ରାଜ୍ୟ

ବିଗିଡ଼ିଛି ସ୍ବାସ୍ଥ୍ୟସେବା, ଆଇନଶୃଙ୍ଖଳା

ଅନୁଗୋଳ ଅଫିସ/କଣିହଁା, ୨୩।୭ ଅନୁଗୋଳରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ସହ ଆଇନଶୃଙ୍ଖଳା ପରିସ୍ଥିତି ବିଗିଡ଼ିଯାଇଛି। ପ୍ରତିଦିନ ଗରିବ ଲୋକଙ୍କ ଜୀବନ ସହ ଖେଳ ଚାଲିଛି। ଜିଲା ମୁଖ୍ୟ ଚିକିତ୍ସାଳୟ ଶବ ସଂରକ୍ଷଣ ଗୃହରେ ଥିବା ଜଣେ ଶିଶୁକନ୍ୟାଙ୍କ ମୃତଦେହରୁ ଆଖି ଗାଏବ କରାଯାଇଥିବା…

ଡକାୟତି, ଲୁଟ୍‌ ଘଟଣାରେ ୭ ଗିରଫ

ଢେଙ୍କାନାଳ ଅଫିସ,୨୩ା୭ ଢେଙ୍କାନାଳ ଓ ଅନୁଗୋଳ ଜିଲାରେ ୧୯ଟି ଡକାୟତି ଓ ଲୁଟ୍‌ ଘଟଣାରେ ସମ୍ପୃକ୍ତ ଥିବା ୭ ଜଣଙ୍କୁ ଢେଙ୍କାନାଳ ଜିଲା ପୋଲିସ ଗିରଫ କରିଛି। ଅଭିଯୁକ୍ତମାନଙ୍କ ଠାରୁ ୭ଟି ବାଇକ୍‌, ୪ଟି ମୋବାଇଲ, ୩ଟି ଲାପଟପ୍‌ ଓ ୩ଟି…

ସହରରେ ବଢ଼ୁଛି ଯାଯାବରଙ୍କ ସଂଖ୍ୟା

ଅନୁଗୋଳ ଅଫିସ, ୨୩।୭ ଅନୁଗୋଳ ସହରରେ ଦିନକୁ ଦିନ ଯାଯାବରଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସହରର ବିଭିନ୍ନ ସ୍ଥାନରେ ଏମାନେ ଅସ୍ଥାୟୀ ଶିବିର କରି ସେଠାରେ ରହୁଛନ୍ତି। କିଛି ନିଜ ପେଟ ପାଟଣା ପାଇଁ କାମ କରୁଛନ୍ତି ତ ଆଉ କେତେଜଣ…

ସରକାରୀ ମାନ୍ୟତା ମିଳିଲାନି: ବନ୍ଦ ହେଲାଭୀମଭୋଇ ସ୍ବାସ୍ଥ୍ୟକେନ୍ଦ୍ର

ସୋନପୁର,୨୩।୭(ନି.ପ୍ର.) ସୁବର୍ଣ୍ଣପୁର ଜିଲା ସନ୍ଥକବି ଭୀମଭୋଇଙ୍କ ସମାଧି ପୀଠ ଖଲିଆପାଲିଠାରେ ଜନସାଧାରଣଙ୍କ ଉଦ୍ୟମରେ ଚାଲି ଆସିଥିବା ସ୍ବାସ୍ଥ୍ୟକେନ୍ଦ୍ରଟି ଶେଷରେ ବନ୍ଦ ହେଲା। ଦେଢ ମାସ ହେଲା ସ୍ବାସ୍ଥ୍ୟକେନ୍ଦ୍ରକୁ ଆଉ ଡାକ୍ତର, ଫାର୍ମାସିଷ୍ଟ କିମ୍ବା ସ୍ବାସ୍ଥ୍ୟ କର୍ମଚାରୀ ଆସୁନାହାନ୍ତି। ଔଷଧ ମଧ୍ୟ ଆଉ…

ଜଳିଗଲାଣି ଧାନଗଛ, ଚିନ୍ତାରେ ଚାଷୀ

ଉଲୁଣ୍ଡା, ୨୩ା୭ (ଡି.ଏନ.ଏ.) ଶ୍ରାବଣ ମାସର ଆଦ୍ୟ ଚଉଠି, ଚାରିଦିଗୁ ମେଘ ଆସିବ ଘୋଟି। ଫେଲ ମାରିଲା ଏହି ଖନା ବଚନ। ଚଳିତ ବର୍ଷ ଶ୍ରାବଣ ମାସର ଆଦ୍ୟ ଚଉଠି ଗତ ଶନିବାର ଦିନଠାରୁ ୩୯ ଡିଗ୍ରୀ ତାପମାତ୍ରା ଉପରେ ସିଝୁଛି…

ପାଉଚ ମଦରେ ନିଆଁ ଲଗାଇଲେ ମହିଳା

ବୌଦ୍ଧ, ୨୩।୭.(ସ୍ବ.ପ୍ର.)-ବୌଦ୍ଧ ଜିଲାରେ ମହିଳାମାନେ ମଦ ବିରୋଧୀ ଆନ୍ଦୋଳନ କରିଛନ୍ତି। ଜିଲାରେ ବହୁ ସଂଖ୍ୟାରେ କୁଚିଆ ମଦ ଦୋକାନ ଖୋଲାଯାଇ ଦେଶୀ, ବିଦେଶୀ ମଦ ବିକ୍ରି କରାଯାଉଛି। ହେଲେ ଜିଲା ଅବକାରୀ ବିଭାଗ ଓ ପୋଲିସ ପ୍ରଶାସନ ନାମକୁ ମାତ୍ର ମଦ…

ପୋଲିସ ଇନ୍‌ଫର୍ମର ସନ୍ଦେହରେ ପୁଣି ହତ୍ୟା: ୧୨ ଘଣ୍ଟା ମଧ୍ୟରେ ମାଓବାଦୀଙ୍କ ଦ୍ୱିତୀୟ ନରସଂହାର

ଲାଞ୍ଜିଗଡ,୨୨।୭(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ ପାହାଡ଼ପଦରରେ ରବିବାର ଦ୍ୱିପ୍ରହରରେ ଜନଗହଳିପୂର୍ଣ୍ଣ ବଜାରରେ ଠିକାଦାର ରାଜେନ୍ଦ୍ର ସାହୁଙ୍କୁ ଗୁଳିକରି ମାଓବାଦୀମାନେ ହତ୍ୟା କରିଥିଲେ। ଏହାର ୬ ଘଣ୍ଟା ନ ପୂରୁଣୁ ଏହି ବ୍ଲକ ବିଶ୍ୱନାଥପୁର ଥାନା ଅନ୍ତର୍ଗତ…

ଦକ୍ଷତା ବିକାଶରେ ଓଡ଼ିଶା ୧ନମ୍ବର

ଭୁବନେଶ୍ୱର, ୨୨ା୭(ବ୍ୟୁରୋ): ଦେଶର ବହୁ ରାଜ୍ୟକୁ ପଛରେ ପକାଇ ଓଡ଼ିଶା ଦକ୍ଷତା ବିକାଶ କ୍ଷେତ୍ରରେ ଶୀର୍ଷ ସ୍ଥାନ ଗ୍ରହଣ କରିଛି। ଗୁଜରାଟ, ଆନ୍ଧ୍ରପ୍ରଦେଶ, କର୍ନାଟକ ପରି ବିକଶିତ ରାଜ୍ୟମାନଙ୍କୁ ପଛରେ ପକାଇ ଓଡ଼ିଶା ଏହି ସ୍ଥାନକୁ ହାସଲ କରିବାରେ ସଫଳ ହୋଇପାରିଛି…

