ହାତୀ ଶାବକର ମୃତଦେହ ଠାବ
ସେରଗଡ,୧୭।୯(ଡି.ଏନ.ଏ.) କଳାହାଣ୍ଡି ଜିଲା ନର୍ଲା ରେଞ୍ଜ ଅନ୍ତର୍ଗତ କମର୍ଦା ସେକ୍ସନ ଓ ବିଟ୍ ପୋରଗେଲ ସଂରକ୍ଷିତ ଜଙ୍ଗଲରେ ସୋମବାର ଏକ ହାତୀ ଶାବକର ମୃତଦେହ ଠାବ କରାଯାଇଛି । ଖବର ପାଇ ନର୍ଲା ବନ ବିଭାଗ, ରେଞ୍ଜର ନୃତରାଜ ମାଝି, କଳାହାଣ୍ଡି…
ଜିଲା ବିଜୁ ଜନତା ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ସଭା
ଭବାନୀପାଟଣା,୧୭।୯(ଡି.ଏନ.ଏ.) କଳାହାଣ୍ଡି ଜିଲା ବିଜୁ ଜନତା ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ସଭା ସ୍ଥାନୀୟ ବିଜୁ କଲ୍ୟାଣ ମଣ୍ଡପଠାରେ ସୋମବାର ଅନୁଷ୍ଠିତ ହୋଇଯାଇଛି। ଜିଲା ବିଜେଡି ସଭାପତି ପୁଷ୍ପେନ୍ଦ୍ର ସିଂହଦେଓଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାରେ ମୁଖ୍ୟଅତିଥି ଭାବେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…
ମିଳୁନି ଉଚିତ୍ ପାରିଶ୍ରମିକ :ବେଉସା ଛାଡ଼ିବେ ଜରିମେଢ଼ କାରିଗର
ଚୌଦ୍ୱାର, ୧୬ା୯(ଡି.ଏନ୍.ଏ.)-ଗଣେଶ ଚତୁର୍ଥୀଠାରୁ ଆରମ୍ଭ ହୋଇଥିବା ପାର୍ବଣ ଋତୁ କାର୍ତ୍ତିକ ପୂର୍ଣ୍ଣମୀରେ ଶେଷ ହୋଇଥାଏ। ପୂଜା ପାଇଁ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ମେଢ ପ୍ରତିଯୋଗିତା ଆରମ୍ଭ ହୋଇଛି। ଦିନକୁ ଦିନ ଚାନ୍ଦିମେଢ଼ର ଚାହିଦା ବଢ଼ୁଥିବାବେଳେ ଜରିମେଢର ଆବଶ୍ୟକତା ମଧ୍ୟ କମିନାହିଁ। କଟକ…
ମଦ ପିଇ ୧୦ ଦିନରେ ୪୨୬ ଡ୍ରାଇଭର ଗିରଫ
ଭୁବନେଶ୍ୱର, ୧୬।୯(ବ୍ୟୁରୋ): ସୁପ୍ରିମକୋର୍ଟଙ୍କ ସଡ଼କ ସୁରକ୍ଷା କମିଟିର ନିଷ୍ପତ୍ତି କ୍ରମେ ମଦ୍ୟପାନ କରି ଗାଡ଼ି ଚଳାଉଥିବା ଗାଡ଼ି ଚାଳକଙ୍କୁ ଏଣିକି ଗିରଫ କରାଯାଇଛି। ଓଡ଼ିଶାରେ ଏହି ନିୟମକୁ କଡ଼ାକଡ଼ି ଭାବେ ପାଳନ କରାଯାଉଛି। ପୋଲିସ ସୂତ୍ରରୁ ମିଳିଥିବା ଖବର ମୁତାବକ ଏ…
୧୦ ଦଫା ଦାବିରେ ବାଣୀବିହାର ବିଶ୍ୱବିଦ୍ୟାଳୟରେ ଉତ୍ତେଜନା, କୁଳପତିଙ୍କୁ ଘେରିଲେ ଛାତ୍ରୀଛାତ୍ର
ଭୁବନେଶ୍ୱର, ୧୬।୯(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟରେ ସୋମବାର ଛାତ୍ର ଉତ୍ତେଜନା ଦେଖାଦେଇଛି। ୧୦ ଦଫା ଦାବି ନେଇ ଛାତ୍ରୀଛାତ୍ର ତାତିଛନ୍ତି। ଏ ନେଇ ସେମାନେ କୁଳପତିଙ୍କୁ ତାଲା ପକାଇ ତାଙ୍କ ଅଫିସ ଆଗରେ ଧାରଣାରେ ବସି ନାରାବାଜି କରିଥିଲେ। ବହୁ ସମୟ ପର୍ଯ୍ୟନ୍ତ…
ଗୁଣିଗାରେଡ଼ି ସନ୍ଦେହରେ ସ୍ତ୍ରୀ, ସ୍ବାମୀଙ୍କୁ ହତ୍ୟା
ଖପ୍ରାଖୋଲ, ୧୬।୯(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲରମ୍ବା ଥାନା ଅନ୍ତର୍ଗତ ଲୁହାସିଂହା ପଞ୍ଚାୟତ ଚିଟିକାମାଳ ଗାଁରେ ଏକ ବିଭତ୍ସ ହତ୍ୟାକାଣ୍ଡ ଘଟିଛି। ଗୁଣିଗାରେଡ଼ି ସନ୍ଦେହରେ ସ୍ତ୍ରୀ, ସ୍ବାମୀଙ୍କୁ ଅତି ନିର୍ମମଭାବେ ହତ୍ୟା କରାଯାଇଥିବା ଜଣାପଡ଼ିଛି। ମୃତକ ଦ୍ୱୟ ହେଲେ ସ୍ବାମୀ…
କ୍ୱାର୍ଟର୍ସ ନ ଛାଡ଼ିଲେ ପାଣି, ବିଜୁଳି ବନ୍ଦ: ବାଚସ୍ପତି
ଭୁବନେଶ୍ୱର, ୧୬।୯(ବ୍ୟୁରୋ): ନିର୍ବାଚନ ସରିବାର ଦୀର୍ଘ ମାସ ପରେ ବି ପୂର୍ବତନ ବିଧାୟକମାନେ ସରକାରୀ କ୍ୱାର୍ଟର୍ସ ଛାଡ଼ି ନାହାନ୍ତି। ତେଣୁ ତୁରନ୍ତ କ୍ୱାର୍ଟରସ ଛାଡ଼ିବାକୁ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସୋମବାର ନିର୍ଦ୍ଦେଶ ଦେଇଛନ୍ତି। ଏ ନେଇ ପାତ୍ର ପୂର୍ବତନ ବିଧାୟକମାନଙ୍କୁ ନୋଟିସଜାରି…
ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ
ନିମାପଡ଼ା,୧୬।୯(ଡି.ଏନ୍.ଏ.): ପୁରୀ ଜିଲା ନିମାପଡ଼ା ଜଳସେଚନ ବିଭାଗ ଉପଖଣ୍ଡର ସହକାରୀ ନିର୍ବାହୀ ଯନ୍ତ୍ରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଆୟ ବହିଃର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ସହକାରୀ ନିର୍ବାହୀ ଯନ୍ତ୍ରୀ ଲକ୍ଷ୍ମୀଧର ବିଶ୍ୱାଳଙ୍କ ନିମାପଡ଼ାସ୍ଥିତ ବାସଭବନ, ସରକାରୀ ଅଫିସ, କ୍ୱାର୍ଟର୍ସ ସମେତ ବଳଙ୍ଗା…
ଚାଉଳିଆଗଞ୍ଜ ପୂଜା କମିଟି : ଦଶମୀରେ ହୁଏ ଦହି ପଖାଳ
କଟକ ଅଫିସ,୧୬ା୯ : ଷୋଡ଼ଶ ଉପଚାରରେ ହୁଏ ଜନଗହଳି। କେବଳ ଗୋଟିଏ ଦିନ ନୁହେଁ, ସମ୍ପୂର୍ଣ୍ଣ ଷୋଡ଼ଶ ଉପଚାରରେ ଏଠାରେ ଜନଗହଳି ହୁଏ। ଚଳିତଥର ଷୋଡ଼ଶ ଉପଚାର ସମୟରେ ଶ୍ରଦ୍ଧାଳୁଙ୍କ ନିମନ୍ତେ ସ୍ବତନ୍ତ୍ର ବ୍ୟବସ୍ଥା କରାଯିବ। କମିଟି ପକ୍ଷରୁ ଭାଇଚାରାକୁ ପ୍ରାଧାନ୍ୟ…
କୂଳ ଛାଡ଼ିଲା ମାଲେସିଆ ଜାହାଜ
ବ୍ରହ୍ମଗିରି,୧୬ା୯(ଡି.ଏନ୍.ଏ.) : ବହୁ ପରିଶ୍ରମ ପରେ ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ରାଜହଂସ କୂଳରେ ଲାଗିଥିବା ମାଲେସିଆ ଜାହାଜ ଜିନ୍ ହ୍ବା କୂଳ ଛାଡ଼ିଛି। ଏହାକୁ ଉଦ୍ଧାର କରିବା ପାଇଁ ଶନିବାର ପହଞ୍ଚତ୍ଥିବା ଏମ୍ଭି ଚିତା ନାମକ ଜାହାଜ ସାହଯ୍ୟରେ ରବିବାର…
କଟକ: ୧୮ରେ ୧୨ ଘଣ୍ଟିଆ ବନ୍ଦ
କଟକ ଅଫିସ,୧୬ା୯ : ହିନ୍ଦୁସେନା ଓ କଟକ ସଦର ସୁରକ୍ଷା କମିଟି ପକ୍ଷରୁ ଆସନ୍ତା ୧୮ରେ କଟକ ବନ୍ଦ ଡାକରା ଦିଆଯାଇଛି। ଏ ନେଇ ରବିବାର ଜିଲା ରେଡ୍କ୍ରସ ଭବନଠାରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ସୂଚନା ଦିଆଯାଇଛି। କଟକ ସହରକୁ ଶ୍ରୀହୀନ…
ସଚିନ ତେନ୍ଦୁଲକର ହୋଇପାରନ୍ତି ଓଡ଼ିଶା ଟୁରିଜମ୍ ବ୍ରାଣ୍ଡ୍ ଆମ୍ବାସାଡର
ଭୁବନେଶ୍ୱର,୧୬ା୯(ବ୍ୟୁରୋ) : ଜାତୀୟ ଓ ଅନ୍ତର୍ଜାତୀୟସ୍ତରରେ ଓଡ଼ିଶା ପର୍ଯ୍ୟଟନର ପ୍ରଚାର ପ୍ରସାର ପାଇଁ ଜଣେ ପରିଚିତ ଚେହେରା ହୋଇପାରନ୍ତି ଟୁରିଜମ୍ ବ୍ରାଣ୍ଡ୍ ଆମ୍ବାସାଡର। ବିଶେଷ ସୂତ୍ରରୁ ମିଳିଥିବା ସୂଚନା ମୁତାବକ କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକର ହୋଇପାରନ୍ତି ଓଡ଼ିଶା ପର୍ଯ୍ୟଟନର ସେଲିବ୍ରିଟି…

