ରାଜ୍ୟ

AIIMS ବର୍ଣ୍ଣ ୱାର୍ଡ ନିଷିଦ୍ଧାଞ୍ଚଳ: ୧୬୩ ଧାରା ଲାଗୁ

ଭୁବନେଶ୍ୱର,୧୯।୭: ପୁରୀ ଜିଲା ବଳଙ୍ଗା ଥାନା ବାୟାବର ଗାଁରେ ଜଣେ ନାବାଳିକାଙ୍କ ଦେହରେ ଦୁର୍ବୃତ୍ତମାନେ ନିଆଁ ଲଗାଇ ଦେଇଛନ୍ତି। ଫଳରେ ନାବାଳିକା ଜଣକ ଗୁରୁତର ଅବସ୍ଥାରେ ଭୁବନେଶ୍ୱର AIIMS ବର୍ଣ୍ଣ ୱାର୍ଡରେ ଚିକିତ୍ସିତ ହେଉଛନ୍ତି। ଅନ୍ୟପକ୍ଷେ ଶନିବାର ରାତିରେ AIIMS ବର୍ଣ୍ଣ…

ଆତ୍ମହୁତି ପୂର୍ବରୁ ଆଇସିସିଙ୍କୁ ଗୁହାରି ଜଣାଇଥିଲେ ବାପା

ବାଲେଶ୍ୱର,୧୯।୭(ବାଞ୍ଛାନିଧି ଦେ): ବାଲେଶ୍ୱର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଇଣ୍ଟିଗ୍ରେଟେଡ୍‌ ବିଏଡ୍‌ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କୁ ଏଚ୍‌ଓଡି ସମୀର ସାହୁ ମାନସିକ ନିର୍ଯାତନା ଦେଉଥିବା ନେଇ ଗତ ୧ ତାରିଖରେ ତତ୍କାଳୀନ ଅଧ୍ୟକ୍ଷ ଦିଲୀପ ଘୋଷଙ୍କଠାରେ ଅଭିଯୋଗ ହୋଇଥିଲା। କଲେଜର ଇଣ୍ଟରନାଲ କମ୍ପ୍ଲେଣ୍ଟ…

ବଳଙ୍ଗା ଘଟଣାକୁ ନେଇ ବର୍ଷିଲେ ନବୀନ: ମୋହନ ସରକାରଙ୍କୁ କହିଦେଲେ ବଡ଼ କଥା

ଭୁବନେଶ୍ୱର,୧୯ା୭(ସୁନିତ୍‌ ମିଶ୍ର): ବଳଙ୍ଗା ଅଞ୍ଚଳରେ ଜଣେ ନାବାଳିକାଙ୍କୁ କେତେଜଣ ନିଆଁ ଲଗାଇବା ଘଟଣା ଗଭୀର ମର୍ମାହତ କରିଛି। ଦିନ ଦ୍ୱିପ୍ରହରରେ ଏଭଳି ହତ୍ୟା କରିବା ଉଦ୍ୟମକୁ ତୀବ୍ର ବିରୋଧ କରୁଛନ୍ତି ବୋଲି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କହିଛନ୍ତି। ନବୀନ…

ବଲାଙ୍ଗୀରରେ ଚାଞ୍ଚଲ୍ୟ: ସ୍ବାମୀର ଗୁଳି ମାଡ଼ରେ ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୧୯।୭(ସୁନିଲ ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ଼ ଥାନା ଚୁଲୁଦା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍ବାମୀର ଗୁଳି ମାଡ଼ରେ ସ୍ତ୍ରୀ ଗୁରୁତର ହୋଇଛନ୍ତି। ୩୫ ବର୍ଷୀୟ ପ୍ରହଲ୍ଲାଦ ମଲ୍ଲିକ ସ୍ତ୍ରୀ ନୀର ମଲ୍ଲିକଙ୍କୁ ଚଢେଇ ମରା ବନ୍ଧୁକରେ ଫାୟାରିଂ…

ବିଜେଡିକୁ ବଡ଼ ଝଟ୍‌କା: ଶଙ୍ଖ ଛାଡ଼ି ପଦ୍ମ ଧରିଲେ ଇଂ.ଦିନେଶ ରାଉତ

ଭବାନୀପାଟଣା,୧୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକରେ ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ଶନିବାର ଶଙ୍ଖ ଛାଡି ପଦ୍ମ ଧରିଛନ୍ତି ସ୍ଥାନୀୟ ବୃନ୍ଦାବାହାଲ ସରପଞ୍ଚ ତଥା ଅଞ୍ଚଳର ଟାଣୁଆ ନେତା ଇଂ.ଦିନେଶ ରାଉତ। ଭବାନୀପାଟଣା ଟାଉନ ହଲଠାରେ ଶନିବାର ଅପରାହ୍ନରେ…

ଶିକ୍ଷାନୁଷ୍ଠାନରେ ଛାତ୍ରୀଙ୍କ ସୁରକ୍ଷା ପାଇଁ ବଡ଼ ଘୋଷଣା କଲେ ସରକାର

ଭୁବନେଶ୍ୱର,୧୯।୭: ଏଣିକି ଶିକ୍ଷାନୁଷ୍ଠାନରେ ଛାତ୍ରୀଙ୍କୁ ମିଳିବ ସୁରକ୍ଷା। ଏନେଇ ବଡ଼ ଘୋଷଣା କରିଛନ୍ତି ସରକାର। ଉଚ୍ଚ ଶିକ୍ଷାନୁଷ୍ଠାନ ପାଇଁ କାର୍ଯ୍ୟକାରୀ ହେବ ‘ଶକ୍ତିଶ୍ରୀ’ କାର୍ଯ୍ୟକ୍ରମ। ଶନିବାର ଏହି ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏ ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ…

ବଳଙ୍ଗା ପୀଡ଼ିତାଙ୍କୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୭: ଏମ୍ସରେ ଚିକିତ୍ସାଧିନ ଥିବା ବଳଙ୍ଗା ପୀଡ଼ିତାଙ୍କୁ ନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଦରକାର ପଡ଼ିଲେ ଦିଲ୍ଲୀକୁ ଏୟାର ଲିଫ୍ଟ ହେବ ବୋଲି କହିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସୂଚନାଯୋଗ୍ୟ, ପୁରୀ ବଳଙ୍ଗାରେ ଜଣେ ବାଳିକାଙ୍କୁ କେହି କିରୋସିନ…

କନ୍ଧମାଳରେ ଲଜ୍ଜା: ପୁଣି ଦଶମ ଶ୍ରେଣୀ ଛାତ୍ରୀ ଗର୍ଭବତୀ, ମାସିକ ସାନିଟାରୀ ପ୍ୟାଡ୍‌ ନ ନେବାରୁ…

ତୁମୁଡିବନ୍ଧ/ବାଲିଗୁଡ଼ା,୧୯।୭(ଦୀପକ କୁମାର ପରାସେଠ/ସଞ୍ଜୟ କୁମାର ପାଣିଗ୍ରାହୀ): ଦଶମ ଶ୍ରେଣୀ ଛାତ୍ରୀ ଗର୍ଭବତୀ। ମାସିକ ସାନିଟାରୀ ପ୍ୟାଡ୍‌ ନ ନେବାରୁ ସନ୍ଦେହକୁ ଆସି ଡାକ୍ତରୀ ମାଇନା ପରେ ମାମଲା ରୁଜୁ କଲେ ବିଦ୍ୟାଳୟ କର୍ତ୍ତୃପକ୍ଷ। କନ୍ଧମାଳ ଜିଲାର ତୁମୁଡିବନ୍ଧ ବ୍ଳକ ଅନ୍ତର୍ଗତ ବେଲଘର ପଞ୍ଚାୟତର…

ବଳଙ୍ଗା ପୀଡ଼ିତାଙ୍କ ଅବସ୍ଥା ଗୁରୁତର, ବୟାନ ରେକର୍ଡ କରିବା ପରେ ପୋଲିସର ତନାଘନା 

ଭୁବନେଶ୍ୱର,୧୯।୭: ପୁରୀ ଜିଲା ବଳଙ୍ଗା ଥାନା ଅଞ୍ଚଳର ପୀଡ଼ିତାଙ୍କ ବୟାନ ରେକର୍ଡ କରାଯାଇଛି। ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ ତାଙ୍କର ବୟାନ ରେକର୍ଡ ହୋଇଛି। ତେବେ ସ୍ଥାନୀୟ ଅଞ୍ଚଳର ସିସିଟିଭି ଯାଞ୍ଚ କରି ଛାନଭିନ୍‌ କରିବା ସହ ବୟାନ ଆଧାରରେ ତଦନ୍ତ ଆରମ୍ଭ ହୋଇଛି।…

ଉପମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ ଉଦ୍ୟମ

ଭୁବନେଶ୍ୱର,୧୯।୭: ପୁରୀ ଜିଲା ବଳଙ୍ଗା ଥାନା ବାୟାବର ଗାଁରେ ଜଣେ ନାବାଳିକାଙ୍କ ଦେହରେ ଦୁର୍ବୃତ୍ତମାନେ ନିଆଁ ଲଗାଇ ଦେଇଛନ୍ତି। ଫଳରେ ନାବାଳିକା ଜଣକ ଗୁରୁତର ଅବସ୍ଥାରେ ଭୁବନେଶ୍ୱର AIIMS ସ୍ଥାନାନ୍ତର କରାଯାଇଛି। ଅନ୍ୟପକ୍ଷେ ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟୟ ହୋଇପଡିଥିବା…

ନାବାଳିକାଙ୍କ ଦେହରେ ଦୁର୍ବୃତ୍ତ ନିଆଁ ଲଗାଇବା ଘଟଣା: ପହଞ୍ଚିଲେ ପୁରୀ ଏସ୍‌ପି, କହିଲେ ସ୍ପେଶାଲ ଟିମ୍‌ ଗଠନ କରାଯାଇ…

ପିପିଲି,୧୯ା୭: ପୁରୀ ଜିଲା ପିପିଲି ବଳଙ୍ଗାରେ ଜଣେ ନାବାଳିକା ଦେହରେ ନିଆଁ ଲଗାଇଦେବା ଘଟଣାରେ ପୁରୀ ଏସ୍‌ପି ପିନାକ ମିଶ୍ର ଘଟଣାସ୍ଥଳରେ ପହଞ୍ଚିଛନ୍ତି। ଘଟଣାସ୍ଥଳ ଦେଖିବା ପରେ ଏସ୍‌ପି ନିଜ ପ୍ରତିକ୍ରିୟାରେ କହିଛନ୍ତି ଯେ, ଏନେଇ ଏକ ସ୍ପେଶାଲ ଟିମ୍‌ ଗଠନ…

ଟିକା ନେଇ ୬ ଛାତ୍ରୀଛାତ୍ର ଅସୁସ୍ଥ ଘଟଣା: ଆସିଲା ତଦନ୍ତ ରିପୋର୍ଟ, ଟିକାକରଣ ନୁହେଁ, ଏହି କାରଣରୁ…

ଦାରିଙ୍ଗବାଡ଼ି,୧୯ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କିରିକୁଟି ପଞ୍ଚାୟତ ପାଟାଙ୍ଗି ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶୁକ୍ରବାର ୬ ଛାତ୍ରୀଛାତ୍ର ଅସୁସ୍ଥ ଘଟଣାରେ ରାଜ୍ୟ ସରକାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ନିର୍ଦ୍ଦେଶକ୍ରମେ କନ୍ଧମାଳ ଜିଲା ଅତିରିକ୍ତ ସ୍ବାସ୍ଥ୍ୟାଧିକାରୀ ପ୍ରସନ୍ନ କୁମାର ତ୍ରିପାଠୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri