ରାଜ୍ୟ

ରାସ୍ତାକଡ ଡ୍ରେନ୍‌ରୁ ଷଣ୍ଢ ଉଦ୍ଧାର

ଦିଗପହଣ୍ଡି,୧୭ା୭(ଡି.ଏନ.ଏ.)- ଦିଗପହଣ୍ଡି ଏନଏସି ୧ନଂ. ୱାର୍ଡ ନୀଳକଣ୍ଠ ନଗର ପ୍ରଥମ ଲେନରେ ନବନିର୍ମିତ ଡ୍ରେନ୍‌କୁ ବୁଧବାର ସକାଳେ ଏକ ଷଣ୍ଢ ଖସିପଡିଥିଲା। ଏନେଇ ସ୍ଥାନୀୟ ଲୋକେ ଅଗ୍ନିଶମ ବାହିନୀକୁ ଫୋନ କରି ଜଣାଇଥିଲେ। ଅଗ୍ନିଶମ ବାହୀନି ପହଞ୍ଚତ୍ ଷଣ୍ଢଟିକୁ ଉଦ୍ଧାର କରିଛି।…

ପୁରୀ ଷ୍ଟେଶନ ଅନୁଧ୍ୟାନ କଲେ ପିଏସ୍‌ସି ଟିମ୍‌: ଫୁଡ୍‌ ପ୍ଲାଜାକୁ ୧୦ ହଜାର, ଠିକାଦାରଙ୍କୁ ୨୫ହଜାର ଜରିମାନା

ପୁରୀ ଅଫିସ, ୧୭ା୭: ଭାରତୀୟ ରେଳ ମନ୍ତ୍ରଣାଳୟର ପାସେଞ୍ଜର ସର୍ଭିସ କମିଟି(ପିଏସ୍‌ସି) ୫ଦିନ ଓଡ଼ିଶା ଗସ୍ତରେ ଆସିଛନ୍ତି। ବୁଧବାର ପୂର୍ବାହ୍ନରେ ଏହି ଟିମ୍‌ ଭୁବନେଶ୍ୱର, ଖୋର୍ଦ୍ଧାରୋଡ଼ ଏବଂ ଅପରାହ୍ନରେ ପୁରୀ ଷ୍ଟେଶନ ଅନୁଧ୍ୟାନ କରିଛନ୍ତି। କମିଟି ଚେୟାରମ୍ୟାନ ରମେଶ କୁମାର ରନତ୍ଙ୍କ…

ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ହେବ ନୋ ପାର୍କିଂ, ନୋ ଭେଣ୍ଡିଂ ଜୋନ୍‌: ହଟିଲେ ଉଠାଦୋକାନୀ, ୱାନ୍‌ୱେ ଟ୍ରାଫିକ ବ୍ୟବସ୍ଥା ଲାଗୁ

ପୁରୀ ଅଫିସ, ୧୭ା୭:ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରକୁ ଶ୍ରଦ୍ଧାଳୁଙ୍କ ସଂଖ୍ୟା ଦିନକୁ ଦିନ ବଢୁଛି। ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଓ ସୁବିଧାଜନକ ଯାତାୟାତ ଲାଗି ଜିଲା ପ୍ରଶାସନ ଶ୍ରୀମନ୍ଦିର ଚତୁଃପାର୍ଶ୍ୱକୁ ନୋ ପାର୍କିଂ ଏବଂ ନୋ ଭେଣ୍ଡିଂ ଜୋନ କରିବାକୁ ନିଷ୍ପତ୍ତି…

ରାଜ୍ୟ ରକ୍ତ ସଞ୍ଚାଳନ ପରିଷଦ ପରିଚାଳନା କମିଟି ବୈଠକ: ୨୮ କୋଟି ୭୫ ଲକ୍ଷ ଟଙ୍କାର ବଜେଟ ଅନୁମୋଦିତ

ଭୁବନେଶ୍ୱର, ୧୭ା୭(ବ୍ୟୁରୋ): ରାଜ୍ୟ ରକ୍ତ ସଞ୍ଚାଳନ ପରିଷଦ ୩୧ତମ ପରିଚାଳନା କମିଟି ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ କମିଶନର ତଥା ଶାସନ ସଚିବ ଡା. ପ୍ରମୋଦ କୁମାର ମେହେର୍ଦ୍ଦାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ…

ହଳ କରିବା ବେଳେ ଓଲଟିଲା ଟ୍ରାକ୍ଟର, ଚାପିହୋଇ ଚାଳକ ମୃତ

ମାଥିଲି, ୧୭ା୭: ମାଲକାନଗିରି ଜିଲା ମାଥିଲି ଥାନା ଅନ୍ତର୍ଗତ ଚାଉଳମେନ୍ଦି ପଞ୍ଚାୟତ ଅଧୀନ ମଇଲିଗୁଡା ଗ୍ରାମରେ ଜଣେ ବ୍ୟକ୍ତି ଟ୍ରାକ୍ଟର ଦ୍ୱାରା ଚାଷ ଜମିରେ ହଳ କରୁଥିବା ବେଳେ ଦୁର୍ଘଟଣା ଘଟିଛି। ଟ୍ରାକ୍ଟର ଓଲଟି ପଡିବାରୁ ତା’ତଳେ ଚାପି ହୋଇ ଚାଳକଙ୍କ…

୧୧ କେଭି ବିଦ୍ୟୁତ୍‌ ତାରରେ ଲାଗି ଯୁବକଙ୍କ ଜୀବନ ଗଲା

ଗୁଡ଼ଭେଲା,୧୭।୭(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ମଧ୍ୟମ କ୍ଷୁଦ୍ରଜଳସେଚନ ବିଭାଗ ପକ୍ଷରୁ ତୁଷୁରା ସହରସ୍ଥିତ ସୋନଗଡ଼ ନଦୀରେ ଜଳସ୍ତର ମାପୁ ଥିବାବେଳେ ୧୧ କେଭି ବିଦ୍ୟୁତ୍‌ ତାରରେ ଲାଗି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଆଗଲପୁର ବ୍ଳକ ଅଧୀନ ଗୁଡୁରୁମୁଣ୍ଡା ଗ୍ରାମର…

ଫିମ୍ପିମରା ପିଡିଏସ ଚାଉଳ ବଣ୍ଟନ: ହିତାଧିକାରୀ ଅସନ୍ତୋଷ

ଝୁମ୍ପୁୁରା, ୧୭।୭ (ଡି.ଏନ.ଏ.): ଝୁମ୍ପୁରା ବ୍ଲକ ଅନ୍ତର୍ଗତ କେତେକ ପଞ୍ଚାୟତରେ ପିଡିଏସ ବଣ୍ଟନରେ ବ୍ୟାପକ ଅନିୟମିତତା ନେଇ ପୂର୍ବରୁ ଅଭିଯୋଗ ରହିଛି। ଜଙ୍ଗଲାଞ୍ଚଳରେ ଅବସ୍ଥିତ ଆଦିବାସୀ ଅଧ୍ୟୁଷିତ ବସନ୍ତପୁର ପଞ୍ଚୟତରେ ୨ଦିନ ଧରି ଫିମ୍ପିମରା ପିଡିଏସ ଚାଉଳ ବଣ୍ଟନ ଯୋଗୁ କାର୍ଡଧାରୀଙ୍କ…

ବର୍ଷାକୁ ନେଇ ଚାଷୀଙ୍କ ଚିନ୍ତା: ନଷ୍ଟ ହେବାକୁ ବସିଛି ଧାନ ତଳି

ଚମ୍ପୁଆ,୧୭ା୭(ଡି.ଏନ.ଏ.)-ଚମ୍ପୁଆରେ ସ୍ବାଭାବିକ ବର୍ଷା ହେଉ ନ ଥିବାରୁ ଧାନତଳି ନଷ୍ଟ ହେବାକୁ ବସିଥିବା ବେଳେ ଚାଷୀଙ୍କ ଚିନ୍ତା ବଢିବାରେ ଲାଗିଛି। ମୌସୁମୀ ବର୍ଷାକୁ ଅପେକ୍ଷା କରି ରହିଥିବା ଚାଷୀ ଶେଷରେ ଲଘୁଚାପ ବର୍ଷାକୁ ଅନେଇ ବସିରହିଥିଲେ ମଧ୍ୟ ବର୍ଷାର ଦେଖା ନାହଁ।…

