ରାଜ୍ୟ

ଡାକ୍ତରଙ୍କୁ ମାଡ଼ ମାରିଲେ ରୋଗୀଙ୍କ ସମ୍ପର୍କୀୟ

ଟିଟିଲାଗଡ଼,୨୧ା୬(ଶରତ ମିଶ୍ର ): ବଲାଙ୍ଗୀର ଜିଲା ଟିଟିଲାଡ଼ ଉପକଣ୍ଡ ଡାକ୍ତରଖାନାର ଜଣେ ଡାକ୍ତରଙ୍କୁ ରୋଗୀଙ୍କ ସମ୍ପର୍କୀୟ ମାଡ ମାରିଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ଟିଟିଲାଗଡ଼ ଥାନା ପୋଲିସ ମୁରାରୀ ମିଶ୍ର ନାମକ ଜଣେ ବ୍ୟକ୍ତିଙ୍କୁ ବୁଧବାର ଗିରଫ କରି...

ପୋଖରୀରେ କୁଇଣ୍ଟାଲ କୁଇଣ୍ଟାଲ ମଲା ମାଛ

କବିସୂର୍ଯ୍ୟନଗର,୨୧ା୬(କୃପାସିନ୍ଧୁ ସ୍ବାଇଁ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ବ୍ଲକ ସିଆଳିଆ ପଞ୍ଚାୟତ ଅଧୀନ ସିଦ୍ଧେଶ୍ୱର ମନ୍ଦିର ନିକଟ ଲକ୍ଷ୍ମୀନାରାୟଣ ସାଗର ପୋଖରୀରେ ମାଛ ମଡ଼କ ଦେଖିବାକୁ ମିଳିଛି। ଶତାଧିକ ମାଛ ମରି ଭାସୁଥିବା ଦେଖି ଚାଷୀ ଆଖିରୁ ଲୁହ ଗଡ଼ାଉଛି। ଛୋଟ...

ବିଜେଡି ନେତାଙ୍କୁ ଗାଡ଼ି ଚଢ଼ାଇ ହତ୍ୟା: ପୋଲିସର ତଦନ୍ତ ଆରମ୍ଭ

ଦିଗପହଣ୍ଡି,୨୧ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଖମ୍ବାରିଗାଁ ପଞ୍ଚାୟତର ବିଜେଡି ଯୁବନେତା ତଥା ପୂର୍ବତନ ବ୍ଲକ ଯୁବ ସଭାପତି ଲଳିତ ମୋହନ ମହାପାତ୍ରଙ୍କୁ ଗାଡ଼ି ଚଢ଼ାଇ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକଙ୍କ ଭାଇ ରଜତ...

ଦିନେ ଦୁଇଦିନ ପରେ ଆସିପାରେ ମୌସୁମୀ

ଭୁବନେଶ୍ୱର,୨୧ା୬(ଅନିଲ ଦାସ): ଆସନ୍ତା ଦିନେ ଦୁଇ ଦିନ ଭିତରେ ଓଡ଼ିଶାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିବା ସମ୍ଭାବନା ରହିଛି । ମୌସୁମୀ ପାଇଁ ପାଗ ଅନୁକୂଳ ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ବୁଧବାର ରାଜ୍ୟର...

କ୍ୟାବିନେଟ୍‌ ବୈଠକରେ ୧୫ ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ

ଭୁବନେଶ୍ୱର,୨୧ା୬(ଅନିଲ ଦାସ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୁଧବାର ବସିଥିବା ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୧୫ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ସୌରା ଭାଷାକୁ ସମ୍ବିଧାନର ଅଷ୍ଟମ ପରିଚ୍ଛେଦରେ ସାମିଲ କରାଯାଇଥିବା ବେଳେ ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା, ମୁଖ୍ୟମନ୍ତ୍ରୀ ସଡ଼କ...

ମହିଳାଙ୍କୁ ଟାଣିନେଲା କୁମ୍ଭୀର

ରାଜନଗର,୨୧ା୬(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ରାଜନଗର ବ୍ଲକ ଚାନ୍ଦିବାଉଁଶମୂଳ ପଞ୍ଚାୟତ ହାତିଆଗଡ଼ି ଗାଁ ପୋଖରୀରେ ବୁଧବାର ବାସନ ମାଜୁଥିବା ବେଳେ ଜଣେ ମହିଳାଙ୍କୁ ଟାଣି ନେଇଛି କୁମ୍ଭୀର। ମହିଳା ଜଣଙ୍କ ହାତିଆଗଡ଼ି ଗାଁର ସୀତା ରାଣୀ ଦାସ । ଦଳ ଭର୍ତ୍ତି...

ଓଟିପି ଶେୟାରିଂ ମାମଲା: ସ୍ପେଶାଲ ଟାସ୍କ ଫୋର୍ସକୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ତଥ୍ୟ

ଭୁବନେଶ୍ୱର,୨୧ା୬(ସତ୍ୟଜିତ୍‌ ବେହେରା): ଓଡ଼ିଶାରୁ ଆଇଏସ୍‌ଆଇକୁ ଓଟିପି ଶେୟାରିଂ ମାମଲା କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌)କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ତଥ୍ୟ। ଗିରଫ ୫ ଅଭିଯୁକ୍ତଙ୍କ ମଧ୍ୟରୁ ପ୍ରୀତମ କର ଓ ସରୋଜ କୁମାର ନାୟକ କ୍ରିପ୍ଟୋ ଟ୍ରେଡିଂ କରିଛନ୍ତି। ୧...

ଶରଧାବାଲିରେ ଦାରୁଦିଅଁ

ପୁରୀ,୨୧ା୬(ଅଜିତ୍‌ ମହାନ୍ତି): ବିଶ୍ୱନିୟନ୍ତା କାଳିଆଠାକୁର ଭଉଣୀ ଦେବୀ ସୁଭଦ୍ରା ଏବଂ ବଡ଼ଭାଇ ବଳଭଦ୍ରଙ୍କୁ ସାଙ୍ଗରେ ଧରି ମଙ୍ଗଳବାର ଜନ୍ମବେଦି ଅଭିମୁଖେ ବାହାରିଥିଲେ। କାଲି ଅପରାହ୍ନ ୩ଟା ୪ ମିନିଟ୍‌ରୁ ରଥଟଣା ଆରମ୍ଭ ହୋଇଥିଲେ ହେଁ ଶରଧାବାଲିରେ ପହଞ୍ଚି ପାରି ନ...

ଶ୍ରୀକ୍ଷେତ୍ରରେ ଆଜି ପୁଣି ରଥଟଣା: ନନ୍ଦିଘୋଷ, ଦର୍ପଦଳନକୁ ଟାଣି ନେଉଛନ୍ତି ଭକ୍ତ

ପୁରୀ,୨୧।୬(ଅଜିତ୍‌ ମହାନ୍ତି): ବଡଦାଣ୍ଡରେୂ ଆଜି ପୁଣି ଗଡୁଛି ରଥ। ମହାବାହୁ ଜଗନ୍ନାଥ ଏବଂ ମା’ ସୁଭଦ୍ରା ମଙ୍ଗଳବାର ଅଧା ବାଟରେ ଅଟକି ରହିଥିଲେ। ହରିବୋଲ ହୁଳୁହୁଳି ଦେଇ ଶ୍ରଦ୍ଧାଳୁ ନନ୍ଦିଘୋଷ ଓ ଦର୍ପଦଳନକୁ ଗୁଣ୍ଡିଚାଘର ଅଭିମୁଖେ ଟାଣି ନେଉଛନ୍ତି। ଗତକାଲି...

ସାମାଜିକ ଗଣମାଧ୍ୟମରେ କେନ୍ଦ୍ର ବାଲ୍‌ ପୁରସ୍କାର ବିଜେତାଙ୍କ ନାମ

ଭୁବନେଶ୍ୱର,୨୧।୬(ଶର୍ମିଷ୍ଠା ପାଣିଗ୍ରାହୀ): ଚଳିତ ବର୍ଷର କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ଦିଆଯାଉଥିବା ବାଲ୍‌ ପୁରସ୍କାର ବିଜେତାଙ୍କ ନାମ ସାମାଜିକ ଗଣମାଧ୍ୟମରେ ଘୂରି ବୁଲୁଛି। ପୁରସ୍କାର ଘୋଷଣା ହେବା ପୂର୍ବରୁ ଏହା କିପରି ପ୍ରଘଟ ହେଲା ତାହା ସାହିତି୍ୟକ ଓ ବୁଦ୍ଧିଜୀବୀଙ୍କ...

ଦେଢ଼ବର୍ଷ ପରେ ଲୋକଙ୍କୁ ଗଲା ପିଏମ୍‌ଏଓ୍ବାଇ କାର୍ଯ୍ୟାଦେଶ

ଭୁବନେଶ୍ବର, ୨୧।୬(ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ଗ୍ରାମୀଣ)ରେ ପୁଣି ଥରେ କାର୍ଯ୍ୟାଦେଶ ବଣ୍ଟନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ପ୍ରକ୍ରିୟା ପ୍ରାୟ ଦେଢ଼ବର୍ଷ ହେବ ରାଜ୍ୟରେ ବନ୍ଦ ଥିଲା। ଏହାକୁ ନେଇ ରାଜନୀତି ମଧ୍ୟ ଜୋର୍‌ ଧରିଥିଲା। ହେଲେ ସୋମବାରଠାରୁ...

ବାଧ୍ୟତାମୂଳକ ହେବ ବର୍ଷାଜଳ ସଂରକ୍ଷଣ: ୫୨ ବ୍ଲକ, ୨୭ ସହରରେ କାର୍ଯ୍ୟକାରୀ ହେଉଛି ଛାତ ଯୋଜନା

ଭୁବନେଶ୍ୱର,୨୧।୬(ଅନିଲ ଦାସ): ଜଳବାୟୁ ପରିବର୍ତ୍ତନ ସହିତ ରାଜ୍ୟରେ ବର୍ଷା ପରିମାଣ ଦ୍ରୁତ ଗତିରେ ହ୍ରାସ ପାଉଛି। ଜୀବନଯାପନ ପାଇଁ ଭୂଗର୍ଭ ଜଳ ଉପରେ ମାତ୍ରାଧିକ ନିର୍ଭରଶୀଳତା ବଢ଼ିଯାଇଛି। ଫଳରେ ଭୂତଳ ଜଳ ଉପରେ ଚାପ ପଡ଼ୁଛି। ଏପରି ସ୍ଥଳେ ଜଳ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri