ରାଜ୍ୟ

ନୂଆଦିଲ୍ଲୀରେ ଓଡ଼ିଆ କର୍ମଚାରୀଙ୍କ ଦୁରବସ୍ଥା : ଛୁଟି ସହ ଅନ୍ୟାନ୍ୟ ସୁବିଧା ସୁଯୋଗ ଦାବି

ଭୁବନେଶ୍ୱର,୧୬ା୯(ବ୍ୟୁରୋ) : ଦେଶର ରାଜଧାନୀ ନୂଆଦିଲ୍ଲୀରେ ଓଡ଼ିଶା ଭବନ, ଓଡ଼ିଶା ସଦନ ଏବଂ ଆବାସିକ କମିଶନରଙ୍କ କାର୍ଯ୍ୟାଳୟ ରହିଛି। ଏହି ସବୁରେ ରାଜ୍ୟ ସରକାରଙ୍କ ଅଧୀନରେ ବିଭିନ୍ନ ଠିକା କର୍ମଚାରୀ ନିଯୁକ୍ତ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ନିରାପତ୍ତା ରକ୍ଷୀ, ରୁମ୍‌ ବୟ,…

ମୁଣ୍ଡରେ ଖପୁରି ପ୍ରତିରୋପଣ ପରେ ସ୍କୁଲ ଯିବ ଜଗା

କଟକ ଅଫିସ, ୧୬ା୯ : କଟକ ଏସ୍‌ସିବି ମେଡିକାଲରେ ଚିକିତ୍ସିତ ହେଉଥିବା କନ୍ଧମାଳ ଜିଲାର ଯୋଡାମୁଣ୍ଡ ଶିଶୁ ଜଗା-କାଳିଆଙ୍କୁ ରବିବାର ଆଇନ ଏବଂ ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ଭେଟିଛନ୍ତି। ଏଥିସହ ସେମାନଙ୍କ ସ୍ବାସ୍ଥ୍ୟବସ୍ଥା ସମ୍ପର୍କରେ ମେଡିକାଲର…

ପ୍ରାଥମିକ ସଦସ୍ୟ ପଦରୁ ଇତିଶଙ୍କୁ ନିଲମ୍ବନ କଲା ଏନ୍‌ଏସୟୁଆଇ

ଭୁବନେଶ୍ୱର,୧୬ା୯(ବ୍ୟୁରୋ) : ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ବିରୋଧରେ ମନ୍ତବ୍ୟ ଦେବାପରେ ରାଜ୍ୟ ଛାତ୍ର କଂଗ୍ରେସ ଆବାହକ ଇତିଶ ପ୍ରଧାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟାଶନାଲ ଷ୍ଟୁଡେଣ୍ଟସ୍‌ ୟୁନିୟନ ଅଫ ଇଣ୍ଡିଆ(ଏନ୍‌ଏସ୍‌ୟୁଆଇ) ପକ୍ଷରୁ ଇତିଶଙ୍କୁ ରବିବାର…

କାର୍‌ ଆଗ ସିଟ୍‌ରେ ବେଲ୍ଟ ବାନ୍ଧି ଶିଶୁଙ୍କୁ ନେବା ମନା : ପୋଲିସ କମିଶନରଙ୍କ ଚିଠିର ଉତ୍ତର ରଖିଲେ ଆର୍‌ଟିଓ

ଭୁବନେଶ୍ୱର,୧୬ା୯(ବ୍ୟୁରୋ) : କାର୍‌ର ଆଗ ସିଟ୍‌ରେ ୬ବର୍ଷ କିମ୍ବା ଏହାଠାରୁ କମ୍‌ ବର୍ଷ ବୟସର ପିଲାଙ୍କୁ ବସାଇ ନେବା ମନା। ଏପରିକି ସିଟ୍‌ ବେଲ୍ଟ ବାନ୍ଧି ନିଆଯିବା ମଧ୍ୟ ଠିକ୍‌ ନୁହେଁ। ଏହା ଶିଶୁଙ୍କ ପାଇଁ ବିପଦ ଆଣିପାରେ। ତେଣୁ ଏହାକୁ…

ଡିଏଲ୍‌, ଗାଡ଼ି କାଗଜପତ୍ର ସମସ୍ୟା ଦୂର ପାଇଁ ପଦକ୍ଷେପ : ୧୫ଦିନରେ ଡିଏଲ୍‌ ଆବେଦନ ପାଇଁ ୩୮ ହଜାର ସ୍ଲଟ୍‌ ବୁକ

ଭୁବନେଶ୍ୱର,୧୬ା୯(ବ୍ୟୁରୋ) : ପରିବହନ ସଚିବଙ୍କ ନିର୍ଦ୍ଦେଶକ୍ରମେ ରବିବାର ଛୁଟିଦିନରେ ରାଜ୍ୟର ସମସ୍ତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ) କାର୍ଯ୍ୟ କରିଥିଲା। ଅଧିକ ଭିଡ଼ ହେଉଥିବା ଭୁବନେଶ୍ୱରର ଆର୍‌ଟିଓ-୧ ଓ ଆର୍‌ଟିଓ-୨ରେ ସୁରୁଖୁରୁରେ କାର୍ଯ୍ୟ ଚାଲିଥିଲା। ଡ୍ରାଇଭିଂ ଲାଇସେନ୍ସ ଓ ଗାଡ଼ି କାଗଜପତ୍ର…

ଆଜିଠାରୁ ପୁଣି ବର୍ଷା : ୯ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୬ା୯(ବ୍ୟୁରୋ) : ସୋମବାର ରାଜ୍ୟର କିଛି ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଗତ ଦୁଇଦିନ ଧରି ପାଗ ଶୁଖିଲା ରହିବା ପରେ ସୋମବାରଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି, ବିଜୁଳି ସହ ବର୍ଷାହେବ। ଏନେଇ ଭୁବନେଶ୍ୱରସ୍ଥିତ…

ବଢୁଛି ରୋଗୀ ସଂଖ୍ୟା, ବ୍ୟବସ୍ଥା ନାହିଁ

ବାଲେଶ୍ୱର ଅଫିସ, ୧୬।୯(ମାନସ ବିଶ୍ୱାଳ)-ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟ ତଥା ଫକୀରମୋହନ ମେଡିକାଲ କଲେଜ ଓ ହସ୍‌ପିଟାଲରେ ଡାକ୍ତର, କର୍ମଚାରୀ, ପାରାମେଡିକାଲ ଷ୍ଟାଫ୍‌ଙ୍କ ଅଭାବ ରହିଛି। ଫଳରେ ଏଠାକୁ ଆସୁଥିବା ରୋଗୀମାନେ ଉପଯୁକ୍ତ ଚିକିତ୍ସା ସେବା ପାଇବାରୁ ବଞ୍ଚିତ ହେଉଛନ୍ତି। ବେଳେବେଳେ…

ଭିତ୍ତିଭୂମି ଥାଇ ଉଧଉନି ଫୁଲଚାଷ; କଲିକତା ମେଣ୍ଟାଉଛି ଫୁଲର ଚାହିଦା

ଭଦ୍ରକ ଅଫିସ, ୧୬।୯- ଭଦ୍ରକ ଜିଲାରେ ଉପଯୋଗୀ ମୃତ୍ତିକା, ଜଳବାୟୁ ଏବଂ ଭିତ୍ତିଭୂମି ଥିଲେ ମଧ୍ୟ ଫୁଲଚାଷର ବିକାଶ ହୋଇପାରୁ ନାହିଁ । ଚାଷୀମାନେ ସଚେତନ ନ ଥିବା ଏବଂ ପ୍ରୋତ୍ସାହନ ଅଭାବ ଭଳି ବିଭିନ୍ନ କାରଣରୁ ଏହି ଚାଷ ଉଧଉନାହିଁ…

ପେଟ୍ରୋକେମ୍‌-୨୦୧୯:ଡାଉନ୍‌ଷ୍ଟ୍ରିମ୍‌ କ୍ଷେତ୍ରଗୁଡିକ ବିକାଶ ଉପରେ ଓଡ଼ିଶାର ଗୁରୁତ୍ୱ

ଭୁବନେଶ୍ୱର, ୧୫ା୯(ବ୍ୟୁରୋ)- ଓଡ଼ିଶାରେ ପୁଞ୍ଜିନିବେଶ ସକାଶେ ଗଠିତ ହୋଇଥିବା ପ୍ରତିନିଧିଗଣ କଲିକତାଠାରେ ଭାରତୀୟ ଚେମ୍ବର୍ସ ଅଫ୍‌ କମର୍ସ ତରଫରୁ ଅନୁଷ୍ଠିତ ହୋଇଥିବା ‘ଆଗାମୀ ଭବଷ୍ୟତରେ ପେଟ୍ରୋକେମିକାଲ ବ୍ୟବସାୟ ଅଭିବୃଦ୍ଧି’ ଶୀର୍ଷକ ପେଟ୍ରୋକେମ୍‌-୨୦୧୯ରେ ଭାଗ ନେଇଛନ୍ତି। ଅର୍ଥନୈତିକ ଉନ୍ନତି ସହିତ କର୍ମନିଯୁକ୍ତି ସୃଷ୍ଟି…

୧୬ରୁ ବଢ଼ିବ ବର୍ଷା

ଭୁବନେଶ୍ୱର,୧୫।୯(ବ୍ୟୁରୋ): ରାଜ୍ୟରେ ଦକ୍ଷିଣ- ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ମାଲକାନଗିରି, ରାୟଗଡା, କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।…

କେନ୍ଦ୍ରୀୟ ବିଦ୍ୟାଳୟ ସମୂହର ଇ-କ୍ଲାସ୍‌ରୁମ୍‌ ଲୋକାର୍ପିତ, ୧୮୪ ଶ୍ରେଣୀଗୃହ ହେଲା ସ୍ମାର୍ଟ କ୍ଲାସ୍‌ରୁମ୍‌

ଭୁବନେଶ୍ୱର, ୧୫।୯(ବ୍ୟୁରୋ): କେନ୍ଦ୍ରୀୟ ବିଦ୍ୟାଳୟ ସମୂହର ଇ-କ୍ଲାସରୁମ୍‌କୁ ଶନିବାର ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଲୋକାର୍ପିତ କରିଛନ୍ତି। ଓଏନ୍‌ଜିସି ସହାୟତାରେ ଦେଶରେ ମୋଟ ୮କୋଟି ଟଙ୍କା ବ୍ୟୟରେ ପ୍ରାୟ ୪୦୦ଟି ଶ୍ରେଣୀଗୃହ ଇ-କ୍ଲାସରୁମ୍‌ ଲୋକାର୍ପଣ କରାଯାଇଛି। ଏଥିମଧ୍ୟରୁ ଓଡ଼ିଶାରେ…

ବିଧାୟକଙ୍କୁ ବାଚସ୍ପତିଙ୍କ ପରାମର୍ଶ, ଗ୍ରନ୍ଥାଗାରରେ ଅଧ୍ୟୟନ କର

ଭୁବନେଶ୍ୱର, ୧୫।୯(ବ୍ୟୁରୋ): ବିଧାୟକମାନେ ବିଧାନସଭା ଗ୍ରନ୍ଥାଗାରରେ ଅଧ୍ୟୟନ କରନ୍ତୁ। ଅଧିବେଶନ ଚାଲିଥିବା ସମୟରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମରେ ସମସ୍ତ ସଦସ୍ୟ ସକ୍ରିୟ ଅଂଶ ଗ୍ରହଣ କରନ୍ତୁ। ଏହାଦ୍ୱାରା ଜନ ପ୍ରତିନିଧିମାନେ ଅଧିକ ଦକ୍ଷ ଓ ପାରଦର୍ଶୀ ହୋଇପାରିବେ। ଶନିବାର ଷୋଡ଼ଶ ବିଧାନସଭାର ନବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?