଟଣା: ପୀଡ଼ିତାଙ୍କୁ ଭେଟିଲେ ରାଜ୍ୟ ମହିଳା କମିଶନ

ଜୁନାଗଡ଼, ୨୪।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜାରିଙ୍ଗ ଜଙ୍ଗଲ ଗଣ ବଳାତ୍କାର ଘଟଣାରେ ପୋଲିସ ୪ଜଣ ଅଭିଯୁକ୍ତଙ୍କୁ ଅଟକ ରଖିଛି। ଘଟଣାକୁ ନେଇ ସୋମବାର ରାଜ୍ୟ ମହିଳା କମିଶନଙ୍କ ୩ ଜଣିଆ କମିଟି କଳାହାଣ୍ଡି ଗସ୍ତ କରିଛନ୍ତି। ରାଜ୍ୟ ମହିଳା କମିଶନ ପୋଲିସ…

ଉଚ୍ଚଶିକ୍ଷା ବିଭାଗ କର୍ମଚାରୀ ଦେବେ ବାୟୋମେଟ୍ରିକ ଆଟେଣ୍ଡାନ୍ସ

ଭୁବନେଶ୍ୱର, ୨୪।୯(ବ୍ୟୁରୋ): ରାଜ୍ୟରେ ଉଚ୍ଚଶିକ୍ଷା ବିଭାଗ କର୍ମଚାରୀଙ୍କ ପାଇଁ ଲାଗୁ ହେବ ବାୟୋମେଟ୍ରିକ୍‌ ଆଟେଣ୍ଡାନ୍ସ ରେଜିଷ୍ଟର ସିଷ୍ଟମ୍‌। ଏ ନେଇ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। ଫଳରେ କର୍ମଚାରୀମାନେ କାର୍ଯ୍ୟାଳୟରେ ଲାଗିଥିବା ବାୟୋମେଟ୍ରିକ ଆଟେଣ୍ଡାନ୍ସ ରେଜିଷ୍ଟ୍ରି…

୨ଜଣଙ୍କୁ ହାଣିଦେଲେ

ସମ୍ବଲପୁର/ପଡ଼ିଆବାହାଲ, ୨୪ା୯ (ବ୍ୟୁରୋ/ଡି.ଏନ.ଏ.): ସମ୍ବଲପୁର ଜିଲା ଜୁଜୁମୁରା ଥାନା ଅଧୀନ ଭଣ୍ଡାରିମାଲ ଗାଁରେ ସୋମବାର ରାତ୍ରି ପ୍ରାୟ ୯ଟାରେ ଦୁଇଜଣ ବ୍ୟକ୍ତିଙ୍କୁ ବିଭତ୍ସ ଭାବରେ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଛି। ଏହି ଦୁଇ ମୃତକ ହେଲେ ଗାଁର ଜିତୁ କୁମୁରା ଓ…

ସାପ କାମୁଡ଼ାରେ ମା’, ପୁଅ ମୃତ

କ.ନୂଆଗାଁ, ୨୪।୯(ଡି.ଏନ୍‌.ଏ.): କନ୍ଧମାଳ ଜିଲା କ.ନୂଆଗାଁ ବ୍ଲକର କଞ୍ଜାମେଣ୍ଡି ପଞ୍ଚାୟତ ଡପର ଗାଁରେ ସାପ କାମୁଡ଼ାରେ ମଙ୍ଗଳବାର ମା’ ଓ ପୁଅଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ୩ୟ ଶ୍ରେଣୀରେ ପଢ଼ୁଥିବା ପୁଅ ଆଦିତ୍ୟ ପ୍ରଧାନ ଓ ମା’ଅଙ୍ଗନଓ୍ବାଡି କର୍ମୀ ରାଜଲକ୍ଷ୍ମୀ…

ପଦାକୁ ଆସୁଛି ବ୍ରାଉନ୍‌ସୁଗାର ଡିଲରଙ୍କ କଳାସମ୍ପତ୍ତି: ରାଜାଙ୍କ ବିଳାସପୂର୍ଣ୍ଣ ଫ୍ଲାଟ୍‌ ସିଲ

ଭୁବନେଶ୍ୱର/ ବାଲେଶ୍ୱର ଅଫିସ, ୨୪।୯(ବ୍ୟୁରୋ): ଡ୍ରଗ୍ସ ଡିଲର ତଥା ବ୍ରାଉନସୁଗାର ଚୋରା ଚାଲାଣ ର଼୍ୟାକେଟର କିଙ୍ଗ୍‌ପିନ୍‌ ସେକ୍‌ ରାଜାଙ୍କ କଳାସାମ୍ରାଜ୍ୟର ଗୁମର ଧୀରେ ଧୀରେ ଖୋଲିବାରେ ଲାଗିଛି। ବ୍ରାଉନସୁଗାରରୁ କିପରି ବିପୁଳ ସମ୍ପତ୍ତିର ମାଲିକ ହେଲେ ତାହାକୁ ନେଇ ଖୋଳତାଡ଼ ଜାରି…

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ: ପୂର୍ତ୍ତବିଭାଗ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ପାଟଣାଗଡ଼,୨୪।୯(ଡି.ଏନ୍‌.ଏ.): ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ବଲାଙ୍ଗୀର ଜିଲା ପାଟଣାଗଡ଼ ପୂର୍ତ୍ତବିଭାଗ ସହକାରୀ ଯନ୍ତ୍ରୀ କିଶୋର ଚନ୍ଦ୍ର ପାତ୍ରଙ୍କ ଘରେ ମଙ୍ଗଳବାର ସକାଳେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ପାଟଣାଗଡ଼ର ସ୍ଥାୟୀ ବାସିନ୍ଦା କିଶୋରଙ୍କ ନିଜ ଘର, ଭାଇଙ୍କ ଘର…

ଚପିଯାଉଛି ସିଏମ୍‌ସିର ଦୁର୍ନୀତି

କଟକ ଅଫିସ, ୨୪।୯: କଟକ ମହାନଗର ନିଗମ(ସିଏମ୍‌ସି)ରେ ବହୁ ଦୁର୍ନୀତି ଲୋକଲୋଚନକୁ ଆସିଛି। ସେନେଇ ତଦନ୍ତ ହେବା ସହ ମାମଲା ବି ରୁଜୁ ହୋଇଛି। ହେଲେ ଅନେକ ଦୁର୍ନୀତି ଘଟଣାର ତଦନ୍ତ ବାଟବଣା ହୋଇଥିବାବେଳେ କେତେକ ଘଟଣାରେ କାର୍ଯ୍ୟାନୁଷ୍ଠାନ ନିଆଯାଇପାରୁନାହିଁ। ସହରର…

ଛାତ୍ରୀଛାତ୍ରଙ୍କୁ ଜୀବନଗାଥା ଶୁଣାଇଲେ ଦିଲ୍ଲୀ ଶିଳ୍ପୀ

ପୁରୁଣା ଭୁବନେଶ୍ୱର,୨୪।୯(ଡି.ଏନ୍‌.ଏ): କଳାକୁ ଜୀବନ ଓ ଜୀବିକା କରି ଆଗକୁ ବଢିବା ପାଇଁ କେତେଜଣ ଶିଳ୍ପୀ ହିଁ ବ୍ରତ ବୋଲି ଭାବିଥାନ୍ତି। ସେହିପରି ଦିଲ୍ଲୀର ଶିଳ୍ପୀ ଶ୍ରବଣ ଚୌଧୁରୀ ସୋମବାର ଧଉଳି ଚାରୁକଳା ମହାବିଦ୍ୟାଳୟକୁ ଆସି ଛାତ୍ରୀଛାତ୍ର ଓ ଅଧ୍ୟାପିକା ଅଧ୍ୟାପକମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?