କଳିଙ୍ଗ ହସ୍ପିଟାଲରେ ବିଧାୟକ ମୋହନ ଚରଣ ମାଝିଙ୍କୁ ଦୁର୍ବ୍ୟବହାର ଘଟଣା: ରାଜ୍ୟ ଚିକିତ୍ସା ପାଣ୍ଠି ତାଲିକାରୁ ବାଦ୍ ପଡ଼ିଲା କଳିଙ୍ଗ ହସ୍ପିଟାଲ
ଭୁବନେଶ୍ୱର,୨୦।୭(ବ୍ୟୁରୋ): ରାଜ୍ୟ ସରକାର ରାଜଧାନୀରେ ଥିବା ଘରୋଇ ହସ୍ପିଟାଲ ପ୍ରତି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ବିରୋଧୀ ଦଳ ମୁଖ୍ୟ ସଚେତକ ତଥା କେନ୍ଦୁଝର ସଦର ବିଧାୟକ ମୋହନ ଚରଣ ମାଝିଙ୍କୁ କଳିଙ୍ଗ ହସ୍ପିଟାଲ କର୍ତ୍ତୃପକ୍ଷ ଦୁର୍ବ୍ୟବହାର କରିଥିଲେ। ଏହି ଘଟଣାର…
ବିଧାନସଭାରେ ନୂଆ ମନ୍ତ୍ରୀ ହଟହଟା: ସଭ୍ୟମାନଙ୍କ ପ୍ରଶ୍ନର ଉତ୍ତର ଦେବାକୁ ସକ୍ଷମ ହେଉନାହାନ୍ତି
ଭୁବନେଶ୍ୱର,୨୦।୭(ବ୍ୟୁରୋ): ବିଜେଡି ସରକାରର ପଞ୍ଚମ ପାଳିରେ ପ୍ରଥମ ଥର ନିର୍ବାଚିତ ହୋଇଥିବା ବିଧାୟକଙ୍କୁ ମନ୍ତ୍ରୀ ପଦବୀ ମିଳିଛି। ତେବେ ନୂଆ କରି ବିଧାନସଭାକୁ ନିର୍ବାଚିତ ହୋଇଥିବା ଓ ମନ୍ତ୍ରୀ ପଦବୀ ପାଇଥିବା ସଦସ୍ୟଙ୍କୁ ହଟହଟା ହେବାକୁ ପଡ଼ିଛି। ଉକ୍ତ ମନ୍ତ୍ରୀମାନେ ବିଧାନସଭାରେ…
ଚଳିତ ବର୍ଷ ରାଜ୍ୟରେ ସ୍ଥାପନ ହେବ ୧ ହଜାର ଗୋବର ଗ୍ୟାସ୍ ପ୍ଲାଣ୍ଟ
ଭୁବନେଶ୍ୱର,୨୦।୭(ବ୍ୟୁରୋ): ରାଜ୍ୟରେ ୧୯୮୪ରୁ ୨୦୧୯ ମଧ୍ୟରେ ୨ ଲକ୍ଷ ୪୪ହଜାର ୫୫୩ ଗୋବର ଗ୍ୟାସ୍ ପ୍ଲାଣ୍ଟ ସ୍ଥାପନ ହୋଇଛି। ଚଳିତ ବର୍ଷ ଆହୁରି ୧ ହଜାର ଗୋବର ଗ୍ୟାସ ପ୍ଲାଣ୍ଟ ନିର୍ମାଣ ହେବ। ବିଜୁଳି ଖର୍ଚ୍ଚ କମାଇବା ଲାଗି ୧୧ ଗ୍ରାମର…
ଭାଣିଜୀ କାଠଫାଳିଆ ମାଡ଼ରେ ମାମୁଙ୍କ ମୃତ୍ୟୁ: ଭାଣିଜୀ ଗିରଫ
ବାଲେଶ୍ୱର ଅଫିସ,୨୦।୭: ବାଲେଶ୍ୱର ଜିଲା ଚାନ୍ଦିପୁର ଥାନା ଅଧୀନ ସାହାଦା ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଭାଣିଜୀ କାଠଫାଳିିଆ ମାଡ଼ରେ ମାମୁଙ୍କ ମୃତ୍ୟୁ ଘଟିଛି। ସୂଚନାଯୋଗ୍ୟ, ମାମୁ ତେଲି ସିଂ(୪୫) ଓ ଭାଣିଜୀ ଗୁରୁବାରି(୩୨)ଙ୍କ ମଧ୍ୟରେ…
ପାଟକୁରା ନିର୍ବାଚନ: ୧ଟା ସୁଦ୍ଧା ୪୨% ମତଦାନ
ଭୁବନେଶ୍ୱର, ୨୦।୭(ସ୍ବ.ପ୍ର.): ପାଟକୁରା ବିଧାନସଭା ଆସନ ଲାଗି ଶନିବାର ଭୋଟ ଗ୍ରହଣ ଜାରି ରହିଛି। ତେବେ ଦିନ ୧ଟା ସୁଦ୍ଧା ୪୨% ମତଦାନ ହୋଇଛି। ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ଏହି ସୂଚନା ମିଳିଛି। ସକାଳ ୯ଟା ସୁଦ୍ଧା ୧୨%…
ପରୀକ୍ଷାମୂଳକ ଭାବେ ମହିପୁରକୁ ଗଡ଼ିଲା ରେଳଇଞ୍ଜିନ, ଖୁବ୍ଶୀଘ୍ର ଗଡ଼ିବ ଟ୍ରେନ୍
ନୟାଗଡ଼ ଅଫିସ,୨୦ା୭- ନୟାଗଡ଼ ଟାଉନ ଷ୍ଟେଶନରୁ ନୂଆଗାଁ ବ୍ଳକ ମହିପୁର ପର୍ଯ୍ୟନ୍ତ ୧୨ କିମି ପରୀକ୍ଷାମୂଳକ ଭାବେ ଶନିବାର ରେଳ ଇଞ୍ଜିନ ଗଡ଼ିଛି। ରେଳ ବିଭାଗର ଅଧିକାରୀମାନେ ପରୀକ୍ଷାମୂଳକ ଭାବେ ଏହି ରେଳ ଇଞ୍ଜିନ ଗଡ଼ାଇଛନ୍ତି। ମଧ୍ୟାହ୍ନ ୧୨ଟା ୧୫ ସମୟରେ…
ପାଟକୁରା ନିର୍ବାଚନ: ଶାନ୍ତି ଶୃଙ୍ଖଳାରେ ଚାଲିଛି ମତଦାନ
ଡେରାବିଶ, ୨୦।୭(ସ୍ବ.ପ୍ର.): ପାଟକୁରା ବିଧାନସଭା ନିର୍ବାଚନ ପାଇଁ ଶନିବାର ଭୋଟ ଗ୍ରହଣ ଚାଲୁରହିଛି। ଦିନ ୧୦ଟା ସୁଦ୍ଧା ଡେରାବିଶ ବ୍ଲକରେ ମତଦାନ ଆଖିଦୃଶିଆ ହୋଇ ନାହିଁ। ସକାଳ ୮ଟାରୁ ବର୍ଷା ହେବାରୁ ମତଦାନ ହାର କମ୍ ରହିଥିବା ଜଣାପଡ଼ିଛି। ତେବେ ପୂର୍ବାହ୍ନ…
ନିର୍ମାଣ ହେବ ଦ୍ୱିତୀୟ ବ୍ରାହ୍ମଣୀ ସେତୁ: ଦାଣ୍ଡିଆପାଲ୍ଲୀରେ ଜମି ଅଧିଗ୍ରହଣ ପ୍ରକ୍ରିୟା ଆରମ୍ଭ
ରାଉରକେଲା ଅଫିସ,୨୦।୭: ବ୍ରାହ୍ମଣୀତରଙ୍ଗ ଥାନା ଅନ୍ତର୍ଗତ ଦାଣ୍ଡିଆପାଲ୍ଲୀଠାରେ ଶନିବାର ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷଙ୍କ ଉପସ୍ଥିତିରେ ଜମି ଅଧିଗ୍ରହଣ ନିମନ୍ତେ ପଦକ୍ଷେପ ନିଆଯାଇଛି। ଉତ୍ତେଜନା ଆଶଙ୍କାରେ ଘଟଣାସ୍ଥଳରେ ବ୍ୟାପକ ପୋଲିସ ମୁତୟନ କରାଯାଇଛି। ତେବେ ପ୍ରାୟ ୮ ଏକର ଜମି ଅଧିଗ୍ରହଣ…
ଧରିତ୍ରୀରେ ଖବର ପ୍ରକାଶିତ ହେବାପରେ ଚେତିଲା ପୂର୍ତ୍ତ ବିଭାଗ: ରାତିଅଧିଆ ରାସ୍ତା ମରାମତି କାର୍ଯ୍ୟ ଶେଷ
ଦାରିଙ୍ଗବାଡ଼ି,୨୦।୭(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି-ବ୍ରାହ୍ମଣୀଗାଁକୁ ସଂଯୋଗ କରୁଥିବା ପୂର୍ତ୍ତ ବିଭାଗ ରାସ୍ତା ଦବି ଯାତାୟାତରେ ସମସ୍ୟା ହେଉଥିଲା। ତେବେ ରାସ୍ତା ମରାମତି ଦିଗରେ ବିଭାଗ ପଦକ୍ଷେପ ନେବା ବଦଳରେ ବର୍ଷା ଛାଡ଼ିଲେ ମରାମତି କରାଯିବ ବୋଲି କହିଥିଲା। ଏ ନେଇ ଶୁକ୍ରବାର…
ଆସିକା: ସ୍କୁଲରେ ବିସ୍ଫୋରଣ, ୨ ଛାତ୍ର ଗୁରୁତର
ଆସିକା, ୨୦।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ଆସିକା ଥାନା କୋଟିନଡ଼ା ଫାଣ୍ଡି ଅନ୍ତର୍ଗତ ମାଗୁରା ଗ୍ରାମରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଶନିବାର ସକାଳ ପ୍ରାୟ ସାଢ଼େ ୯ଟାରେ ବୋମା ବିସ୍ଫୋରଣଘଟି ୨ ଛାତ୍ର ଗୁରୁତର ହୋଇଛନ୍ତି। ସେମାନେ ହେଲେ…
ଦୁଇଭାଗ ହେବ ଭୁବନେଶ୍ୱର ସହରାଞ୍ଚଳ ପୋଲିସ ଜିଲା
ଭୁବନେଶ୍ୱର, ୨୦ା୭(ବ୍ୟୁରୋ): ୨୦୦୮ରେ କମିଶନରେଟ ପୋଲିସ ପ୍ରତିଷ୍ଠା ହେବା ସମୟରେ ଭୁବନେଶ୍ୱର ସହରାଞ୍ଚଳ ପୋଲିସ ଜିଲାରେ ଜନସଂଖ୍ୟା ଥିଲା ୧୦ଲକ୍ଷ। ବର୍ତ୍ତମାନ ଏହା ୧୬ ଲକ୍ଷ ଟପିଗଲାଣି। ଜନସଂଖ୍ୟା ସହ ବଢ଼ିଚାଲିଛି ଅପରାଧ। ପ୍ରତିବର୍ଷ ମାମଲା ସଂଖ୍ୟା ମଧ୍ୟ ବଢୁଛି। ତେଣୁ…
ବର୍ଷା, ଚାଷୀ ଆତ୍ମହତ୍ୟା ନେଇ ଗୃହରେ ଉଦ୍ବେଗ
ଭୁବନେଶ୍ୱର,୨୦ା୭(ବ୍ୟୁରୋ): ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଧୋକା ଦେଇଛି। ରାଜ୍ୟରେ ନିଅଣ୍ଟିଆ ବର୍ଷା। ଜୁନ ପହିଲାରୁ ଜୁଲାଇ ୧୯ ତାରିଖ ମଧ୍ୟରେ ରାଜ୍ୟରେ ୨୬ ପ୍ରତିଶତ ବର୍ଷା କମ୍ ହୋଇଛି। ଶ୍ରାବଣ ମାସରେ ଧାନ ବିଲ ଫାଟି ଆଁ କରିଛି। ରୁଆ…
Archives