ବଜ୍ରପାତରେ ଦମ୍ପତି ସମେତ ୩ ମୃତ, ଜଣେ ଗୁରୁତର

କେନ୍ଦୁଝର/ଢେଙ୍କିକୋଟ, ୧୬ା୭ (ସ୍ବ.ପ୍ର.): ହରିଚନ୍ଦନପୁର ବ୍ଲକର ବିଭିନ୍ନ ସ୍ଥାନରେ ବୁଧବାର ଅପରାହ୍ନରେ ବଜ୍ରପାତ ଘଟି ଏକ ଦମ୍ପତି ସମେତ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇ ଚିକିତ୍ସାଧୀନ ଅଛନ୍ତି। ତାଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି…

ଐତିହ୍ୟସ୍ଥଳୀର ସୁରକ୍ଷା, ମୂର୍ତ୍ତି ଚୋରି ର଼୍ୟାକେଟ୍‌ ସନ୍ଧାନ ନେଇ ଦାବିପତ୍ର

ଭଦ୍ରକ ଅଫିସ, ୧୭।୭: ଭଦ୍ରକ ଜିଲାର ପ୍ରସିଦ୍ଧ ଐତିହ୍ୟସ୍ଥଳୀରୁ ଗତ କିଛିବର୍ଷ ଧରି ଦୁର୍ଲଭ ଭାସ୍କର୍ଯ୍ୟରାଜି ମୂର୍ତ୍ତି ଚୋରି ହେବାରେ ଲାଗିଛି। ଏହାମଧ୍ୟରେ ଜଣେ ମଧ୍ୟ ଚୋରକୁ ଧରିବାରେ ଜିଲା ପୋଲିସ ସକ୍ଷମ ହୋଇପାରି ନାହିଁ। ବୁଧବାର ଭଦ୍ରକ ଇନ୍‌ଟାକ୍‌ ଚାପ୍ଟରର…

ଫସଲ ବୀମା ପ୍ରଦାନ ଦାବି: ଉପ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚାଷୀ

ଧର୍ମଗଡ,୧୭।୭(ଡି.ଏନ.ଏ.): ଫସଲ ବୀମା ପ୍ରଦାନ ଦାବିରେ ଚାଷୀମାନେ ବୁଧବାର ଧର୍ମଗଡ ଉପଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି । ଆଗାମୀ ୭ ଦିନ ମଧ୍ୟରେ ଏହି ସମସ୍ୟାର ସମାଧାନ ନ ହେଲେ ରାଜରାସ୍ତାକୁ ଓହ୍ଲାଇବା ପାଇଁ ଚେତାବନୀ ଦେଇଛନ୍ତି । କଳାହାଣ୍ଡି ଜିଲା ଧର୍ମଗଡ…

ଲକ୍ଷ୍ୟଭ୍ରଷ୍ଟ ବିରୋଧୀ: ମନ୍ତ୍ରୀ, ବିଧାୟକଙ୍କ ଅନୁପସ୍ଥିତିକୁ ନେଇ ବିଧାନସଭାରେ ହଙ୍ଗାମା

ଭୁବନେଶ୍ୱର,୧୭।୭(ବ୍ୟୁରୋ): ୧୬ଶ ବିଧାନସଭାରେ ବିରୋଧୀ ଲକ୍ଷ୍ୟଭ୍ରଷ୍ଟ ହୋଇଛନ୍ତି। ଲୋକମାନଙ୍କ ସମସ୍ୟାକୁ ଉତ୍ଥାପନ କରିବା ବଦଳରେ ଉଭୟ ଭାଜପା ଓ କଂଗ୍ରେସ ପରସ୍ପର ଗୋହି ଖୋଳାଖୋଳି ହେଉଛନ୍ତି। ଚଳିତ ବିଧାନସଭାରେ ଭାଜପାକୁ ମୁଖ୍ୟ ବିରୋଧୀ ଦଳ ମାନ୍ୟତା ମିଳିଛି। କଂଗ୍ରେସ ତୃତୀୟ ସ୍ଥାନକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri