ରାଜ୍ୟ

ବିଦେଶୀ ପକ୍ଷୀଙ୍କ ଉପରେ ଶିକାରୀଙ୍କ ଲୋଲୁପ ଦୃଷ୍ଟି

ଯାଜପୁର ରୋଡ଼,୧୯।୯(ନି.ପ୍ର.): ଯାଜପୁର ରୋଡ଼ ସହରର ସାପଗଡ଼ିଆ ଅଞ୍ଚଳରେ ବିଦେଶୀ ପକ୍ଷୀଙ୍କ ସମାଗମ ହୋଇଛି। ଏହି ପକ୍ଷୀମାନେ ସାଇବେରିଆ ଅଞ୍ଚଳରୁ ଆଜକୁ ୨୦ବର୍ଷ ଧରି ଏଠାକୁ ଆସି ଅଣ୍ଡା ଦେଇଥାନ୍ତି। ଅଣ୍ଡାରୁ ଛୁଆ ବାହାରିଲା ପରେ ଛୁଆକୁ ସାଙ୍ଗରେ ନେଇ ପୁଣି…

ନର୍ସ ନିହାରିକା ହତ୍ୟା ମାମଲା : ପ୍ରେମିକଙ୍କୁ ନେଇ ବଢୁଛି ସନ୍ଦେହ

ଜଗତ୍‌ସିଂହପୁର ଅଫିସ/ବିରିଡ଼ି(ଡି.ଏନ୍‌.ଏ.),୧୯ା୯: ବିରିଡ଼ି ଥାନା କୁଳକଇଜଙ୍ଗା ପଞ୍ଚାୟତ ନୂଆପାରି ଗ୍ରାମ ନିକଟ ବିଲୁଆଖାଇ ନଦୀପଠାରୁ ନର୍ସ ନିହାରିକା ପାତ୍ର ଓରଫ ରୂପାଲୀ(୨୪)ଙ୍କ ମୃତଦେହ ଉଦ୍ଧାର ହେବାର ଦୁଇଦିନ ପରେ ମଧ୍ୟ ସମଗ୍ର ଘଟଣା ରହସ୍ୟାବୃତ ହୋଇରହିଛି। ବିଶେଷକରି ତାଙ୍କ ପ୍ରେମିକ ବିରିଡ଼ି…

ଆନ୍ତର୍ଜାତିକ ଶିଶୁ ଶାନ୍ତି ପୁରସ୍କାର ଦୌଡ଼ରେ ଶୁଭସ୍ମିତା

କେନ୍ଦ୍ରାପଡ଼ା ଅଫିସ,୧୯ା୯: ଆନ୍ତର୍ଜାତିକ ଶିଶୁ ଶାନ୍ତି ପୁରସ୍କାର ଦୌଡ଼ରେ କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଅନ୍ତର୍ଗତ ପେଣ୍ଠ ପ୍ରୋଜେକ୍ଟ ଉଚ୍ଚ ବିଦ୍ୟାଳୟର ଅଷ୍ଟମ ଶ୍ରେଣୀ ଛାତ୍ରୀ ଶୁଭସ୍ମିତା ତ୍ରିପାଠୀ ସ୍ଥାନ ପାଇଛନ୍ତି । ଏହି ପୁରସ୍କାର ପାଇଁ ବିଶ୍ୱରୁ ୩୦୦୦ରୁ ଊର୍ଦ୍ଧ୍ୱ…

ଏନ୍‌ଜେନ୍‌ କର୍ମଚାରୀଙ୍କ ୪ ଦଫା ସମସ୍ୟାର ସମାଧାନ ଦାବି: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ 

କେନ୍ଦ୍ରାପଡା ଅଫିସ, ୧୯ା୯: ୪ ଦଫା ଦାବି ନେଇ ଏନ୍‌ଜେନ୍‌ କର୍ମଚାରୀ ତଥା ଇଲେକ୍‌ଟ୍ରିସିଟି ଠିକା ଶ୍ରମିକ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଲିଖିତ ଦାବିପତ୍ର ବୁଧବାର ଜିଲାପାଳଙ୍କୁ ପ୍ରଦାନ କରାଯାଇଛି । ସମସ୍ୟାଗୁଡ଼ିକର ତୁରନ୍ତ ସମାଧାନ ନ ହେଲେ ଆଗାମୀ…

ଏନ୍‌କାଉଣ୍ଟରକୁ ଡରୁନାହାନ୍ତି ଅପରାଧୀ 

କେନ୍ଦ୍ରାପଡା ଅଫିସ, ୧୯ା୯: ଅପରାଧୀଙ୍କୁ କାବୁ କରିବା ପାଇଁ କେନ୍ଦ୍ରାପଡ଼ାରେ ବାରମ୍ବାର ପୋଲିସ ଏନ୍‌କାଉଣ୍ଟର କରୁଛି। ଗତ ୧୫ ମାସ ମଧ୍ୟରେ ଜିଲା ପୋଲିସ ୧୧ ଜଣ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର କରି ଗୁରୁତର କରିଛି । ଏହାସତ୍ତ୍ୱେ ଅପରାଧୀଙ୍କ ମନରେ ଭୟ…

ନଭେମ୍ବର ୧ରୁ ଧାନ ସଂଗ୍ରହ

ଭୁବନେଶ୍ୱର,୧୯ା୯(ବ୍ୟୁରୋ): ଆସନ୍ତା ନଭେମ୍ବର ୧ରୁ ଖରିଫ ଧାନ ସଂଗ୍ରହ ହେବ। ଧାନ ବିକ୍ରି କରିବାକୁ ଚଳିତବର୍ଷ ୧୧ ଲକ୍ଷ ୫୪ ହଜାର ୧୩୦ ଜଣ ଚାଷୀ ନାମ ପଞ୍ଜୀକୃତ କରିଛନ୍ତି। ଆସନ୍ତା ୨୨ ତାରିଖ ସୁଦ୍ଧା ସମସ୍ତ ଡାଟା ଏଣ୍ଟ୍ରି ଶେଷ…

ସ୍ବଚ୍ଛ ଭାରତ ମିଶନ୍‌ ବାଟବଣା: ବ୍ୟକ୍ତିଗତ ନୁହେଁ ଗୋଷ୍ଠୀକୁ ଦେଉଛନ୍ତି ଗୁରୁତ୍ୱ

ନୟାଗଡ଼ ଅଫିସ/ନୂଆଗାଁ(ଡି.ଏନ.ଏ.),୧୯।୯: ନୟାଗଡ଼ ଜିଲା ନୂଆଗାଁ ବ୍ଲକରେ ସ୍ବଚ୍ଛ ଭାରତ ମିଶନ(ଗ୍ରାମୀଣ)ଜରିଆରେ ପାଇଖାନା ନିର୍ମାଣ କାର୍ଯ୍ୟ ବାଟବଣା ହେଉଥିବା ଅଭିଯୋଗ ହେଉଛି। ନୂଆଗାଁ ବ୍ଲ୍ଳକରେ ମୋଟ ୨୫, ୯୬୩ ଜଣ ହିତାଧିକାରୀ ପାଇଖାନା ନିର୍ମାଣ ପାଇଁ ଧାର୍ଯ୍ୟ କରାଯାଇଥିବାବେଳେ ୨୨ ହଜାର…

କେରେଣ୍ଡାଟାଙ୍ଗୀ ବାଳକୃଷ୍ଣ ବିଦ୍ୟାପୀଠ: ୧୦ ଶ୍ରେଣୀ ପାଇଁ ଅଛନ୍ତି ୬ ଶିକ୍ଷକ

ରଣପୁର,୧୯।୯(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ବ୍ଲକ କେରେଣ୍ଡାଟାଙ୍ଗୀ ବାଳକୃଷ୍ଣ ବିଦ୍ୟାପୀଠରେ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି। ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଏଠାରେ ୫୦୦ ଛାତ୍ରୀଛାତ୍ର ପଢୁଛନ୍ତି। ୩୦ ପିଲାରେ ଜଣେ ଶିକ୍ଷକ ଅନୁପାତକୁ ଦେଖିଲେ ଏଠାରେ ୧୭ ଶିକ୍ଷକ ରହିବା…

ଏସ୍‌ସିବି ମେଡିକାଲ: ଜଗା-କାଳିଆଙ୍କୁ ଭେଟିଲେ ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା

କଟକ ଅଫିସ, ୧୯।୯: କଟକ ଏସ୍‌ସିବି ମେଡିକାଲରେ ଚିକିତ୍ସିତ ହେଉଥିବା ଜଗା- କାଳିଆଙ୍କୁ ବୁଧବାର ଓଡ଼ିଶା ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା ସନ୍ଧ୍ୟାବତୀ ପ୍ରଧାନ ଭେଟିଛନ୍ତି। ଜଗା ସହ କଥା ହୋଇଥିବାବେଳେ ଉଭୟଙ୍କ ସ୍ବାସ୍ଥ୍ୟବସ୍ଥା ସମ୍ପର୍କରେ ଏସ୍‌ସିବି ସୁପରିଣ୍ଟେଣ୍ଡେଣ୍ଟ ଓ ଦାୟିତ୍ୱରେ…

ସାଲେପୁର ନାବାଳିକା ବଳାତ୍କାର ଓ ହତ୍ୟା ମାମଲା: ମହମ୍ମଦ ମୁସ୍ତାକ ଦୋଷୀ ସାବ୍ୟସ୍ତ

କଟକ ଅଫିସ, ୧୯।୯: କଟକ ଜିଲା ସାଲେପୁର ଥାନା ଅଞ୍ଚଳରେ ୨୦୧୮ରେ ଘଟିଥିବା ବହୁଚର୍ଚ୍ଚିତ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାରେ ଅଭିଯୁକ୍ତ ମହମ୍ମଦ ମୁସ୍ତାକ(୩୨) ଦୋଷୀ ସାବ୍ୟସ୍ତ ହୋଇଛନ୍ତି। କଟକର ତୃତୀୟ ଅତିରିକ୍ତ ଜିଲା ଓ ଦୌରାଜଜ ତଥା ପୋକ୍ସୋ…

ଛୁରି ଭୁସିି ଯୁବକଙ୍କୁ ହତ୍ୟା

କଟକ ଅଫିସ,୧୯ା୯: ଲାଲବାଗ ଥାନା ଅନ୍ତର୍ଗତ ଚୁନଭାଟି ଗଳି ଅଞ୍ଚଳରେ ବୁଧବାର ସନ୍ଧ୍ୟାରେ ଜଣେ ଯୁବକଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି। ସେ ହେଲେ କାର୍ତ୍ତିକ ବାରିକ(୩୦) ଓରଫ ଗୁଡୁ। ସେହି ଅଞ୍ଚଳର ସଞ୍ଜୀବ ନାମକ ଯୁବକ କାର୍ତ୍ତିକଙ୍କୁ ହତ୍ୟା କରିଛନ୍ତି…

ନରସିଂହପୁର ଇଲେକ୍ଟ୍ରି ଡିଜିଏମ୍‌ଙ୍କ ଘରେ ଭିଜିଲାନ୍ସ ଚଢାଉ: ୧.୩୬ କୋଟିର ସମ୍ପତ୍ତି ଠାବ

କଟକ ଅଫିସ, ୧୯।୯: କଟକ ଜିଲା ନରସିଂହପୁର ଇଲେକ୍ଟ୍ରି ଗ୍ରୀଡ୍‌ର ଡେପୁଟି ଜେନେରାଲ ମ୍ୟାନେଜର (ଡିଜିଏମ୍‌) ରାମେଶ୍ୱର ମହଲାଙ୍କ ଘରୁ ଭିଜିଲାନ୍ସ ବିଭାଗ ୧ କୋଟି ୩୬ ଲକ୍ଷ ୫୩ ହଜାର ୧୧୨ ଟଙ୍କାର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଠାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?