ବିଦ୍ୟାଳୟରେ ବିସ୍ଫୋରଣ ଘଟି ୨ ଛାତ୍ର ଆହତ ମାମଲା: ୨ ଗିରଫ, ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ

ଆସିକା, ୨୨।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଆସିକା ଥାନା କୋତିନଡ଼ା ଫାଣ୍ଡି ଅନ୍ତର୍ଗତ ମାଗୁରା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶନିବାର ସକାଳେ ବିସ୍ଫୋରଣ ଘଟି ୨ ଛାତ୍ର ଆହତ ହୋଇଥିଲେ। ଏହି ମାମଲାରେ ପୋଲିସ ସୋମବାର ୨ ଅଭିଯୁକ୍ତଙ୍କୁ ଗିରଫ କରିଛି।…

ବାବୁଲି ଗୁଳିକାଣ୍ଡ ଘଟଣା: ୪ ଗିରଫ, ଟିଟୋ ଏବଂ ବାବୁ ସାହୁ ଗ୍ୟାଙ୍ଗର ରହିଛି ହାତ

କେନ୍ଦ୍ରାପଡା ଅଫିସ, ୧୭ା୭- ଧର୍ମରକ୍ଷା ସେନାର କେନ୍ଦ୍ରାପଡା ଜିଲା ଆବହକ ବିବେକାନନ୍ଦ ମହାରଣା ଓରଫ ବାବୁଲିଙ୍କ ଉପରେ ଗତ ୧୩ ତାରିଖରେ ହୋଇଥିବା ଗୁଳିମାଡ଼ ଘଟଣାରେ ଜିଲା ପୋଲିସ ୪ ଜଣଙ୍କୁ ସୋମବାର ଗିରଫ କରିଛି। ଗ୍ୟାଙ୍ଗଷ୍ଟର ଟିଟୋ ଓରଫ ସୟଦ…

ମିଳୁନି ବୀମା କ୍ଷତିପୂରଣ, ବରଗଡ଼ରେ ଚାଷୀ ଅସନ୍ତୋଷ

ବରଗଡ଼ ଅଫିସ୍‌,୨୨।୭- ବରଗଡ଼ ଜିଲାରେ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନାରେ ବୀମା କ୍ଷତିପୂରଣ ଠିକ୍‌ ଭାବେ ମିଳୁ ନ ଥିବା ଯୋଗୁ ଚାଷୀ ଅସନ୍ତୋଷ ଦିନକୁ ଦିନ ବଢ଼ିବାରେ ଲାଗିଛି। ଚାଷୀମାନେ ଏ ନେଇ ଜିଲାପାଳଙ୍କୁ ଫେରାଦ ହୋଇ ବିହିତ ପଦକ୍ଷେପ ନେବାକୁ…

ଦୁର୍ଘଟଣାରେ ଅଚଳ ହୋଇଛି ଡାହାଣ ଗୋଡ଼, ସହାୟତା ଆଶାରେ ଜିଲାପାଳ ଅଫିସ ଆସିଥିଲେ: ପୋଲିସ କର୍ମଚାରୀ ଦେଖାଇଲେ ମାନବିକତା

ବରଗଡ଼ ଅଫିସ୍‌,୨୨।୭-ଅନେକ ସମୟରେ କିଛି ପୋଲିସ କର୍ମଚାରୀ ନିଜ ଖାକି ବର୍ଦ୍ଦିର ଅପବ୍ୟବହାର କରିଥାନ୍ତି । କେତେବେଳେ ଦାଦାଗିରି ତ ଆଉ କେବେ ଲୁଟ୍‌ପାଟ୍‌, ମାଡ଼ପିଟ୍‌ ଘଟଣାରେ ସମ୍ପୃକ୍ତ ରହିବା ଯୋଗୁ ପୋଲିସକୁ ବହୁତ ସମାଲୋଚିତ ହେବାକୁ ପଡ଼ିଥାଏ। ତେବେ ସୋମବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri