ରାଜ୍ୟ

ମହିଳାଙ୍କ ମୂତ୍ରନଳୀ କାଟିଦେବା ଘଟଣା : ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ପରିବାର

ନୟାଗଡ଼ ଅଫିସ,୧୮।୭: ନୟାଗଡ଼ ଜିଲା ଦଶପଲ୍ଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିବାର ନିୟୋଜନ ଅସ୍ତ୍ରୋପଚାର କରାଯାଉଥିବା ସମୟରେ ଡାକ୍ତର ମହିଳାଙ୍କ ମୂତ୍ରନଳୀ କାଟି ଦେଇଥିଲେ। ଏହି ଘଟଣାରେ ମହିଳାଙ୍କ ପରିବାର ସଦସ୍ୟ ବୁଧବାର ଜିଲାପାଳଙ୍କୁ ଭେଟିଛନ୍ତି। ଉନ୍ନତମାନର ଚିକିତ୍ସା ପାଇଁ ମହିଳାଙ୍କୁ କଟକ…

୧୨ ବର୍ଷରେ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି ୧୪୧୭

ଭୁବନେଶ୍ୱର, ୧୮ା୭: ରାଜଧାନୀ ଭୁବନେଶ୍ୱରରେ ହତ୍ୟା, ବଳାତ୍କାର, ଲୁଟ୍‌, ଠକେଇ, ଜମି ହଡପ, ଅପହରଣ ଭଳି ବଡ଼ ବଡ଼ ଅପରାଧ ପ୍ରାୟ ପ୍ରତିଦିନ ଘଟୁଛି। ଏ ସବୁ ଅପରାଧର ତଦନ୍ତ, ପ୍ରମାଣ ଯୋଗାଡ଼ କରିବାରେ କମିଶନରେଟ୍‌ ପୋଲିସକୁ ଦୀର୍ଘ ସମୟ ଲାଗିଯାଉଛି।…

ଜଗତ୍‌ସିଂହପୁର ଜିଲାରେ କୁକୁର ବନ୍ଧ୍ୟାକରଣ ଯୋଜନା ପ୍ରହସନ: କାମରେ ଲାଗୁନି ୧୮ ଲକ୍ଷର ଅନୁଦାନ

ଜଗତ୍‌ସିଂହପୁର ଅଫିସ, ୧୮ା୭: ଜଗତ୍‌ସିଂହପୁର ଜିଲାରେ ଏବେ ବୁଲା କୁକୁରଙ୍କ ଉତ୍ପାତ ଚିନ୍ତାର କାରଣ ହୋଇଛି। ରାତିଅଧ ହେଉ ଅବା ଦ୍ୱିପ୍ରହରରେ ଲୋକେ ରାସ୍ତାରେ ନିରାପଦରେ ଯିବାକୁ ଡରିଲେଣି। ଏ ପରିସ୍ଥିତିରେ ଜଗତ୍‌ସିଂହପୁର ସହରାଞ୍ଚଳରେ କୁକୁର ବନ୍ଧ୍ୟାକରଣ ଯୋଜନା ପ୍ରହସନରେ ପରିଣତ…

ନାବାଳିକାଙ୍କୁ ଅପହରଣ ଅଭିଯୋଗ

ଜଗତ୍‌ସିଂହପୁର ଅଫିସ,୧୮ା୭: ସ୍ଥାନୀୟ କଲେଜ ଛକ ନିକଟରୁ ମଙ୍ଗଳବାର ସନ୍ଧ୍ୟାରେ ଜଣେ ନାବାଳିକାଙ୍କୁ ଅପହରଣ କରାଯାଇଥିବା ଜଗତ୍‌ସିଂହପୁର ଥାନାରେ ଅଭିଯୋଗ ହୋଇଛି। ସମ୍ପୃକ୍ତ ନାବାଳିକାଙ୍କ ଘର ବାଲିକୁଦା ବ୍ଲକ ବନ୍ଦର ଥାନା ଅଞ୍ଚଳରେ। ସେ ସ୍ବାମୀ ବିବେକାନନ୍ଦ ସ୍ମାରକୀ (ଏସ୍‌ଭିଏମ୍‌) ମହାବିଦ୍ୟାଳୟ…

ଉତ୍ତରକୁ ଢଳିଲେ ସିଦ୍ଧେଶ୍ୱର ମହାଦେବ: ସୂର୍ଯ୍ୟଙ୍କ ଗତିର ବିପରୀତ ଦିଗକୁ ଢଳିଥାନ୍ତି ଶିବ ଲିଙ୍ଗ

ଖଣ୍ଡପଡା,୧୮ା୭(ସ୍ବ.ପ୍ର.): ଜଗନ୍ନାଥ ସଂସ୍କୃତିର ଆଦି ପୀଠ ଭାବେ ପରିଚିତ କଣ୍ଟିଲୋ ଶ୍ରୀନୀଳମାଧବ ଜୀଉଙ୍କ ପାର୍ଶ୍ୱଠାକୁର ଭାବେ ସିଦ୍ଧେଶ୍ୱର ମହାଦେବ ବିରାଜମାନ ହୋଇଛନ୍ତି। ବୁଧବାର କର୍କଟ ସଂକ୍ରାନ୍ତି ତିଥିରେ ସେ ଉତ୍ତରକୁ ଢଳିଥିବାରୁ ଏକ ଅପୂର୍ବ ଓ ଦିବ୍ୟ ଦୃଶ୍ୟକୁ ଶତାଧିକ ଶ୍ରଦ୍ଧାଳୁ…

ଗଛ ଲଗାଅ, ପୃଥିବୀ ବଞ୍ଚାଅ ଅଭିଯାନ: ବିଦ୍ୟାଳୟରେ ଚାରାରୋପଣ

ଖଣ୍ଡପଡ଼ା,୧୮ା୭(ସ୍ବ.ପ୍ର.): ପରିବେଶ ସୁରକ୍ଷା ପ୍ରତି ଯତ୍ନବାନ ନ ହେଲେ ଅତି ଶୀଘ୍ର ମାନବ ସମାଜ ସହ ପୃଥିବୀରେ ବସବାସ କରୁଥିବା ଜୀବଜଗତ ଲୋପ ପାଇବାର ଆଶଙ୍କା ରହିଛି । ଏହାକୁ ଦୃଷ୍ଟିରେ ରଖି ନୂତନ ଜଙ୍ଗଲ ସୃଷ୍ଟି କରିବା ସହ ବୃକ୍ଷ(ଚାରା)ରୋପଣ…

ମେଧାବୀ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା ଉତ୍ସବ

ବୋଲଗଡ଼,୧୮ା୭(ଡି.ଏନ୍‌.ଏ.): ବୋଲଗଡ଼ ବ୍ଲକ ଦେଉଳିସ୍ଥିତ ରଘୁନାଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବୁଧବାର ଅଧ୍ୟାପିକା/ଅଧ୍ୟାପକ ଓ ଅତିଥି ମାନଙ୍କ ଗହଣରେ କୃତୀ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ୨୦୧୯ ଉଚ୍ଚ ମାଧ୍ୟମିକ ପରିଷଦ ପରୀକ୍ଷା ବିଜ୍ଞାନ ଓ କଳା ଶ୍ରେଣୀରେ ୧୪ ଛାତ୍ରୀଛାତ୍ର ପ୍ରଥମ…

ବିଜୁ ଯୁବ ବାହିନୀ ତରଫରୁ ଆବର୍ଜନା ମୁକ୍ତ ଅଭିଯାନ

କୃଷ୍ଣପ୍ରସାଦ,୧୮ା୭(ଡି.ଏନ୍‌.ଏ.): ପୁରୀ ଜିଲାପାଳଙ୍କ ସ୍ବଚ୍ଛ ପରିବେଶ କାର୍ଯ୍ୟକ୍ରମ ଅବସରରେ ‘ମୋ ବେଳାଭୂମି’ ଯୋଜନାରେ କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ଚିଲିକା ଉପକୂଳସ୍ଥିତ ପର୍ଯ୍ୟଟନ ସ୍ଥଳରୁ ଆବର୍ଜନା ମୁକ୍ତ ପାଇଁ ବୁଧବାର ଅଭିଯାନ ଆରମ୍ଭ ହୋଇଛି । ବିଜୁ ଯୁବ ବାହିନୀ ଏଥିରେ ପ୍ରମୁଖ…

ମଧ୍ୟାହ୍ନ ଭୋଜନ ଅଣ୍ଡାଖାଇ ୧୪ ଛାତ୍ରୀଛାତ୍ର ଅସୁସ୍ଥ

ଖଣ୍ଡପଡ଼ା,୧୮ା୭(ସ୍ବ.ପ୍ର.): ଖଣ୍ଡପଡ଼ା ବ୍ଲକ ବାଣପୁର ପଞ୍ଚାୟତ ଅଧୀନ ଘଣାଶାଳିଆ ଉନ୍ନୀତ ମଧ୍ୟ ଇଂରାଜୀ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଅଣ୍ଡା ଖାଇ ବୁଧବାର ୧୪ ଛାତ୍ରୀଛାତ୍ର ଅସୁସ୍ଥ ହୋଇପଡ଼ିଛନ୍ତି। ବିଦ୍ୟାଳୟରେ ପ୍ରଥମରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ୧୫୨ଜଣ ପଢ଼ନ୍ତି। ସେଥିମଧ୍ୟରୁ ୧୩୪ ପିଲା…

୨ ଆକ୍ରମଣକାରୀ ଦୋଷୀ ସାବ୍ୟସ୍ତ

ଶେରଗଡ଼,୧୭ା୭(ଡି.ଏନ.ଏ.)- ଶେରଗଡ଼ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ରେଖାରାଣୀ ନାୟକ ମାଡ଼ ମାରିବା ଓ ବ୍ଲେଡରେ ଆକ୍ରମଣ କରିବା ନେଇ ଏକ ମାମଲାଣ ଶୁଣାଣି କରି ବରମୁଣ୍ଡଳୀ ଗ୍ରାମର ଗଣେଶ ପାଢ଼ୀ, ରାମହରି ଗୌଡଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଅଭିଯୁକ୍ତମାନେ…

ଧାର ଟଙ୍କାକୁ କେନ୍ଦ୍ରକରି ମହିଳାଙ୍କୁ ମାଡ, ଅଭିଯୁକ୍ତ ଗିରଫ

ଆସିକା,୧୭ା୭(ଡି.ଏନ୍‌.ଏ.)- ଆସିକାଥାନାର କୋଟିନଡା ଫାଣ୍ଡି ଅନ୍ତର୍ଗତ ତରାସିଙ୍ଗ ଗ୍ରାମରେ ଗତ ରବିବାର ବାକିଆ ଟଙ୍କାକୁ କେନ୍ଦ୍ରକରି ଜଣେ ମହିଳାଙ୍କୁ ଗଁା ଦାଣ୍ଡରେ ଟଣାଓଟରା କରିବା ସହ ମାଡ ମାରିବା ଅଭିଯୋଗରେ ପୋଲିସ ବୁଧବାର ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ସେହି…

ରାସ୍ତାରେ ଭାସୁଛି ନର୍ଦ୍ଦମା ପାଣି

ବୁଗୁଡ଼ା,୧୭ା୭(ଡି.ଏନ.ଏ.)- ବୁଗୁଡ଼ା ବ୍ଲକ ଗୋଲିଆ ଗ୍ରାମ ୫ନଂ. ୱାର୍ଡରେ ଥିବା ତେଲୁଗୁସାହି ରାସ୍ତା ମରାମତି ଅଭାବରୁ ଖାଲଖମାରେ ଭର୍ତ୍ତି ହୋଇଛି। ଏହାର ମରାମତି ଲାଗି ଗ୍ରାମବାସୀ ଦାବି କରିଛନ୍ତି । ଗୋଲିଆ ୫ନଂ. ୱାର୍ଡର ତେଲୁଗୁ ସାହି ବାରିପଟ ରାସ୍ତା ୪…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri