ଉଦ୍ବେଗଜନକ ସ୍ଥିତିରେ ସଡ଼କ ଦୁର୍ଘଟଣା: ୨୦୧୮ରେ ୫୩୧୫ଙ୍କର ମୃତ୍ୟୁ
କଟକ ଅଫିସ, ୧ା୬: ରାଜ୍ୟରେ ସଡ଼କ ଦୁର୍ଘଟଣା ଉଦ୍ବେଗଜନକ ସ୍ଥିତିରେ ପହଞ୍ଚତ୍ଛି। ୨୦୧୮ରେ ରାଜ୍ୟରେ ମୋଟ୍ ୧୧,୨୬୨ଟି ସଡ଼କ ଦୁର୍ଘଟଣା ଘଟିଥିବାବେଳେ ସେଥିମଧ୍ୟରେ ୫୩୧୫ଜଣଙ୍କର ମୃତ୍ୟୁ ଘଟିଛି। ଏଥିରେ ୧୭,୧୦୯ ଆହତ ହୋଇଥିବା ବେଳେ ମୃତ୍ୟୁ ହାର ୨୦୧୭ ତୁଳନାରେ ୧୦.୦୬…
‘ରାଇଜିଂ ଷ୍ଟାର’ ଟପ୍ ୬ରେ ଅନନ୍ୟା
ଭୁବନେଶ୍ୱର, ୧ା୬(ବ୍ୟୁରୋ): ପୁଣି ଜାତୀୟ ସ୍ତରରେ କମାଲ ଦେଖାଇଛନ୍ତି କଣ୍ଠଶିଳ୍ପୀ ଅନନ୍ୟା ଶ୍ରୀତମ ନନ୍ଦ। ୨୦୧୫ରେ ଇଣ୍ଡିଆନ ଆଇଡଲ ଜୁନିୟର ଟାଇଟଲ ଜିତିବା ପରେ ସେ କେବଳ ଓଡ଼ିଶା ନୁହେଁ ସାରା ଭାରତରେ ପ୍ରତିଷ୍ଠିତ ହୋଇପାରିଥିଲେ। ଏହାପରେ ସେ ଅନେକ ଓଡ଼ିଆ…
ବିଭାଗୀୟ କାର୍ଯ୍ୟର ସମୀକ୍ଷା କଲେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ: ଫନୀ ବିପନ୍ନଙ୍କୁ କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ
ଭୁବନେଶ୍ୱର,୧ା୬(ବ୍ୟୁରୋ): ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ନୂତନ ମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିବା ପଦ୍ମିନୀ ଦିଆନ ଶୁକ୍ରବାର ବିଭାଗ ପରିଦର୍ଶନ କରିବା ସହ ବିଭାଗୀୟ କାର୍ଯ୍ୟାବଳୀର ସମୀକ୍ଷା କରିଛନ୍ତି। ଆଗାମୀ ଦିନରେ ବୁଣାକାର ଓ ହସ୍ତଶିଳ୍ପ କାରିଗରମାନଙ୍କ ଜୀବନ…
ବରଯାତ୍ରୀ ନେଇ ଆସିଥିବା ଡିଜେ ଗାଡ଼ି ଦୁର୍ଘଟଣାଗ୍ରସ୍ତ
ପାଟଣା,୧।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଏରେଣ୍ଡେଇ ପଞ୍ଚାୟତ ଦହିବୁଡା ହୁଡିସାହି ବାଙ୍କ ନିକଟରେ ଶନିବାର ସକାଳେ ଏକ ଡିଜେ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ଜଣ ଗୁରୁତର ଆହତ ହୋଇଛନ୍ତି। ମୃତଜଣଙ୍କ ହେଲେ…
ଶ୍ରୀଲିଙ୍ଗରାଜଙ୍କ ଟ୍ରଷ୍ଟ ବୋର୍ଡରେ ନିଯୁକ୍ତି ପ୍ରସଙ୍ଗ:ଘୁଞ୍ଚୁଛି ଦିନ: ଆଶା ଆଶଙ୍କାରେ ଆବେଦନକାରୀ
ପୁରୁଣା ଭୁବନେଶ୍ୱର,୧ା୬(ଡି.ଏନ.ଏ.): ମହାପ୍ରଭୁ ଶ୍ରୀଲିଙ୍ଗରାଜ ମନ୍ଦିର ପରିଚାଳନା ପାଇଁ ଲିଙ୍ଗରାଜ ମନ୍ଦିର ଟ୍ରଷ୍ଟବୋର୍ଡ଼ ରହିଛି। ତେବେ ଅନେକ ସମୟରେ ବୋର୍ଡ଼ର ବେପରୁଆ କାର୍ଯ୍ୟକଳାପ ପାଇଁ ଠାକୁରଙ୍କ ତହବିଲରୁ ଅଯଥା ଅର୍ଥ ବ୍ୟୟ ହେଉଛି। ଶ୍ରୀଲିଙ୍ଗରାଜଙ୍କ ଟ୍ରଷ୍ଟବୋର୍ଡରେ ନିଯୁକ୍ତି ଲାଗି ଖବରକାଗଜରେ ବିଜ୍ଞାପନ…
ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ: ୭ଦିନ ମଧ୍ୟରେ ଦାଖଲ ହେବ କଣ୍ଟିଜେଣ୍ଟ ପ୍ଲାନ୍
ଖୋର୍ଦ୍ଧା ଅଫିସ,୧ା୬: ବନ୍ୟା ଓ ବାତ୍ୟାର ମୁକାବିଲା ନିମନ୍ତେ ଶୁକ୍ରବାର ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଜିଲାପାଳଙ୍କ ସଦ୍ଭାବନା କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଭୂପିନ୍ଦର ସିଂ ପୁନିଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ ତଥା…
୨୭ ଚକ ନିର୍ମାଣ ଶେଷ
ପୁରୀ ଅଫିସ,୧ା୬: ଶ୍ରୀନଅର ସମ୍ମୁଖ ରଥଖଳାରେ ଚାଲିଛି ରଥକାମ। ତୁମ୍ବ କାମ ସରିବା ପରେ ଚକ ନିର୍ମାଣ ଚାଲିଛି। ଶୁକ୍ରବାର ସୁଦ୍ଧା ୨୭ ଚକ ନିର୍ମାଣ ଶେଷ ହୋଇଛି। ତିନିରଥ ଲାଗି ମୋଟ ୪୨ଟି ଚକ ତିଆରି ହେବ। ସେଥିମଧ୍ୟରୁ ନନ୍ଦିଘୋଷ…
ଏସ୍ସିବି: ଡାକ୍ତର ଶୂନ୍ୟ ଟ୍ରମା ଆଇସିୟୁ
କଟକ ଅଫିସ,୧ା୬: ଏସ୍ସିବି ଟ୍ରମା ଆଇସିୟୁ ଏବେ ଡାକ୍ତର ଶୂନ୍ୟ। ଟ୍ରମା ଆଇସିୟୁ ପାଇଁ ନିଯୁକ୍ତ ୪ ଜଣ ଠିକା ଡାକ୍ତର ଚାକିିରିରୁ ଇସ୍ତଫା ଦେଇ ପଳାଇଛନ୍ତି। ଫଳରେ ଟ୍ରମା ଆଇସିୟୁକୁ ନେଇ ଅଡୁଆ ପରିସ୍ଥିତି ଉପୁଜିଛି। ମେଡିକାଲର ଅନ୍ୟ ଡାକ୍ତରଙ୍କ…
ଅଣ୍ଟା ସଳଖୁଛି ହୋଟେଲ ଶିଳ୍ପ
ପୁରୀ ଅଫିସ, ୧ା୬: ଫନୀ ମାଡ଼ରେ ଦୋହଲିଯାଇଛି ପୁରୀ ହୋଟେଲ ଶିଳ୍ପର ଭିତ୍ତିଭୂମି। ଅଳ୍ପବହୁତେ ପ୍ରାୟ ସବୁ ହୋଟେଲ କ୍ଷତିଗ୍ରସ୍ତ ହୋଇଛି। ଇତିମଧ୍ୟରେ ବାତ୍ୟାକୁ ୨୯ ଦିନ ବିତିଲାଣି। ହେଲେ ଏ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଭାବେ ଛିଡା ହୋଇପାରି ନାହିଁ ହୋଟେଲ…
ପ୍ରି-ଲିଟିଗେଶନ୍ ଡେସ୍କ ଉଦ୍ଘାଟିତ: ମାମଲା ହ୍ରାସ ସହ କମିବ ଅଭିଯୋଗକାରୀଙ୍କ ଖର୍ଚ୍ଚ
ଅନୁଗୋଳ ଅଫିସ, ୧।୬: ଅନୁଗୋଳ ଜିଲା ଆଇନ ସେବା ପ୍ରାଧିକରଣ କାର୍ଯ୍ୟାଳୟରେ ପ୍ରାକ୍ ବିବାଦ ସମାଧାନ କେନ୍ଦ୍ର ବା ପ୍ରି-ଲିଟିଗେଶନ୍ ଡେସ୍କ ଶୁକ୍ରବାର ପୂର୍ବାହ୍ନରେ ଉଦ୍ଘାଟିତ ହୋଇଛି। ରାଜ୍ୟ ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷ ତଥା ଉଚ୍ଚ ନ୍ୟାୟାଳୟର ନ୍ୟାୟମୂର୍ତ୍ତି ଜଷ୍ଟିସ୍…
ଗୋପାଳ ସାହିରେ ଉତ୍କଟ ଜଳ ସଙ୍କଟ: ବଇଣ୍ଡା-ଆଠମଲ୍ଲିକ ରାସ୍ତା ଅବରୋଧ
ବଇଣ୍ଡା,୧।୬(ଡି.ଏନ.ଏ.): କିଶୋରନଗର ବ୍ଲକ ଗାଁ ବଇଣ୍ଡା ପଞ୍ଚାୟତଠାରୁ ୧୦୦ ମିଟର ଦୂରରେ ଥିବା ଗୋପାଳ ସାହିରେ ଉତ୍କଟ ଜଳସଙ୍କଟ ଦେଖାଦେଇଛି। ଲୋକେ ପାନୀୟଜଳ ପାଇଁ ସମସ୍ୟା ଭୋଗୁଥିଲେ ମଧ୍ୟ ଟ୍ୟାଙ୍କର ଯୋଗେ ସେମାଙ୍କୁ ପାଣି ଯୋଗାଇ ଦିଆଯାଉ ନ ଥିବାରୁ ଅସନ୍ତୋଷ…
ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ: ଘରେ ପଶିଲା ପାଉଁଶ, କୋଇଲା ଗୁଣ୍ଡ
ବଅଁରପାଳ/କଣିହାଁ/ଛେଣ୍ଡିପଦା/ପବିତ୍ରନଗର/ପାଲଲହଡ଼ା, ୧ା୬(ଡି.ଏନ.ଏ.): ଅନୁଗୋଳ ଜିଲାର ବିଭିନ୍ନ ସ୍ଥାନରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ଜୋରଦାର ପବନ ଯୋଗୁ ଦୀର୍ଘ ସମୟ ଧରି ନାଲ୍କୋ, ଏନ୍ଟିପିସି ପାଉଁଶ ପୋଖରୀରୁ ପାଉଁଶ ଓ ଖଣି ଅଞ୍ଚଳରୁ କୋଇଲା ଗୁଣ୍ଡ ଉଡି ଅଞ୍ଚଳକୁ ପ୍ରଦୂଷିତ…
Archives


