ରାଜ୍ୟ

ଆପ୍‌ନେ ଆର ପୁଓ ଆରପାରେ:ନିଜର ଭାଏଗ୍‌କେ ନିଦୁଁଛନ୍‌ ଶାଶ୍‌ ବହ

ଲୋଇସିଂହା,୧୭।୭ (ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଅଧୀନ ବାଦିବାହାଲ ଗଁାର ବୁରୁଧ୍‌ ବିଧବା ସଖୀ ମେହେର। ବଛ୍‌ରେ ଭିତରେ ସେ ପୁଓ ଆର ଆପ୍‌ନେକେ ହରେଇଛନ୍‌। ଏହେଦେ ଘରେ ନିସାହା ବିଧବା ବହ ଆର ୩ ବଛର୍‌ର ନାତି ରହିଛନ୍‌।…

ଆରସିରୋଡରୁ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ

ଭଞ୍ଜନଗର,୧୭।୭(ଡି.ଏନ.ଏ) -ଭଞ୍ଜନଗର ସହର ଆର୍‌ସିରୋଡ଼କୁ ଅଧିକାଂଶ ଲୋକେ ବର୍ଷବର୍ଷ ଧରି ଜବରଦଖଲ କରି ରଖିଥିଲେ। ଫଳରେ ଟ୍ରାଫିକ ସମସ୍ୟା ସୃଷ୍ଟି ହେଉଥିଲା। ବିଭିନ୍ନ ସମୟରେ ଜବରଦଖଲ ଉଚ୍ଛେଦ ପାଇଁ ଦାବି ହେଉଥିଲା। କିନ୍ତୁ ବିଭିନ୍ନ ଚାପରେ ଏନ୍‌ଏସି ପ୍ରଶାସନ ଏହାକୁ ଏଡାଇ…

ଆଦିବାସୀଙ୍କ ଜମିରେ ଗଛ ଲଗାଇଲା ଜଙ୍ଗଲ ବିଭାଗ: ଉତ୍ତେଜନା,ଉପଜିଲାପାଳଙ୍କୁ ଭେଟିଲେ ଲୋକେ

ଛତ୍ରପୁର,୧୭ା୭(ଡି.ଏନ.ଏ.)-ବେଗୁନିଆପଡା ବ୍ଲକ ଅଧୀନ ଡଭାବଣିଆ ଆଦିବାସୀ ଗଁା ଲୋକଙ୍କୁ ଜଙ୍ଗଲ ଜମି ଅଧିକାର ଆଇନ ବଳରେ ମିଳିଥିବା ଜମିରେ ଜଙ୍ଗଲ ବିଭାଗ ଗଛ ଲଗାଇବାକୁ ନେଇ ଉତ୍ତେଜନା ଦେଖାଦେଇଛି। ଏନେଇ ଆଦିବାସୀମାନେ ମଙ୍ଗଳବାର ଛତ୍ରପୁର ଆସି ଉପଜିଲାପାଳଙ୍କୁ ଭେଟି ଘଟଣା ସମ୍ପର୍କରେ…

ଲଙ୍କାଗଡରେ ମାଓବାଦୀ ପୋଷ୍ଟର: ପୋଲିସ ଇନ୍‌ଫର୍ମରଙ୍କୁ ଚେତାବନୀ

ବାଲିଗୁଡା,୧୭ା୭(ଡି.ଏନ୍‌.ଏ.)-କନ୍ଧମାଳ ଜିଲା ତୁମୁଡିବନ୍ଧ ଥାନା ଲଙ୍କାଗଡ଼ ପଞ୍ଚାୟତର ବିଭିନ୍ନ ଗଁାରେ ମଙ୍ଗଳବାର ମାଓବାଦୀ ପୋଷ୍ଟର ଦେଖିବାକୁ ମିଳିଛି। କେକେବିଏନ ମାଓବାଦୀ ସଙ୍ଗଠନ ପକ୍ଷରୁ ଏହି ପୋଷ୍ଟର ଲଗାାଯାଇଥିବା ଉଲ୍ଲେଖ ରହିଛି। ଏନେଇ ଅଞ୍ଚଳରେ ଏବେ କୋକୁଆ ଭୟ। ପୋଷ୍ଟର ମାଧ୍ୟମରେ ପୋଲିସ…

କଲ୍ୟାଣ ମଣ୍ଡପକୁ ଖଲ୍ଲିକୋଟ କ୍ଲଷ୍ଟର ବିଶ୍ୱବିଦ୍ୟାଳୟ ସ୍ଥାନାନ୍ତରକୁ ବିରୋଧ: ‘ଶୈକ୍ଷିକ ବାତାବରଣ ନଷ୍ଟ କରୁଛନ୍ତି ସରକାର’

ବ୍ରହ୍ମପୁର ଅଫିସ୍‌,୧୭ା୭-ଖଲ୍ଲିିକୋଟ କ୍ଲଷ୍ଟର ବିଶ୍ୱବିଦ୍ୟାଳୟକୁ ବ୍ରହ୍ମପୁର ସହର ବାହାର ତଥା କନିଷିସ୍ଥିତ ଜି-ମ୍ୟାକ୍ସ କଲ୍ୟାଣମଣ୍ଡପକୁ ସ୍ଥାନାନ୍ତର କରାଯିବାକୁୁ ବିଭିନ୍ନ ମହଲରେ ନିନ୍ଦା କରାଯାଉଛି। କଲ୍ୟାଣମଣ୍ଡପ ଭଳି ଏକ ବ୍ୟବସାୟିକ ସ୍ଥାନରେ କିଭଳି ଶିକ୍ଷାଦାନ ହେବ, ତାହାକୁ ନେଇ ମଧ୍ୟ ସମାଲୋଚନା କରାଯାଉଛି।…

ପ୍ରଶାସନର ମୁଣ୍ଡବ୍ୟଥା ସାଜିଛି ହଳଦିଆପଦର ବସ୍‌ଷ୍ଟାଣ୍ଡ

ବ୍ରହ୍ମପୁର ଅଫିସ,୧୭ା୭-ବ୍ରହ୍ମପୁର ସହର ଉପକଣ୍ଠ ହଳଦିଆପଦରରେ ନିର୍ମିତ ନୂତନ ସିଟି ବସ୍‌ ଟର୍ମିନାଲ ଉଦ୍‌ଘାଟନକୁ ୩ ବର୍ଷରୁ ଊର୍ଦ୍ଧ୍ୱ ସମୟ ବିତିଛି। ତଥାପି ଏହାକୁ କାର୍ଯ୍ୟକ୍ଷମ କରିବାରେ ପ୍ରଶାସନ ଅସଫଳ ହୋଇଛି। ଏବେ ଏହି ବସ୍‌ଷ୍ଟାଣ୍ଡ କାର୍ଯ୍ୟକ୍ଷମ ପ୍ରଶାସନ, ବ୍ରହ୍ମପୁର ଉନ୍ନୟନ…

ଶ୍ୱଶୂରଘର ଲୋକେ ମୁମୂର୍ଷୁ ଅବସ୍ଥାରେ ଛାଡ଼ି ଯାଇଥିବା ଜ୍ୱାଇଁଙ୍କ ମୃତ୍ୟୁ: ପୋଲିସ ମାଡ଼ରେ ମୃତ୍ୟୁ ଘଟିଥିବା କହିଲେ ସ୍ତ୍ରୀ

ଆନନ୍ଦପୁର,୧୭। ୭(ସ୍ବ.ପ୍ର.)- ସୋମବାର ରାତିରେ ଶ୍ୱଶୁରଘର ଲୋକେ ଜ୍ୱାଇଁଙ୍କୁ ମୁମୂର୍ଷୁ ଅବସ୍ଥାରେ ଆଣି ଘରେ ଛାଡ଼ିଯିବାପରେ ମଙ୍ଗଳବାର ସକାଳେ ତାଙ୍କର ମୃତ୍ୟୁ ଘଟିଛି। ଏନେଇ ଆନନ୍ଦପୁର ପୌରାଞ୍ଚଳ ଅଧୀନ ଫକୀରପୁର ଗ୍ରାମରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ମଣ୍ଟୁଣି ଦାଶଙ୍କୁ ଶ୍ୱଶୁର…

ସୋଲାର ସିଷ୍ଟମ୍‌ ନଳକୂପ ଅଚଳ: ଫେଲ୍‌ ମାରିଛି ଯୋଜନା

ଝୁମ୍ପୁରା, ୧୭।୭ (ଡି.ଏନ.ଏ.)-କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ଅନ୍ତର୍ଗତ ଖଣି କ୍ଷତିଗ୍ରସ୍ତ ଅଞ୍ଚଳ ଭାବେ ପ୍ରଥମ ଭାଗରେ ଚିହ୍ନଟ ହୋଇଥିବା ୫ଟି ପଞ୍ଚାୟତ (ବସନ୍ତପୁର, ମଲଦା, ନୟାଗଡ, କୁଟୁଗାଁ, ନିଶ୍ଚିନ୍ତପୁର) ବାସିନ୍ଦାଙ୍କୁ ପାନୀୟ ଜଳ ଯୋଗାଇ ଦେବା ପାଇଁ ଗଭୀର ନଳକୂପ…

ବ୍ୟାଙ୍କ ପରିଚାଳକଙ୍କୁ ଘେରିଲେ ମହିଳା

ବାହାନଗା, ୧୭।୭(ଡି.ଏନ.ଏ.)-ଋଣ ନ ପାଇ ବାହାନଗା ବ୍ଲକ ଚିତ୍ତଳ ଗ୍ରାମର ‘ଜୟ ମହାବୀର’ ମହିଳା ଗ୍ରୁପ୍‌ର ସଦସ୍ୟାମାନେ ମଙ୍ଗଳବାର ଓଡିଶା ଗ୍ରାମ୍ୟ ବ୍ୟାଙ୍କ ପରିଚାଳକଙ୍କୁ ଘେରିଥିଲେ। ଶାଖା ପରିଚାଳକଙ୍କ କଥାରେ ମହିଳାମାନେ ରାଜି ନ ହୋଇ ଶେଷରେ ଆକାଉଣ୍ଟ ବନ୍ଦ କରି…

ସରକାରୀ ଜମିରୁ ମୋରମ ଲୁଟ୍‌: ରାଜସ୍ବ ହରାଉଛନ୍ତି ସରକାର

ଔପଦା, ୧୭।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ଔପଦା ତହସିଲ ଅନ୍ତର୍ଗତ ଗଡ଼ସାହି ପଞ୍ଚାୟତର କୁସୁନଦାସପୁର, ରଙ୍ଗାମାଟିଆ, ପଣ୍ଡୁଆ, ପଥରପଦା ଆଦି ଗ୍ରାମରେ ଥିବା ସରକାରୀ ଜମିରୁ ମୋରମ ଲୁଟ୍‌ କରାଯାଉଛି। ସରକାର ହଜାର ହଜାର ଟଙ୍କାର ରାଜସ୍ବ ହରାଉଥିବା ବେଳେ ପ୍ରଶାସନ ଜାଣି ମଧ୍ୟ…

ମାଙ୍କଡ଼ ଉତ୍ପାତ, ୧୨ରୁ ଊର୍ଦ୍ଧ୍ୱ ଆହତ

ବସ୍ତା, ୧୭।୭(ସ୍ବ.ପ୍ର.)-ବସ୍ତା ଥାନା କୁଳିଦା ପଞ୍ଚାୟତରେ ଗତ ୧୫ଦିନ ହେଲା ମାଙ୍କଡ଼ଙ୍କ ଉପଦ୍ରବ ଜାରି ରହିଥିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ୫୦ରୁ ଊର୍ଦ୍ଧ୍ୱ ମାଙ୍କଡ଼ ଏହି ପଞ୍ଚାୟତର ତେନ୍ତୁଳିଆ, କୁଳିଦା, ଆଗ୍ରଡ଼ା ଆଦି ଗ୍ରାମରେ ଉପତ୍ାତ କରିବା ସହିତ ରାସ୍ତାରେ ଯାତାୟାତ…

୧୫୦ ବର୍ଷ ପରେ ଗୁରୁ ପୂର୍ଣ୍ଣିମାରେ ଚନ୍ଦ୍ରଗ୍ରହଣ ପଡ଼ୁଥିବା ଖବର କ’ଣ ସତ ? ଜାଣନ୍ତୁ ଏହାର ରହସ୍ୟ

ଭୁବନେଶ୍ୱର,୧୬।୭(ବ୍ୟୁରୋ): ମଙ୍ଗଳବାର ପଡ଼ୁଥିବା ଚନ୍ଦ୍ରଗ୍ରହଣକୁ ନେଇ ସୋସିଆଲ ମିଡିଆ ଏବଂ କିଛି ଗଣମାଧ୍ୟମରେ ପ୍ରଚାର କରାଯାଉଥିବା ଖବର ବିଭ୍ରାନ୍ତିକର । ଜୁଲାଇ ୧୭ରେ ପଡ଼ୁଥିବା ଗ୍ରହଣ ୧୫୦ ବର୍ଷ ପରେ ପଡ଼ୁଛି। ଗୁରୁ ପୂର୍ଣ୍ଣିମାରେ ପଡ଼ୁଥିବା ହେତୁ ଏହା ଏକ ଅପୂର୍ବ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri