ବାଲିଅନ୍ତାରେ ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା ଘଟଣା: ଭାଇରାଲ ଭିଡିଓରୁ ହତ୍ୟାକାରୀ ଚିହ୍ନଟ; ଜମିବାଡ଼ି ବିବାଦକୁ ନେଇ ସାନ ଭାଇଙ୍କୁ ହତ୍ୟା କରିଛନ୍ତି ବଡ଼ ଭାଇ
ଭୁବନେଶ୍ୱର/ବାଲିଅନ୍ତା,୮।୬(ବ୍ୟୁରୋ/ଡି.ଏନ୍.ଏ.): ରାଜଧାନୀ ଉପକଣ୍ଠ ବାଲିଅନ୍ତା ଥାନା ଅଧୀନ ଅଟଳାସ୍ଥିତ ପଞ୍ଚମୁଖୀ ବିହାର ମୁଖ୍ୟ ଫାଟକ ନିକଟରେ ଶୁକ୍ରବାର ଅପରାହ୍ନରେ ଜଣେ ଯୁବକଙ୍କୁ ଅନ୍ୟ ଜଣେ ଯୁବକ ଅତି ନୃଶଂସ ଭାବେ ହାଣି ହତ୍ୟା କରିଥିଲେ। ନିକଟରେ ଥିବା ଏକ ଆପାର୍ଟମେଣ୍ଟର ସିସିଟିଭି…
ବ୍ୟବସାୟୀଙ୍କୁ ଅପହରଣ ଉଦ୍ୟମ ବେଳେ ସିରିଜ ଦୁର୍ଘଟଣା: ପୋଲିସ ପହଞ୍ଚିବା ପୂର୍ବରୁ ଅପହରଣକାରୀ ଫେରାର; ୨ କାର୍, ବନ୍ଧୁକ ସହ ମାରଣାସ୍ତ୍ର ଜବତ
ଭୁବନେଶ୍ୱର,୮।୬(ବ୍ୟୁରୋ): ସ୍ଥାନୀୟ ନୟାପଲ୍ଲୀ ଥାନା ସିଆର୍ପି ଛକ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ଜଣେ ବ୍ୟବସାୟୀଙ୍କୁ ଅପହରଣ ଉଦ୍ୟମ ପଣ୍ଡ ହୋଇଛି। କେତେଜଣ ଦୁର୍ବୃତ୍ତ ଦୁଇଟି କାର୍ରେ ବ୍ୟବସାୟୀଙ୍କୁ ଅପହରଣ କରି ନେଉଥିବା ବେଳେ ବାଣୀବିହାର ଓଭରବ୍ରିଜ ନିକଟରେ ସେମାନଙ୍କ ଗାଡ଼ି…
ପାଟଣାଗଡ଼ ଜେଇଙ୍କୁ ବିଧାୟକ ଉଠ୍ବସ କରିବା ଘଟଣା; ଜୀବନପ୍ରତି ବିପଦ ଅଛି: ଜେଇଙ୍କ ସ୍ତ୍ରୀ
ଭୁବନେଶ୍ୱର, ୮।୬(ବ୍ୟୁରୋ): ପାଟଣାପଡ଼ ଜେଇଙ୍କୁ ବିଧାୟକ ଉଠ୍ବସ କରିବା ଘଟଣାରେ ସମ୍ପୃକ୍ତ ଜେଇଙ୍କ ସ୍ତ୍ରୀ ପ୍ରବୀଣା ରାଜସିଂହ କହିଛନ୍ତି ଯେ, ନିଜର ଏବଂ ତାଙ୍କ ସ୍ବାମୀଙ୍କ ଜୀବନ ପ୍ରତି ବିପଦ ରହିଛି। ଗତ ୬ ତାରିଖରୁ ବିଧାୟକ ସରୋଜ ମେହେରଙ୍କ ନାମରେ…
ପାରିପାରିକ କଳହ: ପୋଲିସ ମାଡ଼ରେ ଯୁବକଙ୍କ ମୃତ୍ୟୁ ଅଭିଯୋଗ
