ରାଶନ କାର୍ଡରେ ମିଳିବ ମାଣ୍ଡିଆ
ଭୁବନେଶ୍ୱର,୧୧।୬(ବ୍ୟୁରୋ): ରାଜ୍ୟ ସରକାର ନିଜସ୍ବ ଖାଦ୍ୟ ନିରାପତ୍ତା ଯୋଜନାରେ ଏଣିକି ରାଶନ କାର୍ଡଧାରୀଙ୍କୁ ମାଣ୍ଡିଆ ଯୋଗାଇ ଦେବେ। ପ୍ରତି କାର୍ଡ ପିଛା ୧ ଟଙ୍କାରେ ୧ କିଲୋ ମାଣ୍ଡିଆ ଯୋଗାଇ ଦିଆଯିବ। ଆସନ୍ତା ଜୁଲାଇରୁ ଗଜପତି, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ମାଲକାନଗିରି,…
କଲବଲ କରୁଛି ଗରମ, ଗୁଳୁଗୁଳି
ଭୁବନେଶ୍ୱର,୧୧ା୬(ବ୍ୟୁରୋ): ମୌସୁମୀ କେରଳ ଛୁଇଁ ସାରିଛି। ଓଡ଼ିଶାକୁ କେବେ ସୁଦ୍ଧା ମୌସୁମୀ ଆସିବ ସେ ନେଇ ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ଅନ୍ୟପଟେ ରାଜ୍ୟରେ ଲେଉଟିଥିବା ପ୍ରଚଣ୍ଡ ଗ୍ରୀଷ୍ମ ପରିବେଶକୁ ଉତ୍ତପ୍ତ କରିଦେଇଛି। ସାରା ରାଜ୍ୟ ଗରମ ଓ ଗୁଳୁଗୁଳିରେ କଲବଲ…
ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକଇ-ଡାକ୍ତରଖାନା ପରିଚାଳନା କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର,୧୧।୬(ବ୍ୟୁରୋ): ଆସନ୍ତା ଦୁଇମାସ ମଧ୍ୟରେ ରାଜ୍ୟର ସମସ୍ତ ଜିଲା ମୁଖ୍ୟ ଚିକିତ୍ସାଳୟରେ ଇ-ଡାକ୍ତରଖାନା ପରିଚାଳନା ବ୍ୟବସ୍ଥା(ଇ-ଏଚ୍ଏମ୍ଏସ୍) କାର୍ଯ୍ୟକାରୀ କରିବାକୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ ନିର୍ଦ୍ଦେଶ ଦେଇଛନ୍ତି। ଜାତୀୟ ସ୍ବାସ୍ଥ୍ୟ ମିଶନ ସମ୍ମିଳନୀ କକ୍ଷରେ ସୋମବାର…
ରଥଯାତ୍ରା ପ୍ରସାରଣ ବ୍ୟବସାୟୀକରଣକୁ ନାଗରିକ ଫୋରମ୍ର ବିରୋଧ
ଭୁବନେଶ୍ୱର,୧୧।୬(ବ୍ୟୁରୋ)-: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରାର ସିଧା ପ୍ରସାରଣକୁ ବ୍ୟବସାୟୀକରଣ କରିବା ପାଇଁ ମନ୍ଦିର ପ୍ରଶାସନ ପକ୍ଷରୁ ଗତ ୪ ତାରିଖରେ ଏକ ଚିଠି ଜରିଆରେ ବିଜ୍ଞପ୍ତି ଜାରି କରାଯାଇଛି। ମନ୍ଦିର ପ୍ରଶାସନର ଏଭଳି ପଦକ୍ଷେପ ଦ୍ୱାରା ବିଶ୍ୱର କୋଟିକୋଟି ଜଗନ୍ନାଥପ୍ରେମୀ…
ପୂର୍ଣ୍ଣ ହତ୍ୟାକାଣ୍ଡର ପର୍ଦ୍ଦାଫାଶ, ଅଭିଯୁକ୍ତ ଗିରଫ
ଆର.ଉଦୟଗିରି,୧୧ା୬(ଡି.ଏନ.ଏ.)- ଗଜପତି ଜିଲା ଆର.ଉଦୟଗିରି ଥାନା ନୂଆଗଡ ବ୍ଲକ ତାବରଡା ଗ୍ରାମର ପୂର୍ଣ୍ଣଚନ୍ଦ୍ର ସିଂ (୬୫) ହତ୍ୟାକାଣ୍ଡର ଗୁମର ଖୋଲିଛି ପୋଲିସ। ୨ ମାସ ୧୮ ଦିନ ପରେ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ହତ୍ୟାକାଣ୍ଡରେ ବ୍ୟବହୃତ ପଥର ଜବତ କରିଛି।…
ଭୁବନେଶ୍ୱରରେ ମିଳିବ ପ୍ରଶାସନିକ ସେବା ଲାଗି କୋଚିଂ- ଜୁନ୍ ୨୪ରୁ କ୍ଲାସ୍ ଆରମ୍ଭ
ଭୁବନେଶ୍ୱର,୧୧।୬(ବ୍ୟୁରୋ)-ଏଣିକି ପ୍ରଶାସନିକ ସେବା କୋଚିଂ ଲାଗି ବାହାର ରାଜ୍ୟକୁ ଯିବାକୁ ପଡ଼ିବନି। ପ୍ରତିଭାବାନ ଆଶାୟୀଙ୍କୁ ଭୁବନେଶ୍ୱରରେ ଉନ୍ନତମାନର କୋଚିଂ ଦିଆଯିବ। ପ୍ରଶାସନିକ ସେବାରେ ଓଡ଼ିଆଙ୍କ ସଫଳତା ହାର କମୁଥିବାରୁ ଏଥିରେ ସୁଧାର ଆଣିବାକୁ ଉଚ୍ଚ ଶିକ୍ଷା ବିଭାଗ ଅଣ୍ଟା ଭିଡ଼ିଛି। ଜୁନ୍…
କଳା ଦେଖାଇଛି ବାଟ
ସଂଗ୍ରାମୀ ଧରଣୀଧରଙ୍କ ତୈଳଚିତ୍ର, ଓଡ଼ିଆରେ ‘ମାଣିକ’ ଚଳଚ୍ଚିତ୍ର ନିର୍ମାଣ କରି ଏକଦା ଚର୍ଚ୍ଚାକୁ ଆସିଥିଲେ ବହୁମୁଖୀ ପ୍ରତିଭାସମ୍ପନ୍ନ କଳାକାର ରଘୁ ପିଲାଇ। ପରିଣତ ବୟସର ନୂଆ ମୋଡ଼ରେ ଆଜି ବି ହାର ନ ମାନି ସେ ରଙ୍ଗ, ତୂଳୀ ଓ କାନ୍ଭାସରୁ…
ହୁଇଲ ଚେୟାର ଆଇପିଏଲ ଖେଳିବେ ଦିବ୍ୟାଙ୍ଗ ଚକ୍ରଧର
ବଲାଙ୍ଗୀର ଅଫିସ, ୧୧ା୬ ବଲାଙ୍ଗୀର ଜିଲା ସଦର ବ୍ଳକ୍ ଅନ୍ତର୍ଗତ ଖୁଣ୍ଟପାଲି ଗ୍ରାମର ଦିବ୍ୟାଙ୍ଗ ଯୁବକ ଚକ୍ରଧର ନାଏକ (୩୦) ା ତାଙ୍କ ମାତା ଉର୍ମିଳା ଓ ପିତା ନେତ୍ର ନାଏକ ା ସାଧାରଣ ଚାଷୀ ପରିବାରର ପୁଅ ା ଆସନ୍ତା…
ରିତେଶ ହତ୍ୟାକାରୀଙ୍କୁ ଫାଶୀ ଦିଅ
ଫୁଲବାଣୀ ଅଫିସ,୧୧।୬ – ଦାରିଙ୍ଗବାଡିର ଶିଶୁ ରିତେଶ ପ୍ରଧାନଙ୍କୁ ମେ’ ୫ରେ ନିର୍ମମ ଭାବେ ହତ୍ୟା କରାଯାଇଥିଲା। ଏହାର ସ୍ବତନ୍ତ୍ର କୋର୍ଟ ଜରିଆରେ ତୁରନ୍ତ ବିଚାର କରି ଅଭିଯୁକ୍ତମାନଙ୍କୁ ଫାଶୀ ଦାବିରେ ଜିଲା ମୁଖ୍ୟାଳୟ ଫୁଲବାଣୀରେ ସୋମବାର ବିକ୍ଷୋଭ ଓ ଆନ୍ଦୋଳନ…
ଚୋରି ଘଟଣାରେ ୪ଗିରଫ: ସୁନା ଅଳଙ୍କାର, ମାରଣାସ୍ତ୍ର ଜବତ
ହିଞ୍ଜିଳିକାଟୁ,୧୦।୬(ଡି.ଏନ୍.ଏ.)- ହିଞ୍ଜିଳି ଥାନା ଅଞ୍ଚଳରେ କିଛିଦିନ ଧରି ବିଭିନ୍ନ ଅଞ୍ଚଳରୁ ବାରମ୍ବାର ଚୋରି ହେଉଥିଲା। ରବିବାର ରାତିରେ ହିଞ୍ଜିଳି ପୋଲିସ ବିଭିନ୍ନ ସ୍ଥାନରେ ଚଢାଉ କରି ୨ ଜଣ ଲୁଟେରାଙ୍କ ସହ ଚୋରା ସୁନା ଅଳଙ୍କାର କିଣିଥିବା ଅଭିଯୋଗରେ ୨ ଜଣ…
୩୫ଶହ ଲିଟର ପୋଚ, ୫୫ ଲିଟର ମଦ ଜବତ
ଗୋପାଳପୁର,୧୦।୬- ରଙ୍ଗେଇଲୁଣ୍ଡା ବ୍ଲକରେ ଚୋରା ଦେଶୀ ମଦ କାରବାର ବୃଦ୍ଧି ପାଉଥିବା ବେଳେ ବ୍ରହ୍ମପୁର ଷ୍ଟ୍ରାଇକିଂ ଫୋର୍ସ ଓ ଗୋଳନ୍ଥରା ଅବକାରୀ ବିଭାଗ ପକ୍ଷରୁ ରବିବାର ୨ଟି ସ୍ଥାନରେ ଚଢ଼ାଉ କରି ପୋଚ ଓ ମଦ ଜବତ ହୋଇଥିଲା। ଇନ୍ଦ୍ରାକ୍ଷୀ କିଆବାଡରେ…
ମଦ ବନ୍ଦ ପାଇଁ ମହିଳା ସଂଘର ମେଳି
ତୁମୁଡିବନ୍ଧ,୧୦।୬(ଡି.ଏନ୍.ଏ.)- ତୁମୁଡିବନ୍ଧ ଅଞ୍ଚଳରେ ଦେଶୀ ଓ ବିଦେଶୀ ମଦ ଚୋରା କାରବାର ବୃଦ୍ଧି ପାଉଛି। ଝିରିପାଣି ପଞ୍ଚାୟତର ମହିଳା ସ୍ବୟଂ ସହାୟକ ଗୋଷ୍ଠୀମାନେ ଏକାଠି ହୋଇ ପଞ୍ଚାୟତସ୍ତରୀୟ ମହିଳା ସଂଘ ଗଠନ କରି ମଦ ବିକ୍ରି ବନ୍ଦ ପାଇଁ ସୋମବାର ପୂର୍ବାହ୍ନ…
Archives