ଅନୁଗୋଳ ଅଫିସ,୮।୬: ଅନୁଗୋଳ ଜିଲା କଣିହାଁ ଥାନାରେ ପାରିବାରିକ କଳହର ସମାଧାନ ସମୟରେ ପୋଲିସ ମାଡ଼ରେ ଯୁବକଙ୍କ ମୃତ୍ୟୁ ଘଟିଥିବା ଶନିବାର ପରିବାର ଲୋକେ ଅଭିଯୋଗ କରିଛନ୍ତି। ମୃତ ଯୁବକ ହେଲେ ବଡ଼ଗୁଣ୍ଡୁରି ଅଞ୍ଚଳର ଦୀପକ ବାରିକ(୨୫)। ସୂଚନାଯୋଗ୍ୟ ଯେ, ଶୁକ୍ରବାର…
ଶପଥ ପାଠ ପରେ ପ୍ରଥମ ଥର ମହାପ୍ରଭୁଙ୍କୁ ଦର୍ଶନକଲେ ୨ କେନ୍ଦ୍ରମନ୍ତ୍ରୀ
ପୁରୀ ଅଫିସ, ୮।୬: ଧର୍ମେନ୍ଦ୍ର ପ୍ରଧାନ ଏବଂ ପ୍ରତାପ ଷଡ଼ଙ୍ଗୀ କେନ୍ଦ୍ରମନ୍ତ୍ରୀ ଭାବେ ଶପଥ ନେବା ପରେ ପ୍ରଥମ ଥର ପାଇଁ ଶନିବାର ଓଡ଼ିଶା ଆସିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ପୂର୍ବାହ୍ନ ୧୧ଟାରେ…
ଶ୍ରୀଲିଙ୍ଗରାଜଙ୍କ ବିବାହ ସମ୍ପନ୍ନ: ସାମିଲ ହେଲେ ୨୦୦ରୁ ଊର୍ଦ୍ଧ୍ୱ ବରଯାତ୍ରୀ
ପୁରୁଣା ଭୁବନେଶ୍ୱର, ୮ା୬ (ଡି.ଏନ.ଏ.): ମହାପ୍ରଭୁ ଶ୍ରୀଲିଙ୍ଗରାଜ ସହ ମା’ ପାର୍ବତୀଙ୍କ ପାରମ୍ପରିକ ରୀତିରେ ବିବାହ କାର୍ଯ୍ୟ ଶୁକ୍ରବାର ବିଳମ୍ବିତ ରାତିରେ ସମ୍ପନ୍ନ ହୋଇଛି। ଶ୍ରୀଲିଙ୍ଗରାଜଙ୍କ ଶ୍ୱଶୁରାଳୟ ଶ୍ରୀକେଦାରଗୌରୀ ମନ୍ଦିରରେ ପହଞ୍ଚତ୍ବା ପରେ ମନ୍ଦିର ପୁରୋହିତ ମନୋରଞ୍ଜନ ଦାଶ ବିଧି ମୁତାବକ…
‘ଭାଜପା ଉପରେ ଲୋକେ ଅସନ୍ତୁଷ୍ଟ ଥିବା ଜାଣିପାରିଥିଲି’
ଭୁବନେଶ୍ୱର, ୮ା୬(ବ୍ୟୁରୋ): ରାଜ୍ୟ ମନ୍ତ୍ରିମଣ୍ଡଳରେ କେଉଁମାନେ ସ୍ଥାନ ପାଇବେ ସେନେଇ ଗତ ୨୮ତାରିଖରେ ଚର୍ଚ୍ଚା ଲାଗି ରହିଥିଲା। ହେଲେ ରାତିରେ ସବୁ କଳ୍ପନାଜଳ୍ପନାର ଅବସାନ ଘଟିଲା। ଘୋଷଣା ହୋଇଥିଲା ନୂଆ ମନ୍ତ୍ରୀମାନଙ୍କ ତାଲିକା, ଯେଉଁଥିରୁ ଅଭିଜ୍ଞ ଓ ବରିଷ୍ଠ ନେତାଙ୍କ ନାମ…
ଅଖ ହଣା ସରିଲା, ଦଣ୍ଡା କାମ ଆରମ୍ଭ
ପୁରୀ ଅଫିସ, ୮ା୬: ଆସୁଛି ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ଶ୍ରୀନଅର ସମ୍ମୁଖ ରଥଖଳାରେ ତିନିରଥ ମୁଖ୍ୟ ବିଶ୍ୱକର୍ମାଙ୍କ ନେତୃତ୍ୱରେ ଚାଲିଛି ରଥ କାମ। ଅକ୍ଷୟତୃତୀୟ ଠାରୁ ଆରମ୍ଭ ହୋଇଥିବା ରଥକାମ ଜୋରସୋରରେ ଚାଲିଛି। ମହାରଣା ମାନେ ରଥର ବିଭିନ୍ନ ଅଂଶ ନିର୍ମାଣରେ…
ପୁରୀରେ ପହଞ୍ଚିଲା ରଥ ଦଉଡ଼ି
ପୁରୀ ଅଫିସ, ୮ା୬: ଆସନ୍ତା ଜୁଲାଇ ୪ ତାରିଖରେ ରଥଯାତ୍ରା। ଏଥିପାଇଁ ଆରମ୍ଭ ହୋଇଗଲାଣି ପ୍ରଶାସନିକ ପ୍ରସ୍ତୁତି। ରଥଖଳାରେ ତିନିରଥ ନିର୍ମାଣ କାମ ଆଗେଇ ଚାଲିଥିବାବେଳେ ଦୁଇଟି ରଥଯାତ୍ରା ସମନ୍ବୟ କମିଟି ବୈଠକ ସରିଲାଣି। ଆସନ୍ତା ୧୩ ତାରିଖରେ ଆଇନ ମନ୍ତ୍ରୀଙ୍କ…
ବିଭାଗୀୟ ତ୍ରୁଟି ବଢ଼ାଉଛି ସଡ଼କ ଦୁର୍ଘଟଣା
ଭୁବନେଶ୍ୱର, ୮ା୬(ବ୍ୟୁରୋ): ସଡ଼କ ଦୁର୍ଘଟଣା ରୋକିବା ପାଇଁ ଓଡ଼ିଶା ସରକାରଙ୍କୁ ସୁପ୍ରିମକୋର୍ଟ ବାରମ୍ବାର ଭର୍ତ୍ସନା କରିବା ସତ୍ତ୍ୱେ କୌଣସି ଲାଭ ମିଳୁନାହିଁ। ରାସ୍ତା ଦୁର୍ଘଟଣା କ୍ଷେତ୍ରରେ ଦେଶର ଅନ୍ୟ ରାଜ୍ୟଗୁଡ଼ିକ ମଧ୍ୟରେ ଓଡ଼ିଶା ବହୁ ଆଗରେ ରହିଛି। ସରକାରଙ୍କ କାର୍ଯ୍ୟରେ ତ୍ରୁଟି…
ବରଯାତ୍ରୀ ସହ କନ୍ୟାଘରେ ପହଞ୍ଚିଲେ ମହାଦେବ:ଦେବଦମ୍ପତିଙ୍କ ବିବାହ ସମ୍ପନ୍ନ
ସମ୍ବଲପୁର, ୮ା୬ (ବ୍ୟୁରୋ): ଜ୍ୟେଷ୍ଠ ମାସ ଶୁକ୍ଲପକ୍ଷ ପଞ୍ଚମୀ ତିଥିରେ ଦେବ ଦେବ ମହାଦେବ ବରାତିରେ ନଗର ପରିକ୍ରମା କରି କନ୍ୟାଘରେ ପହଞ୍ଚିଥିଲେ। ଏଥିସହ ଷଷ୍ଠୀ ତିଥିରେ ମାହେନ୍ଦ୍ର ମୁହୂର୍ତ୍ତରେ ଦେବଦମ୍ପତିଙ୍କ ବିବାହ ସମ୍ପନ୍ନ ହୋଇଛି। ଜଗତଜନନୀ ମାତା ପାର୍ବତୀ ଓ…
ମଦ୍ୟପ ବାପାଙ୍କୁ ହତ୍ୟା କଲା ପୁଅ
ବୌଦ୍ଧ, ୮ା୬(ସ୍ବ.ପ୍ର): ବୌଦ୍ଧ ଥାନା ଅନ୍ତର୍ଗତ ସରଣ୍ଡା ଗ୍ରାମରେ ଗୁରୁବାର ଏକ ହତ୍ୟା ଘଟଣା ଘଟିଛି । ମଦ୍ୟପ ବାପାଙ୍କ ନିର୍ଯାତନା ଅସହ୍ୟ ହେବାରୁ ପୁଅ ତାଙ୍କୁ ହତ୍ୟା କରିଛି । ମୃତକ ହେଲେ ସଦାଶିବ ପାତ୍ର(୪୩) । ପୋଲିସ ହତ୍ୟାକାରୀ…
Archives


